ପ୍ରଥମଥର ବିମାନରେ ଯାତ୍ରା କରୁଥିବା ବେଳେ ଗଳିପଡ଼ିଲେ ମହିଳା
ଇସ୍ତାନବୁଲ,୧୯।୭: ପ୍ରଥମଥର ବିମାନରେ ଯାତ୍ରା କରୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ସବୁ କିଛି ଥାଏ ନୂଆ। ଏଥିପାଇଁ ବିମାନବନ୍ଦରରେ ପ୍ରତ୍ୟେକ କଥାକୁ ସେମାନେ ଧ୍ୟାନରେ ଶୁଣିବା ସହ ଉଦ୍ଦିଷ୍ଟ ଥିବା ଗାଇଡ୍ଲାଇନ୍ସକୁ ପଢ଼ିଥାନ୍ତି। ହେଲେ ଜଣେ ଯାତ୍ରୀ କାହାକୁ କିଛି ନ…
ରାତିରେ ବିଧାନସଭାରେ ଥିବା ଭାଜପା ନେତାଙ୍କ ପାଇଁ ରାତ୍ରଭୋଜନର ବ୍ୟବସ୍ଥା କରିଥିଲା କଂଗ୍ରେସ
ବେଙ୍ଗାଲୁରୁ,୧୯।୭: କର୍ନାଟକର ରାଜନୀତି ସଙ୍କଟକୁ ନେଇ ଏବେ ସବୁଠି ଚର୍ଚ୍ଚା। ଗୁରୁବାର କୁମାରସ୍ବାମୀ ସରକାରଙ୍କ ଆସ୍ଥା ଭୋଟ ହୋଇ ପାରି ନ ଥିଲା। ଏଥିରେ ଅଡିବସି ଭାଜପା ନେତାମାନେ ବିଧାନସଭା ଭିତରେ ହିଁ ରାତି କଟାଇଥିଲେ। ରାଜନୀତି ସରଗରମ ଥିବା ବେଳେ…
ସନ୍ଧ୍ୟା ୬ଟା ପୂର୍ବରୁ ସଂଖ୍ୟା ଗରିଷ୍ଠତା ପ୍ରମାଣ ଦେବାକୁ କହିଲେ ରାଜ୍ୟପାଳ
ବେଙ୍ଗାଲୁରୁ,୧୯।୭: କର୍ନାଟକ ମେଣ୍ଟ ସରକାର ଏବେ ସଂଖ୍ୟା ଗରିଷ୍ଠତା ପ୍ରମାଣକୁ ନେଇ ଏକ ପ୍ରକାର କାଠ ଗଡାରେ ଠିଆ ହୋଇଛି କହିଲେ ଭୁଲ୍ ହେବ ନାହିଁ। ଏହାକୁ ନେଇ ୨ ଦିନ ହେବ ବିଧାନସଭାରେ ଚାଲିଥିବା ହଟ୍ଟଗୋଳ ଶେଷ ହେବାର ନାଁ…
କ୍ଷୀର, ଲୁଣର ମିଶ୍ରଣ ବ୍ୟବହାର କଲେ ହେବ ହାତ, ପାଦ ଗୋରା
ବର୍ତ୍ତମାନ ସମୟରେ ସୁନ୍ଦର ହେବା ପାଇଁ ସମସ୍ତଙ୍କ ଇଚ୍ଛା। ବିଶେଷ କରି ମହିଳାମାନେ ନିଜର ତ୍ୱଚାକୁ ନେଇ ବେଶ୍ ଯତ୍ନଶୀଳ। ସ୍କ୍ରବ୍ ଓ କ୍ଲିନ୍ଅପ୍ କରାଇବା ସହ ବିଭିନ୍ନ ପ୍ରସାଧନ ସାମଗ୍ରୀ ବ୍ୟବହାରକରିବାକୁ ଅନେକ ଭୁଲନ୍ତି ନାହିଁ। ମାତ୍ର ବଦଳୁଥିବା ପରିବେଶ…
ଅରୁଣାଚଳ ପ୍ରଦେଶରେ ଭୂକମ୍ପ
ଇଟାନଗର,୧୯।୭: ଉତ୍ତରର୍ପୂବ ଅରୁଣାଚଳ ପ୍ରଦେଶରେ ଶୁକ୍ରବାର ଏକ ଭୂକମ୍ପ ଅନୁମୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୫। ଆସାମରେ ମଧ୍ୟ ଏହା ସାମାନ୍ୟ ଅନୁଭୂତ ହୋଇଥିବା କୁହାଯାଉଛି। ପୂର୍ବ କାମେଙ୍ଗରେ ଏହାର କେନ୍ଦ୍ରସ୍ଥଳ ଥିବା ବେଳେ ଏଥିରେ କୌଣସି…
ଶିଶୁଙ୍କ ନାମକରଣ କରୁଥିଲେ ଧ୍ୟାନଦିଅନ୍ତୁ ଏହି କଥା ପ୍ରତି
ପ୍ରତ୍ୟେକ ବ୍ୟକ୍ତିଙ୍କ କିଛି ନା କିଛି ନାମ ରହିଛି। ଏହି ନାମ ତାଙ୍କୁ ଅନ୍ୟ ନିକଟରେ ପରିଚିତ କରାଇଥାଏ। ଯେତେବେଳେ ଘରକୁ ଶିଶୁଟିଏ ଆସିଥାଏ ତାହାର ନାମକରଣରେ ପରିବାରର ସମସ୍ତ ସଦସ୍ୟ ଲାଗିପଡ଼ିଥାନ୍ତି। ବେଳେବେଳେ ନାମ ଚୟନରେ ବହୁ ଅସୁବିଧା ମଧ୍ୟ…
ଗୋଟିଏ ନିଷ୍ପତ୍ତି ବହୁ କ୍ରିକେଟରଙ୍କ କ୍ୟାରିୟର ଶେଷ କରିଦେଲା
