Home Left

ଡିଭାଇଡର୍‌ ଉପରେ ଚଢ଼ିଗଲା ୧୨ ଚକିଆ ଯାନ

ଆନନ୍ଦପୁର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ ଛକରେ ନିର୍ମାଣାଧୀନ ଅଧାପନ୍ତରିଆ ତଥା ଅଣଓସାରିଆ ରୋଡ୍‌ ପାସିଂରେ ଯାନବାହନ ଚଳାଚଳ ପାଇଁ ସମସ୍ୟା ସୃଷ୍ଟି ହେଉଛି। ଯାନବାହନଗୁଡ଼ିକ ସୁବିଧାରେ ଯାତାୟାତ କରିପାରୁ ନ ଥିବାବେଳେ ବୁଧବାର ସକାଳେ ଏକ ୧୨ ଚକିଆ ଯାନ…

ଚିନ୍ତା, ଦେହହାତ ଦରଜ ଦୂର କରେ ମୂର୍ଚ୍ଛା ପ୍ରାଣାୟାମ

ମୂର୍ଚ୍ଛା ପ୍ରାଣାୟାମ ଚିନ୍ତା, ଦେହହାତ ଦରଜ ଏବଂ ମାନସିକ ଅବସାଦ ଦୂର କରିଥାଏ। ଏହା ମନକୁ ଶାନ୍ତ କରେ। ମୂର୍ଚ୍ଛା ପ୍ରାଣାୟାମ କରିବା ଶୈଳୀ : ଦୁଇ ଗୋଡ଼କୁ ଜଙ୍ଘ ଉପରେ ରଖି ପଦ୍ମାସନରେ ବସନ୍ତୁ। ଦୁଇ ଆଖି ବନ୍ଦ କରନ୍ତୁ।…

ଟିକ୍‌ଟକ୍‌ରୁ ୬୦ ଲକ୍ଷ ଭିଡିଓ ହଟିଲା

ନୂଆଦିଲ୍ଲୀ, ୨୪।୭: ବିଶ୍ୱର ହଜାର ହଜାର ଯୁବପିଢ଼ିଙ୍କୁ ମାତ୍ର ୨୦ ସେକେଣ୍ଡରେ ନିଜକୁ ବ୍ୟକ୍ତ କରିବାର ଭିଡିଓ ଆପ ଟିକ୍‌ଟକ୍‌ ନିଶା ଘାରିଛି। ଏବେ ଭାରତରେ ୬୦ ଲକ୍ଷରୁ ଅଧିକ ଟିକ୍‌ଟକ୍‌ ଭିଡିଓ ହଟାଇ ଦିଆଯାଇଛି। ଭାରତର କଣ୍ଟେଣ୍ଟ୍‌ ଗାଇଡଲାଇନ୍‌ ଉଲ୍ଲଘଂନ…

ଅଗ୍ନିକାଣ୍ଡ ଘଟି ୮ ଆଦିବାସୀ ପରିବାରଙ୍କ ୧୬ ବଖରା ଭସ୍ମୀଭୂତ

ଚିକିଟି,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୮ ଆଦିବାସୀ ପରିବାରଙ୍କ ୧୬ ବଖରା ଗୃହ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଦିଗପହଣ୍ଡି…

ବାନ୍ତି କଲେ ପାଟିରୁ ବାହାରୁଛି କୋଇଲା: ବଲାଙ୍ଗିର ହସ୍ପିଟାଲରେ ଭର୍ତ୍ତି ହେଲେ ୧୦ ବର୍ଷର ନାବାଳିକା

ବଲାଙ୍ଗିର ଅଫିସ,୨୪।୭: ବାନ୍ତି କଲେ ପାଟିରୁ ବାହାରୁଛି ପୋଡ଼ା କାଠର କୋଇଲା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳୁଛି ଖପ୍ରାଖୋଲ ବ୍ଲକ ବୁଡ଼ିବାହାଲ ଗ୍ରାମର ଚୁଡ଼ାମଣି ପୁଟେଲଙ୍କ ୧୦ ବର୍ଷୀୟା ଝିଅ ସସ୍ମିତାଙ୍କ କ୍ଷେତ୍ରରେ। ଏଭଳି ଘଟଣା ଜଣାପଡ଼ିବା ପରେ…

କର୍ନାଟକରେ ଗଣତନ୍ତ୍ରର ପରାଜୟ ଘଟିଛି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୪।୭: କର୍ନାଟକ କ୍ଷମତା ଲୋଭିଙ୍କ ବିଜୟ ଏବଂ ଗଣତନ୍ତ୍ରର ପରାଜୟ ଘଟିଛି ବୋଲି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି। କ୍ଷମତା ହାସଲ ପାଇଁ କଂଗ୍ରେସ-ଜେଡିଏସ ମେଣ୍ଟ ସରକାର ପ୍ରଥମ ଦିନରୁ ହିଁ ଟାର୍ଗେଟରେ ରହିଥିଲା। ମେଣ୍ଟ ଭିତରେ…

କଶ୍ମୀର ପ୍ରସଙ୍ଗରେ ଟ୍ରମ୍ପଙ୍କ ମନ୍ତବ୍ୟ: ଜୟଶଙ୍କରଙ୍କ ଉପସ୍ଥିତିରେ ହୋଇଥିଲା ମୋଦି-ଟ୍ରମ୍ପ ଆଲୋଚନା

