Home Left

ରାଜ୍ୟ ସଭା: ୧୨ ଟା ପର୍ଯ୍ୟନ୍ତ ଗୃହ ମୁଲତବି

ନୂଆଦିଲ୍ଲୀ,୨୩।୭: କାଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନ ସହ କଥା ହେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପକୁ କୁଆଡେ ଅନୁରୋଧ କରିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଆମେରିକା ଗସ୍ତ କରିଥିବା ସମୟରେ ଏମିତି ଏକ ମନ୍ତବ୍ୟ…

ବର୍ଷାଦିନେ ପ୍ରଫେସନାଲ ଏବଂ ଷ୍ଟାଇଲିଶ ଲୁକ୍‌ ପାଇବା ପାଇଁ ଆପଣାନ୍ତୁ କିଛି ଫ୍ୟାଶନ ଟିପ୍ସ…

ବର୍ଷାଦିନେ ନୀଳ, ଲାଲ୍‌, କମଳା ରଙ୍ଗର କପଡ଼ା ପିନ୍ଧନ୍ତୁ। ଧଳାରଙ୍ଗର ଡ୍ରେସ୍‌ ପିନ୍ଧନ୍ତୁ ନାହିଁ। ବର୍ଷାରେ ଏହା ଖୁବ୍‌ ଶୀଘ୍ର ନଷ୍ଟହେବା ସମ୍ଭାବନା ଥାଏ। ଲମ୍ବା ପ୍ୟାଣ୍ଟ୍‌ ଏହିଦିନେ ପିନ୍ଧନ୍ତୁ ନାହିଁ। ଯଦି ପିନ୍ଧୁଛନ୍ତି ତେବେ ଆପଣ ଚାହିଁଲେ ଏହାକୁ ଆପଣଙ୍କ…

ମନ୍‌ସୁନ୍‌ ଡାଏଟ୍‌

ମନ୍‌ସୁନ୍‌ ଡାଏଟ୍‌କୁ ଟାଇଟ୍‌ ରଖିବା ନିହାତି ଜରୁରୀ। କାରଣ ବର୍ଷାରେ ଗରମରୁ ମୁକ୍ତି ମିଳିଥାଏ ସତ, କିନ୍ତୁ ସଂକ୍ରମଣର ଆଶଙ୍କା ବଢ଼ିଯାଏ। ଏହି ଋତୁରେ ଖାଦ୍ୟ ଠିକ୍‌ ଭାବେ ହଜମ ହୋଇ ନ ଥାଏ। ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ହୋଇପଡ଼େ।…

ବର୍ଷାଦିନେ ତ୍ୱଚାର ଯତ୍ନ

ବର୍ଷାଦିନେ ତ୍ୱଚାରେ ବିଭିନ୍ନ ସମସ୍ୟା ଦେଖାଯାଏ, ଯାହାର ସମାଧାନ ନିହାତି ଜରୁରୀ। ଜାଣନ୍ତୁ ଏ ନେଇ କିଛି ଟିପ୍ସ… ଏହିଦିନେ ଅଧିକ ମେକ୍‌ ଅପ୍‌ ନିଅନ୍ତୁ ନାହିଁ। କାରଣ ବର୍ଷାରେ ଭିଜିଲେ ମେକ୍‌ଅପ୍‌ ଖରାପ ହେବା ସମ୍ଭାବନା ରହିଛି। ଯଦି ଆପଣଙ୍କ…

ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

କଟକ ଅଫିସ, ୨୩।୭: କଟକ ରାଣୀହାଟ ପୋଲ ନିକଟ ତାଳଦଣ୍ଡା କେନାଲ ରାସ୍ତା କଡ଼ରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ପରିଚୟ ମିଳିପାରି ନାହିଁ। ତେବେ ସୋମବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା…

ଟ୍ରମ୍ପ ଯାହା କହୁଛନ୍ତି ତାହା ସେ ବୁଝି ନାହାଁନ୍ତି: ଥରୁର

ନୂଆଦିଲ୍ଲୀ,୨୩।୭: କାଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଟ୍ରମ୍ପ ଯାହା କହିଛନ୍ତି ତାହାର ଜବାବ ରଖିଛନ୍ତି କଂଗ୍ରେସ ନେତା ଶଶି ଥରୁର। ଥରୁର କହିଛନ୍ତି ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଯାହା କହୁଛନ୍ତି ତାହା ସେ ନିଜେ ବୁଝି…

