‘ରାଜ୍ୟ ପୋଲିସର ସ୍ବାୟତ୍ତତା ସ୍ପଷ୍ଟ ହେଉ’
ନୂଆଦିଲ୍ଲୀ,୧୬ା୭: ଏନ୍ଆଇଏ (ସଂଶୋଧନ) ବିଲ୍କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ ଜଣାଇଛି। ଦଳ ପକ୍ଷରୁ ବରିଷ୍ଠ ନେତା ଭର୍ତ୍ତୃହରି ମହତାବ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ, ରାଜ୍ୟ ପୋଲିସର ବିନା ପରାମର୍ଶରେ ସମ୍ପୃକ୍ତ ରାଜ୍ୟରେ ତଦନ୍ତ ପ୍ରସ୍ତାବ ଉପରେ କେନ୍ଦ୍ର…
ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ସାମାଜିକ କର୍ମୀଙ୍କ ଧାରଣା
କୃଷ୍ଣପ୍ରସାଦ,୧୬।୭(ଡି.ଏନ.ଏ.)- ପୋଲିସର ନିଷ୍କ୍ରିୟତା ବିରୋଧରେ କୃଷ୍ଣପ୍ରସାଦ ଅଞ୍ଚଳର ସାମାଜିକ କର୍ମୀ ତଥା ପୁରୀ ଜିଲା ୯ ନମ୍ବର ଜୋନ୍ ଜିଲା ପରିଷଦ ସଭ୍ୟା ପ୍ରଭାତି ପ୍ରଧାନ ସୋମବାର କୃଷ୍ଣପ୍ରସାଦ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କହ୍ନେଇପୁର ଗଁା ଗୋଷ୍ଠୀ ସଂଘର୍ଷର ଅଭିଯୁକ୍ତମାନଙ୍କୁ…
ବର୍ଷା ଆସିଲେ ଡରୁଛନ୍ତି ୧ ନମ୍ବର ୱାର୍ଡ଼ବାସୀ
ନୟାଗଡ଼ ଅଫିସ,୧୬।୭- ବର୍ଷା ଆସିଲେ ଡରୁଛନ୍ତି ନୟାଗଡ଼ ୧ ନମ୍ବର ଓ୍ବାର୍ଡବାସୀ। ସୋମବାର ଅପରାହ୍ନରେ ଦୁଇଘଣ୍ଟା ବର୍ଷାରେ ପୁଣି କଲବଲ ହୋଇଛନ୍ତି ସେମାନେ। ପାଣି ନିଷ୍କାସନର ବ୍ୟବସ୍ଥା ନ ଥିବାରୁ ବର୍ଷାଜଳ କେଉଁଆଡ଼େ ନ ଯାଇ ସେଠାରେ ଜମି ରହିଥିଲା। ଫଳରେ…
ସବ୍ଜେଲ ସ୍ଥାନାନ୍ତର ପ୍ରତିବାଦ୧୨ଘଣ୍ଟିଆ ଦଶପଲ୍ଲା ବନ୍ଦ ପାଳନ
ଦଶପଲ୍ଲା,୧୬।୭(ଡି.ଏନ୍.ଏ.)-ଦଶପଲ୍ଲାର ପୁରାତନ ଉପକାରାଗାର ସ୍ଥାନାନ୍ତର ପ୍ରକ୍ରିୟାକୁ ଦଶପଲ୍ଲାବାସୀ ଘୋର ବିରୋଧ କରିଛନ୍ତି। ଦୀର୍ଘ ୧୧୦ ବର୍ଷର ପୁରୁଣା ଏହି ଉପକାରାଗାରକୁ ସରକାର ନୟାଗଡକୁ ସ୍ଥାନାନ୍ତର କରିବା ପାଇଁ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହାକୁ ବିରୋଧ କରି ଦଶପଲ୍ଲା ଜେଲ ସୁରକ୍ଷା କ୍ରିୟାନୁଷ୍ଠାନ…
ବିମୁଦ୍ରୀକରଣ ପରେ ଫେରିଛି ୧୫ ଲକ୍ଷ କୋଟି
ନୂଆଦିଲ୍ଲୀ,୧୬-୭: ମୋଦି ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ବିମୁଦ୍ରୀକରଣ ଘୋଷଣା ହୋଇଥିଲା। ୨୦୧୬-୧୭ରେ ସେତେବେଳେ ବଜାରରେ ପ୍ରଚଳନରେ ଥିବା ୧୫,୩୧,୦୭୩ କୋଟି ନୋଟ୍ ଫେରି ଆସିଛି ବୋଲି କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ସୋମବାର ଲୋକ ସଭାରେ ପ୍ରକାଶ କରିଛନ୍ତି। ସୂଚନାଥାଉ…
ସବୁଜ ମହାନଦୀ ଗଣଦୌଡ଼ଗଛ ବିନା ଜୀବନ ବଞ୍ଚତ୍ବା କଷ୍ଟସାଧ୍ୟ
ଗଣିଆ,୧୬ା୭(ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ତରଫରୁ ଗଣିଆ ବନାଞ୍ଚଳରେ ସୋମବାର ସବୁଜ ମହାନଦୀ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ରମେଶଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଗଣଦୌଡର ଶୁଭାରମ୍ଭ କରିଥିଲେ। ସକାଳୁ ଗଣିଆସ୍ଥିତ ରାମମନ୍ଦିର ସମ୍ମୁଖରୁ ଗଣଦୌଡ…
ଲକ୍ଷ୍ମୀନାରାୟଣ ଭେଟ: ଜଗନ୍ନାଥ ମନ୍ଦିର ନିକଟରେ ପହଞ୍ଚିଲା ନନ୍ଦିଘୋଷ ରଥ
