Home Left

ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ସୌରୀ ମହାପାତ୍ର ଓରଫ୍‌ ସୁରୁଙ୍କୁ ଗିରଫ ପରେ…

ବାସ ହରାଉଛନ୍ତି ପାଲେଷ୍ଟାଇନ୍‌ବାସୀ

ଜେରୁଜେଲମ,୨୩।୭: ଏବେ ଇସ୍ରାଏଲ ସେନା ଜେରୁଜେଲମରେ ଥିବା ପାଲେଷ୍ଟାଇନବାସୀଙ୍କ ଘର ଭାଙ୍ଗିବାରେ ଲାଗିଛନ୍ତି। ଫଳରେ ଅଧିକାଂଶ ପାଲେଷ୍ଟାଇନବାସୀ ନିଜର ବାସଗୃହ ହରାଇ ବସିଲେଣି। ପୂର୍ବ ଜେରୁଜେଲମର ବାହାରେ ଥିବା ଗାଁରେ ଏଭଳି ଦୃଶ୍ୟ ଦେଖାଯାଇଛି। ଏହାକୁ ୟୂରୋପୀୟ ସଂଘ ନିନ୍ଦା କରିଛି।…

ଲାଲୁ ଯାଦବଙ୍କ ସମେତ କିଛି ନେତାଙ୍କର କମିଲା ସୁରକ୍ଷା

ପାଟନା,୨୩।୭: ଗୃହ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ବଡ଼ ନେତାଙ୍କୁ ଦିଆଯାଉଥିବା ସୁରକ୍ଷା ବ୍ୟବସ୍ଥା ଉପରେ ସଂଶୋଧନ କରାଯାଇଛି। ଏନେଇ ଏକ ନୋଟିସ ଜାରି କରାଯାଇଛି। ଏଥିରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ, ବିଏସ୍‌ପି ଏମ୍‌ପି ଶତୀଷ ଚନ୍ଦ୍ର ମିଶ୍ର, ଉତ୍ତରପ୍ରଦେଶର…

ଛୁଆ ରୋଗୀଣା ଥିବାରୁ ୪ ମହଲା କୋଠାରୁ ଫୋପାଡି ମାରିଦେଲେ ମା’

ଲକ୍ଷ୍ନୌ,୨୩।୭: ଦୁନିଆ କ’ଣ ଜାଣିବା ପୂର୍ବରୁ ନିଜ ମା’ ପାଇଁ ମୃତ୍ୟୁକୁ ଅପଣାଇ ନେଇଛି ଜଣେ ୩ ମାସର ଶିଶୁ। ନିଜ ୩ ମାସ ଶିଶୁ ପୁତ୍ରର ଯକୃତ ଜନିତ ସମସ୍ୟା ଓ କାମଳ ରୋଗ ଥିବାରୁ ଏହାକୁ କିଛିଦିନ ଚିକିତ୍ସା…

ମହାଦେବଙ୍କ ରୂପରେ ନଜର ଆସିଲେ ତେଜପ୍ରତାପ

ପାଟନା,୨୩।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ ଯାଦବଙ୍କୁ ନିଆରା ରୂପରେ ଦେଖିବାକୁ ମିଳିଛି। ଶ୍ରାବଣ ମାସର ପ୍ରଥମ ସୋମବାରରେ ସେ ଶିବଙ୍କ ଭକ୍ତିରେ ଲୀନ ହୋଇ ମହାଦେବଙ୍କ ରୂପ ଧାରଣ…

ଭାଇଚାରାର ନିଆରା ଉଦାହରଣ: ଶିବ ଭକ୍ତଙ୍କୁ ତୁଳସୀ ଗଛ ବାଣ୍ଟିଲେ ମୁସଲମାନ ସମ୍ପ୍ରଦାୟ ଲୋକେ

ଚଣ୍ଡିଗଡ, ୨୩।୭: ଚଣ୍ଡିଗଡରେ ଭାଇଚାରାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ସେକ୍ଟର ୩୨ରେ ଥିବା ସନାତନ ମନ୍ଦିରରେ ଭଗବାନ ଶିବଙ୍କୁ ପୂଜାର୍ଚ୍ଚନା କରିବାକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ତୁଳସୀ ଗଛ ଦେଇ ସ୍ବାଗତ କରିଛନ୍ତି…

