Home Left

୨୪୦ ଚକା ବିଶିଷ୍ଟ ଟ୍ରକ୍‌ରେ ବୁହାହୋଇ ବନ୍ଦରରେ ପହଞ୍ଚିଲା ଜାକି ଚାନ୍‌ଙ୍କ ସୁପରୟାଚ୍‌: ଦାମ୍‌ ୩୧୫ କୋଟି

ବେଜିଂ,୧୫।୭: ଚାଇନାର ମାର୍ଶାଲ ଆର୍ଟ ଅଭିନେତା ଜାକି ଚାନ୍‌ଙ୍କ ସୁପରୟାଚ୍‌ ସ୍ଥାନୀୟ ଜିଙ୍ଗଲୋଗ୍‌ ସ୍ଥିତ ବନ୍ଦରରେ ପହଞ୍ଚିଛି। ଏହାକୁ ୨୪୦ ଚକା ବିଶିଷ୍ଟ ଟ୍ରକ୍‌ ଦ୍ୱାରା ବୁହାହୋଇ ଅଣାଯାଇଛି। ଏହାର ଲମ୍ବ ୪୬.୫ ମିଟର ଥିବାବେଳେ ଉଚ୍ଚତା ୨୨ ମିଟର ରହିଛି।…

ଚଳିତ ବିଶ୍ୱକପରେ ବି କେହି ଭାଙ୍ଗିପାରିଲେ ନାହିଁ ସଚିନଙ୍କ ଏହି ରେକର୍ଡ

ଲଣ୍ଡନ,୧୫।୭: ଚଳିତ ବିଶ୍ୱକପରେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୧୬ ବର୍ଷର ରେକର୍ଡ କୌଣସି ବ୍ୟାଟ୍ସମ୍ୟାନ ଭାଙ୍ଗିବାରେ ବିଫଳ ହୋଇଛନ୍ତି । ୨୦୦୩ ବିଶ୍ୱକପରେ ସଚିନ ୬୭୩ ରନ କରିଥିଲେ। ଚଳିତଥରକୁ ମିଶାଇ ଏଯାବତ୍‌ ଚାରୋଟି ବିଶ୍ୱକପ ଖେଳା ଯାଇଥିଲେ ମଧ୍ୟ ତାଙ୍କର…

ଶରୀର ସକ୍ରିୟ ରହିଲେ ଇନ୍‌ଫେକ୍‌ଶନ ଆଶଙ୍କା କମ୍‌ ଥାଏ

ଆମେ ଯଦି ସନ୍ତୁଳିତ ଖାଦ୍ୟ ଖାଇବା ସହ ଉପଯୁକ୍ତ ବିଶ୍ରାମ ନେବା, ତେବେ ଆମେ ଅନେକାଂଶରେ ସୁସ୍ଥ ରହିପାରିବା। ବେଳେବେଳେ ଶରୀରର କାର୍ଯ୍ୟଧାରାରେ ଶିଥିଳତା ପରିଲକ୍ଷିତ ହୋଇଥାଏ। ଏହାଦ୍ୱାରା ଆମକୁ କେତେକ ଶାରୀରିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ତେବେ ସବୁଠାରୁ…

ଗୋଶାଳାରେ ଗାଈଙ୍କ ମୃତ୍ୟୁ: ୮ ସରକାରୀ ଅଧିକାରୀ ନିଲମ୍ବିତ

ଲକ୍ଷ୍ନୌ,୧୫।୭: ଗତ କିଛି ଦିନ ହେବ ଉତ୍ତର ପ୍ରଦେଶରେ ଥିବା ବିଭିନ୍ନ ଗୋଶାଳାରେ ଗାଈଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠୁଥିବା ବେଳେ ଏହାକୁ ନେଇ ଯୋଗୀ ସରକାର ଏକ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ୮ ଜଣ ସରକାରୀ ଅଧିକାରୀଙ୍କୁ ନିଲମ୍ବିତ…