ନୂଆଦିଲ୍ଲୀ, ୨୪।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାଶ୍ମୀର ପ୍ରସଙ୍ଗରେ ଦେଇଥିବା ମନ୍ତବ୍ୟକୁ ନେଇ ବୁଧବାର ସଂସଦରେ ପ୍ରବଳ ହଙ୍ଗାମା ଜାରି ରହିଛି। କଂଗ୍ରେସ ପକ୍ଷରୁ ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ଏହି ପ୍ରସଙ୍ଗ ଉଠାଯାଇ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କରାଯାଇଛି।…

ବଲିଉଡର ‘ଲେଡି ସୁପରଷ୍ଟାର’ କଙ୍ଗନା, ବିବାଦ ସତ୍ତ୍ୱେ ବଢ଼ୁଛି ଲୋକପ୍ରିୟତା

ମୁମ୍ବାଇ: ବିବାଦ ଏବଂ କଙ୍ଗନା ପରସ୍ପରର ପରିପୂରକ ବୋଲି କହିପାରିବା। ସେ ଫିଲ୍ମ ହେଉ ଅଥବା ତାଙ୍କର ମନ୍ତବ୍ୟ ସବୁବେଳେ ବିବାଦ ଘେରକୁ ଆସିଯାଇଥାଏ। ଆଗାମୀ ଦିନରେ ରିଲିଜ ହେବାକୁ ଯାଉଥିବା ଫିଲ୍ମ ‘ଜଜମେଣ୍ଟାଲ ହୈ କ୍ୟା’ ମଧ୍ୟ ବିବାଦୀୟ ହୋଇଥିଲା।…

ଗର୍ଲଫ୍ରେଣ୍ଡ୍‌ଙ୍କ ଜନ୍ମଦିନରେ ସଲମାନ ଉପହାର ଦେଲେ ହୀରା ମୁଦି

ବଲିଉଡ ଭାଇଜାନ୍‌ ସଲମାନ ଖାନଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ୍‌ ଲୁଲିଆ ଭନ୍ତୁର ନିକଟରେ ନିଜ ଜନ୍ମଦିନ ପାଳନ କରିଛନ୍ତି। ମା’ ସଲମାଙ୍କ କଥା ମାନି ସେ ଏହି ଦାମୀ ଉପହାର ଲୁଲିଆଙ୍କୁ ଦେଇଛନ୍ତି ବୋଲି ସଲ୍ଲୁଙ୍କ ଜଣେ ବନ୍ଧୁ କହିଛନ୍ତି। ମଙ୍ଗଳବାର ସଲ୍ଲୁଙ୍କ…

ଆଲିଆଙ୍କ ପରେ ଜ୍ୟାକ୍‌ଲିନ୍‌ ଲଞ୍ଚ କଲେ ୟୁଟ୍ୟୁବ୍‌ ଚ୍ୟାନେଲ୍‌

କିଛିଦିନ ତଳେ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ‘Aliabe’ ଲଞ୍ଚ କରିଥିଲେ। ଏବେ ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌ ଏକ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଲଞ୍ଚ କରିଛନ୍ତି। ପ୍ରଥମ ଦିନରେ ଜ୍ୟାକ୍‌ଲିନଙ୍କ ଫ୍ୟାମିଲି ଭିଡିଓ, ମଡେଲିଂ, ବଲିଉଡ୍‌ ଅଡିଶନ ଆଦି ଶେୟାର କରିଥିବା…

ରାଜ୍ୟ ସଭାରେ କାନ୍ଦିଲେ ଏମ୍‌ପି: କହିଲେ, ମୋ ମୃତ୍ୟୁରେ ଶୋକ କରିବେ ନାହିଁ

ନୂଆଦିଲ୍ଲୀ, ୨୪।୭: ରାଜ୍ୟ ସଭାରେ ବୁଧବାର କିଛି ଏମ୍‌ପିଙ୍କ କାର୍ଯ୍ୟକାଳର ଶେଷ ଦିନ ଥିଲା। ଏହି ଅବସରରେ ଜଣେ ଏମ୍‌ପି ବିଦାୟୀ ଭାଷଣ ଦେଉଥିବାବେଳେ ଭାବୁକ ହୋଇପଡିଛନ୍ତି। ଏଆଇଡିଏମକେ ଏମ୍‌ପି ବାସୁଦେବନ ମୈତ୍ରୟନ୍‌ ନିଜ ଭାଷଣରେ କାନ୍ଦି ପକାଇ ସଦନର ସମସ୍ତଙ୍କୁ…

ସିବିଆଇ ପକ୍ଷରୁ ନିଜର ୧୯ ଉଚ୍ଚ ଅଧିକାରୀଙ୍କ ବିରୋଧରେ ଅଣାଯାଇଛି ଦୁର୍ନୀତି ଅଭିଯୋଗ: ସରକାର

ନୂଆଦିଲ୍ଲୀ,୨୪।୭: ସିବିଆଇ ପକ୍ଷରୁ ନିଜ ଉଚ୍ଚ ଅଧିକାରୀଙ୍କ ବିରୋଧରେ ମଧ୍ୟ ଦୁର୍ନୀତି ଅଭିଯୋଗ ଅଣାଯାଇଛି। ଗତ ୩ ବର୍ଷ ମଧ୍ୟରେ ୧୯ ଜଣ ଅଧିକାରୀଙ୍କ ବିରୋଧରେ ଏଭଳି ଅଭିଯୋଗ ଅଣାଯାଇଛି। ଏସମ୍ପର୍କରେ ବୁଧବାର ସରକାର ଲୋକ ସଭାରେ ଉତ୍ତର ରଖିଛନ୍ତି। ଏସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?