Home Left

ଅଭିନୟରେ ହଜିଯିବାକୁ ହୁଏ

ମୁମ୍ବାଇ: ଅଭିନୟ କରିବା ବେଳେ ନିଜକୁ ଭୁଲିଯିବାକୁ ହୁଏ ବୋଲି ବଲିଉଡ୍‌ ଅଭିନେତ୍ରୀ ସାରା ଅଲି ଖାନ୍‌ ପ୍ରକାଶ କରିଛନ୍ତି। ସାରା ‘କେଦାରନାଥ’ ଏବଂ ‘ସିମ୍ବା’ ଭଳି ଫିଲ୍ମରେ ଅଭିନୟ କରି ଗତବର୍ଷ ଦର୍ଶକଙ୍କ ପ୍ରଶଂସାଭାଜନ ହୋଇପାରିଥିଲେ। ଏହି ଦୁଇ ଫିଲ୍ମକୁ…

ବିଧାୟକଙ୍କ ସହ କ୍ରିକେଟ ଖେଳିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୭ା୭ : କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଥିବାବେଳେ ପ୍ରଦେଶ ଭାଜପା ମୁଖ୍ୟ ବି.ଏସ୍‌. ୟେଦୁରପ୍ପା ଦଳର ବିଧାୟକଙ୍କ ସହିତ ମିଶି ମଙ୍ଗଳବାର ବେଙ୍ଗାଲୁରୁରେ କ୍ରିକେଟ ଖେଳିଛନ୍ତି। ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ମେଣ୍ଟ ସରକାରକୁ ବଞ୍ଚାଇବା ଲାଗି ସଂଗ୍ରାମ କରୁଥିବାବେଳେ…

ନିର୍ଣ୍ଣାୟକ ହେବ ଆଜିର ରାୟ

ନୂଆଦିଲ୍ଲୀ,୧୭ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ-ଜେଡିଏସ୍‌ ମେଣ୍ଟର ଇସ୍ତଫା ଦେଇଥିବା ୧୫ ବିଧାୟକଙ୍କ ଆବେଦନର ଶୁଣାଣି ଶେଷ ହେବା ପରେ ସୁପ୍ରିମକୋର୍ଟ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ବୁଧବାର ଏହି…

ଭାରତରେ ୪୧ ହଜାର ପାକିସ୍ତାନୀ

ନୂଆଦିଲ୍ଲୀ, ୧୭ା୭(ପି.ଟି.): ଭାରତରେ ୪୧,୩୩୧ ପାକିସ୍ତାନୀ ଓ ୪,୧୯୩ ଆଫଗାନିସ୍ତାନ ନାଗରିକ ଦୀର୍ଘଦିନ ହେବ ରହିଆସୁଛନ୍ତି ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାରେ ପ୍ରକାଶ କରିଛନ୍ତି। ଏହି ଦୁଇ ଦେଶରେ ଅସୁବିଧାର ସମ୍ମୁଖୀନ ହେଉଥିବା ୬ଟି ସଂଖ୍ୟାଲଘୁ…

ଜାକିରଙ୍କୁ ସଂଗୀତ ନାଟକ ଏକାଡେମୀ ଫେଲୋଶିପ୍‌

ନୂଆଦିଲ୍ଲୀ,୧୭ା୭(ପି.ଟି.): ବିଶିଷ୍ଟ ତବଲା ବାଦକ ଜାକିର ହୁସେନ୍‌, ଅହମିୟା ନୃତ୍ୟଶିଳ୍ପୀ ତଥା ନିର୍ଦ୍ଦେଶକ ଯତୀନ ଗୋସ୍ବାମୀ(ସତ୍ରୀୟ) ଏବଂ କେ. କଲ୍ୟାଣସୁନ୍ଦରମ୍‌ ପିଲାଇ(ଭାରତନାଟ୍ୟମ୍‌)ଙ୍କୁ ସଂଗୀତ ନାଟକ ଏକାଡେମୀର ଫେଲୋଶିପ୍‌ ପ୍ରଦାନ କରାଯାଇଛି। ଏଥିସହିତ ଏକାଡେମୀ ୨୦୧୮ ପୁରସ୍କାର ପାଇଁ ୪୪ ଜଣଙ୍କ ନାମ…

ହାଇଟେକ୍‌ର ୬୩ କୋଟି ୫୫ ଲକ୍ଷ ବଣ୍ଟାଯିବ: ଫେରିପାଇବେ ୨୨ ହଜାର ଜମାକାରୀ

କଟକ ଅଫିସ,୧୭ା୭: ହାଇଟେକ୍‌ ଗ୍ରୁପର ୬୩ କୋଟି ୫୫ ଲକ୍ଷ ୪୯ହଜାର ୨୨୭ ଟଙ୍କା ଜମାକାରୀଙ୍କୁ ଫେରସ୍ତ ଦିଆଯିବ। ଏହି ଟଙ୍କାକୁ ୨୨ ହଜାର ୭୦୦ ଜମାକାରୀ ଫେରି ପାଇବେ। ସ୍ବତନ୍ତ୍ର କୋର୍ଟ ପକ୍ଷରୁ ସୋମବାର ଏ ସମ୍ପର୍କିତ ଆଦେଶ ସରକାରଙ୍କୁ…