ଫୁଡ୍‌ ପଏଜନିଂ

ଏବେ ବର୍ଷାଦିନ। ଏଣୁତେଣୁ ଖାଦ୍ୟ ଏବଂ ଦୂଷିତପାଣି ସଂସ୍ପର୍ଶରେ ଆସିଲେ ଫୁଡ୍‌ ପଏଜନିଂ ପରି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏପରି କି ଏହି ସମସ୍ୟା ଗୁରୁତର ହେଲେ ହସ୍ପିଟାଲରେ ଆଡମିଶନ ହୋଇ ଚିକିତ୍ସିତ ହେବାକୁ ପଡ଼ିପାରେ। ଏହାଠାରୁ ନିଜକୁ କିପରି ଦୂରେଇ…

ଯନ୍ତ୍ରଣାରୁ ଉପଶମ ଦେବ ଡିଭାଇସ

କାଲିଫର୍ନିଆରେ ଥିବା ମେଡ୍‌ଟେକ୍‌ କମ୍ପାନୀ ଅଧୀନ ମାୟୋସାଇନ୍ସ ନାମକ ସଂସ୍ଥାର ଗବେଷକମାନେ ଏକ ଆୟୋଭେରା-ସି କ୍ରାୟୋଆନାଲଜେସିଆ ଡିଭାଇସ ପ୍ରସ୍ତୁତ କରିଛନ୍ତି। ଏହା ଯନ୍ତ୍ରଣା ଲାଘବ କରିବାରେ ଅନେକାଂଶରେ ସହାୟକ ହୋଇପାରିବ। ବିଶେଷଭାବରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା କ୍ଷେତ୍ରରେ ଏହା ଉପକାରୀ ସାବ୍ୟସ୍ତ ହେବ…

ଖାଦ୍ୟ ନଷ୍ଟ ନ କରିବା ପାଇଁ ଖାଇବା ଥାଳିରେ ଲେଖା ଯାଉଛି ସଚେତନତା ବାର୍ତ୍ତା

ଜୟପୁର,୧୫।୭: ଖାଦ୍ୟ ନଷ୍ଟ ନ କରିବା ପାଇଁ ରାଜସ୍ଥାନରେ ଏକ ନିଆରା ସଚେତନତା ବାର୍ତ୍ତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏନେଇ ଯୋଧପୁରର ମାହେଶ୍ୱରୀ ଏବଂ ଘାଞ୍ଚି ସମାଜ ପକ୍ଷରୁ ପ୍ରୟାସ ଜାରି ରହିଛି। ଏହି ସଚେତନତା କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରତିମାସରେ ୨…

ସଚିନଙ୍କ ବିଶ୍ୱ ଏକାଦଶ ଖେଳାଳି ତାଲିକାରେ ଧୋନୀଙ୍କ ସ୍ଥାନ ନାହିଁ

ଲଣ୍ଡନ, ୧୫।୭: କ୍ରିକେଟର ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ବିଶ୍ୱ ଏକାଦଶ ଖେଳାଳି ତାଲିକା ପ୍ରକାଶ କରିଛନ୍ତି। ସବୁଠୁ ଆଶ୍ଚର୍ଯ୍ୟଜନକ ଭାବେ ଏହି ତାଲିକାରେ ସ୍ଥାନ ପାଇନାହାନ୍ତି ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଗତ କିଛିଦିନ ଫର୍ମରେ…

