Home Left

ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ମାମଲା: ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୨୩।୭: ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲା ଖାରଜ ହୋଇଛି। ଉକ୍ତ ମାମଲାକୁ ବେଆଇନ ଦର୍ଶାଇ ଅଦାଲତ ଖାରଜ କରିଛନ୍ତି। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ମାମଲା ରୁଜୁ କରାଯିବ ବୋଲି ଆଡଭୋକେଟ ଅଶ୍ୱିନୀ କୁମାର ଦାସ…

କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପ୍ରସ୍ତାବ

ଓ୍ବାଶିଂଟନ,୨୩ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ଭାରତ ଓ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ପ୍ରସ୍ତାବ ଦେଇଛନ୍ତି। ହ୍ବାଇଟ୍‌ ହାଉସ୍‌ରେ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ସହ ଆଲୋଚନା ବେଳେ ଟ୍ରମ୍ପ୍‌ ଏହା କହିଛନ୍ତି। ଯଦି ଦୁଇ…

ଏସ୍‌ସିବି ମେଡିକାଲ: ୭ମାସରେ ଆସିଲେଣି ୨୮ ଜିଲାର ଡେଙ୍ଗୁ ରୋଗୀ

କଟକ ଅଫିସ,୨୩।୭: ଏସ୍‌ସିବି ମେଡିକାଲକୁ ଗତ ଜାନୁୟାରୀରୁ ଜୁଲାଇ ୨୨ ମଧ୍ୟରେ ୨୮ଟି ଜିଲାରୁ ଡେଙ୍ଗୁ ରୋଗୀ ଚିକିତ୍ସା ନିମନ୍ତେ ଆସିଛନ୍ତି। ଏହି ସମୟ ମଧ୍ୟରେ ମୋଟ୍‌ ୨୯୦୭ ଜଣ ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯୯ ଜଣଙ୍କ…

ଜିଲା ଶିକ୍ଷାଧିକାରୀଙ୍କ ନିୟମକୁ ବିରୋଧ :ସ୍କୁଲରେ ତାଲା ପକାଇଲେ ମହିଳା

ଆନନ୍ଦପୁର,୨୩। ୭(ସ୍ବ.ପ୍ର.)- ଘସିପୁରା ବ୍ଲକ ଭୋଳନୁଆଗାଁର ୟୁଜିଏମଇ ସ୍କୁଲକୁ ସୋମବାର ମହିଳା ଅଭିଭାବକମାନେ ତାଲା ପକାଇଥିଲେ। ଏହି ବିଦ୍ୟାଳୟର ଷଷ୍ଠରୁ ସପ୍ତମ ଶ୍ରେଣୀ ପିଲାମାନେ ସକାଳ ୬ଟାରୁ ୧୧ ଟା ଏବଂ ପ୍ରଥମରୁ ୫ମ ଶ୍ରେଣୀ ପିଲାମାନେ ସକାଳ ୧୦ଟାରୁ ୪ଟା…

ନିମାପଡ଼ା: ବିଦ୍ୟୁତ୍‌ ଯନ୍ତ୍ରଣାର ଅନ୍ତ ଘଟୁନି

ନିମାପଡ଼ା,୨୩।୭(ଡି.ଏନ୍‌.ଏ.): ଗତ ମେ’ ୩ ତାରିଖରେ ହୋଇଥିବା ବାତ୍ୟା ଫନୀରେ ପୁରୀ ଜିଲା ନିମାପଡ଼ା ବିଦ୍ୟୁତ୍‌ ଡିଭିଜନର ୨୫ହଜାରରୁ ଊର୍ଦ୍ଧ୍ୱ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିରୁଜି ଯାଇଥିବାବେଳେ ୧ହଜାରରୁ ଊର୍ଦ୍ଧ୍ୱ ଟ୍ରାନ୍ସଫରମର, ୧୨ଟି ଉଚ୍ଚ କ୍ଷମତାସମ୍ପନ୍ନ ଟାଓ୍ବାର କ୍ଷତିଗ୍ରସ୍ତ ହୋଇଥିଲା। ୧ଲକ୍ଷ ୮୦ହଜାର…

କ୍ରୋଧରେ କହିଥିଲି: ସତ୍ୟପାଲ୍‌

ଶ୍ରୀନଗର,୨୩ା୭(ପି.ଟି.)-ଆତଙ୍କବାଦୀମାନେ ନିରୀହ ଲୋକଙ୍କୁ ନ ମାରି ଦୁର୍ନୀତିଗ୍ରସ୍ତ ଲୋକଙ୍କୁ ଗୁଳି କରିବା ଉଚିତ ବୋଲି ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବା ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ସୋମବାର ଏଥିପାଇଁ ଦୁଃଖପ୍ରକାଶ କରିଛନ୍ତି। କ୍ରୋଧ ଓ ନୈରାଶ୍ୟର ବଶବର୍ତ୍ତୀ ହୋଇ ସେ…

