Home Left

ଅସରାଏ ବର୍ଷାରେ ସହରାଞ୍ଚଳ ରାସ୍ତାରେ ବନ୍ୟା

କଟକ ରୋଡ,୧୯।୭(ଡି.ଏନ୍‌.ଏ.) :ରାଜଧାନୀରେ ଅସରାଏ ବର୍ଷାରେ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହେଉଛି। ସ୍ମାର୍ଟ ସିଟି ଘୋଷଣା ହେବା ସତ୍ତ୍ୱେ କେତେକ ସ୍ଥାନରେ ସୃଷ୍ଟି ହେଉଥିବା ଏଭଳି ପରିସ୍ଥିତି ନିୟନ୍ତ୍ରଣ ହୋଇପାରୁନି। ସହରର ପ୍ରମୁଖ ରାସ୍ତା ମରାମତି ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁବନେଶ୍ୱର…

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ମେଥି ଶାଗ

ଆଣ୍ଠୁଗଣ୍ଠିରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି; ଆର୍ଥ୍ରାଇଟ୍ସ, ଏସୋପ୍ଟିକ୍‌ ନେକ୍ରୋସିସ୍‌, ଗଣ୍ଠି ସଂକ୍ରମଣ, ଟ୍ୟୁମର୍‌, ଆଷ୍ଟିଓକୋଡ୍ରାଇଟ୍ସ ଇତ୍ୟାଦି। ଅନେକ ସମୟରେ ଏହି…

ଉଠାଦୋକାନୀଙ୍କ କବ୍‌ଜାରେ ଫୁଟ୍‌ପାଥ୍‌

ଭୁବନେଶ୍ୱର,୧୯।୭(ବ୍ୟୁରୋ) : ରାଜଧାନୀର ଫୁଟପାଥ୍‌ଗୁଡ଼ିକ ପଥଚାରୀ ଏବଂ ସାଇକେଲ ଚାଳକଙ୍କ ପାଇଁ ଉଦ୍ଦିଷ୍ଟ। କେହି ବି ଫୁଟପାଥ୍‌ ଉପରେ ଦୋକାନ କରି କିମ୍ବା ଗାଡ଼ି ପାର୍କିଂ କରି ତାହାକୁ ଜବରଦଖଲ କରିପାରିବେ ନାହିଁ। ଯିଏ ଜବରଦଖଲ କରିବେ ତାଙ୍କୁ ଭୁବନେଶ୍ୱର ମହାନଗର…

ଷ୍ଟୁଡିଓରେ ନିଆଁ ଲଗାଇଦେଲେ: ୩୩ ଦଗ୍ଧ

ଟୋକିଓ,୧୯ା୭(ଏଏଫ୍‌ପି):ଜାପାନର କ୍ୟୋଟୋ ଆନିମେଶନ୍‌ କମ୍ପାନୀ ଉପରେ ଗୁରୁବାର ଆକ୍ରମଣ ହୋଇଛି। ଏଥିରେ ୩୩ ଜଣଙ୍କ ମୃତ୍ୟୁ ହେବା ସହ ୩୬ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କ୍ୟୋଟୋ ସହରରେ ଥିବା ଏହି ବିଲ୍ଡିଂରେ ନିଆଁ…

ଏସ୍‌ସିବି ମେଡିକାଲରେ ୬ ଡେଙ୍ଗୁ ରୋଗୀ

କଟକ ଅଫିସ,୧୯।୭ : ଏସ୍‌ସିବି ମେଡିକାଲରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗୁରୁବାର ସନ୍ଧ୍ୟା ମେଡିକାଲରେ ମୋଟ ୬ ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ୱାର୍ଡରେ ଓ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ।…

ତାଳଧ୍ୱଜ ରଥରୁ କନା ଖୋଲାଗଲା

ପୁରୀ ଅଫିସ,୧୯ା୭ : ଘୋଷଯାତ୍ରା ସାରି ଚତୁର୍ଦ୍ଧାବିଗ୍ରହ ରତ୍ନସିଂହାସନରେ ବିରାଜମାନ କରିଛନ୍ତି। ହେଲେ ତିନିରଥ ଏବେ ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ। ଗୁରୁବାର ରଥରୁ କନା ଖୋଲା ଆରମ୍ଭ ହୋଇଛି। କୋଠସୁଅଁାସିଆ ସେବକମାନେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥରୁ କନା ଖୋଲି ଶ୍ରୀମନ୍ଦିର…

