ପଟ୍ଟନାୟିକିଆ ଛକରେ ତିନିଭାଇଙ୍କ ହତ୍ୟା ଘଟଣା:ଅଭିଯୁକ୍ତଙ୍କୁ ଧରିବାକୁ ୩ ସ୍ବତନ୍ତ୍ର ଟିମ୍ର ଚଢ଼ାଉ
ସାକ୍ଷୀଗୋପାଳ,୧୬।୭(ଡି.ଏନ୍.ଏ.):ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ ମର୍ଡର ଘଟଣାରେ ସତ୍ୟବାଦୀ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଉଦ୍ୟମ ଚଳାଇଛି।…
ଅଭିଯୁକ୍ତ ଡାକ୍ତରଙ୍କୁ ଦୋଷମୁକ୍ତ କରିବା ସହିତ ଗୋଟିଏ ବର୍ଷରେ ଶହେ ବୃକ୍ଷ ଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୬।୭: ହତ୍ୟା ଉଦ୍ୟମ ଅଭିଯୋଗରେ ଜଣେ ଡାକ୍ତରଙ୍କୁ ସୁପ୍ରିମ୍କୋର୍ଟ ଦୋଷମୁକ୍ତ କରିଛନ୍ତି। ତେବେ ଡାକ୍ତର ଏଭଳି ଅପରାଧ କରିଥିବା ସମୟରେ ନାବାଳକ ଥିବାରୁ ତାଙ୍କୁ ଦଣ୍ଡ ଭାବେ ଗୋଟିଏ ବର୍ଷରେ ଶହେ ବୃକ୍ଷଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ…
ଅବସରର ୪୦ ବର୍ଷ ପରେ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଏକ କୋଟି ଟଙ୍କା ଦାନ କଲେ ୭୪ ବର୍ଷୀୟ ବ୍ୟକ୍ତି
ନୂଆଦିଲ୍ଲୀ,୧୬।୭: ସିବିଆର୍ ପ୍ରସାଦ ନାମକ ଜଣେ ବ୍ୟକ୍ତି ଅବସରର ୪୦ ବର୍ଷ ପରେ ତାଙ୍କର ସମସ୍ତ ପେନସନ୍ ଅର୍ଥାତ୍ ୧ କୋଟି ଟଙ୍କା ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଦାନ କରିଛନ୍ତି। ସୋମବାର ରାଜନାଥ ସିଂଙ୍କୁ ଭେଟି ସେ ଏକ ଚେକ୍ ପ୍ରଦାନ କରିଛନ୍ତି।…
ଆଜି ଚନ୍ଦ୍ରଗ୍ରହଣ: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ
ପୁରୀ ଅଫିସ୍, ୧୬।୭: ଶ୍ରୀମନ୍ଦିରରେ ମଙ୍ଗଳବାର ଚନ୍ଦ୍ରଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ସକାଳ ୬ଟାରେ ଦ୍ୱାରଫିଟା ପରେ ନିର୍ଦ୍ଦିିଷ୍ଟ ନୀତି ସବୁ ସମ୍ପନ୍ନ ହୋଇଛି। ୧୦ଟା ସୁଦ୍ଧା ଗୋପାଳ ବଲ୍ଲଭ ଶେଷ ହେବ ପରେ ୧୦ଟା…
ବୁଡିଗଲାଣି କାଜିରଙ୍ଗା ଜାତୀୟ ଉଦ୍ୟାନର ୯୦ ଭାଗ
ଗୁଆହାଟି,୧୬।୭: ଆସାମର ପ୍ରାୟ ୩୦ଟି ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ଉପୁଜିଛି। ଏଠାକାର ପାଖାପାଖି ୪ହଜାର ୧୫୭ଟି ଗାଁ ଟାପୁରେ ପରିଣତ ହୋଇଛି। ଏହି ବନ୍ୟାରେ ପ୍ରାୟ ୪୨ ଲକ୍ଷ ୮୬ ହଜାର ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି। କେବଳ…
ପଞ୍ଜାବୀ କଡ଼ାଇ ଛୋଲେ
