ଶିକ୍ଷା ସମୀକ୍ଷା ବୈଠକ: ପ୍ରତି ସ୍କୁଲରେ ନ୍ୟୁଟ୍ରିସନ ଗାର୍ଡେନ ବାଧ୍ୟତାମୂଳକ
ଛତ୍ରପୁର,୨୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା ବୈଠକ ଶନିବାର ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ସ୍କୁଲଗୁଡିକରେ ପାଇଖାନା, ପାନୀୟ ଜଳ, ପ୍ରଧାନଶିକ୍ଷକ ରୁମ୍ ନିହାତି ଆବଶ୍ୟକ।…
ବିରୋଧ ସତ୍ତ୍ୱେ କଲ୍ୟାଣ ମଣ୍ଡପକୁ ଯିବ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ
ବ୍ରହ୍ମପୁର ଅଫିସ୍,୨୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ଏକ ଘରୋଇ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ପ୍ରକ୍ରିୟା ଶନିବାର ଆରମ୍ଭ ହୋଇଛି। ଟ୍ରକ୍, ପିକ୍ଅପ୍ ଭ୍ୟାନ୍ରେ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ, ଆସବାବପତ୍ର ଏବଂ ଅନ୍ୟାନ୍ୟ ଜିନିଷ ସ୍ଥାନାନ୍ତର କରାଯାଇଥିଲା। ବିଶ୍ୱବିଦ୍ୟାଳୟର ବରିଷ୍ଠ ଅଧ୍ୟାପକମାନେ ଉପସ୍ଥିତ ରହି ସ୍ଥାନାନ୍ତର…
ମୌଳିକ ସୁବିଧାରୁ ବଞ୍ଚିତ ମାଙ୍କଡ଼ଖଳି ଗାଁ
ତେଲକୋଇ, ୨୧।୭(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଶିବନାରାୟଣପୁର ଗୋଡା ପଞ୍ଚାୟତରେ ରହିଛି ମାଙ୍କଡଖଳି ଗ୍ରାମ। ଏହି ଗ୍ରାମର ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାହାଡ଼ଘେରା ଏହି ଗ୍ରାମରେ ୪୫ ପରିବାରର ୬ଶହରୁ ଊର୍ଦ୍ଧ୍ୱ…
ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ
ଭଣ୍ଡାରିପୋଖରୀ, ୨୧।୭ (ଡି.ଏନ.ଏ.) – ଚଳିତବର୍ଷ ଚାଷକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ଚାଷୀ। ମୌସୁମୀ ବର୍ଷା ଚାଷୀମାନଙ୍କୁ ନିରାଶ କରିଛି। ଆଷାଢ଼ ସରି ଶ୍ରାବଣ ମାସ ହେଲାଣି ହେଲେ ଚାଷ ପାଇଁ ଆଶାନୁରୂପ ବର୍ଷା ଏଯାଏ ହୋଇନାହିଁ। ବର୍ଷାଭାବ ଯୋଗୁ ଭଦ୍ରକ…
‘ଅଭିଯୋଗକାରୀଙ୍କୁ ସୁରକ୍ଷା ଦିଆଯିବ’
ବାରିପଦା ଅଫିସ,୨୧।୭- ରାଜ୍ୟରେ ଦୁର୍ନୀତିକୁ ମୂଳୋପତ୍ାଟନ କରିବା ପାଇଁ ଲୋକାୟୁକ୍ତ ଗଠିତ ହୋଇଛି। ଏଥିରେ ରାଜ୍ୟର ସମସ୍ତ ଜନସାଧାରଣ ଦୁର୍ନୀତି ବିରୋଧରେ ଅଭିଯୋଗ କରିପାରିବେ। ଲୋକେ ବିନା ଭୟରେ ଅଭିଯୋଗ ଉପସ୍ଥାପନ କଲେ ପ୍ରଶାସନରେ ସ୍ବଚ୍ଛତା ଆସି ପାରିବ। ଅଭିଯୋଗକାରୀଙ୍କୁ ଲୋକୟୁକ୍ତଙ୍କ…
ଶ୍ରାବଣରେ ମହାଦେବଙ୍କ କୃପା ପାଇବାଲାଗି ପିନ୍ଧନ୍ତୁ ଏହି ରଙ୍ଗର ପୋଷାକ
ମାସ ମଧ୍ୟରେ ଶ୍ରାବଣ ଅଧିକ ମହତ୍ତ୍ୱପୂର୍ଣ୍ଣ । ହିନ୍ଦୁଧର୍ମ ଅନୁସାରେ ଏହି ମାସ ମହାଦେବଙ୍କର ପ୍ରିୟ ହୋଇଥାଏ। ଏହି ମାସରେ ଭୋଳାବାବାଙ୍କୁ ପୂଜାର୍ଚ୍ଚନା କରିବା ସହ, ମନସ୍କାମନା ପୂର୍ଣ୍ଣ ପାଇଁ କାଉଡ଼ିଆ ପାଣିଭାର ନେଇ ଯାଇଥାନ୍ତି । ତେବେ ଏହି ମାସରେ…
