ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ
ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ ଯୁବପିଢ଼ିଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନକରିବାର ଅଭିଯୋଗ ଆଣିଛି। CJPର କହିବା ଅନୁସାରେ,…
ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ
ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା ସୂର୍ଯ୍ୟକାନ୍ତି ଛୁରାଙ୍କ ମୃତ୍ୟୁ ପରେ ପରିବାର ଲୋକେ ବାଇକରେ ମୃତଦେହ ନେବାର ଏକ…
ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା
ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି ନିଷ୍ପତ୍ତିର ସୂଚନା ଦିଆଯାଇଛି। ଏବେ ଡ୍ୟୁରମ କିସମର ଗହମ, ଅଟା ଏବଂ ଗହମରୁ…
କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍ର ପାଣି, ଯୋଗାଯୋଗ ବିଛିନ୍ନ
ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି। ମଙ୍ଗଳପୁର ଡ୍ୟାମରୁ ପାଣି ଛଡ଼ାଯିବା ପରେ ହାତୀନଦୀରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।…
ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…
ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ ଉପଲବ୍ଧତା ରହିଛି ଏବଂ ଆଗାମୀ ମାସଗୁଡ଼ିକରେ ମଧ୍ୟ ଯୋଗାଣରେ କୌଣସି ଅଭାବ ହେବାକୁ…
ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ
ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର ଗାନ୍ଧୀଛକସ୍ଥିତ ଅସ୍ଥାୟୀ ପୂଜାମଣ୍ଡପରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ପୂଜା କମିଟିର…
କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍ ଇଣ୍ଡିଆ
କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍ର ପ୍ରଥମ ଦିନ ଦେବଦତ୍ତ ପଡିକଲ ଶତକ ହାସଲ କରିଥିବା ବେଳେ ଦ୍ୱିତୀୟ ଦିନରେ ଧ୍ରୁବ ଜୁରେଲ ଅପରାଜିତ…
ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ
ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ବିଶ୍ୱ ବିକାଶ ଉପରେ ଆଲୋଚନା କରିଥିଲେ। ବୈଠକ ପରେ ବୈଦେଶିକ…
କାନିଜ୍ସା ଓପନ୍ ଚେସ୍ ଟାଇଟଲ ହାସଲ କଲେ ପ୍ରଣେଶ
କାନିଜ୍ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍ ସମ୍ମାନଜନକ କାନିଜ୍ସା ଓପନ ଚେସ୍ ଟାଇଟଲ ହାସଲ କରିଛନ୍ତି। ପ୍ରତିଯୋଗିତାର ୯ମ ତଥା ଫାଇନାଲ ରାଉଣ୍ଡରେ ଏହି ୧୯ ବର୍ଷୀୟ ପେତ୍ରୋଭକ୍ସି…
Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…
ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଜଣେ ଛାତ୍ରୀ ସେଲ୍ଫି ନେବା ପରେ ହଠାତ୍ ରାହୁଲ ଗାନ୍ଧୀଙ୍କ…
ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ
ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି। ଜବତ ଗାଡ଼ିଗୁଡ଼ିକର ଫିଟନେସ୍ ଓ ବୀମା ନଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଡମପଡ଼ା…
ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି
ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ ସମସ୍ୟା ପୌରପରିଷଦ କର୍ତ୍ତୃପକ୍ଷ ସମାଧାନ କରିବା ନିମନ୍ତେ ବନ୍ଦ ଡକରା ଦେଲେ ପୂର୍ବତନ…

