Home Left

ମହୀପୁରକୁ ପରୀକ୍ଷାମୂଳକ ଭାବେ ଗଡ଼ିବ ଟ୍ରେନ୍‌: ଅନୁଧ୍ୟାନ କରିବେ ରେଳ ସୁରକ୍ଷା ଆୟୁକ୍ତ

ନୟାଗଡ଼ ଅଫିସ,୨୫ା୭: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନକୁ ପରୀକ୍ଷାମୂଳକ ଭାବେ ଗୁରୁବାର ଗଡ଼ିବ ଟ୍ରେନ୍‌। ଏହାକୁ ଅନୁଧ୍ୟାନ କରିବା ପାଇଁ ଗୁରୁବାର ରେଳ ସୁରକ୍ଷା ଆୟୁକ୍ତ (ସିଆରଏସ୍‌) ନୟାଗଡ଼କୁ ଆସିବେ। ନୟାଗଡ଼ ଟାଉନ ଷ୍ଟେଶନଠାରୁ ମହୀପୁର ପର୍ଯ୍ୟନ୍ତ ୧୨…

ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତିରେ ବିଳମ୍ବ : ଅଗଷ୍ଟ ୧ରେ ଜିଲା ଶିକ୍ଷା କାର୍ଯ୍ୟାଳୟ ଆଗରେ ଧାରଣା

ନୟାଗଡ଼ ଅଫିସ,୨୫।୭: ନୟାଗଡ଼ ଜିଲାରେ ପ୍ରାଥମିକ ଶିକ୍ଷକମାନଙ୍କ ପଦୋନ୍ନତିରେ ବିଳମ୍ବ ହୋଇଥିବା ନେଇ ଜିଲା ପ୍ରାଥମିକ ଶିକ୍ଷକ ସଂଘ ଅଭିଯୋଗ କରିଛି । ଏ ନେଇ ସଂଘ ପକ୍ଷରୁ ବାରମ୍ବାର ଜିଲା ଶିକ୍ଷା ଅଧିକାରୀଙ୍କ ଠାରେ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି…

ଭିଜିଲାନ୍ସ ଜାଲରେ କୋଟିପତି କିରାଣି: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ଜଳେଶ୍ୱର,୨୫।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାର ସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତରଣୀ କୁମାର ଭୂୟଁା ଓରଫ୍‌ ମଣ୍ଟୁଙ୍କ ବାସ ଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ବୁଧବାର ଏକକାଳୀନ ଚଢାଉ କରିଛି। ପ୍ରାୟ ଅଢ଼େଇ…

ଭାରତୀୟ ନୌସେନା ଚିଲିକା ପକ୍ଷରୁ କାର୍‌ଗିଲ ବିଜୟ ଦିବସ

ବାଲୁଗାଁ,୨୫ା୭(ଡି.ଏନ.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ତରଫରୁ ବୁଧବାର କାର୍‌ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି। ବିଜୟ ଦିବସର ୨୦ବର୍ଷ ପୂର୍ତ୍ତି ଅବସରରେ ଦେଶର ସୁରକ୍ଷା ନିମନ୍ତେ ତଟରକ୍ଷୀ କ୍ଷେତ୍ରରେ ମତ୍ସ୍ୟଜୀବୀ ଓ ଜନସାଧାରଣଙ୍କୁ ସଚେତନ ପାଇଁ ନୌସେନା ପକ୍ଷରୁ ଏକ…

ରାକ୍ଷୀରେ ଦିଅନ୍ତୁ ଏପରି ଗିଫ୍ଟ ଖୁସି ହୋଇଯିବେ ଭଉଣୀ

ଭଉଣୀ ଭାଇର ପବିତ୍ର ସମ୍ପର୍କକୁ ସୁଦୃଢ଼ କରିଥାଏ ରାକ୍ଷୀ। ତେବେ ଏହି ରାକ୍ଷୀପୂର୍ଣ୍ଣିମାକୁ ସବୁ ଭାଇଭଉଣୀ ଉତ୍ସୁକତାର ସହ ଅପେକ୍ଷା କରିଥାନ୍ତି। ରକ୍ଷାବନ୍ଧନ ଆସିଗଲେ ବଜାରରେ ରାକ୍ଷୀ, ମିଠା, ଚକୋଲେଟ ସହ ଗିଫ୍ଟ ଦୋକାନରେ ପ୍ରବଳ ଭିଡ଼ ଦେଖିବାକୁ ମିଳେ। କାରଣ…

