Home Left

ନାବାଳିକାଙ୍କୁ ବଳାତ୍କାର ଘଟଣା :ଫରେନ୍ସିକ୍‌ ଯାଞ୍ଚ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୨୩।୭ ଅନୁଗୋଳ ବସ୍‌ଷ୍ଟାଣ୍ଡସ୍ଥିତ ଆହାରକେନ୍ଦ୍ର ପଛପଟେ ଗତ ଶନିବାର ବିଳମ୍ବିତ ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି ପୋଲିସ। ଘଟଣା ପରଠାରୁ ୫ଜଣଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଏବେ ମୁଖ୍ୟ…

ନିର୍ବାଚନ ସମୟରେ ୩ ଦିନ ସ୍କୁଲ ବନ୍ଦ: ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ମହାକାଳପଡା,୨୩ା୭(ଡି.ଏନ୍‌.ଏ.)- ପାଟକୁରାରେ ନିର୍ବାଚନ ପାଇଁ ମହାକାଳପଡା ବ୍ଲକର ଏକ ବିଦ୍ୟାଳୟ ୩ ଦିନ ବନ୍ଦ ରହିଥିଲା। ଏହାକୁ ବିରୋଧ କରି ଅଭିଭାବକମାନେ ସୋମବାର ସମ୍ପୃକ୍ତ ବିଦ୍ୟାଳୟରେ ତାଲା ପକେଇ ଦେଇଥିଲେ। ପୋଲିସର ଏକ ଟିମ୍‌ ପହଞ୍ଚତ୍ ସମସ୍ୟାର ସମାଧାନ କରିବା ପରେ…

ବର୍ଷା ପାଇଁ ବେଙ୍ଗ,ବେଙ୍ଗୁଲୀଙ୍କ ପୂଜାର୍ଚ୍ଚନା

ମହାକାଳପଡ଼ା,୨୩ା୭(ଡି.ଏନ୍‌.ଏ.)- ଚଳିତ ବର୍ଷ ମହାକାଳପଡା ବ୍ଲକରେ ଭଲ ବର୍ଷା ନ ହେବାରୁ ଚାଷୀଙ୍କ ଠାରୁ ଆରମ୍ଭ କରି ସମସ୍ତଙ୍କ ଚିନ୍ତା ବଢ଼ିବାରେ ଲାଗିିଛି। ବର୍ଷା ଅଭାବରୁ ଜମିରେ ଗଜା ମରୁଡ଼ି ହେବାର ଆଶଙ୍କା ରହିଛି। ଏନେଇ ମହାକାଳପଡା ବ୍ଲକ ଅନ୍ତର୍ଗତ ବଉଳକଣୀ…

ଚାଉଳ ମିଳୁଛି, ହିତାଧିକାରୀ ଜାଣିନାହାନ୍ତି : ଲୁଟି ନେଉଛନ୍ତି ରିଟେଲର

ଜଗତ୍‌ସିଂହପୁର ଅଫିସ,୨୩ା୭: ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଗରିବ ପରିବାରକୁ ଚାଉଳ, କିରୋସିନ ଆଦି ସାମଗ୍ରୀ ପ୍ରଦାନ ନିମନ୍ତେ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ପରିତାପର ବିଷୟ ପ୍ରକୃତ ହିତାଧିକାରୀଙ୍କ ପାଖରେ ଏସବୁ ସାମଗ୍ରୀ ପହଞ୍ଚତ୍ପାରୁନାହିଁ। କେତେକ କ୍ଷେତ୍ରରେ ଗରିବ ହିତାଧିକାରୀଙ୍କ…

କୁଜଙ୍ଗରେ ମରୁଡିର ପଦଧ୍ୱନୀ : ତଳିକୁ ଦେଖି ଟଳିପଡ଼ିଲେ ଚାଷୀ

କୁଜଙ୍ଗ,୨୩ା୭(ସ୍ବ.ପ୍ର.): ଶ୍ରାବଣ ମାସ ଆରମ୍ଭ ହୋଇଯାଇଥିଲେ ମଧ୍ୟ ବର୍ଷା ଦେଖାନାହିଁ। ଏଥିଯୋଗୁ ଜଗତ୍‌ସିଂହପୁର ଜିଲାର ଉପକୂଳ କୁଜଙ୍ଗ ଅଞ୍ଚଳରେ ମରୁଡ଼ିର ପଦଧ୍ୱନୀ ଶୁଣାଗଲାଣି। ବହୁ କଷ୍ଟରେ ଚାଷୀ ଯେଉଁ ତଳି ପକାଇଥିଲେ ବର୍ଷା ଅଭାବରୁ ସେସବୁ ନଷ୍ଟ ହେବାକୁ ବସିଲାଣି। ଏଥିରେ…

ସ୍ନାୟୁରୋଗରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ ଥର ୧୫ ମିନିଟ୍‌ କରନ୍ତୁ ଏହି ଆସନ…

ସିଂହାସନ ଆସନର ନାମ ଅନୁସାରେ ଏହାକୁ ସେଭଳି କରିବାକୁ ମଧ୍ୟ ପଡିଥାଏ। ଏହି ଆସନରେ ସିଂହ ଭଳି ବସିବାକୁ ପଡିଥାଏ। ସିଂହାସନ କରିବା ଦ୍ୱାରା ଆଖି,ମୁହଁ ଓ ବେକର ବ୍ୟାୟାମ ହୋଇଥାଏ। ଏହାଦ୍ୱାରା ଶରୀର ଭିତରକୁ ପର୍ଯ୍ୟାପ୍ତ ପରିମାଣରେ ଅମ୍ଳଜାନ ଯିବା…

