Home Left

ରାମଚନ୍ଦ୍ରଙ୍କ ସ୍ନେହ ମମତାରେ ବନ୍ଧା କୁମ୍ଭୀର

ମହାରାଷ୍ଟ୍ରର ୩୮ବର୍ଷୀୟ ରାମଚନ୍ଦ୍ର ଚରତ୍‌କାର। ଯିଏ କି ନିଜର ଏକ ଖାସ୍‌ ବ୍ୟକ୍ତିତ୍ୱ ପାଇଁ ସାରା ରାଜ୍ୟରେ ନିଆରା ପରିଚୟ ହାସଲ କରିଛନ୍ତି। ଗାଁରେ ବୋହିଯାଉଥିବା ନଦୀରେ ରୁହନ୍ତି ଅନେକ ସଂଖ୍ୟକ କୁମ୍ଭୀର। ଯେବେବେଳେ ନଦୀ ଅଶାନ୍ତ ହୁଏ, ସେତେବେଳେ କୁମ୍ଭୀର…

ଟ୍ରାଫିକ୍‌ ପୋଲିସ ଅଟକାଇବାରୁ ନିସ୍ତୁକ ଛେଚିଲେ ଯୁବତୀ

ନୂଆଦିଲ୍ଲୀ,୧୭।୭: ପଶ୍ଚିମ ଦିଲ୍ଲୀ ମାୟାପୁରୀରେ ଜଣେ ଯୁବତୀ ଟ୍ରାଫିକ୍‌ ପୋଲିସଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଚାଳକଙ୍କ ସହ ଯୁବତୀଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟାରେ ବିନା ହେଲମେଟ୍‌ରେ ଯୁବତୀଙ୍କ ସହ ଜଣେ ଚାଳକ ବାଇକ୍‌ରେ ଯାଉଥିବା…

ଯେଉଁଠି କନ୍ୟା ସନ୍ତାନ ଜନ୍ମ ହେଲେ ଏପରି କରନ୍ତି ଲୋକେ…

ଦେଶରେ କନ୍ୟା ଭ୍ରୂଣ ହତ୍ୟା ଘଟଣାମାନ ଘଟି ଚାଲଛି। ତେବେ ବିହାରର ଭାଗଲପୁରର ଏକ ଗାଁରେ କନ୍ୟା ସନ୍ତାନ ଜନ୍ମ ହେଲେ ଉତ୍ସବ ଅନୁଷ୍ଠିତ ହୋଇଥାଏ। ସ୍ଥାନୀୟ ଧରହରା ଗାଁରେ ଝିଅଙ୍କୁ ଲକ୍ଷ୍ମୀ ଭାବରେ ଲୋକେ ଗ୍ରହଣ କରିଥାନ୍ତି। ପରିବାରରେ କନ୍ୟା…

୨ ଲକ୍ଷ ୧୦ ହଜାର ବର୍ଷର ପୁରୁଣା ମାନବ ଜୀବାଶ୍ମ

ଓ୍ବାଶିଂଟନ: ଦକ୍ଷିଣ ଗ୍ରୀସ୍‌ର ଏପିଡିମା ନାମକ ଏକ ଗୁମ୍ଫାରୁ ୧୯୭୮ ମସିହାରେ ଗବେଷକମାନେ ଦୁଇଟି ମଣିଷ ଖପୁରିର ଅଂଶବିଶେଷ ପାଇଥିଲେ। ୟୁନିଭର୍ସିଟି ଅଫ୍‌ ଏଥେନ୍ସ ସ୍କୁଲ୍‌ ଅଫ୍‌ ମେଡିସିନ୍‌ର ମାନବ ବିଜ୍ଞାନୀମାନେ ଏହି ଖପୁରିର ସନ୍ଧାନ କରିଥିଲେ। ଦୀର୍ଘବର୍ଷର ଗବେଷଣା ପରେ…

ଏଲନ୍‌ ମସ୍କଙ୍କ ଟିନି ବ୍ରେନ୍‌

ସାନ୍‌ ଫ୍ରାନ୍‌ସିସ୍କୋ: ପାରାଲିସିସ୍‌ରେ ପୀଡ଼ିିତ ଓ ମସ୍ତିଷ୍କ ସମସ୍ୟାରେ ରହିଥିବା ବ୍ୟକ୍ତିଙ୍କ ଜୀବନ ଧାରାରେ ଉନ୍ନତି ଆଣିବା ଲାଗି ଏଲନ୍‌ ମସ୍କଙ୍କ ଷ୍ଟ୍ରାର୍ଟଅପ୍‌ ନ୍ୟୁରଲିଙ୍କ୍‌ ଏକ ଚିପ୍‌ ବିକାଶ କରିଛିି। ଏହାକୁ ଏକ ଟିନି ବ୍ରେନ୍‌ ବି କୁହାଯାଉଛି। ଏହା ଦୀର୍ଘସ୍ଥାୟୀ…

ଜମି ବିବାଦକୁ ନେଇ ରକ୍ତ ସଂଘର୍ଷ: ୯ ମୃତ, ୨୫ ଆହତ

ଲକ୍ଷ୍ନୌ, ୧୭।୭: ଉତ୍ତର ପ୍ରଦେଶର ସୋନଭଦ୍ରରେ ବୁଧବାର ଏକ ଜମି ବିବାଦକୁ ଏକ ବିରାଟ ସଂଘର୍ଷ ଉପୁଜିଛି। ଉଭୟ ପକ୍ଷରୁ ହୋଇଥିବା ଗୁଳିବର୍ଷଣରେ ୯ ଜଣଙ୍କ ମୃତ୍ୟୁ ହୋଇଇଥିବାବେଳେ ୨୫ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଅନେକଙ୍କ ଅବସ୍ଥା ଗୁରୁତର ରହିଛି।…