ରଣପୁର,୧୬ା୭ (ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁର ବାହୁଡା ଯାତ୍ରାର ୩ଦିନ ପରେ ସୋମବାର ଶ୍ରଦ୍ଧାଳୁମାନେ ନନ୍ଦିଘୋଷ ରଥ ଟାଣିଥିଲେ । ବାଟରେ ଲକ୍ଷ୍ମୀ ନାରାୟଣ ଭେଟ ପରେ ନନ୍ଦିଘୋଷ ରଥ ଜଗନ୍ନାଥ ମନ୍ଦିର ନିକଟରେ ପହଞ୍ଚାଇ ଦେଇଥିଲେ। ଶନିବାର…
ଧାନବିଲରେ ଗାଈ ପଶିବାକୁ ନେଇ ଆକ୍ରମଣ: ୩ ଗୁରୁତର, ଥାନାରେ ମାମଲା
ଖଣ୍ଡପଡ଼ା,୧୬ା୭(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ରାଣୀପଡା ପଞ୍ଚାୟତର ଗୋପପୁର ଗ୍ରାମରେ ଧାନ ବିଲରେ ଗାଈ ପଶିବାକୁ କେନ୍ଦ୍ରକରି ରବିବାର ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଅଭିଯୋଗ ପରେ…
ପାଟକୁରା ବିଧାନସଭା ନିର୍ବାଚନ: ପ୍ରଚାର ସରଗରମ, ନେତାଙ୍କ ସ୍ବର ନରମ
କେନ୍ଦ୍ରାପଡ଼ା ଅଫିସ, ୧୬ା୭- ପାଟକୁରା ନିର୍ବାଚନ ପ୍ରଚାର ପାଇଁ ଆଉ ମାତ୍ର ୪ ଦିନ ରହିଛି ା ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ମୁତାବକ ୧୮ ତାରିଖ ଅପରାହ୍ନ ୫ଟାରେ ପ୍ରଚାର ଶେଷହେବ। ଏନେଇ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ସେମାନଙ୍କ…
ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଘଟଣା:ପ୍ରତିବାଦରେ ସ୍କୁଲରେ ତାଲା
ପରଜଙ୍ଗ, ୧୬ା୭(ଡି.ଏନ.ଏ)ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଳେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ଶନିବାର ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଓ ଏହାକୁ ଖାଇ ୩୦ରୁ ଊଦ୍ଧର୍ବ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣାରେ ଅଭିଭାବକମାନେ ସୋମବାର ସ୍କୁଲରେ ତାଲା ପକାଇ ପ୍ରତିବାଦ କରିଛନ୍ତି।…
ବାବୁଲିଙ୍କୁ ଗୁଳିମାଡ଼ ଘଟଣା: ୧୭ରେ ଜିଲା ବନ୍ଦ ଡାକରା, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଚିନ୍ତାରେ ପୋଲିସ
କେନ୍ଦ୍ରାପଡା ଅଫିସ, ୧୬ା୭- ଗତ ୧୩ ତାରିଖ ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ ସହରର ଦଣ୍ଡାମୁଣ୍ଡ ଛକଠାରେ ଗୁଳିମାଡ଼ ଘଟଣା ଜିଲା ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି ା ଘଟଣାର ୪୮ ଘଣ୍ଟା ବିତିଥିଲେ ମଧ୍ୟ ଅପରାଧୀଙ୍କ ସୁରାକ ମିଳିନାହିଁ…
ପାରାଦୀପରେ ପ୍ରତିଷ୍ଠା ହେବ ଲବଣ ଅପସାରଣ କାରଖାନା: ବନ୍ଦର ଓ ଏନଆଇଓଟି ମଧ୍ୟରେ ଚୁକ୍ତି ସ୍ବାକ୍ଷର
ପାରାଦୀପ,୧୬ା୭ (ସ୍ବ.ପ୍ର.): ବିଶ୍ୱରେ ଜନସଂଖ୍ୟା ବୃଦ୍ଧି ସହ ପାନୀୟଜଳର ଅଭାବ ଚିନ୍ତାର ବିଷୟ ହେଲାଣି। ଏଥିପାଇଁ ପାଣିକୁ ନେଇ ରାଜ୍ୟ-ରାଜ୍ୟ ଓ ଦେଶ-ଦେଶ ମଧ୍ୟରେ ବିବାଦ ସୃଷ୍ଟି ହେଉଛି। ଶିଳ୍ପ ସମୃଦ୍ଧ ପାରାଦୀପରେ ମଧ୍ୟ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ…

