ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍ ଫୋରମ୍ ଅଧ୍ୟକ୍ଷଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍ ଫୋରମ୍ର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ସହ ମୁକେଶ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଭାରତ-ଆମେରିକା ମଧ୍ୟରେ ଷ୍ଟ୍ରାଟେଜିକ୍…
ଫନୀ ଯୋଗୁ ରାଜଧାନୀରେ ଭାଙ୍ଗିଛି ୧ଲକ୍ଷରୁ ଅଧିକ ବୃକ୍ଷ
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭୁବନେଶ୍ୱର ଭିତରେ ୧ଲକ୍ଷ ୮ ହଜାର ୫୬୪ ବୃକ୍ଷ ନଷ୍ଟ ହୋଇଛି। ଚନ୍ଦକା ଅଭୟାରଣ୍ୟରେ ୧ଲକ୍ଷ ୧୧ ହଜାର ୭୨୪ ବୃକ୍ଷ ନଷ୍ଟ ହୋଇଯାଇଛି। ଭୁବନେଶ୍ୱର ସହର ଏବଂ ଏହାର ଚତୁଃପାର୍ଶ୍ୱରେ ସବୁଜିମା ପୁନରୁଦ୍ଧାର…
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍: ଶୀର୍ଷ ସ୍ଥାନ ବଜାୟ ରଖିଲେ କୋହଲି
ଦୁବାଇ,୨୪।୭(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ସେ ପୂର୍ବପରି ୧ ନମ୍ବର ସ୍ଥାନରେ ରହିଛନ୍ତି। କୋହଲିଙ୍କ ନେତୃତ୍ୱରେ ଭାରତ ଗତ ଅଷ୍ଟ୍ରେଲିଆ…
ହାର୍ଟ ଆଟାକ୍ ଆଶଙ୍କା ଦୂର କରେ ଏହି ପାଣି…
ପ୍ରତିଦିନ ସକାଳେ ଅଭ୍ୟାସ କରି ଅଧଗ୍ଲାସେ ହଳଦୀ ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଫାଳେ ଲେମ୍ବୁ, ଗୋଟେ ଚାମଚର ଏକ ଚତୁର୍ଥାଂଶ ହଳଦୀ, ଗୋଟେ ଗ୍ଲାସ୍ ଗରମ ପାଣି ଓ ଅଳ୍ପ ମହୁ ମିଶାଇ ଏହାକୁ ପ୍ରସ୍ତୁତ କରାଯାଏ। ହାର୍ଟ…
ବାତରକ୍ତ ସମସ୍ୟା ଦୂର କରିବ ଅମୃତଭଣ୍ଡା ଚା’
ଶରୀରରେ ୟୁରିକ୍ ଏସିଡ୍ର ମାତ୍ରା ଅଧିକ ହେଲେ ବାତରକ୍ତ ସମସ୍ୟା ଉପୁଜିଥାଏ। ଏହି ରୋଗ ଯୋଗୁ ଜଏଣ୍ଟ୍ ପେନ୍ ଯନ୍ତ୍ରଣା ପୀଡ଼ିତକୁ ଦରମରା କରିପକାଏ। ଯନ୍ତ୍ରଣା ଲାଘବ କରିବାକୁ ଚାହଁୁଥିଲେ, ଅମୃତଭଣ୍ଡା ଚା’ ଏ କ୍ଷେତ୍ରରେ ରାମବାଣ ପରି ସହାୟକ ହେବ।…
ଅସହ୍ୟ ହେଲା ଋଣ ବୋଝ, ବିଷ ପିଇ ଆତ୍ମହତ୍ୟା କଲେ ଚାଷୀ
ବାଲେଶ୍ୱର ଅଫିସ,୨୩।୭-ଋଣ ବୋଝ ସହି ନ ପାରି ବାଲେଶ୍ୱର ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ଚାଷୀ ସୁମନ୍ତ ବେହେରା (୪୬) ମଙ୍ଗଳବାର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏନେଇ ଚାନ୍ଦିପୁର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୬୨୦/୧୯) ରୁଜୁ କରାଯାଇଛି।…
ଗଞ୍ଜେଇ ଚେରାଚାଲାଣ ଧରପଗଡ ବେଳେ ଗୁଳିଚାଳନା: ୧୧୨୩ କିଲୋ ଗଞ୍ଜେଇ ଜବତ,୨ ଗିରଫ
