ଜେଏନୟୁରେ ୫ ବର୍ଷ ଥିଲେ ସିକ୍ୟୁରିଟି ଗାର୍ଡ, ଏବେ ସେଠି ପାଠ ପଢିବାକୁ ଯୋଗ୍ୟ ବିବେଚିତ ହେଲେ
ନୂଆଦିଲ୍ଲୀ, ୧୫।୭: କଥାରେ ଅଛି ଯଦି ଧୈର୍ଯ୍ୟ, ସାହସ, ପରିଶ୍ରମ ଏବଂ ଇଚ୍ଛାଶକ୍ତି ଅଛି ତେବେ ସଫଳତା ପାଇବା ଆଦୌ କଷ୍ଟକର ନୁହେଁ। ଏହି ୪ ସୁଗୁଣ ସମ୍ପନ୍ନ ଯୁବକ ହେଉଛନ୍ତି ରାମଜଳ ମୀନା। ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ରେ ୫ ବର୍ଷ…
‘କବୀର ସିଂ’କୁ ପଛରେ ପକାଇଲା ହ୍ରିତିକଙ୍କ ‘ସୁପର ୩୦’
ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଅଭିନୀତ ଚଳଚ୍ଚିତ୍ର ‘ସୁପର ୩୦’ ବକ୍ସ ଅଫିସରେ ସୁପରହିଟ୍ ସାବ୍ୟସ୍ତ ହୋଇଛି। ବିହାରର ଗଣିତଜ୍ଞ ଆନନ୍ଦ କୁମାରଙ୍କ ଜୀବନ କାହାଣୀ ଉପରେ ଆଧାରିତ ଏହି ଚଳଚ୍ଚିତ୍ରକୁ ଦର୍ଶକ ଖୁବ ପସନ୍ଦ କରୁଥିବା ଦେଖିବାକୁ ମିଳିଛି। ମୁକ୍ତିଲାଭର…
ସ୍କୁଲ ଯାତାୟାତରେ ଅସୁବିଧା : ଗେଟ୍ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀଛାତ୍ର
କାଳିଆପାଣି,୧୫।୭(ଡି.ଏନ୍.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ସ୍କୁଲକୁ ଯାତାୟାତ କରିବାରେ ଅସୁବିଧା ଯୋଗୁ ଛାତ୍ରୀଛାତ୍ର ଇମ୍ଫା କମ୍ପାନୀ ଗେଟ୍ ସମ୍ମୁଖରେ ଧାରଣା ଦେଇଥିବା ଜଣାପଡ଼ିଛି। ସୂଚନା ମୁତାବକ କାଳିଆପାଣି ଖଣି ଅଞ୍ଚଳରେ ବହୁ ନାମିଦାମୀ କମ୍ପାନୀ କାର୍ଯ୍ୟରତ ଥିବାବେଳେ ସ୍ଥାନୀୟ…
ଦିଲ୍ଲୀର ୩୧ ସରକାରୀ ସ୍କୁଲ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ହେବ ନାମିତ
ନୂଆଦିଲ୍ଲୀ, ୧୫।୭: ଦିଲ୍ଲୀ ମ୍ୟୁନିସପାଲିଟି ଦ୍ୱାରା ପରିଚାଳିତ ୩୧ଟି ସରକାରୀ ସ୍କୁଲର ନାମକୁ ପରିବର୍ତ୍ତନ କରାଯିବ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ଏହି ସ୍କୁଲଗୁଡ଼ିକୁ ନାମିତ କରାଯିବ। ଏହି ସ୍କୁଲଗୁଡ଼ିକର ନାମ ଅଟଳ ଆଦର୍ଶ ବିଦ୍ୟାଳୟ ରଖାଯିବ। ୨୦୧୯-୨୦…
ଝିଅର ବ୍ରତୋପନୟନ କଲେ ଇନ୍ଦୋରର ଦମ୍ପତି
ଇନ୍ଦୋର,୧୫।୭: ମଧ୍ୟପ୍ରଦେଶ ଇନ୍ଦୋରର ଜଣେ ମହାରାଷ୍ଟ୍ରିଆନ୍ ବା ମରାଠି ଦମ୍ପତି ବେଶ୍ କିଛି ବର୍ଷ ହେବ ଆବୁ ଧାବି(ଦୁବଇ)ରେ ରହି ଆସୁଛନ୍ତି। ଯୋଗେଶ ଆବୁଧାବିରେ ସପ୍ଟ ଓ୍ବେୟାର ଇଞ୍ଜିନିୟର ଭାବେ କାମ କରନ୍ତି। ହେଲେ ନିକଟରେ ସେ ଇନ୍ଦୋର ଆସି ତାଙ୍କ…
ଜାଡେଜାଙ୍କୁ ପ୍ରଶଂସା କଲେ ଜାମନଗର ମହାରାଜ
ଜାମନଗର, ୧୫।୭: ଆଇସିସି ବିଶ୍ୱକପ ସେମିଫାଇନାଲରେ ଭାରତ ପରାସ୍ତ ହୋଇଥିଲେ ମଧ୍ୟ ରବୀନ୍ଦ୍ର ଜାଡେଜାଙ୍କ ୭୭ ରନର ଇନିଂସ ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଭାରତ ୯୨ରନରେ ୬ ଉଇକେଟ ହରାଇଥିବାବେଳେ ଏହି ସମୟରେ ପଡିଆକୁ ଆସିଥିଲେ ଅଲରାଉଣ୍ଡର ରବୀନ୍ଦ୍ର…
