Home Left

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଅଭିଯୁକ୍ତ ଯୁବକ ଗିରଫ

ନୟାଗଡ଼ ଅଫିସ/ରଣପୁର,୨୦ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଅପହୃତ ଜଣେ ନାବାଳିକାଙ୍କୁ ପୋଲିସ ଶୁକ୍ରବାର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିସରରୁ ଉଦ୍ଧାର କରିଛି। ଏଥିସହିତ ଅପହରଣକାରୀ ଯୁବକଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ସେ ହେଲେ ଶଙ୍କର ଭୋଇ। ଶଙ୍କରଙ୍କ…

ଦଲାଲ୍‌ଙ୍କ କବ୍‌ଜାରେ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଖଣ୍ଡପଡ଼ା ରୋଡ୍‌ଠାରେ ଥିବା ବିଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ବର୍ତ୍ତମାନ ଦଲାଲ୍‌ଙ୍କ କବ୍‌ଜାରେ। ଏଠାରେ ପ୍ରତିଦିନ ଶ୍ରମିକମାନଙ୍କ ଅପେକ୍ଷା ଦୁଇଗୁଣା ଦଲାଲ୍‌ ଯାଉଥିବା ଦେଖିବାକୁ ମିଳୁଛି। ନିଜକୁ ଶ୍ରମିକ ସଙ୍ଗଠନର ସଦସ୍ୟ ବୋଲାଉଥିବା ବ୍ୟକ୍ତିମାନେ ହିଁ ସାଜିଛନ୍ତି…

ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଅସନ୍ତୋଷ: ଶସ୍ୟବୀମା ସହାୟତା ରାଶି ମିଳିନି

ବୋଲଗଡ଼,୨୦ା୭(ଡି.ଏନ.ଏ.): ବୋଲଗଡ଼ ବ୍ଲକ ସଂପୁର ପ୍ରାଥମିକ ସେବା ସମବାୟ ସମିତି ଧାନ ମଣ୍ଡିରେ ଧାନ ବିକ୍ରି ହୋଇ ନ ପାରିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି । ସମିତିରେ ଧାନ ବିକ୍ରି ହୋଇ ପାରି ନ ଥିବା ଓ ବିଗତ ବର୍ଷର…

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ଦଳଗତ ଇଭେଣ୍ଟରେ ଭାରତକୁ ଡବଲ ସ୍ବର୍ଣ୍ଣ

କଟକ ଅଫିସ,୨୦ା୭- ରାଜ୍ୟ ଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ୨୧ ତମ ସଂସ୍କରଣରେ ଭାରତ ଦଳଗତ ଇଭେଣ୍ଟରେ ଡବଲ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି । ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଏହି ମେଗା ପ୍ରତିଯୋଗିତାର ଶୁକ୍ରବାର ଉଭୟ ପୁରୁଷ…

‘ଅବସର ନେଇ ଏବେ ଧୋନୀଙ୍କର ଯୋଜନା ନାହିଁ’

ନୂଆଦିଲ୍ଲୀ,୨୦।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କର ଏବେ ଅବସର ନେଇ କୌଣସି ଯୋଜନା ନାହିଁ। ଏ ସଂକ୍ରାନ୍ତରେ ସୂଚନା ଦେଇଛନ୍ତି ତାଙ୍କ ଦୀର୍ଘଦିନର ବନ୍ଧୁ ତଥା ବିଜ୍‌ନେସ୍‌ ପାର୍ଟନର ଅରୁନ ପାଣ୍ଡେ। ବିଶ୍ୱକପ୍‌ରେ…

ଆଇସିସି ନିଷ୍ପତ୍ତି ଦୁଃଖଦାୟକ: ଅଶ୍ୱିନ

ନୂଆଦିଲ୍ଲୀ,୨୦।୭(ପି.ଟି.)- ଆଇସିସି ଜିମ୍ବାଓ୍ବେକୁ ବାସନ୍ଦ କରିବା ପରେ ଏହାର ପ୍ରଭାବ କ୍ରିକେଟ ପାଓ୍ବାର ହାଉସ୍‌ କୁହାଯାଉଥିବା ଭାରତରେ ମଧ୍ୟ ଦେଖିବାକୁ ମିଳିଛି। ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ୍‌ ମଧ୍ୟ ଆଇସିସିର ଏହି ନିଷ୍ପତ୍ତିକୁ ହୃଦୟ ବିଦାରକ ଓ କଠୋର ବୋଲି…

