Home Left

ଅନୁଗୋଳରେ ନାବାଳିକା ବଳାତ୍କାର ଘଟଣା: ୧୫ ଲକ୍ଷ କ୍ଷତିପୂରଣ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ପରିବାର ଲୋକଙ୍କ ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ବଳାକତ୍ାର କରିବା ଘଟଣା ରବିବାର ଅନୁଗୋଳ ସହରକୁ ସ୍ତବ୍ଧ କରିଦେଇଥିଲା। ଏହି ଘଟଣାକୁ ନେଇ ସୋମବାର ବିଧାନସଭା ହୁଲ୍‌ସ୍ତୁଲ ହୋଇଛି। ଅନ୍ୟପକ୍ଷରେ ଅଭିଯୁକ୍ତଙ୍କ ବିରୋଧରେ…

ଗୃହରେ ଉତ୍ତର ରଖିଲେ ଅର୍ଥମନ୍ତ୍ରୀ: ୪୫,୫୦୦ କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ(୨୦୧୯-୨୦)ରେ ରାଜ୍ୟର ନିଜସ୍ବ ରାଜସ୍ବ ବାବଦକୁ ମୋଟ ୪୫,୫୦୦ କୋଟି ଟଙ୍କା ଆଦାୟ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ତନ୍ମଧ୍ୟରୁ ଟିକସ ବାବଦକୁ ୩୩,୦୦୦ କୋଟି ଓ ଅଣଟିକସ ବାବଦକୁ ୧୨,୫୦୦ କୋଟି ଟଙ୍କା ସଂଗ୍ରହ କରାଯିବ ବୋଲି…

ବିରୋଧୀଙ୍କ ଅନୁପସ୍ଥିତିରେ ଏସ୍‌ସି ଏସ୍‌ଟି ବିଭାଗ ଖର୍ଚ୍ଚ ଦାବି ଗୃହୀତ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସିଏସ୍‌ଟି) ଉନ୍ନୟନ ବିଭାଗ ୨୦୧୯-୨୦ ଆର୍ଥିକବର୍ଷ ପାଇଁ ଖର୍ଚ୍ଚ ଦାବି ଗୃହୀତ କରିଛନ୍ତି। ବାରମ୍ବାର ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହ ମୁଲତବୀ ରହିବାପରେ ସା ୬ଟା ୧୨ମିନିଟ୍‌ରେ ଏସ୍‌ସି, ଏସ୍‌ଟି…

ଅଖିଳେଶଙ୍କ ଜେଡ୍‌ ପ୍ଲସ୍‌ ସୁରକ୍ଷା ହଟିବ: ରହିବେନି ବ୍ଲାକ୍‌ କ୍ୟାଟ୍‌ କମାଣ୍ଡୋ

ଲକ୍ଷ୍ନୌ,୨୩।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ସୁରକ୍ଷା ଦଳରେ ଏଣିକି ବ୍ଲାକ୍‌ କ୍ୟାଟ୍‌ କମାଣ୍ଡୋ ରହିବେନି। ତାଙ୍କର ଜେଡ୍‌ ପ୍ଲସ୍‌ ସୁରକ୍ଷା ହଟାଇବା ପାଇଁ ଯୋଜନା ହୋଇଛି। ତେବେ ମୁଲାୟମ୍‌ ସିଂ ଯାଦବ ଏବଂ ବହୁଜନ ସମାଜବାଦୀ ପାର୍ଟି ଅଧ୍ୟକ୍ଷା…

ମହିଳାଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକ୍‌ମେଲ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ଭୁବନେଶ୍ୱର, (ବ୍ୟୁରୋ)/ପୁରୀ ଅଫିସ, ୨୩।୭: ପୁରୀର ଜଣେ ମହିଳାଙ୍କୁ ପାଣିରେ ନିଶା ଦେଇ ଭୁବନେଶ୍ୱରର ଏକ ହୋଟେଲରେ ବଳାକତ୍ାର କରିବା ଓ ପରେ ଅଶ୍ଳୀଳ ଭିଡିଓ ଦେଖାଇ ବ୍ଲାକ୍‌ମେଲିଂ କରିବା ଘଟଣାର ଅଭିଯୁକ୍ତଙ୍କୁ ଖଣ୍ଡଗିରି ପୋଲିସ ଗିରଫ କରିଛି। ସେ ହେଲେ…

ଚିନ୍ତା ବଢ଼ାଇଲାଣି ସ୍ବଳ୍ପ ବୃଷ୍ଟି

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ରାଜ୍ୟରେ ମରୁଡ଼ି ପରିସ୍ଥିତି ଉପୁଜିଲାଣି। ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ ଉଜୁଡ଼ି ଗଲାଣି। ଅନେକ ଅଞ୍ଚଳରେ ଗଜା ମରୁଡ଼ିର ଆଶଙ୍କା ମଧ୍ୟ ଦେଖାଦେଲାଣି। ବର୍ଷା ଚିନ୍ତାରେ ଚାଷୀ ରହିଥିବାବେଳେ ଆସନ୍ତା…