ହରାରେ,୧୯ା୭- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଜିମ୍ବାଓ୍ବେ କ୍ରିକେଟକୁ ସସ୍ପେଣ୍ଡ କରିଛି। ଆଇସିସିର ଏଭଳି ନିଷ୍ପତ୍ତି ଜିମ୍ବାଓ୍ବେର ପ୍ରାୟ କ୍ରିକେଟରଙ୍କ କ୍ୟାରିୟରକୁ ଶେଷ କରି ଦେଇଛି। କ୍ରିକେଟର ସିକନ୍ଦର ରାଜା ଏ ସମ୍ପର୍କରେ ଟୁଇଟ୍ କରି କହିଛନ୍ତି, ଏଭଳି ଅନ୍ତର୍ଜାତୀୟ କ୍ରିକେଟ…
ବନ୍ୟା ପୀଡିତ ପରିବାରଙ୍କୁ ୬ ହଜାର ଟଙ୍କା ଦେବାକୁ ଘୋଷଣା କଲେ ନୀତୀଶ
ପାଟନା,୧୯।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଉତ୍କଟ ରୂପ ଧାରଣ କରିଛି ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଶୁକ୍ରବାର ସଚିବାଳୟରେ ଏକ ବୈଠକ ଡକାଇଥିଲେ। ଏହି ବୈଠକରେ ନୀତୀଶ ସୂଚନା ଦେଇଛନ୍ତି କି ବନ୍ୟା…
ପ୍ରିୟଙ୍କାଙ୍କ ଜନ୍ମଦିନରେ ଏମିତି ଶୁଭେଚ୍ଛା ଜଣାଇଲେ ନିକ୍
ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଗୁରୁବାର ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ବିବାହ ପରେ ଶାଶୁଘର ଲୋକଙ୍କ ସହ ପ୍ରଥମ ଜନ୍ମଦିନ ଖୁବ୍ ଧୁମ୍ଧାମରେ ପାଳିଥିଲେ ପ୍ରିୟଙ୍କା। ଏହି ଅବସରରେ ସ୍ବାମୀ ନିକ୍ ଜୋନାସ୍ ପ୍ରିୟଙ୍କାଙ୍କୁ ସର୍ପ୍ରାଇଜ୍ ଗିଫ୍ଟ ଦେବାସହ ‘ତୁମେ…
ନିଆଁ ଜଳାଇ ଆତ୍ମଦାହ କରୁଥିଲେ ମହିଳା, ଲୋକେ ମାତିଥିଲେ ଭିଡିଓ ଶୁଟିଂରେ
ରାଞ୍ଚି, ୧୯।୭: ଝାଡଖଣ୍ଡର ହଜାରିବାଗ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ଭାଇଙ୍କ ମୃତ୍ୟୁ ପରେ ଗାଁ ମଝିରେ ନିଆଁ ଜଳାଇ ଆତ୍ମଦାହ କରିବାକୁ ପ୍ରସ୍ତୁତ ହେଉଥିଲାବେଳେ ସ୍ଥାନୀୟ ଲୋକେ ମୋବାଇଲରେ ଭିଡିଓ ଶୁଟିଂ କରୁଥିଲେ, ତାଙ୍କୁ ରୋକିବାକୁ କେହି…
ପୋଟଳରେ ରହିଛି ଏହିସବୁ ଔଷଧୀୟ ଗୁଣ
୧. ପୋଟଳ ଖାଇଲେ ପେଟ ଦରଜ ଭଲ ହେବା ସହ ପାଣି ଜମିବା ସମସ୍ୟାରୁ ମୁକ୍ତି ମିଳିଥାଏ। ୨. ଏଥିରେ ମ୍ୟାଗ୍ନେସିୟମ, ଫସଫରସ୍ ଭଳି ପୋଷକତତ୍ତ୍ୱ ରହିଛି ଯାହା ଖାଦ୍ୟ ହଜମ କରିବାରେ ସାହାଯ୍ୟ କରେ। ୩. ପୋଟଳ ଖାଇଲେ ରକ୍ତ…
ରାସ୍ତା ଖରାପ ଯୋଗୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ପ୍ରସୂତି
ମାଲକାନଗିରି,୧୯।୭(ସ୍ବ.ପ୍ର.): ଦୁର୍ଗମ ଗ୍ରାମକୁ ନାହିଁ ରାସ୍ତା। ଫଳରେ ଖଟିଆରେ ବୁହା ହେଲେ ପ୍ରସୂତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଧୁଙ୍ଗିଆପୁଟ ପଞ୍ଚାୟତ ବେଙ୍ଗପାଣି ଗ୍ରାମରେ। ଉକ୍ତ ଗ୍ରାମର ମଙ୍ଗଳା ପାଙ୍ଗିଙ୍କ ସ୍ତ୍ରୀ ସୁରିଆଙ୍କୁ ଖଟିଆରେ…

