Home Left

ପରପାରିରେ ଶିଲା ଦୀକ୍ଷିତ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଶନିବାର ଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି। ଅସ୍ବାଭାବିକ ହୃଦ୍‌ସ୍ପନ୍ଦନ ଯୋଗୁ ତାଙ୍କୁ ଦିଲ୍ଲୀସ୍ଥିତ ଫୋର୍ଟିସ୍‌…

ମଲାଇକାଙ୍କୁ ବୁଢି ବୋଲି କହିଲେ…

ମୁମ୍ବାଇ: ବଲିଉଡ୍‌ ଆଇଟମ୍‌ କୁଇନ୍‌ ମଲାଇକା ଆରୋରା ଖାଁ ଏବେ ତାଙ୍କ ରିଲେସନଶିପକୁ ନେଇ ବେଶ୍‌ ଚର୍ଚ୍ଚିତ। ତାଙ୍କଠାରୁ ବୟସରେ ସାନ ବଲିଉଡ୍‌ ନାୟକ ଅର୍ଜୁନ କପୁରଙ୍କ ସହ ରିଲେସନଶିପ ଓ ବିବାହକୁ ନେଇ ଚାଲିଛି ଚର୍ଚ୍ଚା। ହେଲେ ନିକଟରେ ତାଙ୍କର…

ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ଓହରିଲେ ଧୋନୀ

ନୂଆଦିଲ୍ଲୀ,୨୦।୭- ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଓ୍ବେଷ୍ଟଇଣ୍ଡିଜ ସିରିଜରୁ ଓହରିଯାଇଛନ୍ତି। ଇଣ୍ଡିଜ ଗସ୍ତ ଲାଗି ଭାରତୀୟ ଦଳ ଘୋଷଣା ହେବାର ଗୋଟିଏ ଦିନ ପୂର୍ବରୁ ଭେଟେରାନ ଉଇକେଟ କିପର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ତାଙ୍କ…

୧୫ ବର୍ଷ ବଡ ଯୁବତୀଙ୍କୁ ପ୍ରେମବିବାହ କରି ପରେ ପଶ୍ଚାତାପ କରିଥିଲେ ନସିରୁଦ୍ଦିନ

ମୁମ୍ବାଇ: ବଲିଉଡ୍‌ର ନାଁ କଳା କରାକାର ନସିରୁଦ୍ଦିନ ଶାହ ତାଙ୍କ ଅଭିନୟ ପାଇଁ ବେଶ୍‌ ପ୍ରସିଦ୍ଧ। ନିଚ୍ଛକ ଅଭିନୟରେ ସେ ଦର୍ଶକଙ୍କୁ ବାନ୍ଧି ରଖି ପାରନ୍ତି ଦୀର୍ଘ ସମୟ ପର୍ଯ୍ୟନ୍ତ। ତାଙ୍କ ଅଭିନୀତ ଅନେକ ଫିଲ୍ମ ବକ୍ସ ଅଫିସରେ ହୋଇଛି ହିଟ୍‌।…

୪ବର୍ଷ ପରେ ବଡ଼ ପରଦାକୁ ଫେରିବେ ଆଶିକି ଫେମ୍‌ ଷ୍ଟାର

ମୁମ୍ବାଇ: ୧୯୯୦ର ରୋମାନ୍ସ ଡ୍ରାମା ଫିଲ୍ମ ‘ଆଶିକି’କୁ ଦର୍ଶକେ ଭୁଲି ନ ଥିବେ। ଏହି ଫିଲ୍ମ ଜରିଆରେ ଅଭିନେତା ରାହୁଲ ରୟ ରାତାରାତି ଷ୍ଟାର ହୋଇଯାଇଥିଲେ। ହେଲେ ଏହାପରେ ରାହୁଲଙ୍କ କିଛି ଫିଲ୍ମ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରି ନ…

ଜିଲା ନିର୍ବାଚନ ଅଧିକାରୀଙ୍କ ଫ୍ଲେକ୍ସରେ ନିର୍ଭୟା ଗଣବଳାତ୍କାରୀଙ୍କ ଫଟୋ

ହୋସିୟାରପୁର,୨୦।୭: ପଞ୍ଜାବ ହୋସିୟାରପୁର ଜିଲାର ନିର୍ବାଚନ ଅଧିକାରୀ ଲୋକଙ୍କ ସଚେତନତା ପାଇଁ ଲଗାଇଥିବା ଫ୍ଲେକ୍ସରେ ନିର୍ଭୟା ଗଣବଳାତ୍କାରୀଙ୍କ ଫଟୋକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏହି ଫଟୋକୁ ନେଇ ଦାବି କରାଯାଇଛି କି ନିର୍ବାଚନ…

