Home Left

ଚମ୍ବଲରୁ ୬ଟି ରାଜ୍ୟକୁ ସପ୍ଲାଏ ହେଉଥିଲା ସିନ୍ଥେଟିକ୍‌ କ୍ଷୀର: ୫୭ ଗିରଫ

ଭୋପାଳ,୨୦।୭: ମଧ୍ୟପ୍ରଦେଶ ଗ୍ବାଲିୟର-ଚମ୍ବଲ ଅଞ୍ଚଳରେ ଚାଲିଥିବା ୩ଟି ସିନ୍ଥେଟିକ୍‌ କ୍ଷୀର କାରଖାନା ଉପରେ ପୋଲିସ ଚଢ଼ାଉ କରିଛି। ଏନେଇ ୫୭ ଜଣଙ୍କୁ ଗିରଫ କରାଯାଇଛି। ଚଢ଼ାଉ ସମୟରେ ସିନ୍ଥେଟିକ୍‌ କ୍ଷୀର ପ୍ରସ୍ତୁତିରେ ବ୍ୟବହୃତ ହେଉଥିବା ବିଭିନ୍ନ ପଦାର୍ଥ ଜବତ ହୋଇଛି। ଏହି…

ଭାରତକୁ ଆସିଛି ୧୫୦ କିଗ୍ରା ହେରୋଇନ୍‌: ତାଲିବାନ୍‌ ସଂଗଠନର ହାତ ସନ୍ଦେହ

ନୂଆଦିଲ୍ଲୀ,୨୦।୭: ଭାରତକୁ ଆଫଗାନିସ୍ତାନ ତଥା ପାକିସ୍ତାନରୁ ଆସିଥିବା ୧୫୦ କିଲୋଗ୍ରାମ୍‌ ହେରୋଇନ୍‌କୁ ଇତିମଧ୍ୟରେ ପୋଲିସ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୬ ହଜାର କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଗତ ୧୨୦ ଦିନ ଧରି ପୋଲିସ ପକ୍ଷରୁ…

ପ୍ରେମିକା ଗାବ୍ରିଏଲା ଶେୟାର କଲେ ଅର୍ଜୁନଙ୍କ ସହ ପୁଅର ଫଟୋ

ମୁମ୍ବାଇ: ବାପା ହୋଇଛନ୍ତି ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପୂର୍ବରୁ ପ୍ରଥମ ସ୍ତ୍ରୀଙ୍କଠାରୁ ତାଙ୍କର ଦୁଇଟି କନ୍ୟା ସନ୍ତାନ ଥିବା ବେଳେ ଏବେ ପ୍ରେମିକା ଗାବ୍ରିଏଲା ଗୁରୁବାର ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି। ଏହାକୁ ନେଇ ବେଶ ଉତ୍ସାହିତ ଅଛନ୍ତି ଅର୍ଜୁନ।…

ଫେସ୍‌ ଆପ୍‌ର ଚମତ୍କାରିତା: ୩ବର୍ଷ ବୟସରେ ଅପହରଣ ହୋଇଥିବା ଶିଶୁ ମିଳିଲେ ୧୮ବର୍ଷ ପରେ

ବେଜିଂ,୨୦।୭: ଆଜିକାଲି ସୋସିଆଲ ମିଡିଆରେ ନିଜର ବୃଦ୍ଧାବସ୍ଥାରେ କେମିତି ଦେଖାଯିବେ ସେନେଇ ଏକ ଟ୍ରେଣ୍ଡ ଚାଲିଛି। ସମେସ୍ତ ଫେସ୍‌ଆପ୍‌ ବ୍ୟବହାର କରି ବୃଦ୍ଧାବସ୍ଥାର ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଛନ୍ତି। ତେବେ ଚାଇନାରେ ଏହି ଆପ୍‌ ଯୋଗୁ ଗୋଟିଏ ପରିବାରର ଭାଗ୍ୟ…

ଅର୍ମେନିଆରେ ଛୁଟି କଟାଉଛନ୍ତି ସୁସ୍ମିତା

ମୁମ୍ବାଇ: ଭାଇ ରାଜୀବ ସେନଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଏବେ ଅର୍ମେନିଆରେ ଛୁଟି କଟାଉଛନ୍ତି ସୁସ୍ମିତା ସେନ। ତାଙ୍କ ସହିତ ଅଛନ୍ତି ପ୍ରେମିକ ରୋହମନ ଏବଂ ଦୁଇ ଝିଅ ଅଲିଶା ଏବଂ ରୈନୀ। ସୁସ୍ମିତା ଭ୍ରମଣ ସମୟରେ ଅନେକ…

ସୋନଭଦ୍ରା ହତ୍ୟାକାଣ୍ଡ: ପୀଡିତ ପରିବାରର ସମ୍ପର୍କୀୟଙ୍କୁ ଭେଟିଲେ ପ୍ରିୟଙ୍କା

ମିର୍ଜାପୁର,୨୦।୭: ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଶୁକ୍ରବାର ପୀଡିତ ପରିବାରଙ୍କୁ ଭେଟିବାକୁ ଯାଇଥିବା ବେଳେ ପୋଲିସ ତାଙ୍କୁ ଅଧା ରାସ୍ତାରେ ଅଟକ ରଖିଥିଲା। ପ୍ରାୟ ୨୪ ଘଣ୍ଟା…

