Home Left

ଓଡ଼ିଆ ସିନେମା ‘ସେଲଫିସ୍‌ ଦିଲ୍‌’ରେ ନାୟକ ସାଜିଛନ୍ତି ରାୟଗଡ଼ାର ଶ୍ରେୟାନ: ମୁନିଗୁଡ଼ାରେ ରୋଡ୍‌ ଶୋ’ କରି କଲେ ପ୍ରମୋଶନ

ମୁନିଗୁଡ଼ା,୧୭।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ାରେ ଓଡ଼ିଆ ସିନେମା ‘ସେଲ୍‌ଫିସ ଦିଲ୍‌’ର ପ୍ରମୋଶନ ବୁଧବାର କରାଯାଇଛି। ଫିଲ୍ମର ନାୟକ ଶ୍ରେୟାନ ଏବଂ ନାୟିକା ସୂର୍ଯ୍ୟମୟୀ ରୋଡ୍‌ ଶୋ’ କରି ଫିଲ୍ମର ପ୍ରମୋଶନ କରିଛନ୍ତି। ସ୍ଥାନୀୟ ହୋଟେଲ ସାହିନ୍‌ ପରିସରରୁ ସେମାନେ ବାହାରି ସହର…

ଧାନକୁ ଛାଡ଼ି ସବୁ ଆମଦାନୀ ପଡୋଶୀ ରାଜ୍ୟରୁ; ଆଳୁ ମିଶନ ଫେଲ: ପଶ୍ଚିମବଙ୍ଗ ଭରସା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ କୃଷକମାନଙ୍କ ଆୟ ୨ଗୁଣା ହୋଇଛି। କୃଷି ଉତ୍ପାଦନ ବଢ଼ିଯାଇଛି। ୫ଥର ରାଜ୍ୟକୁ କୃଷିକର୍ମଣ ପୁରସ୍କାର ମିଳିଲାଣି। ଧାନ ଚାଷରେ ବଡ଼ ବଡ଼ ରାଜ୍ୟକୁ ଓଡ଼ିଶା ପଛରେ ପକାଇ ଦେଇଛି। ବିଧାନସଭାଠାରୁ ଆରମ୍ଭକରି ନିର୍ବାଚନ ପ୍ରଚାରରେ ମଧ୍ୟ ରାଜ୍ୟ…

୧୫ ଗ୍ରାମ୍‌ ବ୍ରାଉନସୁଗାର ଜବତ : ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଖୋର୍ଦ୍ଧା ଅଫିସ,୧୭।୭: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଭାଲିଆବାଡିରେ ଅବକାରୀ ସ୍କ୍ବାଡ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ୧୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ନିରାକାରପୁର ଷ୍ଟେଶନବଜାରର ଅବିନାଶ…

ଟ୍ରକ୍‌ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ: କାର୍ଯ୍ୟାଳୟରେ ଉତ୍ତେଜନା

ବଡ଼ବିଲ,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ମାଇନିଂ ଏରିଆ ଟ୍ରକ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ବୁଧବାର କୌଣସି କାରଣକୁ ନେଇ ମୁହାଁମୁହିଁ ହୋଇଛନ୍ତି। ଏ ନେଇ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଚାପା ଉତ୍ତେଜନା ଦେଖାଦେଇଛି । ଖବରପାଇ କାର୍ଯ୍ୟାଳୟ ପରିସରରେ ପୋଲିସ…

ହାଓଡା ଢୁଲାଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ, ୧୭।୭ – କଲିକତା ହାଓଡା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୪ ଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକମାନେ…

ଦେବଗଡ଼ରେ ଜବରଦଖଲ ଉଚ୍ଛେଦ ଜାରି

ଦେବଗଡ଼,୧୭।୭(ଡି.ଏନ୍‌.ଏ.): ଦେବଗଡ଼ ଜିଲା ପୌରାଞ୍ଚଳ ଅଧୀନ ସହରର ମୁଖ୍ୟ ମାର୍କେଟ ଡ୍ରେନ ଉପରେ ଥିବା ଦୋକାନ ଗୃହଗୁଡିକର ବୁଧବାର ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୂଚନାଯୋଗ୍ୟ,ଦୀର୍ଘ ବର୍ଷ ଧରି ବଡ଼ବଡ଼ ସ୍ଲାବ ପକାଇ ଡ୍ରେନଗୁଡିକୁ ଅବରୋଧ କରାଯାଇଥିଲା। ଏ ନେଇ ଜିଲା…

ବର୍ଷା ଅଭାବରୁ ରାଜ୍ୟରେ ମରୁଡ଼ି ଆଶଙ୍କା: ୨୪ ଘଣ୍ଟା ମଧ୍ୟରେ ବର୍ଷା ବଢ଼ିବା ନେଇ ପୂର୍ବାନୁମାନ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ବର୍ଷା ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇଛି। ଜୁଲାଇ ଶେଷହେବାକୁ ବସିଥିବା ବେଳେ ରାଜ୍ୟରେ ସ୍ବାଭାବିକ ବର୍ଷା ହେଉନାହିଁ। ଧାନବିଲ ଫାଟି ଆଁ କଲାଣି।…