କୋରୁକୋଣ୍ଡା, ୨୩ା୭(ଡି.ଏନ.ଏ)- ମାଲକାନଗିରି ଜିଲାରେ ଦିନକୁ ଦିନ ଗଞ୍ଜେଇ ଚୋରା ଚାଲାଣ ବଢ଼ିବାରେ ଲାଗିଛି। ମାଲକାନଗିରି ପୋଲିସ ପକ୍ଷରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇପାରୁ ନାହିଁ। ଗତ ରବିବାର ରାତିରେ କାଉଡିରେ…
ମେଓ୍ବେଦର ଚାଇନା ବକ୍ସିଂ ଟିମ୍ର ସ୍ବତନ୍ତ୍ର ପରାମର୍ଶଦାତା ନିଯୁକ୍ତ, ରିଙ୍ଗ୍ରେ ରହିଛି ୫୦-୦ ରେକର୍ଡ
ସାଂଘାଇ, ୨୩ା୭ (ଏଏଫ୍ପି)- ଚାଇନା ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଏହାର ପଦକ ସଂଖ୍ୟା ବୃଦ୍ଧି କରିବା ଲକ୍ଷ୍ୟରେ ରହିଛି। ଏହି ପରିପ୍ରେକ୍ଷୀରେ ଚାଇନିଜ ବକ୍ସିଂ ଫେଡେରେଶନ ଅବସରପ୍ରାପ୍ତ ସୁପରଷ୍ଟାର ଫ୍ଲଏଡ୍ ମେଓ୍ବେଦରଙ୍କୁ ଚାଇନା ବକ୍ସିଂ ଟିମ୍ର ’ସ୍ବତନ୍ତ୍ର ପରାମର୍ଶଦାତା’ ଭାବେ ନିଯୁକ୍ତି…
୧୩ ବର୍ଷରେ ଏତେ ବଦଳିଗଲେଣି କଙ୍ଗନା
ମୁମ୍ବାଇ: ବଲିଉଡ୍ର କୁଇନ କହିଲେ କଙ୍ଗନା ରାଣାଓ୍ବତଙ୍କ ବୁଝାଏ। ଏପରି କହିବା ପଛର ବଡ଼ କାରଣ ହେଲା ଅଭିନୀତ ଚଳଚ୍ଚିତ୍ରଗୁଡ଼ିକରେ କଙ୍ଗନାଙ୍କ ଚରିତ୍ର। ସେ ଚରିତ୍ରଗୁଡ଼ିକୁ ଜିଉଁଥିବା ପରି ମନେହୁଏ। ଇତି ମଧ୍ୟରେ ସେ ବଲିଉଡ୍ ସିନେମାଜଗତରେ ୧୩ ବର୍ଷ ବିତାଇସାରିଲେଣି।…
ବାତ୍ୟା ବିପନ୍ନଙ୍କୁ ଭେଟିଲେ ସୁଇଜରଲ୍ୟାଣ୍ଡ ପାର୍ଲାମେଣ୍ଟ ସଦସ୍ୟ
ପୁରୀ ଅଫିସ, ୨୩ା୭: ସୁଇଜରଲ୍ୟାଣ୍ଡ ପାର୍ଲାମେଣ୍ଟ ସଦସ୍ୟ ଓ ଦୂତାବାସ ଅଧିକାରୀ ଏବଂ ସିଡ୍ସ (ସଷ୍ଟେନେବଲ୍ ଏନ୍ଭାଇରନ୍ମେଣ୍ଟ ଆଣ୍ଡ ଇକୋଲୋଜିକାଲ ଡେଭଲପ୍ମେଣ୍ଟ ସୋସାଇଟି)ର ସଦସ୍ୟ ମଙ୍ଗଳବାର ପୁରୀର ବାତ୍ୟା କ୍ଷତିଗ୍ରସ୍ତ ପେଣ୍ଠକଟା ବସ୍ତି ଏବଂ ସଦର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ…
କ୍ୟାନସର୍ ସହ ଲଢ଼ିବ ଖଜୁରୀ
ଏସିଆ ମହାଦେଶର ଅଧିକାଂଶ ସ୍ଥାନରେ ଖଜୁରୀ ଗଛ ପ୍ରଚୁର ମାତ୍ରାରେ ଦେଖାଯାଏ। ଏବେ ଏକ ଗବେଷଣାରୁ ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି, ଏହି ଖଜୁରୀରେ ମହଜୁଦ୍ ଜରୁରୀ ତତ୍ତ୍ୱ କ୍ୟାନସର୍ ନାଶ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଗବେଷଣାରୁ ଜଣାପଡ଼ିଛି, ଖଜୁରୀ…
୧୩୦ ଫୁଟ୍ ଉଚ୍ଚରେ ଦୀର୍ଘ ୨୬ ବର୍ଷ ହେଲା ବିତୁଛି ଏକୁଟିଆ ଜୀବନ
ଜର୍ଜିଆର ୧୩୦ ଫୁଟ୍ ଉଚ୍ଚ କତ୍ସ୍କି ଖମ୍ବ କାହଁି କେଉଁ ଯୁଗରୁ ଜୀର୍ଣ୍ଣଶୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ଏପରିସ୍ଥଳରେ ସେଠାକୁ କେହି ବି ଯା’ଆସ କରନ୍ତି ନାହଁି। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେଲେ ଏହି ଖମ୍ବରେ ଦୀର୍ଘ ୨୬ ବର୍ଷ ଧରି ଜଣେ…

