Home Left

ମଇଁଷି ଗର୍ଭବତୀ ହେବାରୁ ଗାଁରେ ପାଳନ ହେଲା ଉତ୍ସବ

ଛତିଶଗଡ଼ରେ ଏବେ ପଶୁପ୍ରେମୀଙ୍କ ଉତ୍ସାହ ଦେଖିବାକୁ ମିଳିଛି। କାରଣ ଏଠାରେ ଥିବା ଉଦନ୍ତି ଅଭୟାରଣ୍ୟର ଗୋଟିଏ ବଣୁଆ ମଇଁଷି ଗର୍ଭବତୀ ହୋଇଛି। କଥାଟା ଟିକେ ଅଡୁଆ ଲାଗୁଥିଲେ ବି ସତ। ଏହି ମଇଁଷିଟିର ନାଁ ଖୁସି। ଖୁସି ଗର୍ଭବତୀ ହୋଇଥିବା ବେଳେ…

ଇ-କାର୍‌ରେ ୩ ବର୍ଷରେ ୩୦ ଦେଶ ବୁଲିଲେ

ନୂଆଦିଲ୍ଲୀ, ୨୧/୭: ହଲାଣ୍ଡର ପରିବେଶ ପ୍ରେମୀ ବାଇବ ବେକର ଇ-କାର୍‌ରେ ୩ ବର୍ଷରେ ୩୦ଟି ଦେଶ ଭ୍ରମଣ କରିବା ପରେ ନ୍ୟୁଜିଲାଣ୍ଡରେ ପହଞ୍ଚତ୍ଛନ୍ତି। ବେକର ମୋଟ୍‌ରେ ୧, ୦୧,୦୦୦ ଲକ୍ଷ କିଲୋମିଟର ଯାତ୍ରା କରିଛନ୍ତି। ୨୦୧୬ରେ ସେ ତାଙ୍କ ଯାତ୍ରା ନେଦରଲାଣ୍ଡରୁ…

ପିମ୍ପୁଡ଼ିିଠୁ ଛୋଟ ରୋବଟ୍‌ ଶରୀର ଭିତରେ ଚିକିତ୍ସା କରିବ

ଓ୍ବାଶିଂଟନ,୨୧।୭: ଚିକିତ୍ସା କ୍ଷେତ୍ରରେ ରୋବଟ୍‌ର ଉପଯୋଗ ବୃଦ୍ଧି ପାଉଥିବାରୁ ଏବେ ବୈଜ୍ଞାନିକମାନେ ନୂଆ ନୂଆ ରୋବଟ ବିକାଶ କରିବାରେ ଲାଗିଛନ୍ତି। ଏବେ ବୈଜ୍ଞାନିକମାନେ ବିକାଶ କରିଥିବା ଛୋଟ ରୋବଟ୍‌ର ଆକାର ପିମ୍ପୁଡିଠାରୁ ବି ଛୋଟ। ବିଶ୍ୱର ସବୁଠାରୁ ଛୋଟ ଏହି ଉଡ଼ନ୍ତା…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯାଇଛି। ଦିଲ୍ଲୀର ଯମୁନା ନଦୀ କୂଳରେ ଥିବା ନିଗମ ବୋଧ ଘାଟରେ ପଞ୍ଚଭୂତରେ ଲିନ ହୋଇଛି ତାଙ୍କ ମର ଶରୀର। ରବିବାର…

କେବେ ଆଥଲେଟ୍‌ ହେବାକୁ ଚାହୁଁ ନ ଥିବା ହିମା ୧୮ ଦିନ ଭିତରେ ଜିତିଲେଣି ୫ଟି ସ୍ବର୍ଣ୍ଣପଦକ

ନୋଭେ ମେଷ୍ଟୋ (ଚେକ ରିପବ୍ଲିକ), ୨୧।୭:ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ ତାଙ୍କ ସ୍ବର୍ଣ୍ଣିମ ସଫଳତା ଧାରା ଜାରି ରଖିଛନ୍ତି। ଶନିବାର ଏଠାରେ ଅନୁଷ୍ଠିତ ଏକ ପ୍ରତିଯୋଗିତାର ୪୦୦ ମିଟର ରେସରେ ହିମା ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏହି ଦୂରତାକୁ…

ଚୁଟିଆପଶିର ବିବାଦୀୟ ଜମିରେ ୧୪୪ ଧାରା ଜାରି କଲା ପ୍ରଶାସନ

ପାଟଣା,୨୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆପଶି ମୌଜାର ଏକ ସରକାରୀ ଜମିରେ ଉକ୍ତ ଗ୍ରାମର କୁମ୍ଭାରସାହି ପକ୍ଷରୁ ପାଲାମଣ୍ଡପ ନିର୍ମାଣ ଓ ଗୋପାଳସାହି ପକ୍ଷରୁ ଶହୀଦଙ୍କ ଷ୍ଟାଚ୍ୟୁ ନିର୍ମାଣ ଦାବିରେ ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ…

