ଇସ୍ରୋ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୨୨।୭: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ -୨ର ସଫଳ ଉତ୍କ୍ଷେପଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ଇସ୍ରୋର ସଫଳତା ହୋଇଥିବା ବେଳେ ଭାରତୀୟ ମହାକାଶ ଗବେଷଣାରେ ଏକ…
ଜେଲ୍ରେ ଶରିଫଙ୍କୁ ମିଳୁନି ଏସି,ଟିଭି ସୁବିଧା: ଇମ୍ରାନ
ଓ୍ବାଶିଂଟନ,୨୨।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏବେ ଆମେରିକା ଗସ୍ତରେ ଅଛନ୍ତି। ସେଠାରେ ସେ ବିଭିନ୍ନ ବିଷୟକୁ ନେଇ ଆଲୋଚନା କରିବା ସମୟରେ କହିଛନ୍ତି, ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଜେଲ୍ରେ କୌଣସି ପ୍ରକାର ଭିଆଇପି ସୁବିଧା ମିଳୁନାହିଁ। ସେ…
ଦୁର୍ଘଟଣାରେ ଅଚଳ ହୋଇଛି ଡାହାଣ ଗୋଡ଼, ସହାୟତା ଆଶାରେ ଜିଲାପାଳ ଅଫିସ ଆସିଥିଲେ: ପୋଲିସ କର୍ମଚାରୀ ଦେଖାଇଲେ ମାନବିକତା
ବରଗଡ଼ ଅଫିସ୍,୨୨।୭-ଅନେକ ସମୟରେ କିଛି ପୋଲିସ କର୍ମଚାରୀ ନିଜ ଖାକି ବର୍ଦ୍ଦିର ଅପବ୍ୟବହାର କରିଥାନ୍ତି । କେତେବେଳେ ଦାଦାଗିରି ତ ଆଉ କେବେ ଲୁଟ୍ପାଟ୍, ମାଡ଼ପିଟ୍ ଘଟଣାରେ ସମ୍ପୃକ୍ତ ରହିବା ଯୋଗୁ ପୋଲିସକୁ ବହୁତ ସମାଲୋଚିତ ହେବାକୁ ପଡ଼ିଥାଏ। ତେବେ ସୋମବାର…
କାଟିଙ୍ଗିଆ ଅଞ୍ଚଳରେ ମଦ ବିରୋଧୀ ଅଭିଯାନ ଜୋର୍ଦାର
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୨।୭(ଡି.ଏନ୍.ଏ.): ଗତ କିଛିଦିନ ହେଲା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ କାଟିଙ୍ଗିଆ ପଞ୍ଚାୟତର କାଟିଙ୍ଗିଆ ସମେତ ମହାଗୁଡ଼ା, ମୁଣ୍ଡିଗାଁ, ତିଆରିଗାଁ ଆଦି ଗ୍ରାମରେ ମଦ ବିରୋଧୀ ଅଭିଯାନ ଜୋର୍ଦାର କରାଯାଇଛି। ଏଥିରେ ପଞ୍ଚାୟତର ସରପଞ୍ଚ କପିଳାସ ମଲ୍ଲିକଙ୍କ…
ବିବାହର ୬ ମାସ ପରେ ଅଲଗା ଲୁକ୍ରେ କମେଡି କିଙ୍ଗ୍
କମେଡି କିଙ୍ଗ୍ କପିଲ ଶର୍ମାଙ୍କୁ ବିବାହର ୬ ମାସ ପରେ ଅଲଗା ଲୁକ୍ରେ ଦେଖି ଫ୍ୟାନ୍ମାନେ ଆଶ୍ଚର୍ଯ୍ୟ ହେବା ସହ ଖୁସି ମଧ୍ୟ ହୋଇଛନ୍ତି। କପିଲ ତାଙ୍କ ଇନ୍ଷ୍ଟାଗ୍ରାମରେ ୨ଟି ଫଟୋ ଶେୟାର କରିଛନ୍ତି। ଗୋଟିଏରେ କଳା ଚଷମା ପିନ୍ଧି ସ୍ମାଇଲ୍…
ସାରଥୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୨।୭: କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମର ପ୍ରତିଷ୍ଠାତା ସନ୍ତୋସ ରାଉଳ ଓରଫ ସାରଥୀଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ତାଙ୍କୁ ଏହି ଜାମିନ ମିଳିଛି। ଏହା ସହିତ ସାକ୍ଷୀଙ୍କୁ…