ମୋଦି ସରକାରଙ୍କ ଦ୍ୱିତୀୟ ପାଳି: ୫୦ ଦିନର ରିପୋର୍ଟ କାର୍ଡ

ନୂଆଦିଲ୍ଲୀ,୨୩ା୭(ପି.ଟି.): କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାରର ଦ୍ୱିତୀୟ ପାଳିରେ ୫୦ ଦିନ ପୂରଣ ହୋଇଛି। ଏହି ସମୟ ମଧ୍ୟରେ ବିକାଶ ଧାରାକୁ ଆଗେଇ ନେବା ଲାଗି ଆଲୋଚନା ଜାରି ରହିଛି। ଗତ ଥର ଅପେକ୍ଷା ଏଥର ସଂସ୍କାର କାର୍ଯ୍ୟ ଅଧିକ ମାତ୍ରାରେ…

ଏମ୍‌ଟିଏନ୍‌ଏଲ୍‌ ବିଲ୍ଡିଂରେ ନିଆଁ

ମୁମ୍ବାଇ,୨୩ା୭(ଆଇଏଏନ୍‌ଏସ୍‌): ମୁମ୍ବାଇର ବାନ୍ଦ୍ରାଠାରେ ଥିବା ଏମ୍‌ଟିଏନ୍‌ଏଲ୍‌ ବିଲ୍ଡିଂରେ ସୋମବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଉକ୍ତ ବିଲ୍ଡିଂରେ ଫସିଥିବା ୮୪ ଜଣଙ୍କୁ ଉଦ୍ଧାର କରାଯାଇଛି। ଅପରାହ୍ନ ୩ଟା ୧୦ରେ ଏହି ୯ ମହଲା ବିଲ୍ଡିଂର ଚତୁର୍ଥ ମହଲାରେ ନିଆଁ ଲାଗିଯାଇଥିଲା। କ୍ରମେ ଏହା…

ବୋଲ୍‌ବମ୍‌ ଧ୍ୱନୀରେ କମ୍ପିଲା ତାରେଶ୍ୱରଦେବ ପୀଠ

ବୋଲଗଡ଼,୨୩ା୭(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀଶ୍ରୀ ତାରେଶ୍ୱରଦେବଙ୍କୁ ଶ୍ରାବଣ ମାସ ପ୍ରଥମ ସୋମବାର ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ କାଉଡ଼ିଆ ଜଳଲାଗି କରିଛନ୍ତିି। ଏହି ଶିବଭକ୍ତଙ୍କ ବୋଲ୍‌ବମ୍‌ ଧ୍ୱନୀରେ ମନ୍ଦିର ପରିସର ପ୍ରକମ୍ପିତ ହେବା ସହ ସ୍ବତନ୍ତ୍ର…

ଦୁର୍ବୃତ୍ତ ମାରଣାସ୍ତ୍ରରେ ଗୋଡ଼ାଇ ହାଣିଲେ: ଜଣେ ଯୁବକ ଗୁରୁତର

ବୋଲଗଡ଼,୨୩ା୭(ଡି.ଏନ.ଏ.)-ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ଅନ୍ତର୍ଗତ ସାନକୁମାରୀସ୍ଥିତ ମା’ମଙ୍ଗଳା ମନ୍ଦିର ନିକଟରେ ରବିବାର ରାତିରେ କେହି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଗୁରୁତର କରିଛନ୍ତି। ଗୁରୁତର ଯୁବକ ହେଉଛନ୍ତି ସାନକୁମାରୀ ଗ୍ରାମର ଗଣେଶ ଖଣ୍ଡାଇ(୨୫)। ତାଙ୍କୁ ମାରଣାସ୍ତ୍ର ଦ୍ୱାରା…

ଗାଁ ମାଟିରୁ ଅର୍ଥ ସାଉଁଟୁଛନ୍ତି ନଡିଆ ତୋଳାଳୀ ବୈକୁଣ୍ଠ

ଓଡ଼ଗାଁ ,୨୩।୭(ଆଦର୍ଶ କୁମାର ପଟ୍ଟନାୟକ)-ଗ୍ରାମର ଅନ୍ୟମାନଙ୍କ ଭଳି ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ରୋଜଗାର କରିବାକୁ ଉଚିତ ମନେ କଲେନି ସେ। ଗଁ। ରେ ରହି ଅର୍ଥ ଉପାର୍ଜନ କରି ପରିବାର ସଦସ୍ୟଙ୍କ ସୁଖଦୁଃଖରେ ସାମିଲ ହେବାକୁ ସେ ମନସ୍ଥ…

ସ୍ବଳ୍ପ ବୃଷ୍ଟି, ଚାଷଜମି ଶୁଖିଲା: ମୁଣ୍ଡରେ ହାତଦେଇ ବସିଛି ଚାଷୀ

ରଣପୁର,୨୩ା୭ (ସ୍ବ.ପ୍ର.): ବର୍ଷା ଅଭାବରୁ ରଣପୁର ବ୍ଲକ ଅଞ୍ଚଳରେ ଜମି ଫାଟି ଆଁ କଲାଣି। କେଉଁଠି ବର୍ଷା ପାଇଁ ବେଙ୍ଗ ବିବାହ ତ ଆଉ କେଉଁଠି ଡାଳମାଙ୍କୁଡି ନୃତ୍ୟ କରାଗଲାଣି ା ତଥାପି ଇନ୍ଦ୍ର ଦେବଙ୍କ କୋପ ଚାଷୀଙ୍କ ଉପରୁ ଦୂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?