ସିରିଜ ଚୋରି ଘଟଣା : ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର ଓ ଟଙ୍କା ଜବତ
ବ୍ରହ୍ମପୁର ଅଫିସ,୨୧।୭: ସଦର ଥାନା ପୋଲିସ ଫେରାର ଥିବା ଏକ ପେସାଦାର ଚୋର ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଅପରାହ୍ନରେ ଗିରଫ କରିଛି। ତାଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ ହୋଇଛି। ଏକ ଟିଭିଏସ…
ଆମେରିକାରେ ଗ୍ରୀଷ୍ମ ପ୍ରବାହ: ୧୫୦ ନିୟୁତ ଲୋକେ ପ୍ରଭାବିତ
ଓ୍ବାଶିଂଟନ,୨୧।୭: ଆମେରିକାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାଦ୍ୱାରା ୧୫୦ ନିୟୁତରୁ ଅଧିକ ଲୋକ ବ୍ୟତିବ୍ୟସ୍ତ ହେଉଥିବା କୁହାଯାଉଛି। ନ୍ୟୁୟର୍କ, ଫିଲାଡେଲଫିହା ତଥା ଓ୍ବାଶିଂଟନରେ ତାପମାତ୍ରା ୩୮ ଡିଗ୍ରୀ ହୋଇଛି। ଇତିମଧ୍ୟରେ ଏଠାରେ ୬ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଏଠାରେ…
ବୁଢ଼ିଆଣୀ ପିଠିରେ ମଣିଷ ମୁହଁ
ସେଣ୍ଟ୍ରାଲ ଚାଇନାର ହ୍ୟୁନାନ୍ ଅଞ୍ଚଳରୁ ଏକ ଭିନ୍ନ ପ୍ରଜାତିର ବୁଢ଼ିଆଣୀ ପିଠିରେ ଅବିକଳ ମଣିଷ ମୁହଁ ଭଳି ଚିହ୍ନ ରହିଥିବା ଦେଖିବାକୁ ମିଳିଛି। ଏହି ବୁଢ଼ିଆଣୀର ଭିଡିିିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ମୁହଁରେ ପୂରା ଆଖି, ପାଟି…
ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣା: ନିଜ ଆଡୁ ମାମଲା ରୁଜୁ କଲା ପୋଲିସ, ଅଭିଯୁକ୍ତଙ୍କୁ ଧରିବା ଲାଗି ଗଠନ ହେଲା ୩ ଟିମ୍
ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋଲିସ ରବିବାର ନିଜ ଆଡ଼ୁ ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲା ରୁଜୁ କରିଛି ବୋଲି ଡିଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଘଟଣାଟି…
ପଞ୍ଚାୟତ ନିର୍ବାଚନକୁ ବାଲଟ ପେପରରେ କରିବାକୁ ଅନୁରୋଧ କଲେ ମମତା
କୋଲକତା,୨୧।୭: ଆସନ୍ତା ପଞ୍ଚାୟତ ଓ ମ୍ୟୁନିସପାଲ ନିର୍ବାଚନକୁ ବାଲଟ ପେପର ମାଧ୍ୟମରେ କରିବାକୁ ନିର୍ବାଚନ କମିଶନଙ୍କୁ ଅନୋରାଧ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଗତ ଲୋକ ସଭା ନିର୍ବାଚନରେ ତାଙ୍କ ଦଳ ମାତ୍ର ୧୮ଟି ଆସନ ପାଇଥିବାରୁ ଏଥିରେ ଠକେଇ…
କର୍ନାଟକ ବିଧାନସଭାରେ ଯୋଗ ଦେବେ ନାହିଁ ଏନ୍ ମହେଶ
ବେଙ୍ଗାଲୁରୁ,୨୧।୭: କର୍ନାଟକ ବିଧାନସଭାରେ ଏଚ୍ଡି କୁମାରସ୍ବାମୀଙ୍କ ମେଣ୍ଟ ସରକାର ସୋମବାର ଫ୍ଲୋର ଟେଷ୍ଟ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏଥିରେ ବହୁଜନ ସମାଜ ପାର୍ଟି ବିଧାୟକ ଏନ୍ ମହେଶ ଯୋଗ ଦେବେ ନାହିଁ ବୋଲି ରବିବାର କହିଛନ୍ତି। ସେ କହିଛନ୍ତି, ମାୟାବତୀଙ୍କ…
