Home Left

ଫାଇନାଲରେ ସିନ୍ଧୁ

ଜାକର୍ତ୍ତା,୨୦।୭(ପି.ଟି.)- ଅଲିମ୍ପିକ୍‌ ରୌପ୍ୟ ପଦକଧାରୀ ପି. ଭି. ସିନ୍ଧୁ ଏଠାରେ ଚାଲିଥିବା ଇଣ୍ଡୋନେସିଆ ଓପନ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦୦ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ହାଇଦ୍ରାବାଦ ଖେଳାଳି ଅଲ ଇଂଲଣ୍ଡ ଚାମ୍ପିୟନ ଚାଇନାର ଚେନ ୟୁଫେଇଙ୍କୁ…

ଦୁର୍ନୀତିକୁ ନେଇ ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡରେ ବ୍ୟାପକ ଦୁର୍ନୀତି ହୋଇଛି। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ କରାଯାଇଛି। ଏହି ମହା ଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ…

ସରକାରଙ୍କୁ ମରୁଡ଼ି ଚିନ୍ତା: ୨୦୬ ବ୍ଲକରେ ସ୍ଥିତି ସଙ୍ଗିନ,ମରୁଡ଼ି ମୁକାବିଲା ଲାଗି ବିଭାଗ ପ୍ରସ୍ତୁତ କଲା ବର୍ଷା ଆପତ୍‌କାଳୀନ ଯୋଜନା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ରାଜ୍ୟର ଅନେକ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। ବଲାଙ୍ଗୀର ସମେତ ପାଞ୍ଚଟି ଜିଲାରେ ଭୟଙ୍କର ମରୁଡ଼ି ପରିସ୍ଥିତି ହୋଇଥିବା ଶୁକ୍ରବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଥିଲେ।…

ଶିଲା ଦୀକ୍ଷିତଙ୍କ ବିୟୋଗ କଂଗ୍ରେସର ଏକ ଅପୂରଣୀୟ କ୍ଷତି

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କର ୮୧ ବର୍ଷ ବୟସରେ ଦିଲ୍ଲୀର ଫୋର୍ଟିସ୍‌ ଏସକର୍ଟସ୍‌ ହାର୍ଟ ଇନଷ୍ଟୁଚ୍ୟୁଟରେ ପରଲୋକ ହୋଇଛି। ଦୀର୍ଘ ୧୫ ବର୍ଷକାଳ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଥିବା କଂଗ୍ରେସର ଏହି ନେତ୍ରୀଙ୍କ ବିୟୋଗ କଂଗ୍ରେସ ପାଇଁ ଅପୂରଣୀୟ…

ଏହି ଘର ବିଶ୍ୱର ସବୁଠୁ ନିରାପଦ : ପରମାଣୁ ବୋମା ପଡ଼ିଲେ ବି ହେବ ନାହିଁ କ୍ଷତି, ଜାଣନ୍ତୁ କେଉଁଠି

ଆଜିପର୍ଯ୍ୟନ୍ତ ବୁଲେଟ୍‌ପ୍ରୁଫ୍‌ ଘର ତିଆରି ହେଉଥିବା ଜାଣିଛେ, କିନ୍ତୁ ପରମାଣୁ ବମ୍‌ ପ୍ରୁଫ୍‌ ଘର ବିଷୟରେ କେବେ ଶୁଣିଛନ୍ତି? ଯଦି ନା ଆସନ୍ତୁ ଜାଣିବା ଏହି ଘର ସମ୍ପର୍କରେ। ପୋଲାଣ୍ଡର ଜଣେ ବ୍ୟକ୍ତି ତାଙ୍କ ଘରକୁ ଏମିତି ଟେକ୍‌ନିକ୍‌ରେ ତିଆରି କରିଛନ୍ତି…

ବିଷପାନ କରିଥିବା ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଗଲା

ବ୍ରହ୍ମପୁର ଅଫିସ, ୨୦।୭: ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ବିଷ ପିଇ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ପିଶୁପଦର ଗାଁର କଳ୍ପନା କହଁର (୬୨)। ପ୍ରକାଶ ଯେ, କଳ୍ପନାଙ୍କର…