କୁଳଭୂଷଣ ଯାଦବ ମାମଲା: ଆଇସିଜେ ରାୟ ଆଜି

ନୂଆଦିଲ୍ଲୀ/ହେଗ୍‌, ୧୭ା୭(ପି.ଟି.) :କୁଳଭୂଷଣ ଯାଦବ ମାମଲାର ଚୂଡାନ୍ତ ରାୟ ଅନ୍ତର୍ଜାତୀୟ ନ୍ୟାୟାଳୟ (ଆଇସିଜେ)ରେ ବୁଧବାର ହେବାକୁ ଯାଉଛି। ମାମଲାର ରାୟ ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ପ୍ରଭାବିତ କରିବ ବୋଲି କୁହାଯାଉଛି। ଭାରତର ପୂର୍ବତନ ନୌସେନାଧିକାରୀ କୁଳଭୂଷଣଙ୍କୁ ଅପହରଣ…

ଆଜି ସରିବ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବୁଧବାର ଶେଷ ହେବ। ସନ୍ଧ୍ୟାରେ ନାମଲେଖା ସମ୍ପର୍କିତ ଚୂଡ଼ାନ୍ତ ତଥ୍ୟ ଇ-ସ୍ପେସ୍‌ରେ ପ୍ରକାଶ ପାଇବ। ସିଟ୍‌ ବଳକା ରହିଲେ ଆସନ୍ତା ୨୦ ତାରିଖରେ ସ୍ପଟ୍‌ ସିଲେକ୍ସନ ମେରିଟ୍‌ ଲିଷ୍ଟ…

ପୋଷ୍ଟମ୍ୟାନ୍‌ ନିଯୁକ୍ତି ପରୀକ୍ଷା ବାତିଲ: ସ୍ଥାନୀୟ ଭାଷାରେ ପୁଣି ହେବ

ନୂଆଦିଲ୍ଲୀ,୧୭ା୭(ପି.ଟି.) : ଗ୍ରାମାଞ୍ଚଳରେ ପୋଷ୍ଟମ୍ୟାନ୍‌ ଓ ଆସିଷ୍ଟାଣ୍ଟ ପଦବୀ ପାଇଁ ରବିବାର ଅନୁଷ୍ଠିତ ପରୀକ୍ଷାକୁ କେନ୍ଦ୍ର ସରକାର ବାତିଲ କରିଦେଇଛନ୍ତି। ତାମିଲ ପରିବର୍ତ୍ତେ କେବଳ ହିନ୍ଦୀ ଓ ଇଂଲିଶ୍‌ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଥିବାରୁ ତାହାକୁ ତାମିଲନାଡ଼ୁର ଏଆଇଏଡିଏମ୍‌କେ ବିରୋଧ କରିଥିଲା।…

ସ୍ପଷ୍ଟ କଲା କେନ୍ଦ୍ର: ମାଗଣାରେ ମିଳିବନି ବିଜୁଳି

ନୂଆଦିଲ୍ଲୀ,୧୭-୭: ରାଜନୈତିକ କାରଣରୁ ରାଜ୍ୟ ସରକାରଗୁଡ଼ିକ ଚାଷୀ, ଗରିବଙ୍କୁ ମାଗଣାରେ ବିଜୁଳି ଯୋଗାଇ ଦେଉଛନ୍ତି। ଏଥିପାଇଁ ସେମାନେ କେନ୍ଦ୍ର ସରକାରଙ୍କ ଠାରୁ ରିହାତି ଚାହୁଁଛନ୍ତି। ଏଣିକି ସେ ସୁବିଧା ଆଉ ସେମାନଙ୍କୁ ମିଳିବ ନାହିଁ। ମାଗଣା ବିଜୁଳି କେହି ଦେଇପାରିବେ ନାହିଁ…

୩୭,୯୪୬ କୋଟିର ଜିଏସ୍‌ଟି ଫାଙ୍କି ଧରାପଡିଛି

ନୂଆଦିଲ୍ଲୀ,୧୭-୭: ଟିକସ ଅଧିକାରୀମାନେ ଆର୍ଥିକ ବର୍ଷ ୨୦୧୮-୧୯ରେ ୩୭,୯୪୬ କୋଟି ଏବଂ ଚଳିତ ଆର୍ଥିକ ବର୍ଷର ଏପ୍ରିଲ-ଜୁନ୍‌ରେ ୬୫୨୦ କୋଟି ଟଙ୍କାର ଜିଏସଟି ଫାଙ୍କି ଧରିପାରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ପାର୍ଲାମେଣ୍ଟରେ ଏକ ପ୍ରଶ୍ନର ଉତ୍ତର ଦେଇଛନ୍ତି। ଅନ୍ୟପକ୍ଷରେ ଚଳିତ…

ଓଡ଼ିଶାରେ ଚାଷୀଙ୍କ ମାସିକ ଆୟ ହାରାହାରି ୫ ହଜାର

ନୂଆଦିଲ୍ଲୀ,୧୭-୭: ଓଡ଼ିଶା, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ ଓ ଉତ୍ତରପ୍ରଦେଶର ଚାଷୀଙ୍କ ମାସିକ ହାରାହାରି ଆୟ ୫୦୦୦ ଟଙ୍କା। ଅର୍ଥାତ ଜଣେ ଚାଷୀ ଦୈନିକ ୧୬୬ ଟଙ୍କା ଆୟ କରୁଛି। ଏହି ଅର୍ଥରେ ଜଣେ ଚାଷୀ ପରିବାର ଦୈନନ୍ଦିନ ଗୁଜୁରାଣ ମେଣ୍ଟାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?