ଥରକରେ ସରକାରଙ୍କୁ ମିଳିବନି ଆର୍ବିଆଇ ବଳକା ଅର୍ଥ
ନୂଆଦିଲ୍ଲୀ,୧୮-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି କେନ୍ଦ୍ରୀୟ ବ୍ୟାଙ୍କ ନିକଟରେ ପଡି ରହିଥିବା ବଳକା ପୁଞ୍ଜିକୁ ନେଇ ନିଜର ରିପୋର୍ଟ ଚୂଡ଼ାନ୍ତ କରିସାରିଛନ୍ତି। ବୁଧବାର ଏ ସମ୍ପର୍କରେ ସୂଚନା ମିଳିଛି। ମିଡିଆ ରିପୋର୍ଟ…
କୋଲ ଇଣ୍ଡିଆକୁ ଭାଙ୍ଗି ଗଠନ ହେବ ୫ କମ୍ପାନୀ
ନୂଆଦିଲ୍ଲୀ,୧୮-୭: କୋଇଲା ଖନନ କ୍ଷେତ୍ରରେ କାର୍ଯ୍ୟରତ ବିଶ୍ୱର ସର୍ବବୃହତ କୋଇଲା କମ୍ପାନୀ କୋଲ୍ ଇଣ୍ଡିଆ ଲିମିଟେଡକୁ ଭାଙ୍ଗି ୫ କମ୍ପାନୀ ଭାବେ ଏହାକୁ ଷ୍ଟକ ଏକ୍ସଚେଞ୍ଜରେ ତାଲିକାଭୁକ୍ତ କରିବାକୁ ସରକାର ବିଚାର କରୁଛନ୍ତି। ଏହାଦ୍ୱାରା ସରକାର ଏଥିରୁ ଅଧିକ ପୁଞ୍ଜି ଆଦାୟ…
ସମ୍ପୂର୍ଣ୍ଣ ହଟିବନି ପେଟ୍ରୋଲ,ଡିଜେଲ ଯାନ:ଧର୍ମେନ୍ଦ୍ର
ନୂଆଦିଲ୍ଲୀ,୧୮-୭: ପେଟ୍ରୋଲ, ଡିଜେଲ ଯାନଗୁଡିକୁ ସରକାର ସମ୍ପୂର୍ଣ୍ଣ ନିଷେଧ କରିବେ ନାହିଁ। ଏ ନେଇ ସରକାର ବର୍ତ୍ତମାନ କୌଣସି ଯୋଜନା ଧାର୍ଯ୍ୟ କରି ନାହାନ୍ତି। ମାତ୍ର ପରିବେଶ ସୁରକ୍ଷା ଏବଂ ତୈଳ ଆମଦାନୀ ବିଲ୍କୁ କମାଇବା ଲାଗି ସରକାର ଇ-ଯାନକୁ ପ୍ରୋତ୍ସାହିତ…
ହାଓଡ଼ାରେ ଦୁର୍ଘଟଣା: ୪ ଓଡ଼ିଆ ମୃତ
ଭଦ୍ରକ ଅଫିସ, ୧୮।୭ : ପଶ୍ଚିମବଙ୍ଗର ହାଓଡ଼ା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ କ୍ରିକେଟ ଖେଳାଳିଙ୍କ ସମେତ ୪ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଆହତ…
୬ ମାସ ହେଲା ଏସ୍ଏଚଜି ସଦସ୍ୟାଙ୍କୁ ମିଳିନି ପ୍ରାପ୍ୟ: ଜିଲାପାଳଙ୍କ ଠାରେ ଅଭିଯୋଗ
ନୟାଗଡ଼ ଅଫିସ,୧୮।୭: ନୟାଗଡ଼ ଜିଲାରେ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚଜି)ର ମହିଳାମାନେ ବିଦ୍ୟୁତ୍ ବିଭାଗ ତରଫରୁ ବିଲ୍ ସଂଗ୍ରହ କରି ସ୍ବାବଲମ୍ବୀ ହେବା ଜିଲା ତଥା ରାଜ୍ୟ ପାଇଁ ପ୍ରଥମ ଘଟଣା ହୋଇଥିଲା। ଏ ନେଇ ବିଭିନ୍ନ ମହଲରୁ ସେମାନେ ପ୍ରଶଂସିତ…
ଏମ୍ସିଆଇ ସ୍ଥାନରେ ଜାତୀୟ ମେଡିକାଲ କମିଶନ
ଭୁବନେଶ୍ୱର,୧୮ା୭(ବ୍ୟୁରୋ): କେନ୍ଦ୍ର କ୍ୟାବିନେଟ୍ରେ ଜାତୀୟ ମେଡିକାଲ କମିଶନ ବିଲ୍ ୨୦୧୯କୁ ବୁଧବାର ଅନୁମୋଦନ ମିଳିଛି। ଏଣିକି ମେଡିକାଲ କାଉନସିଲ ଅଫ୍ ଇଣ୍ଡିଆ (ଏମସିଆଇ) ସ୍ଥାନରେ ଜାତୀୟ ମେଡିକାଲ କମିଶନ କାର୍ଯ୍ୟ କରିବ। ସେହିଭଳି ଏହି ବିଲ୍ ବର୍ତ୍ତମାନ ପ୍ରଚଳିତ ଇଣ୍ଡିଆନ୍ ମେଡିକାଲ…
ମହିଳାଙ୍କ ମୂତ୍ରନଳୀ କାଟିଦେବା ଘଟଣା : ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପରିବାର
ନୟାଗଡ଼ ଅଫିସ,୧୮।୭: ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟୋଜନ ଅସ୍ତ୍ରୋପଚାର କରାଯାଉଥିବା ସମୟରେ ଡାକ୍ତର ମହିଳାଙ୍କ ମୂତ୍ରନଳୀ କାଟି ଦେଇଥିଲେ। ଏହି ଘଟଣାରେ ମହିଳାଙ୍କ ପରିବାର ସଦସ୍ୟ ବୁଧବାର ଜିଲାପାଳଙ୍କୁ ଭେଟିଛନ୍ତି। ଉନ୍ନତମାନର ଚିକିତ୍ସା ପାଇଁ ମହିଳାଙ୍କୁ କଟକ…
