ବାଣିଜ୍ୟ ବିବାଦର ସମାଧାନ ଲାଗି ଆସନ୍ତା ମାସରେ ଆମେରିକା ଯିବେ ଗୋୟଲ
ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଆସନ୍ତା ମାସରେ ଆମେରିକା ଯିବେ। ଓ୍ବାଶିଂଟନରେ ପହଞ୍ଚତ୍ବା ପରେ ଆମେରିକା ବାଣିଜ୍ୟ ପ୍ରତିନିଧି(ୟୁଏସ୍ଟିଆର୍) ମୁଖ୍ୟ ରବର୍ଟ ଲାଇଟହାଇଜରଙ୍କୁ ସେ ଭେଟିବେ। ଦୁଇ ଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ବାଣିଜ୍ୟ ବିବାଦର…
୨.୫ ଲକ୍ଷ ଗ୍ରାମପଞ୍ଚାୟତରେ ପହଞ୍ଚିବ ହାଇସ୍ପିଡ୍ ଇଣ୍ଟରନେଟ୍
ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ସରକାର ଭାରତନେଟ୍ ପ୍ରକଳ୍ପ ଲାଗି ଅଦ୍ୟାବଧି ୨୦,୪୩୧ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏହି ଅର୍ଥ ବ୍ୟୟ କରି ଦେଶର ୨.୫ ଲକ୍ଷ ଗ୍ରାମ ପଞ୍ଚାୟତକୁ ହାଇସ୍ପିଡ୍ ବ୍ରଣ୍ଡବ୍ୟାଣ୍ଡ ନେଟ୍ଓ୍ବାର୍କ ସହ ଯୋଡାଯିବ ବୋଲି ସରକାର ପ୍ରକାଶ କରିଛନ୍ତି।…
ବନ୍ଦ ହୋଇଯିବ ଗରିବ ରଥ ଏକ୍ସପ୍ରେସ
ନୂଆଦିଲ୍ଲୀ,୧୯-୭: ଗରିବଙ୍କୁ ଶସ୍ତାରେ ଏସି ଟ୍ରେନରେ ଯାତ୍ରା କରିବାର ଆନନ୍ଦ ଦେବା ଲାଗି ତତ୍କାଳୀନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପକ୍ଷରୁ ଗରିବ ରଥ ଏକ୍ସପ୍ରେସ୍କୁ ଆରମ୍ଭ କରାଯାଇଥିଲା। ବର୍ତ୍ତମାନର ଏନ୍ଡିଏ ୨.୦ ସରକାର ଏହାକୁ ବନ୍ଦ କରିଦେବେ। ପ୍ରଥମ ପଦକ୍ଷେପ…
ସପ୍ତାହରେ ଖାଆନ୍ତୁ ଏହାକୁ ୪ ଥର ମିଳିବ ବହୁ ଫାଇଦା…
ବରକୋଳିର ରହିଛି ଅନେକ ଔଷଧୀୟ ଗୁଣ। ଏହା ଶରୀରକୁ ସୁସ୍ଥ ରଖିବା ସହ ଆବଶ୍ୟକ ମାତ୍ରାରେ ଜଳ ଯୋଗାଇଥାଏ। ଶରୀରରେ ରକ୍ତ ପ୍ରବାହକୁ ଏହା ନିୟନ୍ତ୍ରଣ କରେ। ମାନସିକ ଅବସାଦ ଦୂର କରିବାରେ ବରକୋଳି ମହୌଷଧୀ ଭଳି କାମକରେ ବୋଲି ଆୟୁର୍ବେଦରେ…
ଜ୍ୱାଇଁଙ୍କୁ ଶ୍ୱଶୁରଙ୍କ ଛୁରାମାଡ
ଦିଗପହଣ୍ଡି,୧୮ା୭(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟଁା ଛକ ନିକଟରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଜ୍ୱାଇଁଙ୍କୁ ଶ୍ବଶୁର ଛୁରାମାଡ କରିଛନ୍ତି। ଆହତ ଯୁବକ ଜଣକ ହେଲେ ଦିଗପହଣ୍ଡି ଥାନା କଲ୍ୟାଣପୁର ଗ୍ରାମର ସଞ୍ଜୟ ଗୌଡ। ସଞ୍ଜୟ ରାସ୍ତା ଉପରେ ଠିଆହୋଇଥିବାବେଳେ…
ସ୍କ୍ରାପ୍ରେ ୭୦ ଫୁଟର ଗିଟାର ନିର୍ମାଣ କଲେ ଛାତ୍ରୀଛାତ୍ର
ବ୍ରହ୍ମପୁର ଅଫିସ,୧୮ା୭- ଆବର୍ଜନା ତଥା ସ୍କ୍ରାପ୍ ସାମଗ୍ରୀରୁ ବହୁ କ୍ଷୁଦ୍ର ଓ ବୃହତ୍ ମଡେଲ ପ୍ରସ୍ତୁତ କରି ସାରା ଭାରତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ବ୍ରହ୍ମପୁର ଆଇଟିଆଇ ା ୩୨ ଫୁଟ ଉଚ୍ଚତା ମଧ୍ୟରେ ବିଭିନ୍ନ ସ୍କ୍ରାପ୍…
ଦାମୋଦରପୁରବାସୀଙ୍କ ରାଜପଥ ଅବରୋଧ
