Home Left

ଡମ୍ପର ଚକାତଳେ ମହିଳାଙ୍କ ଜୀବନ ଗଲା: ପ୍ରତିବାଦରେ ରାସ୍ତା ଅବରୋଧ

ଛତିଆ,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ଚମ୍ପାପୁର ରାସ୍ତାରେ ମଙ୍ଗଳବାର ଏକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ କଟକ ଜିଲା କଇଥା ପଞ୍ଚାୟତର ଲାଲବେଗୀ ଗ୍ରାମର ଶାନ୍ତି ପାଲ (୪୮) ବୋଲି ଜଣାପଡିଛି। ସୂଚନାନୁଯାୟୀ, ମଧ୍ୟାହ୍ନରେ…

ଆଫଗାନିସ୍ତାନରେ ବନ୍ଦ ହେଲା ରେଡିଓ ଷ୍ଟେଶନ

କାବୁଲ,୧୬।୭: ପୂର୍ବ ଆଫଗାନିସ୍ତାନର ଘଜନି ସହରରେ ଥିବା ସାମା ରେଡିଓ ଷ୍ଟେଶନ ଏବେ ବନ୍ଦ ହୋଇଯାଇଥିବା ସୂଚନା ଦେଇଛନ୍ତି ଷ୍ଟେଶନର ନିର୍ଦ୍ଦେଶକ ରମେଜ ଆଜମି। ସେ କହିଛନ୍ତି ତାଲିବାନ ପକ୍ଷରୁ ବାରମ୍ବାର ତାଙ୍କୁ ଫୋନ୍‌ ଓ ଚିଠି ମାଧ୍ୟମରେ ଧମକ ମିଳିବାରୁ…

ପୁଣି ଜଣେ ନବାଗତାଙ୍କ ସହ ରୋମାନ୍ସ କରିବେ ସଲମାନ

ବଲିଉଡର ଭାଇଜାନ ସଲମାନ ଖାନ ପୁଣି ଜଣେ ନବାଗତାଙ୍କ ସହ ରୋମାନ୍ସ କରିବାକୁ ଯାଉଛନ୍ତି। ତାଙ୍କ ଆଗାମୀ ଫିଲ୍ମ ଦବଙ୍ଗ ୩ରେ ସେ ମହେଶ ମଞ୍ଜେରକରଙ୍କ ଝିଅ ସାଇଙ୍କ ସହ ରୋମାନ୍ସ କରିବାର ନଜର ଆସିବେ। ଫିଲ୍ମରେ ସଲ୍ଲୁଙ୍କ ପ୍ରେମିକା ହେବେ…

ବନ୍ୟାଞ୍ଚଳ ଗସ୍ତ କରିବାକୁ କଂଗ୍ରେସ କର୍ମୀଙ୍କୁ କହିଲେ ରାହୁଲ

ନୂଆଦିଲ୍ଲୀ,୧୬।୭: ଦେଶର ବିଭିନ୍ନ ଭାଗରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ନେଇଥିବା ବେଳେ ଏପର୍ଯ୍ୟନ୍ତ ଏଥିରେ ପ୍ରାୟ ୫୯ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ବନ୍ୟାରେ ଅତ୍ୟଧିକ ପ୍ରଭାବିତ ହୋଇଥିବା ଆସାମ, ବିହାର, ତ୍ରିପୁରା, ମିଜୋରାମ ଓ ଉତ୍ତର ପ୍ରଦେଶରେ ରିଲିଫ୍‌…

ଗୋଟିଏ ବାଲ୍ଟି ପାଣି ପାଇଁ ଗଲା ଜୀବନ

ଶ୍ରୀକାକୁଲମ, ୧୬।୭: ଦେଶର ଅଧିକାଂଶ ଅଞ୍ଚଳରେ ମୌସୁମୀ ଆସିବାରେ ବିଳମ୍ବ ଯୋଗୁ ପାଣିର ଘୋର ଅଭାବ ଦେଖାଦେଇଛି। ପାଣିପାଇଁ ଲୋକେ ଡହଳବିକଳ ହେଉଛନ୍ତି। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାରେ ପାଣି ପାଇଁ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ବାଲ୍ଟି ପାଣି ପାଇଁ…