ଫିଲ୍ମ ଲାଇନ୍ ଛାଡ଼ି ଚାଷକାର୍ଯ୍ୟରେ ବ୍ୟସ୍ତ ଜୁହି
ସୁନ୍ଦର ଚେହେରା ଏବଂ ହସରେ କୋଟି କୋଟି ଦର୍ଶକଙ୍କ ମନ କିଣି ନେଇଥିବା ଅଭିନେତ୍ରୀ ଜୁହି ଚାଓ୍ବାଲା ଏବେ ଫିଲ୍ମ କରୁନାହାନ୍ତି ସତ ମାତ୍ର ସୋସିଆଲ ମିଡିିଆରେ ବେଶ୍ ଆକ୍ଟିଭ୍ ରହୁଛନ୍ତି। ଜୁହି ଲାଇମ୍ଲାଇଟ୍ରୁ ଦୂରେଇ ଯାଇ ଚାଷକାମରେ ବ୍ୟସ୍ତ ରହୁଛନ୍ତି।…
କମେଡିଆନ ମଞ୍ଜୁନାଥ ନାଇଡୁଙ୍କ ଦେହାନ୍ତ
ଦୁବଇ,୨୧।୭: ଷ୍ଟାଣ୍ଡଅପ୍ କମେଡିଆନ୍ ମଞ୍ଜୁନାଥ ନାଇଡୁଙ୍କର ଦୁବଇରେ ଏକ ଷ୍ଟେଜ ଶୋ’ ସମୟରେ ମୃତ୍ୟୁ ହୋଇଛି। ମୂଳ ଭାରତୀୟ ମଞ୍ଜୁନାଥ ଷ୍ଟେଜରେ ପରଫର୍ମ କରୁଥିବା ସମୟରେ ହଠାତ୍ ହୃଦଘାତ ହେବାରୁ ସେ ସେହିଠାରେ ଥିବା ଏକ ଚୌକିରେ ବସି ପଡିଥିଲେ ଓ…
ବିବେକ କୋହଲି ସିଟିଟିଏଫ୍ ଅଧ୍ୟକ୍ଷ ନିର୍ବାଚିତ
କଟକ,୨୧।୭: ଭାରତର ବିବେକ କୋହଲି ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଫେଡେରେଶନ (ସିଟିଟିଏଫ୍) ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ସେହିପରି ଏମ୍.ପି. ସିଂ ସିଟିଟିଏଫ୍ର ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। କଟକରେ ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପ୍ ଚାଲୁରହିଥିବା ବେଳେ ଭୁବେନେଶ୍ୱରରେ ଶନିବାର ଫେଡେରେଶନର ନିର୍ବାଚନ…
ତସଲିମା ନସରୀନ୍ଙ୍କ ଭାରତରେ ରହିବା ସମୟ ପୁଣି ବର୍ଷେ ବଢ଼ିଲା
ନୂଆଦିଲ୍ଲୀ,୨୧।୭: ବାଂଲାଦେଶୀ ଲେଖିକା ତସଲିମା ନସରୀନ୍ଙ୍କ ଭାରତରେ ରହିବା ସମୟକୁ ପୁଣି ବର୍ଷେ ପାଇଁ ବଢ଼ାଇ ଦିଆଯାଇଛି। ରବିବାର ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେ ସୁଇଡ଼େନ୍ର ନାଗରିକତା ଗ୍ରହଣ କରିଥିବାବେଳେ ଗତ ୨୦୦୪ଠାରୁ ଭାରତରେ ରହି ଆସୁଛନ୍ତି।…
ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ନରକଙ୍କାଳ ଉଦ୍ଧାର
ଖୋର୍ଦ୍ଧା ଅଫିସ,୨୧।୭: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ରବିବାର ଏକ ନରକଙ୍କାଳ ଉଦ୍ଧାର କରାଯାଇଛି। ଖବରପାଇ ଆଦର୍ଶ ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ସେଠାରେ ଡ୍ରେନ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ କେହି କଙ୍କାଳ ଆଣି ଫୋପାଡ଼ି ଥିବା…
ଭାଗ୍ୟ ଖୋଲିଦେବ ଏହି ଗଛ
ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି, ବାଡ଼ି ବଗିଚାରେ ଗଛଲତାର ଯନତ୍ ନେଲେ ଆରୋଗ୍ୟ ଲାଭ ସହ ଗ୍ରହଦୋଷ ମଧ୍ୟ କଟିଯାଏ। ତେବେ ଘରେ କେଉଁସବୁ ଗଛ ଲଗାଇଲେ ଶୁଭ ଫଳ ପ୍ରାପ୍ତି ହୋଇଥାଏ ସେ ସମ୍ପର୍କରେ… + ଲାଜକୁଳି ଲତା ଯଦି…