ପରୀକ୍ଷାମୂଳକ ଭାବେ ମହିପୁରକୁ ଗଡ଼ିଲା ରେଳଇଞ୍ଜିନ, ଖୁବ୍‌ଶୀଘ୍ର ଗଡ଼ିବ ଟ୍ରେନ୍‌

ନୟାଗଡ଼ ଅଫିସ,୨୦ା୭- ନୟାଗଡ଼ ଟାଉନ ଷ୍ଟେଶନରୁ ନୂଆଗାଁ ବ୍ଳକ ମହିପୁର ପର୍ଯ୍ୟନ୍ତ ୧୨ କିମି ପରୀକ୍ଷାମୂଳକ ଭାବେ ଶନିବାର ରେଳ ଇଞ୍ଜିନ ଗଡ଼ିଛି। ରେଳ ବିଭାଗର ଅଧିକାରୀମାନେ ପରୀକ୍ଷାମୂଳକ ଭାବେ ଏହି ରେଳ ଇଞ୍ଜିନ ଗଡ଼ାଇଛନ୍ତି। ମଧ୍ୟାହ୍ନ ୧୨ଟା ୧୫ ସମୟରେ…

ପାଟକୁରା ନିର୍ବାଚନ: ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଚାଲୁରହିଛି। ଦିନ ୧୦ଟା ସୁଦ୍ଧା ଡେରାବିଶ ବ୍ଲକରେ ମତଦାନ ଆଖିଦୃଶିଆ ହୋଇ ନାହିଁ। ସକାଳ ୮ଟାରୁ ବର୍ଷା ହେବାରୁ ମତଦାନ ହାର କମ୍‌ ରହିଥିବା ଜଣାପଡ଼ିଛି। ତେବେ ପୂର୍ବାହ୍ନ…

ଦଙ୍ଗା ଓ ଭିଡ଼ ହିଂସାରେ ମୁତୟନ ମହିଳା ସୁରକ୍ଷାକର୍ମୀଙ୍କୁ ମିଳିବ ବଡ଼ି ଗିୟର

ନୂଆଦିଲ୍ଲୀ,୨୦।୭: ଦଙ୍ଗା ଏବଂ ଭିଡ଼ ହିଂସା ଆଦି ପାଇଁ ନିୟୋଜିତ ହେଉଥିବା ମହିଳା ସୁରକ୍ଷାକର୍ମୀଙ୍କୁ ସୁରକ୍ଷା ଚିନ୍ତା ଏବେ ସରକାରଙ୍କୁ ଘାରିଛି। ସେମାନଙ୍କୁ ବଡ଼ି ଗିୟର ଯୋଗାଇ ଦିଆଯିବ। ଜମ୍ମୁ-କଶ୍ମୀରର ଶ୍ରୀନଗରରେ ମୁତୟନ ଥିବା ସିଆର୍‌ପିଏଫ୍‌ର ୩ଶହ ମହିଳା ସୁରକ୍ଷାକର୍ମୀଙ୍କୁ ବଡ଼ି…

ନିର୍ମାଣ ହେବ ଦ୍ୱିତୀୟ ବ୍ରାହ୍ମଣୀ ସେତୁ: ଦାଣ୍ଡିଆପାଲ୍ଲୀରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ରାଉରକେଲା ଅଫିସ,୨୦।୭: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଦାଣ୍ଡିଆପାଲ୍ଲୀଠାରେ ଶନିବାର ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନିଆଯାଇଛି। ଉତ୍ତେଜନା ଆଶଙ୍କାରେ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ତେବେ ପ୍ରାୟ ୮ ଏକର ଜମି ଅଧିଗ୍ରହଣ…

ଶିଶୁକନ୍ୟାର ମୃତଦେହରୁ ଆଖି ଗାଏବ ଘଟଣା: ଖୋଳତାଡ଼ ଆରମ୍ଭ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଚାଲିଛି ଆଲୋଚନା

ଅନୁଗୋଳ ଅଫିସ,୨୦।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ଜଣେ ୪ ବର୍ଷର ଶିଶୁକନ୍ୟା ପ୍ରୀତି ଗୋଚ୍ଛାୟତଙ୍କ ମୃତଦେହରୁ ଦୁଇ ଆଖି ଗାଏବ ହେବା ନେଇ ଶୁକ୍ରବାର ଅଭିଯୋଗ ହୋଇଥିଲା। ତେବେ ଶନିବାର ଚିକିତ୍ସାଳୟରେ ସ୍ବାସ୍ଥ୍ୟ ଓ ପରିବାର…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନିନ୍ଦା

ବ୍ରହ୍ମପୁର ଅଫିସ,୨୦।୭: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେବ ଖବରଦାତାଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଛି। ଏହାକୁ ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦୃଢ଼ ନିନ୍ଦା କରାଯିବା ସହ ଶନିବାର ସ୍ଥାନୀୟ ଏନ୍‌ଜିଓ ହଲ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?