ମିଳିତ ସୁରକ୍ଷାକର୍ମୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣରେ ୨୪ ଆତଙ୍କବାଦୀ ନିହତ

କାବୁଲ୍‌,୨୦।୭: ଆଫଗାନିସ୍ତାନରେ ମିଳିତ ସୁରକ୍ଷାକର୍ମୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣରେ ୨୪ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୭ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଉରୁଜଗନ୍‌ଠାରେ ଥିବା ତାଲିବାନ ଆତଙ୍କବାଦୀ ଶିବିର ଉପରେ ନିର୍ଦ୍ଦେଶିତ କ୍ଷେପଣାସ୍ତ୍ର ଦ୍ୱାରା ଆକ୍ରମଣ କରାଯାଇଥିଲା। ଏନେଇ ମିଳିତ…

ଦଳରୁ କେମିତି ବିଦା ହୋଇଥିଲେ ଗାଙ୍ଗୁଲି, ଡ୍ରାଭିଡ୍‌, ସେହ୍ବାଗ, ଗମ୍ଭୀର

ନୂଆଦିଲ୍ଲୀ,୨୦।୭- ଟେଷ୍ଟ ଫର୍ମାଟ୍‌ରୁ ଅବସର ନେଇସାରିଥିବା ମହେନ୍ଦ୍ର ସିଂ ଧୋନୀ ନିଜର ଅନ୍ତିମ ଦିନିକିଆ ମ୍ୟାଚ୍‌ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍‌ ସେମିଫାଇନାଲରେ ଖେଳିଥିଲେ। ତାଙ୍କ ଭବିଷ୍ୟତ ସମ୍ପର୍କରେ ଚୟନ କମିଟି ରବିବାର ବୈଠକରେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ଲାଗି ଦଳ ଘୋଷଣା କରିବା…

ମହାରାଷ୍ଟ୍ରରେ ଭୂକମ୍ପ: ଲୋକେ ଆତଙ୍କିତ

ମୁମ୍ବାଇ,୨୦।୭: ମହାରାଷ୍ଟ୍ର ପାଲଘରରେ ଶନିବାର ପୂର୍ବାହ୍ନ ୯ଟା ୧୭ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଲୋକେ ଭୟରେ ଘରୁ ବାହାରକୁ…

ବଦଳିଲେ ୬ଟି ରାଜ୍ୟର ରାଜ୍ୟପାଳ: ଉତ୍ତରପ୍ରଦେଶର ରାମ ନାଇକଙ୍କ ବଦଳରେ ଆନନ୍ଦୀବେନ ପଟେଲ

ନୂଆଦିଲ୍ଲୀ,୨୦।୭: କେନ୍ଦ୍ର ସରକାରଙ୍କ ସହମତିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୬ଟି ରାଜ୍ୟର ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ଏଥିରେ ସବୁଠାରୁ ଆଗରେ ରହିଛନ୍ତି ମଧ୍ୟପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ। ତାଙ୍କୁ ଏବେ ଉତ୍ତରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଏହା ପୂର୍ବରୁ ଉତ୍ତରପ୍ରଦେଶରେ…

ପୁଣି ବଡ଼ ପରଦାରେ ନଜର ଆସିବେ ଦୀପିକା-ରଣବିର

ମୁମ୍ବାଇ: ବଡ ପରଦାରେ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛି ବଲିଉଡ ଅଭିନେତା ରଣବିର କପୁର ଏବଂ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନଙ୍କ ଯୋଡ଼ି।‘ତମାଶା’, ‘ୟେ ଜବାନୀ ହୈ ଦିଓ୍ବାନୀ’ ଆଦିରେ ଉଭୟଙ୍କ ଦମଦାର୍‌ ଅଭିନୟ ପ୍ରଶଂସକଙ୍କ ମନରେ ସ୍ବତନ୍ତ୍ର ଛାପ ଛାଡ଼ିଛି।…

ବିଫଳତା ଲୁଚାଇବାକୁ ୧୪୪ ଧାରା ଜାରି କରିଛନ୍ତି ଯୋଗୀ ସରକାର: ମାୟାବତୀ

ଲକ୍ଷ୍ନୌ,୨୦।୭: ଉତ୍ତର ପ୍ରଦେଶର ସୋନଭଦ୍ରାରେ ଜମି ବିବାଦକୁ ନେଇ ମୃତ୍ୟୁ ହୋଇଥିବା ଆଦିବାସୀଙ୍କ ଘଟଣାକୁ ନେଇ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମାୟାବତୀ କହିଛନ୍ତି ଏହି ଘଟଣାରୁ ସ୍ପଷ୍ଟ ହେଉଛି ଯେ ଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?