ସଂସଦରେ ମୋଦିଙ୍କୁ ଭେଟିଲେ ଜଣେ ସ୍ବତନ୍ତ୍ର ବନ୍ଧୁ

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ବହୁ ପ୍ରଶଂସକ ଥିବା ବେଳେ ମଙ୍ଗଳବାର କିନ୍ତୁ ମୋଦି ଜଣେ ସ୍ବତନ୍ତ୍ର ବନ୍ଧୁଙ୍କୁ ଭେଟିଛନ୍ତି। ସଂସଦରେ ଉପସ୍ଥିତ ଥିବା ବେଳେ ମୋଦି ଜଣେ ଶିଶୁଙ୍କ ସହ ଖୁସି ମନାଉଥିବା ଦେଖିବାକୁ ମିଳିଛି। ମୋଦିଙ୍କ ଇନଷ୍ଟ୍ରଗ୍ରାମ ଆକାଉଣ୍ଟର…

ଅଢେଇ ବର୍ଷରେ ୧୦ ହଜାରରୁ ଅଧିକ ମିଛ କହିଛନ୍ତି ଆମେରିକା ରାଷ୍ଟ୍ରପତି

ୱାଶିଂଟନ, ୨୩।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଭେଟିଥିଲେ। ଏହି ସମୟରେ କଶ୍ମୀର ସମସ୍ୟା ଉଠିଥିଲା। ଟ୍ରମ୍ପ କହିଥିଲେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବାକୁ ନିବେଦନ କରିଛନ୍ତି।…

ଇ-ଯାନରେ ସାମିଲ ହେବ ଟ୍ରକ୍‌

ନୂଆଦିଲ୍ଲୀ,୨୩।୭: ଏଣିକି ଖୁବ୍‌ଶୀଘ୍ର ରାସ୍ତାରେ ଗଡ଼ିବ ବିଦ୍ୟୁତ୍‌ ଚାଳିତ ଟ୍ରକ୍‌। ଏନେଇ ସଡ଼କ ପରିବହନ ଓ ଶିଳ୍ପ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଏହି ଯୋଜନା ଉପରେ କାର୍ଯ୍ୟ କରାଯାଉଥିବା ଜଣାପଡ଼ିଛି। ଦିଲ୍ଲୀରୁ ମୁମ୍ବାଇ ଭିତରେ ନିର୍ମାଣଧିନ ହୋଇଥିବା ଗ୍ରୀନ ଏକ୍ସପ୍ରେସ ହାଇଓ୍ବେରେ…

୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଟଣୀ, ୨୩।୭(ଡି.ଏନ୍‌.ଏ.): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଖୋର୍ଦ୍ଧା ଜିଲା ଜଟଣୀ କୁଦିଆରି ଦଳିତ ସାହିରୁ ମଙ୍ଗଳବାର ୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ନଗଦ ୬ ହଜାର ୪ଶହ ଟଙ୍କା ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ପ୍ରଶାନ୍ତ ବେହେରାଙ୍କୁ…

ଜଙ୍ଗଲରୁ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼, ୨୩।୭ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରୁ ଜନୈକା ନାବାଳିକା (୧୬)ଙ୍କ ଗଳିତ ମୃତଦେହ ସୋମବାର ଅପରାହ୍ନରେ ପୋଲିସ ଉଦ୍ଧାର କରିଛି। ନାବାଳିକାଙ୍କ ଅଙ୍ଗବସ୍ତ୍ର ନ ଥିବାରୁ ତାଙ୍କୁ ବଳାତ୍କାର ପରେ ଗଳା…

୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା: ୩୩ ଅଭିଯୁକ୍ତଙ୍କୁ ଜାମିନ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୩।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ମୃତ୍ୟୁ ପରେ ୧୯୮୪ରେ ଦିିଲ୍ଲୀରେ ଶିଖ୍‌ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୩୩ ଜଣଙ୍କୁ ସୁପ୍ରିମ୍‌ କୋର୍ଟ ଜାମିନ୍‌ ପ୍ରଦାନ କରିଛନ୍ତି। ସେମାନଙ୍କୁ ଦିଲ୍ଲୀ ହାଇକୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ଗତ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?