ଇନସୁଲିନ୍‌ସ୍ତରକୁ ସ୍ବାଭାବିକ କରିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ପ୍ରତିଦିନ ସକାଳେ ଅଧାଗ୍ଲାସେ ମେଥି ପାଣି ପିଇଲେ ବହୁ ଉପକାର ମିଳିଥାଏ। ଏହା ଇନସୁଲିନ୍‌ସ୍ତରକୁ ସ୍ବାଭାବିକ କରିଥାଏ। ଇନସୁଲିନ୍‌ ରକ୍ତରେ ଥିବା ଶର୍କରାକୁ ନିୟନ୍ତ୍ରିତ କରିଥାଏ। ଫଳରେ ଡାଇବେଟିସ୍‌ ହେବାର ଆଶଙ୍କା କମ୍‌ ହୋଇଥାଏ। ଏଥିରେ ଥିବା ଆମିନୋ ଏସିଡ୍‌ ଯୋଗୁ…

ଅଗ୍ନିକାଣ୍ଡ: ୨୦ ବଖରା ଜଳିଗଲା

ଚିକିଟି/ହାତୀଓଟ,୨୫ା୭(ଡି.ଏନ୍‌.ଏ.)- ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୮ ଆଦିବାସି ପରିବାରଙ୍କ ୧୬ ବଖରା ଜଳିଯାଇଛି। ସେହିପର ପୋଲସରା ବ୍ଲକ ହାତୀଓଟ ପଞ୍ଚାୟତର ପ୍ରାଣଦେଇପୁର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୪ ବଖରା…

ଲାଞ୍ଚ ମାମଲା: ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ…

ପଥର, ବାଲି ଚାଲାଣବେଳେ ୬ ଗାଡ଼ି ଜବତ

ଭଞ୍ଜନଗର,୨୪।୭(ଡି.ଏନଏ): ପଥର, ବାଲି, ଗୋଡ଼ି ବେନିୟମ ଚାଲାଣ ଯୋଗୁ ସରକାର ବିପୁଳ ରାଜସ୍ବ ହରାଉଛନ୍ତି। ବୁଧବାର ଭଞ୍ଜନଗର ତହସିଲ ଓ ଗାଲେରୀ, ଭଞ୍ଜନଗର ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ମିଳିତ ଭାବେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ୬ଟି ଗାଡ଼ିରେ ବେନିୟମ…

ମଧ୍ୟାହ୍ନ ଭୋଜନ ତଦାରଖ କଲେ ବ୍ଲକ ଅଧକ୍ଷା, ବିଡ଼ିଓ

ଶେରଗଡ,୨୪ା୭(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ବାଦୁଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ବୁଧବାର ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବ୍ଲକ ଅଧକ୍ଷା ସାରସ ସ୍ବାଇଁ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ତଦାରଖ କରିଥିଲେ। ଛାତ୍ରୀଛାତ୍ର ମାନେ ମଧ୍ୟାହ୍ନ…

ଟ୍ରାକ୍ଟର ଓଲଟି ଶ୍ରମିକ ମୃତ

କ.ନୂଆଗଁା,୨୪ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)। ଟ୍ରାକ୍ଟରଟି ଗୋଡ଼ି ନେଇ ଗୁଟିଙ୍ଗିଆ ଅଭିମୁଖେ ଯାଉଥିବା ବେଳେ କାଣିବିଡ଼ିକାଠାରେ ଓଲଟିପଡ଼ିଥିଲା। ଏଥିରେ…

ବାରଙ୍ଗ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଉତ୍ପାଦନମୁଖୀ କରାଯିବ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାରଙ୍ଗସ୍ଥିତ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଅଧିକ ସଶକ୍ତ ଓ କ୍ରିୟାଶୀଳ କରାଯିବ। ଏଥିସହିତ ସେଠାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ତାଲିମ ବ୍ୟବସ୍ଥାକୁ ଦୃଢ଼ କରାଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ନିତେନ୍‌ ଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?