ଆବଶ୍ୟକ ସାମଗ୍ରୀ: ୨୫୦ଗ୍ରାମ କାବୁଲିଚଣା, ଏକ ଚାମଚ ଚା’ ପତି ଏକ କପଡ଼ାରେ ବନ୍ଧା ହୋଇଥିବା, ଏକ ଚାମଚ ଗୋଟା ଜୀରା, ଗୋଟା ଧନିଆଁ, ଦୁଇଖଣ୍ଡ ଡାଳଚିନି, ଦୁଇଟି ଇଲାଇଚ, ଦୁଇଟି ଲବଙ୍ଗ, ଏକ ଚାମଚ ଡାଳିମ୍ବମଞ୍ଜି, ଏକ ଚାମଚ ଘିଅ,…
ପିଲା ଯଦି ଏକୁଟିଆ ଘରେ ଅଛି
-ଘରେ ପିଲା ଏକୁଟିଆ ଥିଲେ ଇଲେକ୍ଟ୍ରିକ୍ ବୋର୍ଡରେ ଟେପ୍ ଲଗାଇ ରଖନ୍ତୁ। ଯଦି ସେ ଘରେ ଏକୁଟିଆ ଅଛି କିଛି ଅସୁବିଧା ନାହିଁ। -ଓ୍ବାର୍କିଂ ହୋଇଥିଲେ ପିଲାକୁ ଯଦି ଏକୁଟିଆ ଛାଡୁଛନ୍ତି ରୋଷେଇ କରୁଥିବା ଗ୍ୟାସ୍ ସିଲିଣ୍ଡର ଚାବି ବନ୍ଦ କରି…
ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ, ମଣ୍ଡପରେ ପହଞ୍ଚିଲେ ପ୍ରଥମ ସ୍ତ୍ରୀ
ମୁଜାଫରନଗର, ୧୬।୭: ଛାଡପତ୍ର ନ ଦେଇ ଦ୍ୱିତୀୟ ବିବାହ କରୁଥିବା ସ୍ବାମୀଙ୍କୁ ହାଜତକୁ ନେଇଛନ୍ତି ପ୍ରଥମ ସ୍ତ୍ରୀ। ସ୍ବାମୀ ମଣ୍ଡପରେ ଦ୍ୱିତୀୟ ବିବାହ କରୁଥିବା ଜାଣି ପୋଲିସ ଧରି ସେଠାରେ ପହଞ୍ଚିଥିଲେ ସ୍ତ୍ରୀ। ଏହାଦେଖି କନ୍ୟାଘର ପକ୍ଷ ଲୋକେ ସେଠାରୁ ଉଭାନ…
ପୁଣି ଥରିଲା ଇଣ୍ଡୋନେସିଆ: ଗତ ୩ ଦିନରେ ୩ ଥର ଭୂକମ୍ପ
ଜାକର୍ତ୍ତା,୧୬।୭: ଇଣ୍ଡୋନେସିଆର ବାଲିରେ ମଙ୍ଗଳବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ସକାଳ ୮ଟା ୧୮ରେ ଭୂକମ୍ପ ଅନୁଭୁତ ହୋଇଥିଲା। ଭୂକମ୍ପର କେନ୍ଦ୍ର ବାଲିର ଦକ୍ଷିଣ-ପଶ୍ଚିମରେ…
କିପରି ହେବ ବର୍ଷାଦିନର ପରିଧାନ
ବର୍ଷାଦିନ ଆରମ୍ଭ ହୋଇଗଲେ ମହିଳାଙ୍କ ଚିନ୍ତା ରହିଥାଏ ଯେ ଏହି ଦିନରେ କ’ଣ ପିନ୍ଧିବେ ଆଉ ପିନ୍ଧିବେନି। ଯଦି ଆପଣ ଏଥିରେ ସାମିଲ ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ। କାହିଁକି ନା ଆମେ ଏଠାରେ କେତୋଟି ଟିପ୍ସ ଦେଉଛୁ କ’ଣ ପିନ୍ଧିବେ…
ସ୍ମାର୍ଟ କିଚେନ୍
ଆଜିକାଲି ସମସ୍ତେ ମଡ୍ୟୁଲାର କିଚେନ୍ ପସନ୍ଦ କରୁଛନ୍ତି। କିଚେନ୍ ମଡ୍ୟୁଲାର ହେବା ସହ ଏହାର ଯତ୍ନନେବା ମଧ୍ୟ ଜରୁରୀ। ଏହାର ସଫାସୁତରା ପ୍ରତି ମଧ୍ୟ ଧ୍ୟାନ ଦେବା ଆବଶ୍ୟକ। ସାଧାରଣତଃ କିଚେନ୍ ଅପରିଷ୍କାର ରହିଲେ ଅଧିକ ବ୍ୟାକ୍ଟେରିଆ ଜନ୍ମ ନେଇଥାନ୍ତି ।…
ବର୍ଷାଦିନରେ କେଶର ଯତ୍ନ
ବର୍ଷାଦିନରେ ବଢ଼ୁଥିବା କେଶ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଏଥିଲାଗି ଆପଣଙ୍କୁ କେତୋଟି ଉପାୟ ଦିଆଯାଉଛି ଯାହାକୁ ଆପଣାଇ ହେବେ ଟେନସନ୍ ଫ୍ରି । ଜାଣନ୍ତୁ ଏ ସମ୍ପର୍କରେ … ମନ୍ସୁନ୍ ରେ ସ୍କାଲ୍ପକୁ ଡ୍ରାଏ ରଖନ୍ତୁ । ଯଦି ବର୍ଷାରେ…