ଶୀଲା ମୋ ବଡ ଭଉଣୀ ପରି ଥିଲେ: ସୋନିଆ

ନୂଆଦିଲ୍ଲୀ, ୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାପୂର୍ବରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ମୁଖ୍ୟାଳୟରେ ପହଞ୍ଚି ତାଙ୍କ ପାର୍ଥିବ ଶରୀର ଶେଷଦର୍ଶନ କରିଥିଲେ। ଏହି ଅବସରରେ ୟୁପିଏ ସଭାପତି ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା…

ନିଶାସକ୍ତ ଅବସ୍ଥାରେ ଡାକ୍ତରଙ୍କୁ ମାଡ଼ ମାରିବା ପ୍ରତିବାଦ: ଧାରଣାରେ ବସିଲେ ଉଦଳା ଡାକ୍ତରଖାନା ଡାକ୍ତର, ରୋଗୀ ସେବା ବାଧାପ୍ରାପ୍ତ

ଉଦଳା,୨୧।୭(ଡି.ଏନ୍‌.ଏ.):ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ରବିବାର ଡାକ୍ତରମାନେ ଆଉଟ୍‌ ଡୋର ସେବା ବନ୍ଦ କରିବା ସହ ଧାରଣାରେ ବସିଛିନ୍ତି। ଫଳରେ ଡାକ୍ତରଖାନାରେ ରୋଗୀ ସେବା ଠପ୍‌ ହୋଇଯାଇଛି। ଶନିବାର ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ତିନି ଜଣ ଯୁବକ ଡାକ୍ତରଖାନାରେ ଭଙ୍ଗାରୁଜା…

ବସ୍‌କୁ ଧକ୍କା ଦେଲା ଅଟୋ, ୩ ଗୁରୁତର

ଉଦଳା,୨୧।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଉଦଳା-ବାଲେଶ୍ୱର ରାସ୍ତାର ରଙ୍ଗାମାଟିଆ ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ବସ୍‌କୁ ଅଟୋ ଧକ୍କା ଦେବାରୁ ୩ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନେ…

ଝିଅ ଶାଶୁଘରେ ପଶି ଜ୍ୱାଇଁଙ୍କୁ ମାଡ଼, ସ୍ତ୍ରୀଙ୍କ ସମେତ ୪ ଅଟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବହରମ୍‌ପୁର ଥାନା ଅଧୀନ ଗରଡ଼ିହି ପଞ୍ଚାୟତ କଳାକାତ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଘର ଲୋକଙ୍କ ମାଡ଼ରେ ଜ୍ୱାଇଁ ଗୁରୁତର ହୋଇଛନ୍ତି। ଗୁରୁତର ଜ୍ୱାଇଁ ହେଲେ ପୁରୁଷୋତ୍ତମ ସଙ୍କ ପୁଅ ମୁକ୍ତିକାନ୍ତ।…

ଇଣ୍ଡୋନେସିଆ ଓପନ୍‌ ବ୍ୟାଡମିଣ୍ଟନ : ଫାଇନାଲରେ ହାରିଲେ ସିନ୍ଧୁ

ଜାକର୍ତ୍ତା,୨୧।୭(ପି.ଟି.): ଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ତଥା ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ଆଉ ଏକ ଫାଇନାଲରେ ପରାସ୍ତ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବିଡବ୍ଲ୍ୟୁଏଫ୍‌ ଟୁର ସୁପର ୧୦୦୦ ଟୁର୍ନାମେଣ୍ଟ ଇଣ୍ଡୋନେସିଆ ଓପନର ଫାଇନାଲରେ ପରାସ୍ତ ହୋଇ ସିନ୍ଧୁ ରନର୍ସଅପ୍‌ ହୋଇଛନ୍ତି।…

ଛେଣ୍ଡିପଦାରେ ବିଚାର ବିଭାଗୀୟ ଅଦାଲତ ଉଦ୍‌ଘାଟିତ: ମହିକିଲଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ

ଛେଣ୍ଡିପଦା,୨୧।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦରମହକୁମାରେ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦେୱାନୀ ବିଚାରପତି (କନିଷ୍ଠ ବିଭାଗ) ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରବିବାର ଉଦ୍‌ଘାଟିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଉଚ୍ଚତମ ନ୍ୟାୟାଳୟର ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?