ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…
ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ କାରଣରୁ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ନେଇ କୁହାଯାଇଛି । ପୂର୍ବରୁ ୩ ମାର୍ଚ୍ଚରେ…
ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…
ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କରିଛନ୍ତି। ପାଟୋଲେ କହିଛନ୍ତି ଯେ ରାହୁଲ ଗାନ୍ଧୀ ଭଗବାନ ରାମଙ୍କ ପରି ସମାନ…
ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…
ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ ପଡ଼ିବ ନାହିଁ। ଚାଇନା ପ୍ରାୟ ଏକ ଦଶନ୍ଧି ପୂର୍ବରୁ ଏହାର ଏକ ସନ୍ତାନ ନୀତିକୁ…
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଗୁରୁବାର ସକାଳ ପ୍ରାୟ ୮ ଟାରେ ଜଣେ ୩୫ ବର୍ଷୀୟ…
ନିରବି ଗଲା ୪୦୧ ବର୍ଷର ପରମ୍ପରା, ପ୍ରଥମଥର ପାଇଁ ବିଶ୍ୱର ଏହି ଦେଶ ବନ୍ଦ କଲା ଏମିତି ଏକ ସେବା
କୋପେନହାଗେନ,୧।୧: ଡେନମାର୍କ ୪୦୧ ବର୍ଷର ପୁରୁଣା ପରମ୍ପରାକୁ ବିଦାୟ ଦେଇଛି। ଦେଶର ଡାକ ସେବା, ପୋଷ୍ଟନୋର୍ଡ, ଘରୋଇ ଚିଠି ବିତରଣକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛି। ଡେନମାର୍କ ବିଶ୍ୱର ପ୍ରଥମ ଦେଶ ପାଲଟିଛି ଯେଉଁଠାରେ ଫିଜିକାଲ ଚିଠି ଆଉ ଏକ ଆବଶ୍ୟକୀୟ କିମ୍ବା…
ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ ଗୁରୁବାର ଭୋର ସମୟରେ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଗ୍ରାମବାସୀଙ୍କ ସୂତ୍ରରୁ…
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍ ସମୟରୁ ଏଠାରେ ଭକ୍ତଙ୍କ ଭିଡ଼ ଲାଗିରହିଛି। ଏହି ଅବସରରେ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ମା’ଙ୍କ…
ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍! ଜାଣନ୍ତୁ କ’ଣ କହୁଛି ଆଇନ
ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା। କିନ୍ତୁ, ଏହି ନୂଆବର୍ଷରେ, ବିବାହିତ ପୁରୁଷମାନଙ୍କ ସମ୍ପର୍କରେ ଏକ ଚେତାବନୀ ସୋସିଆଲ ମିଡିଆରେ ଦ୍ରୁତ…
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍ଦାର ପ୍ରସ୍ତୁତି
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍ଦାର କରାଯାଉଛି। ୪ଦିନ ଧରି ଏହି ମହୋତ୍ସବ ପାଳନ କରାଯିବ। ଏଥିପାଇଁ ମଞ୍ଚକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏଥିସହ ଚଳିତବର୍ଷ…
ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ
ବଲିଉଡ ନୂଆବର୍ଷକୁ ଜୋରଦାର୍ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା ଅନୁପମ ଖେର ନୂଆବର୍ଷରେ ଏକ ବଡ଼ ପ୍ରତିଜ୍ଞା କରିଛନ୍ତି। ସେ ତାଙ୍କ ପ୍ରଶଂସକଙ୍କ ସହିତ…
‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…
ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା ବାସିନ୍ଦାଙ୍କ ମଧ୍ୟରେ କ୍ରୋଧ ସୃଷ୍ଟି କରିଛି। ଲୋକମାନେ ନଗର ନିଗମ ଉପରେ ଦୀର୍ଘ ଅବହେଳାର…
ସରକାରୀ ବସ୍ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍ରେ ସମସ୍ତ ଯାତ୍ରୀଙ୍କୁ ବସ୍ର କର୍ମଚାରୀ ବା ଟିକେଟ୍ ସଂଗ୍ରହକାରୀ ଟିକେଟ୍ ବାବଦକୁ ଅର୍ଥ ସଂଗ୍ରହ କରୁଥିଲେ ସୁଦ୍ଧା ଯାତ୍ରୀଙ୍କୁ ଅର୍ଥ ବାବଦରେ ଟିକେଟ୍…