ଧଳା କେଶ ସମସ୍ୟାରୁ ମୁକ୍ତି ଦିଏ ଏହି ୪ ଖାଦ୍ୟ

ବୟସ ବଢ଼ିବା ସହିତ କେଶର ରଙ୍ଗ ପରିବର୍ତ୍ତନ ହୋଇ ଧଳା ହେବା ଏକ ସାଧାରଣ କଥା। ମାତ୍ର ବର୍ତ୍ତମାନ ସମୟରେ କେବଳ ବୟସ୍କ ଲୋକ ନୁହନ୍ତି ବରଂ ଯୁବପିଢ଼ିମାନଙ୍କଠାରେ ଏହି ସମସ୍ୟା ଦେଖାଯାଉଛି। ଏହାର ମୁଖ୍ୟ କାରଣ ପାଲଟିଛି ଆଧୁନିକ ଜୀବନଶୈଳୀ…

ନବାବଙ୍କ ସହ ପୂଜାଙ୍କ ଗୋପନୀୟ ବିବାହ: ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ କଳାକାରମାନେ ନିଜ ବିବାହକୁ ଗୁପ୍ତ ରଖିବା କିଛି ନୂଆ କଥା ନୁହେଁ। ପୂର୍ବରୁ ରଣବୀର-ଦୀପିକା, ବିରାଟ-ଅନୁଷ୍କାଙ୍କ ଭଳି କଳାକାର ବିଦେଶରେ ବିବାହ କରିବାକୁ ଠିକ୍‌ ଭାବିଥିବା ବେଳେ ନେହା ଧୂପିଆ ଅଙ୍ଗଦ ବେଦୀଙ୍କୁ ଗୋପନୀୟ ଭାବେ ବିବାହ କରିଥିଲେ।…

ସ୍ତନ କର୍କଟ ଆଶଙ୍କା ବଢ଼ାଉଛି ବାୟୁ ପ୍ରଦୂଷଣ

ଜନଗହଳି ପୂର୍ଣ୍ଣ ରାସ୍ତା କଡ଼ରେ କାମ କରୁଥିବା ମହିଳାଙ୍କ ମଧ୍ୟରେ ସ୍ତନ କର୍କଟ ହେବାର ଆଶଙ୍କା ଅଧିକ ଥାଏ। ସଦ୍ୟ ଗବେଷଣାରୁ ଏହା ଜଣାପଡ଼ିଛି। ଗବେଷକଙ୍କ ମତରେ, ଟ୍ରାଫିକ୍‌ ଯୋଗୁ ହେଉଥିବା ବାୟୁ ପ୍ରଦୂଷଣରେ ମହିଳାଙ୍କ ମଧ୍ୟରେ ସ୍ତନ କର୍କଟ ଆଶଙ୍କା…

କୁମାରସ୍ବାମୀ ସରକାରଙ୍କ ସ୍ଥିତି ଟଳମଳ: ଗୁରୁବାର ଭାଗ୍ୟ ନିର୍ଦ୍ଧାରଣ

ବେଙ୍ଗାଲୁରୁ,୧୭।୭: କର୍ନାଟକ ରାଜନୀତିରେ ଘଣ୍ଟାକେ ଘୋଡା ଛୁଟୁଛି। କଂଗ୍ରେସ-ଜେଡିଏସ ମେଣ୍ଟର ୧୫ ବିଧାୟକ ଇସ୍ତଫା ଦେବାପରେ ରାଜନୀତି ଗୋଳିଆ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ଭାଗ୍ୟ ଏବେ ସୂତା ଖିଅରେ ଝୁଲୁଛି। ତେବେ ଗୁରୁବାର ସରକାର ରହିବ ନା ଭାଙ୍ଗିବ ତାହା ସ୍ପଷ୍ଟ…

ଧୋନୀ ଆଉ ପ୍ରଥମ ଉଇକେଟକିପର ବିକଳ୍ପ ନୁହନ୍ତି

ନୂଆଦିଲ୍ଲୀ,୧୭।୭- ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନ ଶେଷ ହେବା ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନେଇ ଅନିଶ୍ଚିତତା ଲାଗି ରହିଛି। କେତେକ ରିପୋର୍ଟ ଅନୁଯାୟୀ, ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଘୋଷିତ ହେବାକୁ ଥିବା ଟି୨୦ ଓ…

ଭାଜପାରୁ ୬ ବର୍ଷ ପାଇଁ ବାସନ୍ଦ ହେଲେ ବିଧାୟକ

ନୂଆଦିଲ୍ଲୀ, ୧୭।୭: ଉତ୍ତରାଖଣ୍ଡ ବିଧାୟକ ପ୍ରଣବ ସିଂହ ଚାମ୍ପିଅନ ଦୁଇ ହାତରେ ବନ୍ଧୁକ ଧରି ନାଚୁଥିବା ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ତାଙ୍କୁ ଦଳରୁ ୬ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଭିଡିଓରେ ସେ କଳା ଗଞ୍ଜି ଓ ଧଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?