ମୋ ସ୍କୁଲ ଯୋଜନାରେ ଆଉ ୫୦୮ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗୋଷ୍ଠୀ-ସମ୍ପୃକ୍ତ ଶିକ୍ଷା କାର୍ଯ୍ୟକ୍ରମ ‘ମୋ ସ୍କୁଲ’ ଯୋଜନାରେ ୧୬ଟି ଜିଲାର ଆଉ ୫୦୮ଟି ବିଦ୍ୟାଳୟକୁ ସାମିଲ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବରଗଡ଼, ବଲାଙ୍ଗୀର, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, ଝାରସୁଗୁଡ଼ା, ଖୋର୍ଦ୍ଧା,…

୮ ଶ୍ରେଣୀ ପାଇଁ ଲାଗୁ ହେବ ପାସ୍‌ ଫେଲ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ବ୍ୟବସ୍ଥା ଆସିବାକୁ ଯାଉଛି। ୨୦୦୯ ପୂର୍ବରୁ ଛାତ୍ରୀଛାତ୍ରମାନେ ବାର୍ଷିକ ପରୀକ୍ଷା ଦେଇ ଆସୁଥିଲେ। ପାସ୍‌ କରିପାରୁ ନ ଥିବା ପିଲାଙ୍କୁ ପୁନର୍ବାର ସେହି ଶ୍ରେଣୀରେ ପାଠ ପଢୁଥିଲେ।…

ଓଏଚ୍‌ଆର୍‌ସି ଅଧ୍ୟକ୍ଷ ପଦବୀ ମାମଲା: ହାଇକୋର୍ଟ ଦେଲେ ଡେଡ୍‌ ଲାଇନ

କଟକ ଅଫିସ,୨୩।୭: ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆରସି) ପଦବୀକୁ ନେଇ ବିବାଦ ବଢିବାରେ ଲାଗିଛି। ଏ ସଂକ୍ରାନ୍ତରେ ହାଇକୋର୍ଟ ଡେଡ୍‌ଲାଇନ ଧାର୍ଯ୍ୟ କରିଛନ୍ତି। ଅଗଷ୍ଟ ୫ ସୁଦ୍ଧା ଉକ୍ତ ପଦବୀ ପୂରଣ ନିମନ୍ତେ ରାଜ୍ୟ ସରକାର ନେବାକୁ ରାୟରେ କୁହାଯାଇଛି। ହାଇକୋର୍ଟ ମୁଖ୍ୟ…

ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ରାଜ୍ୟ ଆଇନଜୀବୀ ପରିଷଦକୁ ପକ୍ଷଭୁକ୍ତ ନିର୍ଦ୍ଦେଶ

କଟକ ଅଫିସ,୨୩।୭: ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଦୀର୍ଘଦିନ ହେବ ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ବନ୍ଦ ଡାକରା ଦିଆଯାଇ ଆସୁଛି। ଏହାଦ୍ୱାରା ସମ୍ପୃକ୍ତ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡି ଯାଉଥିଲାବେଳେ ଏ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା।…

ଅଭିନେତ୍ରୀଙ୍କୁ ୬ ମାସ ଜେଲଦଣ୍ଡ

ମୁମ୍ବାଇ,୨୩ା୭(ପି.ଟି.): ଏକ ଚେକ୍‌ ବାଉନ୍ସ ମାମଲାରେ ଅଭିନେତ୍ରୀ କୋଏନା ମିତ୍ରଙ୍କୁ ମୁମ୍ବାଇର ଏକ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ୬ ମାସ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଅନ୍ଧେରୀ ମେଟ୍ରୋପଲିଟାନ୍‌ କୋର୍ଟ ମାଜିଷ୍ଟ୍ରେଟ୍‌ କେତକୀ ଚଭନ୍‌ ରାୟରେ ମଡେଲ୍‌ ତଥା ଅଭିଯୋଗକାରିଣୀ…

ଖୁବ୍‌ଶୀଘ୍ର ସୁରଟ୍‌କୁ ଉଡ଼ିବ ବିମାନ: ସପ୍ତାହକୁ ୨ଥର ଚାଲିବ

ଭୁବନେଶ୍ୱର, ୨୩।୭(ବ୍ୟୁରୋ):ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ସୁରଟ୍‌କୁ ସିଧାସଳଖ ବିମାନ ଚଳାଚଳ କରିବ। ସପ୍ତାହରେ ୨ଥର ଏହି ବିମାନ ଚାଲିବ। ଏ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସୋମବାର ଟୁଇଟ୍‌ କରି ଜଣାଇଛନ୍ତି। ଅପରାଜିତା ବେସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?