ମୁମ୍ବାଇରେ ଭୁଷୁଡିଲା ୪ ମହଲା କୋଠା

ମୁମ୍ବାଇ,୧୬।୭: ମୁମ୍ବାଇ ଡୋଙ୍ଗ୍ରିର ତାନ୍ଦେଲ ଷ୍ଟ୍ରିଟରେ ଥିବା ୪ ମହାଲା ବିଶିଷ୍ଟ କେଶରବାଇ ବିଲଡିଂ ଭୁଷୁଡି ପଡିଥିବା ସୂଚନା ମିଳିଛି। ଏହାର ପାଖାପାଖି ଅଧା ଅଂଶ ଭାଙ୍ଗି ପଡିଥିବା ବେଳେ ୪୦ରୁ ୫୦ ବ୍ୟକ୍ତି ଏହା ତଳେ ଚାପି ହୋଇଯାଇଥିବା ଅନୁମାନ…

ଆଲ୍ଲାଙ୍କ ଯୋଗୁ ଆମେ ବିଶ୍ୱ ଚାମ୍ପିୟନ୍‌ ହେଲୁ:ମୋର୍ଗାନ

ଲର୍ଡସ, ୧୬।୭: ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ଫାଇନାଲ ମ୍ୟାଚରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ନାଟକୀୟ ଢଙ୍ଗରେ ହରାଇ ପ୍ରଥମଥର ପାଇଁ ଟାଇଟଲ ବିଜୟୀ ହୋଇଛି। ବିଶ୍ୱବିଜେତା ହେବା ପରେ ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ…

ବିହାରରେ ବନ୍ୟା ବିତ୍ପାତ: ଭୋକ ବିକଳରେ ମୂଷା ଖାଉଛନ୍ତି ଲୋକେ

ପାଟନା,୧୬।୭: ବିହାରରେ ବିନ୍ୟା ବିତ୍ପାତ ଦେଖିବାକୁ ମିଳିଛି। ବନ୍ୟା ଯୋଗୁ ରାଜ୍ୟରେ ୨୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଉଚ୍ଚସ୍ତରୀୟ ବୈଠକ ଡକାଇ ବନ୍ୟାରେ ଫଶିଥିବା ଲୋକଙ୍କୁ…

ଆସାମରେ ଏନ୍‌ଆର୍‌ସି ସମୟସୀମା ବୃଦ୍ଧି ପାଇଁ ଆବେଦନ କଲେ କେନ୍ଦ୍ର ଓ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୬।୭: ଆସାମରେ ଜାତୀୟ ନାଗରିକ ପଞ୍ଜିକରଣ(ଏନ୍‌ଆର୍‌ସି) ସମୟ ସୀମା ବୃଦ୍ଧି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଆବେଦନ ଦାଖଲ ହୋଇଛି। ଏହି ଆବେଦନ ବିଷୟରେ ଚିନ୍ତା କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ଏଥିପାଇଁ ସମୟ ସୀମା ଜୁଲାଇ ୩୧ ଧାର୍ଯ୍ୟ…

ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ସ୍ବତନ୍ତ୍ର ବୈଠକ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ମଙ୍ଗଳବାର ଏକ ସ୍ବତନ୍ତ୍ର ବୈଠକ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଉପଜିଲାପାଳ ଦିଗନ୍ତ ରାଉତରାୟ, ନିଗମ…

ଗନ୍ଧମାର୍ଦ୍ଦନ ଖଣି ପରିସରରେ ଦୁର୍ଘଟଣା: ଟ୍ରକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଓଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ

କେନ୍ଦୁଝର,୧୬।୭(ସ୍ବ.ପ୍ର.):କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଶୁଆକାଠି ଗନ୍ଧମାର୍ଦ୍ଦନ ଖଣି ପରିସରରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଗାଡି ଚାଳକ ତଥା ଟ୍ରକ ମାଲିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଟମକା ଅଞ୍ଚଳର ସନାତନ ସାହୁ (୪୫)। ସୂଚନାଯୋଗ୍ୟ, ସକାଳ…

ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

ନୂଆଦିଲ୍ଲୀ,୧୬।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ସଂସଦୀୟ ଦଳ ବୈଠକ ମଙ୍ଗଳବାର ସଂସଦର ଲାଇବ୍ରେରୀ ବିଲଡିଂରେ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଦି ଏମ୍‌ପିମାନଙ୍କୁ ସାମାଜିକ କାର୍ଯ୍ୟ ସହ ଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?