ନୂଆ କୋଚ୍ ଚୟନ ଦୌଡ଼ରେ ଆଡହକ କମିଟି ସବୁଠାରୁ ଆଗରେ; ପରବର୍ତ୍ତୀ ଶୁଣାଣି ପରେ ଅନ୍ତିମ ନିଷ୍ପତ୍ତି ନିଆଯିବ
ନୂଆଦିଲ୍ଲୀ,୧୮।୭(ପି.ଟି.)- ପୂର୍ବତନ ଅଧିନାୟକ କପିଳଦେବଙ୍କ ଅଧ୍ୟକ୍ଷତାରେ ଗଠିତ ଆଡ୍ହକ୍ କମିଟି ଟିମ୍ ଇଣ୍ଡିଆର ନୂଆ କୋଚ୍ ନିଯୁକ୍ତ କରିବା ପ୍ରକ୍ରିୟା ଦୌଡ଼ରେ ସବୁଠାରୁ ଆଗରେ ରହିଛି। କପିଳଙ୍କ ସମେତ ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍ଓ୍ବାଡ୍ ଓ ଶାନ୍ତା ରଙ୍ଗାସ୍ବାମୀଙ୍କୁ ନେଇ ଗଠିତ…
ଜଗତ୍ସିଂହପୁର ଜିଲାରେ କୁକୁର ବନ୍ଧ୍ୟାକରଣ ଯୋଜନା ପ୍ରହସନ: କାମରେ ଲାଗୁନି ୧୮ ଲକ୍ଷର ଅନୁଦାନ
ଜଗତ୍ସିଂହପୁର ଅଫିସ, ୧୮ା୭: ଜଗତ୍ସିଂହପୁର ଜିଲାରେ ଏବେ ବୁଲା କୁକୁରଙ୍କ ଉତ୍ପାତ ଚିନ୍ତାର କାରଣ ହୋଇଛି। ରାତିଅଧ ହେଉ ଅବା ଦ୍ୱିପ୍ରହରରେ ଲୋକେ ରାସ୍ତାରେ ନିରାପଦରେ ଯିବାକୁ ଡରିଲେଣି। ଏ ପରିସ୍ଥିତିରେ ଜଗତ୍ସିଂହପୁର ସହରାଞ୍ଚଳରେ କୁକୁର ବନ୍ଧ୍ୟାକରଣ ଯୋଜନା ପ୍ରହସନରେ ପରିଣତ…
ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଧୋନୀ ଯିବେନି
ମୁମ୍ବାଇ,୧୮।୭- ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଆଗାମୀ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ ଦଳ ସହ ଯିବେନାହିଁ। ଏହି ଗସ୍ତରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍ ଖେଳିବେ। ସଦ୍ୟ ସମାପ୍ତ ବିଶ୍ୱକପ୍ରେ ଧୋନୀ ଅବସର…
ନାବାଳିକାଙ୍କୁ ଅପହରଣ ଅଭିଯୋଗ
ଜଗତ୍ସିଂହପୁର ଅଫିସ,୧୮ା୭: ସ୍ଥାନୀୟ କଲେଜ ଛକ ନିକଟରୁ ମଙ୍ଗଳବାର ସନ୍ଧ୍ୟାରେ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଜଗତ୍ସିଂହପୁର ଥାନାରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ନାବାଳିକାଙ୍କ ଘର ବାଲିକୁଦା ବ୍ଲକ ବନ୍ଦର ଥାନା ଅଞ୍ଚଳରେ। ସେ ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍ଭିଏମ୍) ମହାବିଦ୍ୟାଳୟ…
ଉତ୍ତରକୁ ଢଳିଲେ ସିଦ୍ଧେଶ୍ୱର ମହାଦେବ: ସୂର୍ଯ୍ୟଙ୍କ ଗତିର ବିପରୀତ ଦିଗକୁ ଢଳିଥାନ୍ତି ଶିବ ଲିଙ୍ଗ
ଖଣ୍ଡପଡା,୧୮ା୭(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ପରିଚିତ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱଠାକୁର ଭାବେ ସିଦ୍ଧେଶ୍ୱର ମହାଦେବ ବିରାଜମାନ ହୋଇଛନ୍ତି। ବୁଧବାର କର୍କଟ ସଂକ୍ରାନ୍ତି ତିଥିରେ ସେ ଉତ୍ତରକୁ ଢଳିଥିବାରୁ ଏକ ଅପୂର୍ବ ଓ ଦିବ୍ୟ ଦୃଶ୍ୟକୁ ଶତାଧିକ ଶ୍ରଦ୍ଧାଳୁ…

