Home Left

ଧିମା ବୋଲିଂ ହାର ପାଇଁ ସସ୍‌ପେଣ୍ଡ ହେବେ ନାହିଁ ଅଧିନାୟକ: ଆଇସିସି

ଲଣ୍ଡନ,୧୯ା୭(ପିଟି)- ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଧିମା ବୋଲିଂ ହାର ଯୋଗୁ ଦଳର ଅଧିନାୟକଙ୍କୁ ଆଉ ସସ୍‌ପେଣ୍ଡ କରାଯିବ ନାହିଁ। ଏ ନେଇ ଆଇସିସି ନିଷ୍ପତ୍ତି ନେଇଛି। ଏଭଳି ନିୟମ ଭଙ୍ଗ କରିବା ଲାଗି ମ୍ୟାଚ୍‌ ବିଜେତାଙ୍କୁ ମିଳିବାକୁ ଥିବା ପଏଣ୍ଟ ଆଉ ମିଳିବ…

ଘରୋଇ ହସ୍ପିଟାଲରେ ରୋଗୀ ହନ୍ତସନ୍ତ: କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ହସ୍ପିଟାଲ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀମାନଙ୍କୁ ନିର୍ଯାତନା ଦିଆଯାଉଛି, ଏପରି କି ମୃତ୍ୟୁ ପରେ ମଧ୍ୟ ମୃତଦେହ ଛଡ଼ାଯାଉନାହିଁ। ଟଙ୍କା ଡିପୋଜିଟ୍‌ ନ କଲେ ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ ସଂସ୍ଥା…

ଭାଜପାର ‘ସଦସ୍ୟତା ଅଭିଯାନ’, ସାମିଲ ହେବେ ୧୦ ଲକ୍ଷ ଯୁବକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଭାଜପା ପକ୍ଷରୁ ସଂଗଠନ ପର୍ବ ‘ସଦସ୍ୟତା ଅଭିଯାନ’ ଆରମ୍ଭ କରାଯାଇଛି। ଏଥିରେ ଦେଶ ତଥା ରାଜ୍ୟର ଯୁବପୀଢ଼ୀଙ୍କୁ ସାମିଲ କରାଯିବ। ନୂଆ ଭାରତ ତଥା ନୂଆ ଓଡ଼ିଶା ଲକ୍ଷ୍ୟ ରଖିଥିବା ୧୦ ଲକ୍ଷ ଯୁବକଙ୍କୁ ଜୁଲାଇ ୨୬ରୁ ଅଗଷ୍ଟ ୮…

ଶିଳ୍ପ ପାଇଁ ଜମି ନେଇ ସ୍କୁଲ, କଲେଜ ହୋଇଛି , ଏହାର ଯାଞ୍ଚ କରାଯାଉ: ସୁରେଶ ରାଉତରାୟ

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ରାଜ୍ୟସ୍ତରୀୟ ସିଙ୍ଗିଲ ଓ୍ବିଣ୍ଡୋ କମିଟି କର୍ତ୍ତୃପକ୍ଷଙ୍କ ଅନୁମୋଦିତ ଦ୍ୱାରା ୯ଟି ବୃହତ୍‌ ଶିଳ୍ପ ସ୍ଥାପିତ ହୋଇଛି। ସେଗୁଡିକ ହେଲା ହିନ୍ଦୁସ୍ଥାନ ଅର୍ବାନ୍‌ ଇନ୍‌ଫ୍ରାଷ୍ଟ୍ରକ୍‌ଚର, ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ୍‌, ଏସ୍‌ଏମ୍‌ଏସ୍‌ ଇଣ୍ଡିଆ, ଇନ୍‌ଣ୍ଡୋ ମେଶିଫ୍‌ ଫୁଡ୍‌ସ୍‌, ଅନ୍‌ମୋଲ ବିସ୍କୁଟ୍‌ସ୍‌,…

ଅନନ୍ତନାଗରେ ପିଡିପି ନେତାଙ୍କ ପିଏସ୍‌ଓଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୧୯।୭: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାର ବିଜବେହରା ଅଞ୍ଚଳରେ ଶୁକ୍ରବାର ସଜ୍ଜାଦ ମୁଫତିଙ୍କ ପିଏସ୍‌ଓଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପିପୁଲ୍ସ୍‌ ଡେମୋକ୍ରେଟିକ୍‌ ପାର୍ଟି (ପିଡିପି)ର ନେତା ଓ ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତିଙ୍କ ସମ୍ପର୍କୀୟ ଭାଇ ସଜ୍ଜାଦ…

ରାଜ୍ୟଗୋଷ୍ଠୀ ଟିଟି:ଭାରତୀୟ ମହିଳା ଦଳକୁ ସ୍ବର୍ଣ୍ଣ

କଟକ,୧୯ା୭(ପିଟି)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡୟମ୍‌ରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ଟେବୁଲ ଟେନିସ(ଟିଟି) ପ୍ରତିଯୋଗିତାରେ ଭାରତକୁ ପ୍ରଥମ ସଫଳତା ଆଣି ଦେଇଛି ମହିଳା ଦଳ। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଇଂଲଣ୍ଡକୁ ହରାଇ ଭାରତୀୟ ମହିଳା ଦଳ ସ୍ବର୍ଣ୍ଣ ପଦକ ଜିତିଛି। ଏଥିପୂର୍ବରୁ…