ଶ୍ରାବଣ ମାସ ପ୍ରଥମ ସୋମବାର ଶ୍ରୀଲିଙ୍ଗରାଜଙ୍କ ପୀଠରେ ୩ ହଜାର କାଉଡ଼ିଆ

ପୁରୁଣା ଭୁବନେଶ୍ୱର,୨୩। ୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ପ୍ରାୟ ୩ ହଜାର ୪୦ ଜଣ କାଉଡ଼ିଆ ଜଳଲାଗି କରିଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ। ଶ୍ରାବଣ ୪ ପାଳି ପାଇଁ ପ୍ରସ୍ତୁତ ହୋଇଥିବା ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ…

ପୈତୃକ ଗ୍ରାମର ୨ ହଜାର ପରିବାରକୁ ଦିଆଯିବ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର: ଚନ୍ଦ୍ରଶେଖର ରାଓ

ହାଇଦ୍ରାବାଦ୍‌, ୨୩।୭: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ(କେସିଆର୍‌) ନିଜ ପୈତୃକ ଗ୍ରାମ ଚିନ୍ତାମଡାକାର ରହୁଥିବା ୨ ହଜାର ପରିବାରକୁ ୧୦-୧୦ ଲକ୍ଷ ଟଙ୍କା ଲେଖାଏଁ ପୁରୁସ୍କାର ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହି ଟଙ୍କାରେ ଯାହା ଇଚ୍ଛା ଗ୍ରାମବାସୀ ତାହା କିଣିପାରିବେ…

ପ୍ରଶାସନ ପକ୍ଷରୁ ୨ୟ ପର୍ଯ୍ୟାୟ ଉଚ୍ଛେଦ ମାଟିରେ ମିଶିଲା ଛୋଟାଙ୍କ ଆଉ ୨୪ ବଖରା

ଖୋର୍ଦ୍ଧା ଅଫିସ,୨୨। ୭ ବ୍ରାଉନସୁଗାର ଓ ପଥର ବ୍ୟବସାୟୀ ସୁଧାଂଶୁ ପରିଡା ଓରଫ ଛୋଟା ଏସଟିଏଫ ରିମାଣ୍ଡ ଅବଧି ସରିଲା ପରେ ଏବେ ଖୋର୍ଦ୍ଧା ସବ୍‌ଜେଲରେ ଅଛନ୍ତି। ଏଭଳିସ୍ଥଳେ ପ୍ରଥମ ପର୍ଯ୍ୟାୟରେ ଛୋଟାଙ୍କ ୧୪ ବଖରା ଉଚ୍ଛେଦ ହୋଇଥିବାବେଳେ ୨ୟ ପର୍ଯ୍ୟାୟ…

ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି

ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ ନେଇ ମନ୍ଦିର କର୍ତ୍ତୃପକ୍ଷ ପକ୍ଷରୁ ମଙ୍ଗଳବାର ତାଳବଣିଆ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ…

ଶିକ୍ଷାର ଉନ୍ନତି ପାଇଁ ଭାରତକୁ ସହଯୋଗ କରିବ ଚାଇନା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚାଇନାର କନସୁଲ୍‌ ଜେନେରାଲ୍‌ ଝା ଲିଉ ଓ ତାଙ୍କର ପତ୍ନୀ ଝେଙ୍ଗ ହୁଇକୁନ୍‌ ସୋମବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ପରିଦର୍ଶନ କରିଛନ୍ତି। ସାଇ ଇଣ୍ଟରନ୍ୟାଶନାଲ୍‌ର ଫାଉଣ୍ଡର ଡ. ବିଜୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଝା ଲିଉ…

ଶିକ୍ଷା ସବୁ ସମସ୍ୟାର ସମାଧାନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଶିକ୍ଷା ସମସ୍ତ ସମସ୍ୟାର ସମାଧାନ କରିପାରେ। ଉପଯୁକ୍ତ ଶିକ୍ଷା ପାଇପାରିଲେ ଜୀବନରେ ଶାନ୍ତି ଓ ସଫଳତା ମିଳେ। ଶିକ୍ଷା ସମସ୍ତଙ୍କର ଅଧିକାର ବୋଲି କହିଛନ୍ତି ଭାରତରେ ଅବସ୍ଥାପିତ ସୁଇଜରଲାଣ୍ଡ ରାଷ୍ଟ୍ରଦୂତ ଏବଂ ମିଶନ୍‌ ମୁଖ୍ୟ ଡ. ଆନେଡ୍ରେସ୍‌ ବମ୍‌। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?