ମାରଣାସ୍ତ୍ର ଧରି ଆତଙ୍କ ଖେଳାଇଲେ ଲୁଟେରା ଗ୍ୟାଙ୍ଗ: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍
କେନ୍ଦ୍ରାପଡ଼ା/ଆଳି,୧ା୩(ଜଗନ୍ନାଥ ଧଳ/ବନମାଳୀ ସେନାପତି): ଆଳି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକ ଲୁଟେରା ଗ୍ୟାଙ୍ଗ ସିରିଜ ଲୁଟ୍ କରିବା ସହ ଜଣେ ବ୍ୟବସାୟୀଙ୍କ ଘରେ ଓ ଅଫିସରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ ପଶିବା ଘଟଣା ଆଳି ଅଞ୍ଚଳବାସୀଙ୍କୁ ଆତଙ୍କିତ କରିଦେଇଛି। ଆଳି…
ହୋଟେଲ ଖାଦ୍ୟ ନିୟମିତ ଯାଞ୍ଚ ହେଉନାହିଁ : ପେଟ୍ରୋଲ ପମ୍ପରେ ଗ୍ରାହକଙ୍କୁ ସରକାରୀ ସୁବିଧା ମିଳୁନାହିଁ
ଭଞ୍ଜନଗର,୧।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଦିନକୁ ଦିନ ଛତୁ ଫୁଟିଲା ଭଳି ଛୋଟରୁ ବଡ ହୋଟେଲ ଖୋଲୁଛି। କିନ୍ତୁ ଉକ୍ତ ହୋଟେଲଗୁଡ଼ିକର ଖାଦ୍ୟ ନିୟମିତ ଯାଞ୍ଚ ହେଉନାହିଁ। ନିର୍ଦ୍ଧିଷ୍ଟ କିଛି ବଡ ବଡ ହୋଟେଲରେ ରାତିର ବଳକା ଖାଦ୍ୟକୁ…
ଖାମେନେଇଙ୍କ ମୃତ୍ୟୁ ପରେ ରାଗରେ ନିଆଁବାଣ ହେଲାଣି ପାକିସ୍ତାନ, ଆମେରିକୀୟ ବାଣିଜ୍ୟ ଦୂତାବାସ ଉପରେ ଆକ୍ରମଣ, ୯ ମୃତ
କରାଚି,୧।୩: ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ହତ୍ୟା ଖବର ପ୍ରସାରିତ ହେବା ପରେ ପାକିସ୍ତାନର କରାଚୀରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଆମେରିକୀୟ ଦୂତାବାସ ବାହାରେ ପ୍ରତିବାଦ ପ୍ରଦର୍ଶନ କରାଯାଇଥିଲା। ରଏଟର୍ସ ଅନୁଯାୟୀ, ଅତି କମରେ ନଅ ଜଣ…
ୟୁଟ୍ୟୁବର ରାହୁଲ୍ ମହାରଣା ହତ୍ୟା ପଛରେ ଏହିମାନେ, ବାନ୍ଧିଲା ପୋଲିସ
ଭୁବନେଶ୍ୱର,୧।୩: ରାଜଧାନୀରେ ୟୁଟ୍ୟୁବର ରାହୁଲ୍ ମହାରଣା ହତ୍ୟା ମାମଲାରେ ଜଣେ ଯବାନଙ୍କ ସହ ୩ ଗିରଫ ହୋଇଛନ୍ତି। ଜଣେ ଯବାନ ଓ ତାଙ୍କର ୨ ପୁତୁରାଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ମଦ୍ୟପାନ ଓ ପରେ ଯୁକ୍ତିତର୍କକୁ ନେଇ ହତ୍ୟାକାଣ୍ଡ ଘଟିଥିବା…
ମିଡ୍ ନାଇଟ୍ ଅପରେଶନ ପେଡ଼ି ଖୋଲିଲେ ପ୍ରଭାତ ବିଶ୍ୱାଳ, ସେଦିନ ପ୍ୟାରୀଙ୍କ ଘରେ କ’ଣ ସବୁ ହୋଇଥିଲା କହି…
ଭୁବନେଶ୍ୱର,୧ା୩: ମିଡ୍ ନାଇଟ୍ ଅପରେଶନ ପେଡ଼ି ଖୋଲିଛନ୍ତି ବିଜେଡିରୁ ବିତାଡ଼ିତ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। ମିଡ୍ ନାଇଟ୍ ଅପରେଶନ ଓଡ଼ିଶା ରାଜନୀତିରେ ବେଶ୍ ଚର୍ଚ୍ଚିତ। କାରଣ ଏହି ଦିନ ଗୋପନୀୟ ଭାବେ ଷଡ଼ଯନ୍ତ୍ର ଚଳାଇ ଦଳକୁ ଭାଙ୍ଗିବା, ନେତାଙ୍କୁ ବିଭାଜନ…
ନୂଆପଡ଼ାରେ କଲରାପତରିଆ ବାଘ ଆତଙ୍କ
ନୂଆପଡ଼ା,୧।୩(ମକାରୁ ବେମାଲ): କିଛିଦିନର ବ୍ୟବଧାନ ପରେ ନୂଆପଡ଼ା ଜିଲାରେ ପୁଣି କଲରାପତରିଆ ବାଘ ଆତଙ୍କ ଦେଖା ଦେଇଛି। ବାଘ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଲୋକମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି।…