ଅଜଣାଗାଡ଼ି ଧକ୍କାରେ ବାଇକଚାଳକଙ୍କ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଜମନକିରା,୧୫।୭(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ରବିବାର ରାତିରେ ଜଣେ ବାଇକଚାଳକଙ୍କ ଅଜଣାଗାଡ଼ି ଧକ୍କାରେ ମୃତ୍ୟୁ ଘଟିଥିବାବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ଜଣାଯାଇଛି। ତେବେ…
ସାକ୍ଷୀ ମିଶ୍ରାଙ୍କ ପ୍ରେମ ବିବାହକୁ ନେଇ ଝିଅମାନଙ୍କୁ ପରାମର୍ଶ ଦେଲେ ମାଲିନୀ
ବରେଲି,୧୫।୭: ଉତ୍ତର ପ୍ରଦେଶର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ ଜଣେ ଦଳିତ ଯୁବକଙ୍କୁ ବିବାହ କରିବା ପରେ ଏହାକୁ ନେଇ ପ୍ରତିଦିନ କିଛି ନା କିଛି ନୂଆ ଖବର ଆସୁଛି। ଏହାକୁ ନେଇ ଏବେ ପ୍ରସିଦ୍ଧ ଲୋକ ସଙ୍ଗୀତ…
ଘର ଶୁଭ ଦେବା ପୂର୍ବରୁ ଗୃହକର୍ତ୍ତାଙ୍କ ଆତ୍ମହତ୍ୟା
ବାହାନଗା,୧୫।୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ୬ ନମ୍ବର ୱାର୍ଡ ପାଳସାହିର ସତ୍ୟବାନ ପାଳ(୫୫) ରବିବାର ରାତିରେ ଘରଠାରୁ ଅଧକିଲୋମିଟର ଦୂର ବାଲିପଦା ବାଡ଼ି ଭିତରେ ଏକ ସିରିଶା ଗଛଡାଳରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଖବର ପାଇ…
ସାକ୍ଷୀ-ଅଜିନେଶ୍ଙ୍କୁ ମିଳିବ ପୋଲିସ ସୁରକ୍ଷା: ହାଇକୋର୍ଟ ଦେଲେ ଆଦେଶ
ଲକ୍ଷ୍ନୌ,୧୫।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ ଏବଂ ତାଙ୍କ ସ୍ବାମୀଙ୍କୁ ଏଣିକି ପୋଲିସ ସୁରକ୍ଷା ଯୋଗାଇ ଦିଆଯିବ। ସୋମବାର ଆହ୍ଲାବାଦ୍ ହାଇକୋର୍ଟ ଏହି ଆଦେଶ ଦେଇଛନ୍ତି। ସାକ୍ଷୀ ମିଶ୍ରା ଏବଂ ତାଙ୍କ ସ୍ବାମୀ ଅଜିନେଶ୍ଙ୍କ ଜୀବନ ପ୍ରତି…
ଭାଜପା ବିଧାୟକଙ୍କ ବିବାଦୀୟ ବୟାନ: ୫୦ ମହିଳାଙ୍କୁ ରଖିଲେ ଜନ୍ମନେବେ ୧୦୫୦ ଶିଶୁ
ବଲିଆ,୧୫।୭: ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା ବଲିଆର ଭାଜପା ବିଧାୟକ ସୁରେନ୍ଦ୍ର ସିଂହ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ଏଥର ସେ ମୁସଲିମ ସମ୍ପ୍ରଦାୟକୁ ଟାର୍ଗେଟ କରି ଏକ ଆପତ୍ତିଜନକ ଟିପ୍ପଣୀ ଦେଇଛନ୍ତି। ସେ କହିଛନ୍ତି, ମୁସଲିମ…
ଫୁଟବଲ ପ୍ରଶିକ୍ଷଣ ଯୋଗୁ ୮ ପଞ୍ଚାୟତର ୨୦ ଗାଁରେ ହେଉନି ଏବେ ବାଲ୍ୟବିବାହ
ରାଞ୍ଚି,୧୫।୭: ଝାଡ଼ଖଣ୍ଡର ୮ଟି ପଞ୍ଚାୟତର ୨୦ ଗାଁରେ ଏବେ ବାଲ୍ୟ ବିବାହ ବନ୍ଦ ହୋଇଯାଇଛି। ଜନଜାତି ଅଧ୍ୟ୍ୟୁଷିତ ଏହି ଗାଁଗୁଡ଼ିକରେ କମ୍ ବୟସର ଝିଅପୁଅଙ୍କୁ ବିବାହ କରି ଦିଆଯାଉଥିଲା। ତେବେ ଏଠାରେ ଏଭଳି ପିଲାଙ୍କୁ ନେଇ ଫୁଟବଲ୍ ଦଳ ଗଠନ କରାଯାଇ…