ଦୃଷ୍ଟିହୀନ କ୍ରିକେଟ, ଭାରତ ସିରିଜ ବିଜୟୀଅଜୟଙ୍କ ଦ୍ୱିଶତକ, ଦୁର୍ଗାଙ୍କ ଶତକ

ଭୁବନେଶ୍ୱର, ୨୩।୭(କ୍ରୀଡ଼ା ପ୍ରତିନିଧି)- କାରିବିୟନ ଗସ୍ତରେ ଥିବା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ବିଜୟ ସହ ଏହାର ଅଭିଯାନ ଆରମ୍ଭ କରିଛି। ଅଧିନାୟକ ଅଜୟ ରେଡ୍ଡୀଙ୍କ ଅପରାଜିତ ଦ୍ୱିଶତକ ଏବଂ ଦୁର୍ଗା ରାଓଙ୍କ ଅପରାଜିତ ଶତକ ସହାୟତାରେ ଭାରତ ସୋମବାର ଅନୁଷ୍ଠିତ…

ଜେଇ ଓ୍ବିଲିସନ ଇଣ୍ଟରନ୍ୟାଶନାଲ ସିରିଜ: ଓଡ଼ିଆ ଝିଅ ଋତୁପର୍ଣ୍ଣାଙ୍କୁ ଡବଲ୍‌ ଟାଇଟଲ୍‌

ନୂଆଦିଲ୍ଲୀ, ୨୨।୭ (ପି.ଟି.)- ଉଦୀୟମାନ ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ଓଡ଼ିଆ ଝିଅ ଋତୁପର୍ଣ୍ଣା ପଣ୍ଡା ଘାନାର ଆକ୍‌ରାଠାରେ ଅନୁଷ୍ଠିତ ଜେଇ ଓ୍ବିଲସନ ଇଣ୍ଟରନ୍ୟାଶନାଲ ସିରିଜରେ ଡବଲ୍‌ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଋତୁପର୍ଣ୍ଣା ମିକ୍ସଡ୍‌ ଡବଲ୍ସ ଓ ମହିଳା ଡବଲ୍ସରେ…

ଭାରତୀୟ ଫୁଟ୍‌ବଲ ସଂକଟରେ: ଫିଫାକୁ ଚିଠି ଲେଖିଲେ ୬ ଆଇ-ଲିଗ୍‌ କ୍ଲବ

ନୂଆଦିଲ୍ଲୀ, ୨୨ା୭ (ପି.ଟି.)- ଭାରତୀୟ ଫୁଟ୍‌ବଲ ଏବେ ସଂକଟରେ ଦର୍ଶାଇ ସହାୟତା ପାଇଁ ଫିଫା (ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ୍ସ)ର ସହଯୋଗ ଲୋଡିଛନ୍ତି ମିନର୍ଭା ପଞ୍ଜାବ, ମେହେନ ବାଗାନ ଏବଂ ଇଷ୍ଟବେଙ୍ଗଲ ଭଳି ଆଇ-ଲିଗ୍‌ର କେତେକ ଟପ୍‌ ଫୁଟ୍‌ବଲ କ୍ଲବ।…

ସୀମାନ୍ତରୁ ୩ ଲ୍ୟାଣ୍ଡମାଇନ ଉଦ୍ଧାର

ମାଲକାନଗିରି,୨୨ା୭ (ସ୍ବ.ପ୍ର.): ପ୍ରତିବର୍ଷ ମାଓବାଦୀ ସଙ୍ଗଠନ ପକ୍ଷରୁ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଶହୀଦ ସପ୍ତାହ ପାଳନ କରାଯାଉଛି। ଏହି ସପ୍ତାହ ପାଳନ ବେଳେ ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼, ଆନ୍ଧ୍ର ଓ ତେଲେଙ୍ଗାନା ରାଜ୍ୟରେ ବଡଧରଣର ହିଂସା…

ଡମି ମାଓବାଦୀ ନିକଟରୁ ୨ ବୋମା ଉଦ୍ଧାର

ମାଲକାନଗିରି,୨୨ା୭ (ସ୍ବ.ପ୍ର.): ମାଓବାଦୀମାନେ ଯବାନମାନଙ୍କୁ ଚକମା ଦେବା ପାଇଁ ବିଭିନ୍ନ ସମୟରେ ଭିନ୍ନଭିନ୍ନ ପନ୍ଥା ଅବଲମ୍ବନ କରିଥାନ୍ତି। ଗତ କିଛିଦିନ ତଳେ ଛତିଶଗଡ଼ର ସୁକୁମା ଜିଲାରେ ସେମାନେ ଡମି ମାଓବାଦୀ ପୁତୁଳା କରି ହାତରେ ନକଲି ବନ୍ଧୁକ ଧରାଇ ଗଛ କୋଣରେ…

କାମାକ୍ଷାନଗରରେ ଆଦିବାସୀଙ୍କ ମେଳି: ୧୦ ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କାମାକ୍ଷାନଗର,୨୨।୭(ଡି.ଏନ.ଏ.)- ୧୦ ଦଫା ଦାବିରେ ଆଦିବାସୀ କ୍ରାନ୍ତି ସଂଗଠନ, ଆଦିବାସୀ ଚେତନା ସଂଗଠନ ଓ ମିଳିତ ଆଦିବାସୀ ସଂଘର୍ଷ ମଞ୍ଚର ଶତାଧିକ ଆଦିବାସୀ ସୋମବାର କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଆଦିବାସୀମାନେ ଜିରିଡାମାଳିଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?