ପଟ୍ଟନାୟିକିଆ ଟ୍ରିପଲ ମର୍ଡର ଘଟଣା ସହ ଲିଙ୍କ୍‌ ସନ୍ଦେହ : ଅଜୟ ମୃତ୍ୟୁ ମାମଲାର ପୁନଃ ତଦନ୍ତ ଆରମ୍ଭ

ପୁରୀ ଅଫିସ, ୧୯ା୭ : ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକରେ ଗତ ୧୫ତାରିଖ ଅପରାହ୍ନ ୪ଟାରେ ଟ୍ରିପଲ ମର୍ଡର ଘଟିଥିଲା। ସ୍ଥାନୀୟ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ ଓ କୃଷ୍ଣ ବେହେରା ଏବଂ ଦାଦା…

କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସି ବିଫଳ : ସହରରୁ ନୀଳ, ସବୁଜ ଡଷ୍ଟବିନ୍‌ ଉଭାନ

ଭୁବନେଶ୍ୱର,୧୯ା୭(ବ୍ୟୁରୋ) : କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସିକୁ ବିଭିନ୍ନ ସମୟରେ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳସ୍ବରୂପ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ହେଉଥିବା ସ୍ବଚ୍ଛ ସର୍ଭେକ୍ଷଣରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବହୁତ ପଛରେ ରହିଛି। ସ୍ମାର୍ଟସିଟି ପ୍ରକଳ୍ପରୁ…

ଭାରତର ଜିଡ଼ିପି ଅନୁମାନ ୭%କୁ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୧୯-୭: ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷ ଲାଗି ଭାରତର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି) ଅଭିବୃଦ୍ଧି ହାର ଅନୁମାନକୁ ୭.୨ରୁ ୭%କୁ ହ୍ରାସ କରିଛି। ଗୁରୁବାର ଏଡିବି ପକ୍ଷରୁ ଜାରି ରିପୋର୍ଟରେ କୁହାଯାଇଛି ଯେ, ବିକଶିତ ଦେଶଗୁଡ଼ିକର ଆର୍ଥିକ ଅଭିବୃଦ୍ଧି…

ଏୟାର ଇଣ୍ଡିଆ ବିକ୍ରି; ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ ଅମିତ ଶାହ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏୟାର ଇଣ୍ଡିଆ ବିକ୍ରି(ପୁଞ୍ଜି ପ୍ରତ୍ୟାହାର) ସଂକ୍ରାନ୍ତ ପୁନର୍ଗଠିତ ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ। ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଏଥିରୁ ହଟାଇ ଦିଆଯାଇଛି। ଗୁରୁବାର ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଏହି ମନ୍ତ୍ରିଗୋଷ୍ଠୀ ଏୟାର…

ଡିଜିଟାଲ ଟ୍ରାଞ୍ଜାକ୍‌ସନ ୫୧% ବୃଦ୍ଧି

ନୂଆଦିଲ୍ଲୀ,୧୯-୭: ଦେଶରେ ଡିଜିଟାଲ ଟ୍ରାଞ୍ଜାକ୍‌ସନ ୨୦୧୮୦୧୯ରେ ୫୧% ବୃଦ୍ଧି ପାଇ ୩,୧୩୩.୫୮ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସରକାର ଗୁରୁବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଜ୍ୟ ସଭାରେ ବିଭିିନ୍ନ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ରବିଶଙ୍କର…

ଆସନ୍ତାବର୍ଷ ଫେବୃୟାରୀରେ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୯-୭: ଆସନ୍ତାବର୍ଷ ଫେବୃୟାରୀ ୧୧ରୁ ତିନିଦିନ ଧରି ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି କରାଯିବ ବୋଲି ବ୍ରିଟେନ ହାଇକୋର୍ଟ ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି। ଏଥିପୂର୍ବରୁ ଚଳିତ ମାସ ୨ରେ ଲଣ୍ଡନ ହାଇକୋର୍ଟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?