Home Left

ସଲମାନଙ୍କ ଶୋ’ରେ ଆସିବେ ରବିନା

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ଛୋଟ ପରଦା ଆଡେ ମୁହାଁଇଛନ୍ତି। ପ୍ରଯୋଜନା ହେଉ ବା ହୋଷ୍ଟ ଏବେ ସଲମାନ ବୋଧହୁଏ ଟିକେ ଛୋଟ ପରଦା ପ୍ରେମରେ ପଡି ଯାଇଛନ୍ତି। କପିଲ ଶର୍ମା ଶୋ’ ପ୍ରଯୋଜନା କରିବା ପରେ ଏବେ…

ସିଂହଦ୍ୱାର ସମ୍ମୁଖରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

ପୁରୀ ଅଫିସ,୨୧।୭: ପୁରୀ ଜିଲା ପ୍ରଶାସନର ନିଷ୍ପତ୍ତି ମୁତାବକ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦେଖିବାକୁ ମିଳିଥିଲା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ । ଉପଜିଲାପାଳ ଭବତାରଣ ସାହୁ ଦୀପ ଦାନ କରି ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ପ୍ରଥମେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ…

୨୦୨୧ରେ ପଶ୍ଚିମବଙ୍ଗରୁ ମୂଳପୋଛ ହେବ ତୃଣମୂଳ କଂଗ୍ରେସ: ବାବୁଲ୍‌ ସୁପ୍ରିୟୋ

କୋଲକାତା,୨୧।୭: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସର ଦିନ ଶେଷ ହେବାକୁ ବସିଛି। ଆସନ୍ତା ୨୦୨୧ ବିଧାନସଭା ନିର୍ବାଚନରେ ଏହା ରାଜ୍ୟରୁ ମୂଳପୋଛ ହେବ ବୋଲି ଜଙ୍ଗଲ ଓ ପରିବେଶ ରାଷ୍ଟ୍ରମନ୍ତ୍ରୀ ବାବୁଲ୍‌ ସୁପ୍ରିୟୋ ରବିବାର ଟୁଇଟ୍‌ କରିଛନ୍ତି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ: ଝାଡ଼ୁ ଧରିଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ରବିବାର ସକାଳେ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଲଘୁ, କ୍ଷୁଦ୍ର, ମଧ୍ୟମ ଶିଳ୍ପ, ମତ୍ସ୍ୟ, ଗୋପାଳନ…

ସୋନଭଦ୍ରା ଗସ୍ତରେ ଯୋଗୀ ଆଦିତ୍ୟନାଥ

ସୋନଭଦ୍ରା,୨୧।୭: ଜମି ବିବାଦକୁ ନେଇ ଉତ୍ତରପ୍ରଦେଶର ସୋନଭଦ୍ରାରେ ହୋଇଥିବା ନରସଂହାର ପରେ ରାଜନେତାମାନେ ଏଠାକୁ ଗସ୍ତ କରୁଥିବା ଦେଖିବାକୁ ମିଳିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ସୋନଭଦ୍ରାର ମୌରପୁର ପହଞ୍ଚିଛନ୍ତି। ଏଠାରେ ସେ ପୀଡିତ ପରିବାରଙ୍କୁ ଭେଟି କଥା ହେବାର…

ପେଶା ଶିକ୍ଷକତା: ନିଶା ପ୍ରତିଦିନ ଗଛ ଲଗାଇବା

ଜୟପୁର,୨୧।୭: ପରିବେଶ ସୁରକ୍ଷା ପ୍ରତି ଜଣେ ଶିକ୍ଷକ ଗତ ୯ ବର୍ଷ ଧରି ପ୍ରତିଦିନ ଗୋଟିଏ ଗଛ ଲଗାଇବା ଜାରି ରଖିଛନ୍ତି। ୨୦୧୦ ଜୁଲାଇ ୧ରୁ ସେ ଏପରି ମହତ୍‌ କାର୍ଯ୍ୟ ଆରମ୍ଭ କରିଥିଲେ। ରାଜସ୍ଥାନ ଅଜମେର ରୋଡ୍‌ ସ୍ଥିତ ଗଜସିଂହପୁରାରେ…

କ୍ରିକେଟରଙ୍କ ଡୋପ୍‌ ଟେଷ୍ଟ ପାଇଁ ବିସିସିଆଇର ସର୍ତ୍ତ

ନୂଆଦିଲ୍ଲୀ,୨୧।୭(ପି.ଟି.): ଶେଷରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ରିକେଟରଙ୍କ ଡୋପ୍‌ ଟେଷ୍ଟ ନେଇ ରାଜି ହୋଇଛି। ଏଥିପାଇଁ ବିସିସିଆଇ ଅବଶ୍ୟ ନୂଆ ସର୍ତ୍ତ ରଖିଛି। ବୋର୍ଡର ଅନୁମତି ନେବା ପରେ ଯାଇ କ୍ରିକେଟରଙ୍କ ଡୋପ୍‌ ଟେଷ୍ଟ କରାଯାଇପାରିବ ବୋଲି ବିସିସିଆଇ…

