ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ଗିରଫ
ସରଜେଭୋ, ୨୪।୭: ବିଶିଷ୍ଟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ପ୍ରମୋଦ ମିତ୍ତଲଙ୍କୁ ୟୁରୋପ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୯.୩୨ କୋଟି ଟଙ୍କା ହେରଫେର ମାମଲା ରହିଛି। ସୂଚନାଯୋଗ୍ୟ, ୨୦୦୪ରେ ପ୍ରମୋଦ ମିତ୍ତଲ ଲୁକାବାକ୍ରେ ଏକ କୋକିଂ ପ୍ଲାଣ୍ଟ…
ପାଟକୁରା ନିର୍ବାଚନ: ୧୨ ରାଉଣ୍ଡ ସୁଦ୍ଧା ବିଜେଡି ୧୬,୧୪୪ ଭୋଟରେ ଆଗୁଆ
କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ବୁଧବାର ଭୋଟ ଗଣତି ଚାଲିଛି। ୧୨ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ୧୬,୧୪୪ ଭୋଟରେ ଆଗୁଆ ରହିଛନ୍ତି। ସାବିତ୍ରୀ ଅଗ୍ରଓ୍ବାଲ ୬୯,୬୯୬…
ମାନବ ଧର୍ମ ହିଁ ଶ୍ରେଷ୍ଠ ଧର୍ମ: ମୁସଲମାନ୍ ମହିଳା କରୁଛନ୍ତି ହନୁମାନଙ୍କ ପୂଜା
ମିରଟ୍,୨୪।୭: ଦେଶରେ ସାମ୍ପ୍ରଦାୟିକ ବିଭେଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ମିରଟ୍ରେ ବାସ କରୁଥିବା ଜଣେ ମୁସଲମାନ୍ ମହିଳା ସାମ୍ପ୍ରଦାୟିକ ସଦ୍ଭାବର ଉଦାହରଣ ପାଲଟିଛନ୍ତି। ୪୨ ବର୍ଷ ବୟସ୍କା ଶାହିନ୍ ପରଭେଜ୍ ପ୍ରତିଦିନ ହନୁମାନଙ୍କ ପୂଜା କରିବା ସହିତ ହନୁମାନ ଚାଳିସା ପାଠ…
ବଡ଼ବିଲ କେଜେଏସ୍ ପିଲେଟ ପ୍ଲାଣ୍ଟରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ବଡ଼ବିଲ,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ କେଜେଏସ୍(କମଲଜିତ ସିଂହ ଆହଲୁୱାଲିଆ)ଙ୍କ ଶ୍ରୀଜଗନ୍ନାଥ ଷ୍ଟିଲ୍ସ ଆଣ୍ଡ ପାୱାର ଲିମିଟେଡ୍ ପିଲେଟ ପ୍ଲାଣ୍ଟ ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ସେମାନେ ସେଠାରେ ଦୀର୍ଘ ଦେଢ଼ବର୍ଷ ଧରି କାର୍ଯ୍ୟରତ ଅଛନ୍ତି। ମାତ୍ର…
ପାକିସ୍ତାନରେ ରହିବାକୁ ଅଜୀମ୍ ପ୍ରେମ୍ଜୀଙ୍କ ପିତା ଜିହ୍ନାଙ୍କୁ କରିଥିଲେ ମନା
ନୂଆଦିଲ୍ଲୀ,୨୪।୭: ଦେଶର ବିଶିଷ୍ଟ ଶିଳ୍ପପ୍ରତି ତଥା ଓ୍ବିପ୍ରୋର ପ୍ରତିଷ୍ଠାତା ଅଜୀମ୍ ପ୍ରେମ୍ଜୀ ବୁଧବାର ୭୪ ବର୍ଷରେ ପାଦ ଦେଇଛନ୍ତି। ୧୯୪୫ ଜୁଲାଇ ୨୪ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ଭାରତ-ପାକିସ୍ତାନ ବିଭାଜନ ସମୟରେ ଅଜୀମ୍ଙ୍କ ପିତା ମହମ୍ମଦ୍ ହାଶିମ୍ଙ୍କୁ ମହମ୍ମଦ୍ ଅଲ୍ଲୀ…
ପାଟକୁରା ନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଭୋଟରେ ଆଗୁଆ
କେନ୍ଦ୍ରାପଡ଼ା ଅଫିସ, ୨୪।୭: ବହୁ ପ୍ରତୀକ୍ଷିତ ପାଟକୁରା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଖଣ୍ଡ ଭୋଟରେ ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୫୩୭୩୨ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା…