ଚଳିତ ବର୍ଷ ରାଜ୍ୟରେ ସ୍ଥାପନ ହେବ ୧ ହଜାର ଗୋବର ଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ୧୯୮୪ରୁ ୨୦୧୯ ମଧ୍ୟରେ ୨ ଲକ୍ଷ ୪୪ହଜାର ୫୫୩ ଗୋବର ଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହୋଇଛି। ଚଳିତ ବର୍ଷ ଆହୁରି ୧ ହଜାର ଗୋବର ଗ୍ୟାସ ପ୍ଲାଣ୍ଟ ନିର୍ମାଣ ହେବ। ବିଜୁଳି ଖର୍ଚ୍ଚ କମାଇବା ଲାଗି ୧୧ ଗ୍ରାମର…

ବନ୍ୟା ପରିସ୍ଥିତିକୁ ନେଇ ମୋଦି ସରକାରଙ୍କୁ ଅନୁରୋଧ କଲେ ତେଜସ୍ବୀ

ପାଟନା.୨୦।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଏଠାରେ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ବେଳେ ବନ୍ୟା ମୃତ୍ୟୁ ସଂଖ୍ୟା ୮୦ ଛୁଇଁଲାଣି। ଏପରି ସ୍ଥଳେ ଆର୍‌ଜେଡି ନେତା ତେଜସ୍ବୀ ଯାଦବ ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାହୁଲ

ନୂଆଦିଲ୍ଲୀ,୨୦।୭: ଦୀର୍ଘ ୧୫ ବର୍ଷ କାଳ ଦିଲ୍ଲୀର ଶାସନ ଭାର ସମ୍ଭାଳିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କ ବିୟୋଗରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୋକ ପ୍ରକାଶ କରିଛନ୍ତି। ରାହୁଲ ଟୁଇଟ୍‌ କରି ଲେଖିଛନ୍ତି କଂଗ୍ରେସ ତା’ର ଗେଲ୍ଲା ଝିଅକୁ…

ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ

ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ ମାମୁଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମାମୁ ତେଲି ସିଂ(୪୫) ଓ ଭାଣିଜୀ ଗୁରୁବାରି(୩୨)ଙ୍କ ମଧ୍ୟରେ…

ଶିଲା ଦୀକ୍ଷିତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କର ଶନିବାର ୮୧ ବର୍ଷ ବୟସରେ ପରଲୋକ ହୋଇଛି। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ କହିଛନ୍ତି ଦୀକ୍ଷିତଙ୍କର ଦିଲ୍ଲୀପ୍ରତି ଅବଦାନ ବହୁତ। ଶାସନ କ୍ଷମତାରେ ଥିବା ସମୟରେ…

୩୦ ହଜାର ପକ୍ଷୀଙ୍କୁ ବଞ୍ଚାଇବା ପାଇଁ ବିଶ୍ୱର ପ୍ରଥମ ରେଳ ନଏଜ ବ୍ୟାରିୟର

ଚାଇନାର ଗୁଆଙ୍ଗଡଙ୍ଗ ଜିଲା ଜିଆଙ୍ଗମେନ୍‌ ସହରରେ ବିଶ୍ୱର ପ୍ରଥମ ହାଇସ୍ପିଡ୍‌ ରେଳ ନଏଜ୍‌ ବ୍ୟାରିୟର ନିର୍ମାଣ କରାଯାଇଛି। ୩୫୫ କିଲୋମିଟର ଜିଆଙ୍ଗମେନ୍‌-ଝାଞ୍ଜିୟାଙ୍ଗ୍‌ ହାଇସ୍ପିଡ୍‌ ରେଳ ଟ୍ରାକ୍‌ ଉପରେ ଏହି ନଏଜ ବ୍ୟାରିୟର ୨ କିଲୋମିଟର ପର୍ଯ୍ୟନ୍ତ କରାଯାଇଛି। ବ୍ୟାରିୟର ନିର୍ମାଣ କରାଯିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?