Home Left

ଲାଞ୍ଚ ନେଇ ଧରାପଡ଼ିଲେ ଜୁନିୟର ଇଞ୍ଜିନିୟର

କେନ୍ଦୁଝର/ପାଟଣା, ୨୨।୭ (ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଜୁନିୟର ଇଞ୍ଜିନିୟର ବିଭୂତି ଭୂଷଣ ପ୍ରଧାନ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଖବରରୁ ପ୍ରକାଶ ଯେ, ଠିକାଦାର ହେମନ୍ତ ମହାନ୍ତଙ୍କଠାରୁ ଏକ କମ୍ୟୁନିଟି ସେଣ୍ଟରର ଫାଇନାଲ ବିଲ୍‌…

ପୋଲିସ ଇନ୍‌ଫର୍ମର ସନ୍ଦେହ : ସାପ୍ତାହିକ ବଜାରରେ ଠିକାଦାରଙ୍କୁ ହତ୍ୟା

ଲାଞ୍ଜିଗଡ଼,୨୨।୭(ଡି.ଏନ.ଏ.) : କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦିନ ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଜଣେ ଠିକାଦାରଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା କରିଛନ୍ତି। ମୃତକ ହେଲେ ବୋରପଦର ଗଁାର ଠିକାଦାର ରାଜେନ୍ଦ୍ର ସାହୁ। ଏହି ଘଟଣା…

ଜିଭ କାଟି ମହାଦେବଙ୍କୁ ଅର୍ପଣ କଲେ ଯୁବକ

ରାୟପୁର,୨୨।୭: ଆଧୁନିକ ବିଜ୍ଞାନ ଯୋଗୁ ଏବେ ମଣିଷ ଚନ୍ଦ୍ରରେ ବସତି ସ୍ଥାପନ କରିବାକୁ ଚିନ୍ତା କରୁଛି। ଏପରି ସ୍ଥଳେ କେତେକ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ନାନା ପ୍ରକାର କାର୍ଯ୍ୟ କରୁଛନ୍ତିି। ଛତିଶଗଡ଼ରେ ସମ୍ପ୍ରତି ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ କୋରବା…

ଲୁଟ୍‌ ସମ୍ପତ୍ତିର ମିଳୁନାହିଁ ପତ୍ତା :ଅନିଶ୍ଚିତତା ମଧ୍ୟରେ ତାଳଚେର-ଡୁବୁରୀ-ଚଣ୍ଡିଖୋଲ ୪ ଲେନ ନିର୍ମାଣ କାର୍ଯ୍ୟ

ଯାଜପୁର ଅଫିସ,୨୨ା୭ : ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଅଧୀନରେ ତାଳଚେର-ଡୁବୁରୀ-ଚଣ୍ଡିଖୋଲ ୨୦୦ନମ୍ବର ଜାତୀୟ ରାଜପଥର ୪ଲେନ ନିର୍ମାଣ କାର୍ଯ୍ୟରେ ଠିକା ସଂସ୍ଥାର ଅବହେଳା ଯୋଗୁ ସରକାରଙ୍କ କୋଟି କୋଟି ଟଙ୍କା ପାଣିରେ ପଡ଼ିଛି। ଅବହେଳାରୁ ନିର୍ମାଣ କାର୍ଯ୍ୟ ତ ବନ୍ଦ…

ଧୈର୍ଯ୍ୟ ହିଁ ସଫଳତା : ଗଣିତଜ୍ଞ ଆନନ୍ଦ କୁମାର

ବାପାଙ୍କ ଦେହାନ୍ତ ପରେ ତାଙ୍କ ସ୍ଥାନରେ ଆପଣଙ୍କୁ ଚାକିରି ମିଳିଥିଲା। ଗରିବ ପିଲାଙ୍କ ପାଇଁ କାହିଁକି ସରକାରୀ ଚାକିରି ତ୍ୟାଗ କଲେ? କେବେ ଚାହୁଁ ନ ଥିଲେ ଯେ ତାଙ୍କ ପୁଅ ପୋଷ୍ଟ ଅଫିସ୍‌ ଯାଉ। ତାଙ୍କ ଦେହାନ୍ତ ପରେ ମୋତେ…

‘ମନ୍‌ କି ବାତ୍‌’ରୁ ମିଳିଲା ପ୍ରେରଣା: ଗାଁକୁ ସ୍ମାର୍ଟ ରୂପ ଦେଲେ ଗ୍ରାମବାସୀ

ଚଣ୍ଡିଗଡ଼,୨୨।୭: ସରକାର ଦେଶର ବିଭିନ୍ନ ସହରକୁ ସ୍ମାର୍ଟ ରୂପ ଦେବା ପାଇଁ ଯୋଜନା କରିଛନ୍ତି। ତେବେ ପଞ୍ଜାବର ମୋଗା ଜିଲାର ରଣସିଂ କଲା ଗାଁକୁ ଏଭଳି ରୂପ ଦେବାକୁ ଗ୍ରାମବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍‌ କି ବାତ୍‌…

