ରାଜ୍ୟରେ ଭୁଶୁଡ଼ିଛି ଆଇନଶୃଙ୍ଖଳା: ୩ ବର୍ଷରେ ୧୩୨୮ ନାବାଳିକା ନିଖୋଜ, ବଢ଼ୁଛି ନାବାଳିକା ବଳାତ୍କାର
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟରେ ନାବାଳିକା ଓ ମହିଳା ବଳାତ୍କାର ବୃଦ୍ଧି ପାଇଛି। ଦେଶରେ ଓଡ଼ିଶା ଏ କ୍ଷେତ୍ରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ପ୍ରତ୍ୟେକ ଦିନ ୭ଜଣ ମହିଳା ଓ ୬ଜଣ ନାବାଳିକା ବଳାତ୍କାରର ଶିକାର ହେଉଛନ୍ତି। ଅପରାଧୀଙ୍କର ପୋଲିସକୁ ଡ଼ର…
ଅର୍ଥମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ଜୟ ନାରାୟଣ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଗୃହରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅସତ୍ୟ ତଥ୍ୟ ଦେଇଛନ୍ତି। ତାଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି ଭାଜପା ସଦସ୍ୟ ଜୟ ନାରାୟଣ ମିଶ୍ର। ବୁଧବାର ଶୂନ୍ୟକାଳ ଆରମ୍ଭ ହେବା ମାତ୍ରେ ସେ ପଏଣ୍ଟ ଅଫ୍ ଅର୍ଡର ଜରିଆରେ…
ୟୁରୋ ହକି ଲିଗ୍ରେ ଖେଳିବେ ବାଲ୍ମୀକି, ହରଜିତ୍
ନୂଆଦିଲ୍ଲୀ,୨୪।୭(ପିଟି)- ଭାରତୀୟ ହକି ଖେଳାଳି ଦେବିନ୍ଦର ବାଲ୍ମୀକି ଓ ହରଜିତ ସିଂଙ୍କ ସହ ଡଚ୍ କ୍ଲବ ଏଚ୍ଜିସି ୨୦୧୯-୨୦ ସିଜନ ଲାଗି ଚୁକ୍ତି କରିଛି। କ୍ଲବ ପକ୍ଷରୁ ଏମାନେ ଆଗାମୀ ୟୁରୋ ହକି ଲିଗ୍ ମ୍ୟାଚ୍ରେ ଖେଳିବେ। ଦୁଇ ମିଡ୍ଫିଲ୍ଡର ଏବେ…
କ୍ଷମତାଚ୍ୟୁତ ହେବାପରେ କୁମାରସ୍ବାମୀ କହିଲେ, ଭବିଷ୍ୟତରେ ମଧ୍ୟ ରାଜନୈତିକ ଅସ୍ଥିରତା ଲାଗି ରହିବ
ବେଙ୍ଗାଲୁରୁ, ୨୪।୭: ଦୁଇ ସପ୍ତାହରେ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବା ପରେ କୁମାରସ୍ବାମୀ ସରକାର ଭାଜପା ପାଖରୁ ପରାଜୟ ବରଣ କରିଛି। କୁମାରସ୍ବାମୀ କ୍ଷମତାଚ୍ୟୁତ ହେବା ପରେ ପ୍ରଥମଥର ପାଇଁ ମୁହଁ…
ଗୋଟିଏ ଦିନରେ ବଜ୍ରପାତରେ ଗଲା ୩୨ ଜଣଙ୍କ ଜୀବନ
ପାଟନା, ୨୪।୭: ବିହାରରେ ଗୋଟିଏ ଦିନରେ ବଜ୍ରପାତରେ ୩୨ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୩୨ଜଣ ଆହତ ହୋଇଛନ୍ତି। ବଜ୍ରପାତରେ ଜାମୁଇରେ ୮, ଔରଙ୍ଗାବାଦରେ ୭, ବାଙ୍କାରେ ୫, ଭାଗଲପୁର ଏବଂ ରେହାତାସ୍ ୩ ଜଣ ଜିଲାରେ, ଗୟା, ମୁଙ୍ଗେର, କଟିଆର ଏବଂ ଅରାରିଆରେ…
ଶ୍ରୀକାନ୍ତଙ୍କୁ ପ୍ରଥମ ରାଉଣ୍ଡରେ ହରାଇଲେ ପ୍ରଣୟ
ଟୋକିଓ,୨୪।୭- ଦେଶର ଅଗ୍ରଣୀ ପୁରୁଷ ସିଙ୍ଗଲ୍ସ ଶଟଲର କିଡାମ୍ବି ଶ୍ରୀକାନ୍ତ ଚଳିତ ବର୍ଷ ଫର୍ମ ସହ ସଂଘର୍ଷ କରୁଛନ୍ତି। ଏଠାରେ ଚାଲିଥିବା ଜାପାନ ଓପନ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ସେ ଅନ୍ୟ ଭାରତୀୟ ଖେଳାଳି ଏଚ୍. ଏସ୍. ପ୍ରଣୟଙ୍କଠାରୁ ପରାସ୍ତ…
ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍ ହେଉଛନ୍ତି ଭାରତର ଜ୍ୱାଇଁ
ଲଣ୍ଡନ, ୨୪।୭: ବ୍ରିଟେନର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ଙ୍କ ଭାରତ ସହ ଏକ ଖାସ୍ ସମ୍ପର୍କ ରହିଛି। ବୋରିସ୍ ଗତବର୍ଷ ଛାଡପତ୍ର ଦେଇଥିବା ସ୍ତ୍ରୀ ମ୍ୟାରିନା ହ୍ବିଲର୍ଙ୍କ ମା’ ଜଣେ ଭାରତୀୟ ବୋଲି ଜଣାପଡିଛି। ମ୍ୟାରିନାଙ୍କ ପିତା ଚାଲର୍ସ ହ୍ବିଲର ବିବିସିର…
ଦୁର୍ନୀତି ପ୍ରତିବାଦରେ ୪୧ନଂ. ରାଜ୍ୟ ରାଜପଥ ଅବରୋଧ କଲେ ଲୋକେ
ମାଲକାନଗିରି,୨୪।୭(ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା ପଞ୍ଚାୟତ ଛକ ୪୧ନଂ. ରାଜ୍ୟ ରାଜପଥକୁ ଦୁର୍ନୀତିର ପ୍ରତିବାଦ ନେଇ ଶତାଧିକ ମହିଳା ଓ ପୁରୁଷ ରାସ୍ତା ଅବରୋଧ କରିଛନ୍ତି । ସୂଚନା ଅନୁଯାୟୀ, ଗତ ୧ ବର୍ଷ ହେଲା ସେମାନେ ପ୍ରଧାନମନ୍ତ୍ରୀ…
କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
କୋରାପୁଟ,୨୪।୭(ସ୍ବ.ପ୍ର.): ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଇଥିବା ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ସହ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ବୁଧବାର କୋରାପୁଟ ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…
ଶ୍ରାବଣରେ ମୁଣ୍ଡଫଟା ଖରା : କେନାଲରେ ପାଣି ନାହିଁ, ଚାଷୀକୁଳ ଚିନ୍ତାରେ
କନିଷି,୨୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକରେ ବର୍ଷାଭାବରୁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି । ଶ୍ରାବଣ ମାସରେ ମୁଣ୍ଡଫଟା ଖରା ହେଉଥିବାରୁ କେନାଲରେ ପାଣି ନାହିଁ। ଫଳରେ ଧାନରୁଆ ସମୟ ହୋଇଥିବାରୁ ବର୍ଷାଭାବରୁ ଚାଷୀ ମୁଣ୍ଡରେ ହାତଦେଇ ବସିଛି । ଧାନତଳି ଟାଣଖରାରେ…
ଖେଳରତ୍ନ ଲାଗି ହରଭଜନଙ୍କ ନାମ ଖାରଜ
ନୂଆଦିଲ୍ଲୀ,୨୪।୭- ରାଜୀବ ଗାନ୍ଧୀ ଖେଳରତ୍ନ ସମ୍ମାନ ଲାଗି ପୂର୍ବତନ ଭାରତୀୟ ଅଫ୍ ସ୍ପିନର ହରଭଜନ ସିଂଙ୍କ ନାମକୁ ପଞ୍ଜାବ ସରକାର ପ୍ରସ୍ତାବ ଦେଇଥିଲା। ଟର୍ବୋନେଟର ଭାବେ ପରିଚିତ କ୍ରିକେଟରଙ୍କ ନାମ ସୁପାରିସ କରିବାରେ ପଞ୍ଜାବ ସରକାର ବିଳମ୍ବ କରିଛନ୍ତି। ଖେଳରତ୍ନ ଲାଗି…
ଫକୀରପୁର ଯୁବକଙ୍କ ମୃତ୍ୟୁ ଘଟଣା : ଧୀରେ ଧୀରେ ଖୋଲୁଛି ରହସ୍ୟ
ଆନନ୍ଦପୁର,୨୪।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଫକୀରପୁର ଗ୍ରାମରେ ଗତ ୧୬ ତାରିଖ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ମୃତକ ହେଉଛନ୍ତି ଫକୀରପୁର ଗ୍ରାମର କାଶୀନାଥ ଦାଶଙ୍କ ପୁଅ ମଣ୍ଟୁଣି ଦାଶ ଓରଫ…

