୩୩୨୩ ଗ୍ରାମକୁ ରାସ୍ତା ନାହିଁ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଯୋଜନା କରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟରେ ୩୩୨୩ ଗ୍ରାମକୁ ପଞ୍ଚାୟତ କାର୍ଯ୍ୟାଳୟ ସହ ଯୋଡାଯାଇପାରିନାହିଁ। ଅନୁଗୋଳ ଜିଲାର ୯୫ଟି ଗ୍ରାମକୁ ରାସ୍ତା ନ ଥିବା ବେଳେ ବଲାଙ୍ଗୀର ୩୨, ବାଲେଶ୍ୱର ୫୯,…
ଉତ୍ତରପ୍ରଦେଶର ଭାଜପା ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ସ୍ବତନ୍ତ୍ର ଦେବ
ନୂଆଦିଲ୍ଲୀ, ୧୬।୭: ସ୍ବତନ୍ତ୍ର ଦେବ ସିଂହଙ୍କୁ ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି ଭାଜପା। ସେ ମହେନ୍ଦ୍ର ନାଥ ପାଣ୍ଡେଙ୍କ ସ୍ଥାନ ନେଇଛନ୍ତି। ସ୍ବତନ୍ତ୍ର ଦେବ ସିଂହ ଜଣେ ଟାଣୁଆ ଓବିସି ନେତା ଭାବେ ବେଶ ଜଣାଶୁଣା। ସେ ଉତ୍ତର…
ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା ଘଟଣା: ୬ଜଣଙ୍କୁ ଗିରଫ କଲା ସତ୍ୟବାଦୀ ପୋଲିସ
ସାକ୍ଷୀଗୋପାଳ,୧୬।୭(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ୍ ମର୍ଡର ଘଟଣାରେ ମଙ୍ଗଳବାର ପୋଲିସ ୬ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ସୁବଳ ବେହେରା, ଶଙ୍କର ବେହେରା, ଭିକାରୀ ବେହେରା, ହରିହର ବେହେରା, ସଦାଶିବ ବେହେରା,…
ରିଲିଜ୍ ହେଲା ହିମେଶ ରେଶମିୟାଙ୍କ ଅଭିନୀତ ଫିଲ୍ମର ଟିଜର
ମୁମ୍ବାଇ: ବଲିଉଡ୍ ସିଙ୍ଗର କମ୍ ଆକ୍ଟର ହିମେସ୍ ରେଶମିୟା ଏବେ ଜଣେ ଅଭିନେତା ଭାବେ ଦର୍ଶକଙ୍କ ପାଖେ ଉଭା ହେବେ। ତାଙ୍କ ଅଭିନୀତ ଫିଲ୍ମ ‘ହାପି ହାର୍ଡି ଆଣ୍ଡ ହିର’ର ଟିଜର ରିଲିଜ୍ ହୋଇଛି। ପୂର୍ବରୁ ଏହାର ମୋଶନ୍ ପୋଷ୍ଟର ରିଲିଜ୍…
ଅଗ୍ନିକାଣ୍ଡ: ୩ ବଖରା ଜଳିଗଲା
ହାଟଡିହୀ, ୧୬ା ୭ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାବଳେଶ୍ୱର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିଯାଇଛି । ଏଥିରେ ଲମ୍ବୋଦର ସିଂ ଓ ପ୍ରତାପ ସିଂ କ୍ଷତିଗ୍ରସ୍ତ ହୋଇଛନ୍ତି ା ଖବରପାଇ ଯାଜପୁର ଜିଲା ବୈତରଣୀ ରୋଡ଼…
ଭୁଷୁଡି ପଡିଥିବା କୋଠାତଳୁ ଉଦ୍ଧାର ହେଲା ଜୀବନ୍ତ ଶିଶୁ
ମୁମ୍ବାଇ,୧୬।୭: ମୁମ୍ବାଇ ଡୋଙ୍ଗ୍ରିର ତାନ୍ଦେଲ ଷ୍ଟ୍ରିଟରେ ଥିବା ୪ ମହଲା ବିଶିଷ୍ଟ କେଶରବାଇ ବିଲଡିଂ ଭୁଷୁଡି ପଡିବା ଫଳରେ ଏହା ତଳେ ୪୦ରୁ ୫୦ ଲୋକ ଚାପି ହୋଇ ରହି ଯାଇଥିଲେ। ଏପର୍ଯ୍ୟନ୍ତ ଏହା ମଧ୍ୟରୁ ୨ ଜଣଙ୍କ ମୃତ ଦେହ…
ମ୍ୟୁନିସିପାଲିଟି ପକ୍ଷରୁ ଚଢ଼ାଉ: ଲକ୍ଷାଧିକ ଟଙ୍କାର ପଲିଥିନ ଜବତ