୩ ମାସର ଗର୍ଭ ନଷ୍ଟ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ବାପଘର ଲୋକେ ଅଭିଯୋଗ ଆଣି କହିଲେ…
ପରଜଙ୍ଗ,୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କର ୩ ମାସର ଗର୍ଭ ନଷ୍ଟ ସହ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ମାଣିକମରା ଗାଁ ଠାକୁରମୁଣ୍ଡା ସାହିର…
ଲ୍ୟାଣ୍ଡମାଇନ ବିସ୍ଫୋରଣରେ କୋବ୍ରା ବାଟାଲିଅନର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଗୁରୁତର, ରାଞ୍ଚି ଏୟାରଲିଫ୍ଟ
ବଣାଇଁ,୧ା୩(ପ୍ରଦୀପ ତ୍ରିପାଠୀ): ଓଡିଶା-ଝାଡ଼ଖଣ୍ଡ ସୀମା ସଂଲଗ୍ନ ସାରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ଚାଲି ଥିବା ବେଳେ ରବିବାର ସକାଳେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ସିଆରପିଏଫ କୋବ୍ରା ୨୦୯ ବାଟାଲିୟନର ସହାୟକ କମାଣ୍ଡାଣ୍ଟ ଗୁରୁତର ହେଇଛନ୍ତି। ସରଣ୍ଡା…
ଖାମେନେଇଙ୍କ ଫଟୋକୁ ସିଗାରେଟ ଜଳାଇ ନିଆଁ ଲଗାଇଥିବା ଯୁବତୀ ଏବେ ଖୁବ ଖୁସି କାହିଁକି? ଭାଇରାଲ ହେଉଛି ଭିଡ଼ିଓ
ତେହରାନ,୧।୩: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣରେ ମୃତ୍ୟୁ ଘଟିଛି। ଇରାନରେ ଅଶାନ୍ତି ମଧ୍ୟରେ, ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ଖାମେନେଇଙ୍କ ଫଟୋ ଜାଳି ସେଥିରୁ ସିଗାରେଟ ଜାଳିଥିବାର ଦେଖାଯାଇଛି। ଖାମେନେଇଙ୍କ…
ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍ ଆଗରେ: ପଡିଛି କର୍ମଚାରୀ ମୃତଦେହ, ହଠାତ୍ ଛାତିରେ ହେଲା ଯନ୍ତ୍ରଣା
ମୁନିଗୁଡା,୧।୩(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡାରେ ଏକ ଅଭାବନୀୟ ଘଟଣା ଘଟିଛି। ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍ ଆଗରେ ବ୍ଲକର ଜଣେ ଯୁବ କର୍ମଚାରୀଙ୍କ ମୃତଦେହ ମିଳିଛି। ମୃତକ ଜଣକ ହେଲେ ବ୍ଲକର ଭିବି-ଜି-ରାମ-ଜି ଆସିଷ୍ଟାଣ୍ଟ ସୁଶାନ୍ତ ଗୌଡ଼। ସୂଚନା…
ବିସ୍ଫୋରକ କାରଖାନାରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ନାଗପୁର,୧।୩: ମହାରାଷ୍ଟ୍ରର ନାଗପୁର ଜିଲାରେ ରବିବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ନାଗପୁର ଜିଲାର କାଟୋଲ ତହସିଲରେ ଏକ ବିସ୍ଫୋରକ କାରଖାନାରେ ବିସ୍ଫୋରଣ ଘଟି ଅତି କମରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଗୁରୁତର ଆହତ ହୋଇଛନ୍ତି। ପୋଲିସ…
ମୃତ୍ୟୁ ପୂର୍ବରୁ ଶେଷ ଭାଷଣ ଦେଇଥିଲେ ଖାମେନେଇ, ଜାଣନ୍ତୁ ଟ୍ରମ୍ପଙ୍କୁ ନେଇ କ’ଣ କହିଥିଲେ
ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ଆକ୍ରମଣରେ ମୃତ୍ୟୁ ଘଟିଛି। ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଇରାନରେ ଭୟର ବାତାବରଣ ସୃଷ୍ଟି କରିଛି। ଏହାକୁ ନେଇ ଇରାନରେ ୪୦ ଦିନିଆ ଶୋକ ପାଳନ ଘୋଷଣା କରାଯାଇଛି, ସାତ ଦିନର ସରକାରୀ…
Archives