ବ୍ୟବଚ୍ଛେଦ ପୂର୍ବରୁ ଶିଶୁକନ୍ୟାର ଆଖି ଗାଏବ

ଅନୁଗୋଳ,୨୦ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା। ବ୍ୟବଚ୍ଛେଦ ପାଇଁ ଶବ ସଂରକ୍ଷଣ ଗୃହରେ ରଖାଯାଇଥିବା ଜଣେ ଶିଶୁକନ୍ୟାର ମୃତଦେହରୁ ଦୁଇ ଆଖି ଗାଏବ ହୋଇଯାଇଛି। ମଧ୍ୟାହ୍ନରେ ପରିବାର ଲୋକେ ଏହା ଦେଖିବା ପରେ ମେଡିକାଲ…

ନାବାଳିକା ଗର୍ଭବତୀ ଘଟଣା: ଅଭିଯୁକ୍ତ କୋର୍ଟ ଚାଲାଣ

ତୁମୁଡିବନ୍ଧ,୨୦ା୭(ଡି.ଏନ୍‌.ଏ.) -କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ରାଙ୍ଗାପାରୁ ଏଜୁକେଶନ କମ୍ପ୍ଲେକ୍ସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ରୁତୁଙ୍ଗିଆ ପଞ୍ଚାୟତ ବଣ୍ଡଗୁଡା ଗ୍ରାମର ଅମୁଲ୍ୟ ପ୍ରଧାନୀ (୨୦)।…

ଶିଶୁଙ୍କ ଡ୍ରେସ ବିକ୍ରି କରିବା ମହଙ୍ଗା ପଡ଼ିଲା: ନର୍ସଙ୍କୁ କାରଣ ଦର୍ଶାଅ ନୋଟିସ

ବ୍ରହ୍ମପୁର ଅଫିସ,୨୦ା୭-ଏମକେସିଜି ମେଡିକାଲ କଲେଜରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଛି। ଏପରିକି ଅସ୍ତ୍ରୋପଚାର ପାଇଁ ଲାଞ୍ଚ ନେଉଥିବା ବେଳେ ଜଣେ ଡାକ୍ତର ଭିଜିଲାନ୍ସ ଜାଲରେ ପଡିଥିବା ମଧ୍ୟ ନଜିର ରହିଛି। କିଛିଦିନ ତଳେ ସ୍ତ୍ରୀ ଓ…

ଟ୍ୟୁଶନ ନ ପଢ଼ିଲେ ମାର୍କ ଦେଉନାହାନ୍ତି ଅଧ୍ୟାପକ

ବ୍ରହ୍ମପୁର ଅଫିସ୍‌,୨୦ା୭-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି । ଯେଉଁ ଛାତ୍ରୀମାନେ ଟ୍ୟୁଶନ ପଢ଼ିବେ ନାହିଁ, ପରୀକ୍ଷାରେ ସେମାନଙ୍କ ମାର୍କ କମାଇଦେବାକୁ ଧମକ ଦେଉଛନ୍ତି । ଏଭଳି ଅଭିଯୋଗ ଆଣିଛନ୍ତି ଓଡ଼ିଶା…

ଲଙ୍କାଗୁଣ୍ଡ ପକାଇ ୧. ୬୬ ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ମହିଳା କର୍ମଚାରୀ ଓ ତାଙ୍କ ପ୍ରେମିକ ଗିରଫ

ଚାନ୍ଦବାଲି, ୨୦ା୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ଏକ ଫାଇନାନ୍ସ କମ୍ପାନୀରେ କାମ କରୁଥିବା ଜଣେ ମହିଳା କର୍ମଚାରୀଙ୍କଠାରୁ ୧ ଲକ୍ଷ ୬୬ ହଜାର ଟଙ୍କା ଲୁଟ୍‌ ଘଟଣାର ୧୧ ଦିନ ପରେ ପର୍ଦ୍ଦାଫାଶ ହୋଇଛି। ଏକ ସ୍କୁଟି…

୧୮ ହଜାର ହେକ୍ଟର ଚାଷଜମି ପଡ଼ିଆ

ତିହିଡ଼ି, ୨୦।୭ (ଡି.ଏନ.ଏ.) – ଆଷାଢ଼ ଯାଇ ଶ୍ରାବଣ ହେଲା। ଜମିରେ ଧାନ ଗଛଟିଏ ବସି ପାରିଲା ନାହିଁ। ଦୀର୍ଘଦିନ ଧରି ବର୍ଷା ଛାଡ଼ି ଯାଇଥିବାରୁ ଧାନ ଚାଷ ଆରମ୍ଭ ହୋଇପାରୁ ନାହିଁ। ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ବର୍ଷାରେ ଅନିୟମିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?