ଗଞ୍ଜାମ,୧୮ା୭(ଡି.ଏନ.ଏ.)- ଗଞ୍ଜାମ ଏନଏସି ଦାମୋଦରପୁର ଗ୍ରାମ ୧୧ନଂ. ଓ୍ବାର୍ଡରେ ଦୀର୍ଘଦିନ ଧରି ପାନୀୟ ଜଳ ସମସ୍ୟା ଲାଗିଛି। ବାରମ୍ବାର ସମସ୍ୟା ନେଇ ଅବଗତ କଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନି। ଏହା ପ୍ରତିବାଦରେ ଗ୍ରାମର ଶତାଧିକ ମହିଳା, ପୁରୁଷ…
ଗୋରୁପଲ ଉପରେ ମାଡିଗଲା ଟ୍ରକ୍, ୬ ମୃତ
ହିଞ୍ଜିଳିକାଟୁ,୧୮।୭(ଡି.ଏନ୍.ଏ.)- ହିଞ୍ଜିଳିକାଟୁ ସହରରେ ବୁଧବାର ବିଳମ୍ବିତ ରାତିରେ ଏକ ସିମେଣ୍ଟ ବୋଝେଇ ଟ୍ରକ ରାସ୍ତା ଉପରେ ଶୋଇଥିବା ଗୋରୁପଲଙ୍କ ଉପରେ ମାଡିଯିବାରୁ ୬ଗୋରୁଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଗୁରୁବାର ରାତି ପ୍ରାୟ ସାଢେ ୩ଟାରେ ଏକ ସିମେଣ୍ଟ ବୋଝେଇ ଟ୍ରକ…
ପାଣିକୁ ଡରି ୬୫ ବର୍ଷ ହେବ ଗାଧୋଇନାହାନ୍ତି ଏହି ବ୍ୟକ୍ତି
ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଇରାନ୍ ନିବାସୀ ୮୦ ବର୍ଷୀୟ ଅମୁ ହାଜୀ ଆଜକୁ ୬୫ ବର୍ଷ ହେବ ସ୍ନାନ କରିନାହାନ୍ତି। ତାଙ୍କୁ ଦୁନିଆର ସବୁଠୁ ଅପରିଷ୍କାର ମଣିଷ ଭାବେ ବିବେଚିତ କରାଯାଇଛି। କେବଳ ସେତିକି…
ରାଜ୍ୟପାଳଙ୍କ ନିର୍ଦ୍ଦେଶକୁ ବାଚସ୍ପତିଙ୍କ ଅବଜ୍ଞା, ବିଧାନସଭା ଦିନକ ପାଇଁ ସ୍ଥଗିତ: ଆସ୍ଥାଭୋଟ କରାଇଦେଲେନି
ବେଙ୍ଗାଲୁରୁ,୧୮ା୭(ପି.ଟି./ଆଇଏଏନ୍ଏସ୍): ଘଡ଼ିକେ ଘୋଡ଼ା ଛୁଟୁଛି। କର୍ନାଟକ ରାଜନୀତିର ପାଣି କେତେବେଳେ କେଉଁ ଆଡ଼କୁ ବହିବ କିଛି କହି ହେଉନାହିଁ। ୧୬ ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀଙ୍କ ସରକାର ସଂଖ୍ୟାଲଘୁରେ ପରିଣତ ହୋଇଥିବାବେଳେ ରାଜ୍ୟରେ ରାଜନୈତିକ ସଙ୍କଟ ସୃଷ୍ଟି…
ଲିଙ୍କ୍ ଫେଲ୍ ଯୋଗୁ ବ୍ୟାଙ୍କ ସେବା ଅଚଳ: ଗ୍ରାହକ ଅସନ୍ତୋଷ
କଣାସ, ୧୮।୭(ସ୍ବ.ପ୍ର.)-ଗ୍ରାମାଞ୍ଚଳର ଲୋକମାନଙ୍କୁ ସହଜରେ ବ୍ୟାଙ୍କସେବା ଯୋଗାଇଦେବା ପାଇଁ ଗ୍ରାମାଞ୍ଚଳରେ ଅଧିକରୁ ଅଧିକ ଶାଖା ଖୋଲିବା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ଅନେକ ସମୟରେ ବ୍ୟାଙ୍କ ଗୁଡ଼ିକ ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବାରେ ବିଫଳ ହେଉଥିବା ଦେଖିବାକୁ ମିଳୁଛି। ପୁରୀ ଜିଲା…
କାମାକ୍ଷାନଗରରେ ନୀତି ଆୟୋଗ ସଦସ୍ୟ: ଶିକ୍ଷା, ବିଦ୍ୟୁତ୍ ବ୍ୟବସ୍ଥା ସ୍ଥିତି ପରିଖିଲେ
କାମାକ୍ଷାନଗର, ୧୮।୭(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅଞ୍ଚଳକୁ ଗୁରୁବାର ପରିଦର୍ଶନରେ ଆସିଥିଲେ ନୀତି ଆୟୋଗ ସଦସ୍ୟା ମାନ୍ସୀ ସିଂ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ, ରାସ୍ତା ଏବଂ ଶିକ୍ଷା ବ୍ୟବସ୍ଥା ଭିତ୍ତିଭୂମି ବୁଲି ଦେଖିଥିଲେ। ମାନ୍ସୀ ସିଂ ପ୍ରଥମେ କାନପୁରା…