ବାଇକକୁ ସ୍କାନ୍ଷ୍ଟିଲ ବସ୍ ଧକ୍କା ଦେବା ଘଟଣା: ହତ୍ୟା ଉଦ୍ୟମ ଅଭିଯୋଗ, ଥାନା ଘେରିଲେ ଗ୍ରାମବାସୀ
ବଡଗାଁ, ୨୪।୭(ଡି.ଏନ୍.ଏ.): ୧୦ ନମ୍ବର ରାଜ୍ୟ ରାଜପଥ ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅଧୀନ କଣ୍ଟିଆମୁରା ପେଟ୍ରୋଲ ପମ୍ପ ସମ୍ମୁଖରେ ଗତ ୨୧ ତାରିଖ ରାତି ପ୍ରାୟ ୮ଟାରେ ତୁଡାଲଗା ଗ୍ରାମର ସିମଲ ଜଗତ(୨୬) ଓ ରକି ବାରିକ(୨୫) ବାଇକ୍ରେ ବଡଗାଁରୁ…
ରମଣ ସିଂ ଡାକ୍ତରଖାନାରେ ଭର୍ତ୍ତି
ରାୟପୁର, ୨୪।୭: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ରମଣ ସିଂଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗୁରୁଗ୍ରାମର ଏକ ଡାକ୍ତରଖାନାରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଏକ ଟିମ୍ ତାଙ୍କ…
ଭରତପୁର କୋଇଲା ଖଣିରେ ଅଘଟଣ: ମାଟି ଧସି ଫସିଛନ୍ତି ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ
ଅନୁଗୋଳ ଅଫିସ, ୨୪।୭: ତାଳଚେର ଏମ୍ସିଏଲ୍ର ଭରତପୁର କୋଇଲା ଖଣିରେ ମଙ୍ଗଳବାର ବିଳମ୍ବିତ ରାତିରେ ବ୍ଲାଷ୍ଟିଂ ହେଉଥିବା ବେଳେ ମାଟି ଧସିଯାଇଛି। ଏଥିରେ ମୃତାହତଙ୍କ ସଂଖ୍ୟା ଜଣାପଡ଼ିନାହିଁ। ତେବେ ୮/୧୦ଟି ଭାରିଯାନ ମାଟିରେ ପୋତି ହୋଇଯାଇଥିବା କୁହାଯାଉଛି। ମଙ୍ଗଳବାର ରାତିରେ ୯…
ଶୁକ୍ରବାର ଶପଥ ନେଇପାରନ୍ତି ୟେଦୁରପ୍ପା: ଆଜି ଶାହଙ୍କୁ ଭେଟିବେ
ବେଙ୍ଗାଲୁରୁ, ୨୪।୭: ଶେଷରେ କର୍ନାଟକରେ ଭାଜପା କ୍ଷମତା ଦଖଲ କରିବାକୁ ଯାଉଛିି। ୧୪ ମାସର ମେଣ୍ଟ ସରକାର ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରଦର୍ଶନ କରିବାକୁ ଅସମର୍ଥ ହେବାପରେ ପୂର୍ବରୁ ୩ ଥର ମୁଖ୍ୟମନ୍ତ୍ରୀ ହୋଇଥିବା ୭୫ ବର୍ଷ ବୟସ୍କ ବିଏସ ୟେଦୁରପ୍ପା…
ପାକିସ୍ତାନର ରାଧେ ମା’: ବୋହୂ ବେଶରେ ସଜେଇ ହୋଇ ଦେଉଛନ୍ତି ଜ୍ଞାନ
ଇସଲମାବାଦ, ୨୪।୭: ଭାରତରେ ଥିବା ରାଧେ ମା’ଙ୍କ କଥା ଶୁଣିଥିବେ, କିନ୍ତୁ ପାକିସ୍ତାନରେ ମଧ୍ୟ ସେମିତି ଜଣେ ବ୍ୟକ୍ତି ନିଜକୁ ବୋହୂ ବେଶରେ ସଜାଇ ଜ୍ଞାନ ବାଣ୍ଟୁଥିବାର ଦେଖିବାକୁ ମିଳିଛି। ସିନ୍ଧ୍ ପ୍ରାନ୍ତ ଅଞ୍ଚଳରେ ଏହି ବ୍ୟକ୍ତି ଜଣଙ୍କ ଇସ୍ଲାମିକ ଧର୍ମଗୁରୁ…
ପାଟକୁରା ଫଳାଫଳ: ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗୁଆ
କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଜାରିରହିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗରେ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୪୨୦୩୭ ଖଣ୍ଡ ଭୋଟ ପାଇଥିବା ବେଳେ…