ଡାଇବେଟିସ୍ ଆଶଙ୍କା ଦୂର କରେ ଏହି ତେଲ…
ରାଶିତେଲ ଶରୀର ଲାଗି ଅମୃତ ତୁଲ୍ୟ ସାବ୍ୟସ୍ତ ହୋଇଥାଏ। ଏହା ବହୁ ରୋଗରୁ ଦୂରେଇ ରଖିବାରେ ସହାୟକ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି । ରାଶିତେଲରେ ରୋଗ ପ୍ରତିରୋଧକ ଶକ୍ତି ଓ ଭିଟାମିନ୍ ପ୍ରଚୁର ମାତ୍ରାରେ ଅଛି। ରାଶି ତେଲରେ…
କୋଷ୍ଠକାଠିନ୍ୟ, ଗ୍ୟାସ ସମସ୍ୟାରୁ ମୁକ୍ତି ଲାଗି ଆପଣାନ୍ତୁ କିଛି ଘରୋଇ ଉପଚାର
ବର୍ତ୍ତମାନର ଜୀବନଶୈଳୀ ଓ କର୍ମବ୍ୟସ୍ତତା ପାଇଁ ଅଧିକାଂଶ ଲୋକ ସ୍ବାସ୍ଥ୍ୟପ୍ରତି ଯତ୍ନଶୀଳ ହୋଇପାରି ନ ଥାନ୍ତି। ଫଳରେ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଇଥାଏ। ତନ୍ମଧ୍ୟରୁ କୋଷ୍ଠକାଠିନ୍ୟ ଓ ଗ୍ୟାସ ମୁଖ୍ୟ ସମସ୍ୟା। ତେବେ ଏହି ସମସ୍ୟା ଛୋଟ ଲାଗୁଥିଲେ ମଧ୍ୟ ଏହାର…
ହିଲଭିୟୁ ପାର୍କରେ ଚାଲିଲା ଟୟଟ୍ରେନ
ଦାରିଙ୍ଗବାଡ଼ି,୨୦ା୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ରହିଥିବା ପର୍ଯ୍ୟଟନକେନ୍ଦ୍ର ହିଲଭିୟୁ ପାର୍କ ପରିସରରେ ଶନିବାର ଶିଶୁ ପର୍ଯ୍ୟଟକଙ୍କ ପାଇଁ ଟୟଟ୍ରେନ ଆରମ୍ଭ ହୋଇଛି। ଦୀର୍ଘଦିନ ହେଲା ଉକ୍ତ ଟୟଟ୍ରେନର କାର୍ଯ୍ୟ ଚାଲିଥିବାବେଳେ କିଛିଦିନ ହେଲା ଠିକା ସଂସ୍ଥା ପକ୍ଷରୁ ଅବହେଳା କରାଯିବା…
ପ୍ରତ୍ୟେକ ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ପୌରସଂସ୍ଥା : ପରିବା ଚୋପାରୁ ତିଆରି ହେବ କମ୍ପୋଷ୍ଟ ଖତ
ପୁରୀ ଅଫିସ,୨୦ା୭: ଆଜିକାଲି ବିଭିନ୍ନ ସହରରୁ ପ୍ରତ୍ୟେହ କୁଢ କୁଢ ଅଳିଆ ଆବର୍ଜନା ବାହାରୁଛି। ଏମିତି କି ବିଭିନ୍ନ ସ୍ଥାନରେ ଆବର୍ଜନାର ପାହାଡ଼ ମଧ୍ୟ ଦୃଷ୍ଟିଗୋଚର ହେଉଛି। କୌଣସି ସହରକୁ ଗଲେ ଆଗନ୍ତୁକମାନଙ୍କ ସ୍ବାଗତ ଆବର୍ଜାନର ସ୍ତୁପ ଜରିଆରେ କରାଯିବା ପରି…
ପଟ୍ଟନାୟକିଆ ଟ୍ରିପଲ ମର୍ଡର ଘଟଣା ଫେରାର ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ
ପୁରୀ ଅଫିସ,୨୦ା୭: ପୁରୁୀ-ଭୁବନେଶ୍ୱର ଜାତୀୟ ରାଜପଥ ସତ୍ୟବାଦୀ ଥାନା ପଟ୍ଟନାୟକିଆ ଛକରେ ଗତ ୧୪ତାରିଖରେ ଘଟିଥିଲା ଟ୍ରିପଲ ମର୍ଡର। ଦୁର୍ବୃତ୍ତମାନେ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ, କୃଷ୍ଣ ଓ ଦାଦା ପୁଅ ଭାଇ ପଞ୍ଚୁଆଙ୍କୁ ଗୋଡାଇ ହାଣି ହତ୍ୟା କରିଥିଲେ।…
ରଷିଆନ ଓପନ ବ୍ୟାଡ୍ମିଣ୍ଟନ : ଭାରତର ଅଭିଯାନ ଶେଷ
ଭ୍ଲାଡିଭୋସ୍ତକ (ରୁଷିଆ), ୨୦ା୭ (ପି.ଟି.): ଏଠାରେ ଚାଲିଥିବା ରଷିଆନ ଓପନ୍ ବିଡଡ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଯାଇଛି। ଭାରତୀୟ ମହିଳା ବ୍ୟାଡ୍ମିଣ୍ଟନ ଖେଳାଳି ମେଘନା ଜାକାମ୍ପୁଡିଙ୍କ ପାଇଁ ଶନିବାର ଥିଲା ଖରାପ ଦିବସ। ସେ ତାଙ୍କର…