କୋରାପୁଟ,୧୬/୭(ସ୍ବ.ପ୍ର.): କୋରାପୁଟ ମ୍ୟୁନିସିପାଲିଟି ପକ୍ଷରୁ ମଙ୍ଗଳବାର ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର ପଲିଥିନ ଜବତ ହୋଇଛି। ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକଙ୍କ ନେତୃତ୍ୱରେ ସହରର ବସଷ୍ଟାଣ୍ଡ ଓ ଅମଲକୁଟୀର ଅଞ୍ଚଳରେ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର…
ପୁଣି ଗୋଟିଏ ଦିନ ଘୁଞ୍ଚିଲା କର୍ନାଟକ ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି
ନୂଆଦିଲ୍ଲୀ,୧୬।୭: କର୍ନାଟକର ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି ଆସନ୍ତା ବୁଧବାରକୁ ଘୁଞ୍ଚାଇ ଦେଇଛନ୍ତି ସୁପ୍ରିମକୋର୍ଟ। ବୁଧବାର ସକାଳ ୧୦ଟା ୩୦ରେ ଏହି ମାମଲର ଶୁଣାଣି କରାଯିବ। ଉଭୟ ପକ୍ଷର ଦଲିଲ ଶୁଣିବା ପରେ ଏହି ମାମଲାର ଶୁଣାଣିକୁ ଆଉ ଗୋଟିଏ ଦିନ…
ମୁମ୍ବାଇ କୋଠା ଭୁଷୁଡିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଫଡନବିଶ
ମୁମ୍ବାଇ,୧୬।୭: ମୁମ୍ବାଇ ଡୋଙ୍ଗ୍ରିର ତାନ୍ଦେଲ ଷ୍ଟ୍ରିଟରେ ଥିବା ୪ ମହଲା ବିଶିଷ୍ଟ କେଶରବାଇ ବିଲଡିଂ ଭୁଷୁଡି ପଡିବା ଫଳରେ ଏପର୍ଯ୍ୟନ୍ତ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ପ୍ରାୟ ୪୦ରୁ ୫୦ ଜଣ ଭଙ୍ଗା କୋଠା ତଳେ ଚାପି ହୋଇ…
କେବଳ ଯୋଗ ନୁହେଁ ବିୟର ପିଇ ଏଠାରେ ଫିଟ୍ ରୁହନ୍ତି ଲୋକେ
ଫିଟ୍ ରହିବା ପାଇଁ ଯୋଗର ଆବଶ୍ୟକତା ରହିଛି। ହେଲେ ଜର୍ମାନୀର ଏକ ଯୋଗ ସେଣ୍ଟରରେ ଲୋକେ ଯୋଗ କରିବା ସହିତ ବିୟର ପିଇଥାନ୍ତି। ଏହାଦ୍ୱାରା ଶରୀର ସୁସ୍ଥ ରହିଥାଏ ବୋଲି ଏମାନଙ୍କର ବିଶ୍ୱାସ ରହିଛି। ଏହି ଯୋଗକୁ ‘ବିୟର ଯୋଗ’ ବୋଲି…
ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ୧୨ ମୃତ, ଏବେ ବି ଅନେକ ଲୋକ ଫଶିଛନ୍ତି
ମୁମ୍ବାଇ, ୧୬।୭: ଲଗାଣ ବର୍ଷା ଯୋଗୁ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡିଛି। ମଧ୍ୟାହ୍ଣ ସମୟରେ ଘଟିଥିବା ଏହି ଘଟଣା ପରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଆରମ୍ଭ ହୋଇଛି। ଏପର୍ଯ୍ୟନ୍ତ ୧୨ଜଣଙ୍କ ମୃତଦେହ ଉଦ୍ଧାର…
ପରଦାକୁ ଆସୁଛି ‘ସାହୋ’:୮ ମିନିଟ୍ର ଆକ୍ସନ୍ ଦୃଶ୍ୟ ଶୁଟିଂ ପାଇଁ ଖର୍ଚ୍ଚ ହୋଇଛି ୭୦ କୋଟି ଟଙ୍କା
‘ବାହୁବଳୀ-୨’ ସୁପରହିଟ ହେବାପରେ ଖୁବଶୀଘ୍ର ଆଉ ଏକ ନୂଆ ଫିଲ୍ମ ’ସାହୋ’ରେ ନଜର ଆସିବେ ପ୍ରଭାସ। ଫିଲ୍ମଟି ଚଳିତବର୍ଷର ସବୁଠାରୁ ବଡ ଫିଲ୍ମ ତାଲିକାରେ ସାମିଲ ହୋଇଛି। ଫିଲ୍ମର ଏକ ଗୁରୁତ୍ୱପୂର୍ଣ୍ଣ ୮ ମିନିଟ୍ର ଆକ୍ସନ୍ ଦୃଶ୍ୟ ଶୁଟିଂ ପାଇଁ ୭୦…