ଅପରେଶନ ବେଳେ ହତବାକ୍‌ ହେଲେ ଡାକ୍ତର: ପେଟରୁ ବାହାରିଲା ଛୁଞ୍ଚି, ବେଲ୍ଟ ସମେତ ୩୩ ସାମଗ୍ରୀ

ଛତ୍ରପୁର,୧୭।୭: ମଧ୍ୟପ୍ରଦେଶରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କ ପେଟରୁ ଡାକ୍ତର ୩୩ ପ୍ରକାରର ଜିନିଷ ବାହାର କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଛତ୍ରପୁର ଇଶାନଗରରେ ରହୁଥିବା ଯୋଗେଶ ଠାକୁର(୩୦)ଶିକ୍ଷକତା କରନ୍ତି। ତେବେ ହଠାତ୍‌ ଯୋଗେଶଙ୍କୁ ପେଟରେ ଯନ୍ତ୍ରଣା ଅନୁଭବ…

ରବର୍ଟଙ୍କୁ କହିଲେ ପ୍ରିୟଙ୍କା:ତୁମେ ଏବେ ବି ମୋତେ ରାତ୍ରଭୋଜନରେ ନେଇ ଯାଇପାରିବ

ନୂଆଦିଲ୍ଲୀ, ୧୭।୭: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ବୁଧବାର ୨୨ବର୍ଷ ପୁରୁଣା ବିବାହ ବେଳର ଫଟୋ ଶେୟାର କରିଛନ୍ତି। ଏହି ଅବସରରେ ସ୍ବାମୀ ରବର୍ଟ ଭଦ୍ରାଙ୍କୁ କହିଛନ୍ତି ଯେ, ତୁମେ ଏବେ ବି ମୋତେ ରାତ୍ରଭୋଜନ ପାଇଁ ସାଙ୍ଗରେ ନେଇଯାଇପାରିବ। ସୂଚନାଯୋଗ୍ୟ,…

୨୦୫୦ ବେଳକୁ ଏମିତି ଦେଖାଯାଉଥିବେ ଭାରତୀୟ ଖେଳାଳି

ସୋସିଆଲ ମିଡିଆରେ ଆଜିକାଲି ବୃଦ୍ଧା ହେବାର ଏକ ନୂଆ ଟ୍ରେଣ୍ଡ ଚାଲିଛି। ‘ଫେସ୍‌ ଆପ୍‌’ ନାମକ ଏକ ଆପ୍‌ ବ୍ୟବହାର କରି ସେଲିବ୍ରିଟିମାନେ ବୃଦ୍ଧାବସ୍ଥାରେ କେମିତି ଦେଖାଯାଉଥିବେ ତାହା ଆକଳନ କରୁଛନ୍ତି। ନିକଟରେ ଅଭିନେତ୍ରୀ ସୋନମ କପୁର, ମଲାଇକା ଆରୋରା ଏବଂ…

ମହାକାଶରେ ପ୍ରଥମେ ଚାଷ ହେବ ଲାଲ୍‌ ଲଙ୍କା: ନାସା

ଓ୍ବାଶିଂଟନ,୧୭।୭: ମହାକାଶରେ ପ୍ରଥମେ ଲାଲ୍‌ ଲଙ୍କା ଚାଷ କରାଯିବ ବୋଲି ନାସା ପକ୍ଷରୁ କୁହାଯାଇଛି। ଲାଲ୍‌ ଲଙ୍କା ଗଛ ପ୍ରତିକୂଳ ସ୍ଥିତିରେ ସହଜରେ ଜୀବନ ଧାରଣ କରିବାକୁ ସକ୍ଷମ ହୋଇପାରିଥାଏ। ସେହିପରି ଏହା ସହଜରେ ପରାଗ ସଙ୍ଗମ କରିପାରିଥାଏ। ତେଣୁ ଲାଲ୍‌…

କରତାରପୁର କରିଡର: ଭାରତ-ପାକିସ୍ତାନ ମଧ୍ୟରେ କଥାବାର୍ତ୍ତାକୁ ସ୍ବାଗତ କଲା ଆମେରିକା

ଓ୍ବାଶିଂଟନ, ୧୭।୭: କରତାରପୁର କରିଡରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ହୋଇଛି। ଉଭୟ ଦେଶ ମଧ୍ୟରେ ହୋଇଥିବା ଚୁକ୍ତି ମୁତାବକ ଭାରତର ୮୦ ପ୍ରତିଶତ ପ୍ରସ୍ତାବକୁ ପାକିସ୍ତାନ ଗ୍ରହଣ କରିଛି। ଉଭୟ ଦେଶ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?