ଉଡିବାକୁ ଥିବା ବିମାନର ପଙ୍ଖା ଉପରେ ଚଢିଗଲେ ଯୁବକ

ଲାଗୋସ,୨୧।୭: ନାଇଜେରିଆ ସମାଚାର ଏଜେନ୍ସିର ସୂଚନା ଅନୁଯାୟୀ, ଶୁକ୍ରବାର ମୁର୍ତଲା ମହମ୍ମଦ ଅନ୍ତରାଷ୍ଟ୍ରୀୟ ବିମାନ ବନ୍ଦରରେ ଅଜମାନ ଏୟାର ଲାଇନ୍ସର ଏକ ବିମାନ ଉଡିବା ଲାଗି କ୍ଲିଅରାନ୍ସକୁ ଅପେକ୍ଷା କରିଥିଲା। ଏହି ସମୟରେ ଜଣେ ବ୍ୟକ୍ତିି ଉକ୍ତ ବିମାନର ପଙ୍ଖା ଉପରେ…

ପେଟଜନିତ ସମସ୍ତ ସମସ୍ୟା ଦୂର କରେ ଏହି ଯୋଗାସନ

ଶରୀରକୁ ସୁସ୍ଥ ରଖିବା ପାଇଁ ଯୋଗାସନର ମହତ୍ତ୍ୱ ଅଲଗା। ଏମିତି କିଛି ଯୋଗାସନ ରହିଛି ଯାହାକୁ ନିୟମିତ ଅଭ୍ୟାସ କଲେ ଆମେ ଫିଟ୍‌ ରହିପାରିବା। କିଛି ଆସନ ମଧ୍ୟରୁ ‘ଗୋରକ୍ଷାସନ’ହେଉଛି ଗୋଟିଏ। ଏହି ଯୋଗାସନ ନିମୟିତ କଲେ ସମସ୍ତ ପେଟରୋଗ ଜନିତ…

ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ମଞ୍ଜୁର ହୋଇଥିଲା ୫ ଲକ୍ଷ: ୧୨ ଖମ୍ବ ପୋତି ଅନୁଦାନ ହଡ଼ପ ଅଭିଯୋଗ

ଭୋପାଳ,୨୧।୭: ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର ହୋଇଥିଲା। ତେବେ ନିର୍ଦ୍ଧାରିତ ସ୍ଥାନରେ କେବଳ ୧୨ଟି କାଠ ଖମ୍ବ ପୋତି ସମସ୍ତ ଟଙ୍କାକୁ ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ମଧ୍ୟପ୍ରଦେଶ…

ଚୋରାଚାଲାଣ କୋଇଲା ବୋଝେଇ ପିକ୍‌ଅପ୍‌ ଅଟକାଇବାକୁ ଉଦ୍ୟମ ବେଳେ ଦୁର୍ଘଟଣା: କନଷ୍ଟେବଳ ଗୁରୁତର

ଭଦ୍ରକ ଅଫିସ,୨୧।୭: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ସାବରଙ୍ଗ ଏରଡ଼ା ନିକଟରେ ରବିବାର ସକାଳେ ଚୋରାଚାଲାଣ ହେଉଥିବା ଏକ କୋଇଲା ବୋଝେଇ ପିକ୍‌ଅପ୍‌ ପୋଲିସ ଅଟକାଇବାକୁ ଉଦ୍ୟମ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ଏଥିରେ ପୋଲିସ କନଷ୍ଟେବଳ ରଜତ ପାଣିଗ୍ରାହୀ ଗୁରୁତର…

୨୩ ବର୍ଷ ସାନ ମଡେଲଙ୍କୁ ବିବାହ କରିବାକୁ ରାଜଗାଦି ଛାଡିଥିଲେ ସୁଲତାନ ମହମ୍ମଦ

ମସ୍କୋ,୨୧।୭: ମାଲେସିଆର ପୂର୍ବତନ ରାଜା ସୁଲତାନ ମହମ୍ମଦ-ଓ୍ବି ୫୧ ବର୍ଷ ବୟସରେ ବିବାହ ବରିବାକୁ ମନ ବଳାଇଥିଲେ। ତାହା ପୁଣି ତାଙ୍କଠାରୁ ୨୩ ବର୍ଷ ସାନ ଜଣେ ମଡେଲଙ୍କୁ। ରୁଷର ବିୟୁଟି କୁଇନ୍‌ ଓକ୍ସାନାଙ୍କୁ ବିବାହ କରିବାକୁ ଗତବର୍ଷ ସୁଲତାନ ମହମ୍ମଦ-ଓ୍ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?