ପେଙ୍ଗୁଇନ୍‌ ଗଲା ଥାନାକୁ

ଓ୍ବେଲିଙ୍ଗ୍‌ଟନ,୧୯।୭: ନ୍ୟଜିଲାଣ୍ଡର ଓ୍ବେଲିଙ୍ଗଟନ୍‌ରେ ଏକ ଜାପାନୀ ମିଠାଇ ଦୋକାନରେ ଦୁଇଟି ପେଙ୍ଗୁଇନ ବାରମ୍ବାର ପଶି ଦେକାନୀଙ୍କୁ ସମସ୍ୟାରେ ପକାଉଥିଲେ। ସେମାନଙ୍କୁ ଦୋକାନରୁ ବାହାର କଲା ପରେ ପୁଣି ଆସି ପଶିଯାଉଥିଲେ। ଏହାପରେ ଦୋକାନୀ ବିନି ମୋଁରିସ୍‌ ପୋଲିସକୁ ଏ ବିଷୟରେ ଜଣାଇଥିଲେ…

କ୍ରୀଡ଼ାକୁ ପ୍ରୋତ୍ସାହନ: ଖୁବ୍‌ଶୀଘ୍ର ଆସିବ ନୂଆ କ୍ରୀଡ଼ା ନୀତି

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ନୂତନ କ୍ରୀଡ଼ା ନୀତି (ସ୍ପୋର୍ଟସ୍‌ ପଲିସି) ଆସିବ। ଏଥିପାଇଁ ଚିଠା ନୀତି ପ୍ରସ୍ତୁତି ଚାଲିଛି। କ୍ରୀଡ଼ା ଓ କ୍ରୀଡ଼ା ବ୍ୟକ୍ତିଙ୍କୁ ପ୍ରୋତ୍ସାହନ ଦେବା ସକାଶେ ଏଭଳି ପ୍ରଥମ ଥର ପାଇଁ ଏକ ସ୍ପୋର୍ଟସ୍‌ ପଲିସି ପ୍ରସ୍ତୁତ…

ପିଲାଙ୍କୁ ଟିକା ନଦେଲେ ୨ଲକ୍ଷ ଟଙ୍କା ଜରିମାନା

ମ୍ୟୁନିକ୍‌,୧୯।୭: ଜର୍ମାନୀ ସରକାର ପିଲାଙ୍କ ସୁରକ୍ଷା ଲାଗି ଏକ ନୂତନ ପଦକ୍ଷେପ ନେଇଛନ୍ତି। ଚାନ୍‌ସେଲର ଆଞ୍ଜେଲା ମର୍କେଲ ସରକାର ଏ ସଂକ୍ରାନ୍ତରେ ଏକ ବିିଲ୍‌ ସଂସଦରେ ଆଗତ କରିଛନ୍ତି। ପିଲାମାନେ ସ୍କୁଲ୍‌ରେ ନାମ ଲେଖାଇବା ପୂର୍ବରୁ ମାତା ପିତା ସେମାନଙ୍କ ପିଲାଙ୍କ…

ରାଜ୍ୟରେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ ସ୍ଥାନ ଚିହ୍ନଟ: ଉତ୍ପାଦନ ହେବ ୩୪୦ ମେଗାଓ୍ବାଟ୍‌

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ୧ରୁ ୨୫ ମେଗାଓ୍ବାଟ୍‌ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ଟି ସ୍ଥାନ ଚିହ୍ନଟ କରାଯାଇଛି। ଏହିସବୁ ପ୍ରକଳ୍ପ କେନ୍ଦ୍ରାପଡ଼ା, ରାୟଗଡ଼ା, ଫୁଲବାଣୀ, କୋରାପୁଟ, ଦେଓଗଡ଼, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କେନ୍ଦୁଝର, କଳାହାଣ୍ଡି, ନୂଆପଡ଼ା, ଗଜପତି…

ମହାକାଶଚାରୀଙ୍କୁ ସୁସ୍ଥ ରଖିବ ରେଡ୍‌ ଓ୍ବାଇନ୍‌

ନ୍ୟୁୟର୍କ: ଭବିଷ୍ୟତରେ ପୃଥିବୀରୁ ମଙ୍ଗଳ ଅଭିଯାନରେ ଯେଉଁ ମହାକାଶଚାରୀମାନେ ଯିବେ ସେମାନଙ୍କୁ ରେଡ୍‌ ଓ୍ବାଇନ୍‌ ସୁସ୍ଥ ରଖିବ ବୋଲି ହାର୍ଭାର୍ଡ ୟୁନିଭର୍ସିଟି ଦ୍ୱାରା କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। ମହାକାଶରେ ମାଧ୍ୟାକର୍ଷଣ ଶକ୍ତି ଅଭାବରୁ ଅସ୍ଥି ଓ ମାଂସପେଶୀ ଦୁର୍ବଳ ହୋଇଯାଏ।…

ରାଜ୍ୟପାଳଙ୍କ ଦ୍ୱିତୀୟ ପ୍ରେମପତ୍ର ମୋତେ ଆଘାତ ଦେଇଛି: କୁମାରସ୍ବାମୀ

ବେଙ୍ଗାଲୁରୁ,୧୯।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଏବେ ଏକ ପ୍ରକାର ଚିନ୍ତାରେ ପଡିଯାଇଛନ୍ତି। ଗୁରୁବାର ଆସ୍ଥାଭୋଟ ହୋଇ ପାରି ନ ଥିବା ବେଳେ ଶୁକ୍ରବାର ୩ଟା ପର୍ଯ୍ୟନ୍ତ ଗୃହ ମୁଲତବି ରହିବା ପୁଣିଥରେ ଅଡୁଆ ବଢାଇ ଦେଇଛି। ଇତିମଧ୍ୟରେ ରାଜ୍ୟପାଳ ଭଜୁଭାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?