କର୍ନାଟକ ବିଧାନସଭା ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି

ବେଙ୍ଗାଲୁରୁ,୨୨।୭: କର୍ନାଟକର କଂଗ୍ରେସ ଓ ଜେଡିଏସ ମେଣ୍ଟ ସରକାରକୁ ନେଇ ସଙ୍କଟ ଦେଖାଦେଇଥିବା ବେଳେ ସୋମବାର ବିଧାନସଭାରେ ଆସ୍ଥାଭୋଟ ହେବାର ଯୋଜନା ରହିଛି। ଏଥିପାଇଁ ବିଧାନସଭା ବାହାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଧାନସୌଧ ଓ ରାଜଭବନ ରାସ୍ତାରେ ଯଥେଷ୍ଟ ପରିମାଣରେ…

ଦରକାର ପଡିଲେ ବନ ଅଧିକାରୀଙ୍କୁ ପିଟ: ଭାଜପା ଏମ୍‌ପି

ଆଦିଲାବାଦ,୨୨।୭: ତେଲେଙ୍ଗାନା ଆଦିଲାବାଦର ଭାଜପା ଏମ୍‌ପି ସ୍ବୟମ ବାପୁ ରାଓ ଏକ ବିବାଦୀୟ ବୟାନ ପାଇଁ ଏବେ ଆସିଛନ୍ତି ଚର୍ଚ୍ଚାକୁ। ଶନିବାର ସେ ଉତନୁର ମଣ୍ଡଲଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କହିଛନ୍ତି ଦରକାର ପଡିଲେ ବନ ବିଭାଗ ଅଧିକାରୀଙ୍କୁ ପିଟ। ଯାହା…

ଖର୍ଚ୍ଚ ହୋଇପାରୁନାହିଁ ବିଜୁ କେବିକେ ଅର୍ଥ : ବିଧାୟକ ପାଣ୍ଠିରୁ ଖର୍ଚ୍ଚ ହୋଇଛି ମାତ୍ର ୬୫ ପ୍ରତିଶତ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ରାଜ୍ୟର ପଛୁଆ ଜିଲାଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ହୋଇଛି। ଏଥିପାଇଁ ପ୍ରତି ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଅନୁଦାନ ବ୍ୟବସ୍ଥା ମଧ୍ୟ ରହୁଛି। ହେଲେ ଆଶ୍ଚର୍ଯ୍ୟର ବିଷୟ, କୌଣସି ବର୍ଷରେ ଅନୁଦାନ ଅର୍ଥ…

ଗତ ୫ ବର୍ଷରେ ଖଣି ରାଜସ୍ବ ଆଦାୟ : ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିଲା ନାହିଁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ୨୦୧୮-୧୯ ଆର୍ଥିକ ବର୍ଷରେ ଖଣି ରାଜସ୍ବ ଆଦାୟ ବାବଦକୁ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ପାଇଛି। ସରକାର ୨୦୧୮-୧୯ ବର୍ଷରେ ୭୧୦୦ କୋଟି ଟଙ୍କାର ଖଣି ରାଜସ୍ବ ଆଦାୟ ଲାଗି ଲକ୍ଷ୍ୟ ରଖିଥିବା ବେଳେ ଏହା ବୃଦ୍ଧି ପାଇ ୧୦୪୭୯.୧୮…

କାକଟପୁର ମଙ୍ଗଳାମନ୍ଦିରରେ ଫାଟ : ଦେବୋତ୍ତର ବିଭାଗର ଅଣଦେଖା

କାକଟପୁର, ୨୨ା୭(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁରସ୍ଥିତ ମା’ମଙ୍ଗଳାଙ୍କ ମନ୍ଦିରରେ ଫାଟ। ପ୍ରାୟ ପଞ୍ଚଦଶ ଶତାବ୍ଦୀର ଏହି ମନ୍ଦିର ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଭୁଷୁଡ଼ିବା ଆଶଙ୍କା ସୃଷ୍ଟି ହୋଇଛି। ମନ୍ଦିର ଦକ୍ଷିଣ ଦ୍ୱାର ଉପରେ ପଥର ଭାଙ୍ଗି ବିପଜ୍ଜନକ ଅବସ୍ଥାରେ…

ରେଳ ଯାତ୍ରୀ ବୀମା: ୨ ବର୍ଷରେ ୪୬ କୋଟି ପ୍ରିମିୟମ ସଂଗ୍ରହ

ନୂଆଦିଲ୍ଲୀ,୨୨ା୭: ରେଲଓ୍ବେ ଯାତ୍ରୀ ବୀମା ଯୋଜନା ଅଧୀନରେ ଗତ ଦୁଇବର୍ଷରେ ଘରୋଇ ବୀମା କମ୍ପାନୀ ପ୍ରାୟ ୪୬ କୋଟି ଟଙ୍କାର ପ୍ରିମିୟମ ଅର୍ଜନ କରିଛନ୍ତି। ଏହି ଅବଧିରେ ସେମାନେ ୭ କୋଟି ବୀମା ଦାବି ସମାଧାନ କରିଛନ୍ତି ବୋଲି ଆର୍‌ଟିଆଇ ସୂଚନାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?