କୋଲୋନ୍‌ କ୍ୟାନ୍‌ସର ଓ ଭେଣ୍ଡି

କୋଲୋନ୍‌ କ୍ୟାନ୍‌ସରରେ ଆକ୍ରାନ୍ତ ବ୍ୟକ୍ତିଙ୍କ ପାଇଁ ଭେଣ୍ଡି ଉପକାରୀ ସାବ୍ୟସ୍ତ ହୋଇଥାଏ। ୟୁନିଭର୍ସିଟି ଅଫ୍‌ ଲଣ୍ଡନର ପୁଷ୍ଟିବିଜ୍ଞାନୀମାନେ ଭେଣ୍ଡିର ସ୍ବାସ୍ଥ୍ୟୋପକାରୀ ଗୁଣ ସମ୍ପର୍କରେ ଗବେଷଣା କରିବା ସମୟରେ ଏ ସମ୍ପର୍କରେ ଜାଣିପାରିଛନ୍ତି। ସେମାନଙ୍କ ଦ୍ୱାରା ସମ୍ପାଦିତ ସଦ୍ୟ ଗବେଷଣାରୁ ଏହା ଜଣାପଡ଼ିଛି।…

ସୋଲାନରେ କାନ୍ଥ ଭୁଶୁଡ଼ିବାରୁ ୭ଯବାନଙ୍କ ସମେତ ୮ମୃତ: ରେସକ୍ୟୁ ଅପରେଶନ୍‌ ଜାରି

ସୋଲାନ,୧୫।୭: ହିମାଚଳ ପ୍ରଦେଶ ସୋଲାନ ଜିଲାର କୁମାରହାଟିରେ ଏକ ଢ଼ାବାରେ କାନ୍ଥ ଭୁଶୁଡ଼ିବାରୁ ୭ଯବାନ ସମେତ ୮ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ରବିବାର ଏହି ୪ମହଲା ବିଶିଷ୍ଟ କୋଠାଘର ଭୁଶୁଡ଼ି ପଡ଼ିବାରୁ କିଛି ଯବାନଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ଲୋକ ଭଗ୍ନାବଶେଷ…

୧୮ ହଜାର ଦିଆସିଲି ଖୋଳରେ ତିଆରି ହେଲା ଗାନ୍ଧୀଜିଙ୍କ ପ୍ରତିମୂର୍ତ୍ତି

ଗାନ୍ଧିନଗର,୧୫।୭: ଗୁଜରାଟ ବଦୋଦରାରେ ଜଣେ ବ୍ୟକ୍ତି ପାଖାପାଖି ୧୮ ହଜାର ଅଦରକାରୀ ଦିଆସିଲି ଖୋଳରେ ମାହାତ୍ମା ଗାନ୍ଧୀଙ୍କ ଏକ ମୂର୍ତ୍ତି ତିଆରି କରିଥିବା କହିଛନ୍ତି। ଗାନ୍ଧୀଜିଙ୍କ ୧୫୦ ତମ ଜନ୍ମ ଦିବସ ଅବସରରେ ସେ ଏହାକୁ ତିଆରି କରିଥିବା ପ୍ରକାଶ କରିଛନ୍ତି।…

ସଂସ୍କୃତ ସ୍କୁଲରେ ଗାୟତ୍ରୀ ମନ୍ତ୍ରୋଚ୍ଚାରଣ ଶିଖୁଛନ୍ତି ମୁସଲମାନ୍‌ ଛାତ୍ରୀଛାତ୍ର

ଜୟପୁର,୧୫।୭: ଶିକ୍ଷାର କୌଣସି ଧର୍ମ ନାହିଁ। ଏହା ଅଜ୍ଞାନ ରୂପକ ଅନ୍ଧକାର ଦୂର କରି ଜ୍ଞାନର ଜ୍ୟୋତି ଜଳାଇଥାଏ। ଏହାର ଉଦାହରଣ ପାଲଟିଛି ରାଜସ୍ଥାନ ଜୟପୁରରେ ଥିବା ୬ଟି ସଂସ୍କୃତ ସ୍କୁଲ୍‌। ଏଠାରେ ମୁସଲମାନ୍‌ ଛାତ୍ରୀଛାତ୍ରମାନେ ପାଠ ପଢୁଛନ୍ତି। ପାଠ ପଢ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?