‘ସଡ଼କ-୨’କୁ ନେଇ କ’ଣ କହିଲେ ପୂଜା
ମୁମ୍ବାଇ: ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ଫିଲ୍ମ ‘ସଡ଼କ’ର ସିକ୍ୟୁଏଲ ନିର୍ମାଣ କାମ ଆରମ୍ଭ ହୋଇଛି। ‘ସଡ଼କ’ର ମୁଖ୍ୟ ଭୂମିକାରେ ପୂଜା ଭଟ୍ଟ ଓ ସଞ୍ଜୟ ଦତ୍ତ ନଜର ଆସିଥିବା ବେଳେ ଏହାର ନିର୍ଦ୍ଦେଶନା ଦେଇଥିଲେ ମହେଶ ଭଟ୍ଟ। ଏବେ କିନ୍ତୁ ଏହାର…
ପ୍ରଥମ ଥର ଭାରତୀୟ ଦଳରେ ୩ ରାଜସ୍ଥାନ ଖେଳାଳି
ଜୟପୁର,୨୨।୭-ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଭାରତୀୟ ଦଳ ଘୋଷଣା ହୋଇସାରିଛି। ଏହି ଦଳରେ ପ୍ରଥମ ଥର ପାଇଁ ୩ ଜଣ ରାଜସ୍ଥାନ ଖେଳାଳି ସ୍ଥାନ ପାଇଛନ୍ତି। ବାମହାତୀ ପେସର ଖଲିଲ ଅହମ୍ମଦ, ଡାହାଣହାତୀ ସିମର ଦୀପକ ଚହର ଓ ଲେଗ୍ ସ୍ପିନର ରାହୁଲ…
‘ସତ୍ତେ ପେ ସତ୍ତା’ର ରିମେକ୍ରେ ଆସିବେନି ହ୍ରିତିକ
ମୁମ୍ବାଇ: ବିଗ୍ ବି ଅମିତାଭଙ୍କ ଅଭିନୀତ ଫିଲ୍ମ ‘ସତ୍ତେ ପେ ସତ୍ତା’ର ରିମେକ୍ ହେବା କଥା ଶୁଣିବାକୁ ମିଳିଥିଲା। ଆଉ ଏହାର ଲିଡ୍ ରୋଲରେ ହ୍ରିତିକ ରୋଶନ କାମ କରିବା ସହ ତାଙ୍କ ଅପୋଜିଟ୍ରେ ନାୟିକା କ୍ୟାଟ୍ରିନା କୈଫଙ୍କୁ ଦେଖିବାକୁ ମିଳିବ…
ଇରାନରେ ୧୭ ସିଆଇଏ ଗୁପ୍ତଚରଙ୍କୁ ମୃତ୍ୟୁ ଦଣ୍ଡାଦେଶ
ତେହେରାନ୍,୨୨।୭: ଇରାନରେ ଆମେରିକାର ସେଣ୍ଟ୍ରାଲ୍ ଇଣ୍ଟେଲିଜେନ୍ସ ଏଜେନ୍ସି(ସିଆଇଏ)ର ୧୭ ଗୁପ୍ତଚରଙ୍କୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ଏନେଇ ଇରାନ ଗଣମାଧ୍ୟମ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୩ ମାସର ବିଚାର ପରେ ଏହି ଦଣ୍ଡାଦେଶ କରାଯାଇଥିବା କୁହାଯାଉଛି। ତିନି ଦିନ ତଳେ ବ୍ରିଟେନ୍ର…
ସିଦ୍ଧୁ ଦଳର କେଉଁ ସ୍ଥାନରେ ରହିବେ ସ୍ଥିର କରିବେ ପ୍ରିୟଙ୍କା
ନୂଆଦିଲ୍ଲୀ,୨୨।୭: ପଞ୍ଜାବ କ୍ୟାବିନେଟରୁ ଇସ୍ତଫା ଦେବା ପରେ ଭାରତୀୟ ଦଳର ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଏବେ ଦଳରେ ରହିବେ କି ନା ଯଦି ରହିବେ ତେବେ କେଉଁ ସ୍ଥାନରେ ରହିବେ ଏହା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା…
କୁଖ୍ୟାତ ନିଶା ମାଫିଆ ସୁଧାଂଶୁଙ୍କ ଦ୍ୱାରିକାନଗର ବେଆଇନ ଘର ଉଚ୍ଛେଦ
ଖୋର୍ଦ୍ଧା ଅଫିସ, ୨୨।୭(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲାର କୁଖ୍ୟାତ ନିଶା ମାଫିଆ ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରରେ ଥିବା ବେଆଇନ ଘରକୁ ପ୍ରଶାସନ ପକ୍ଷରୁ ସୋମବାର ଦ୍ୱିତୀୟ ପର୍ଯ୍ୟାୟରେ ଉଚ୍ଛେଦ କରାଯାଉଛି। ଏଠାରେ ଛୋଟାଙ୍କର ୨୪ ବଖରାଘର ଅର୍ଦ୍ଧନିର୍ମିତ…

