Home Left

ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର: ୨୯ ମୃତ

ପାଟନା, ୧୫।୭: ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ଅନେକ ଜିଲାରେ ବନ୍ୟା ଆସି ବହୁ ଅଞ୍ଚଳ ପାଣିରେ ବୁଡି ରହିଛି। ଏପର୍ଯ୍ୟନ୍ତ ବନ୍ୟାରେ ୨୯ ଲୋକଙ୍କ ମୃତ୍ୟୁ ହୋଇଛି। ଏବେ ବି ୧୨ ଲକ୍ଷରୁ ଅଧିକ ଲୋକ ବନ୍ୟା ପାଣିରେ…

ପ୍ରେମବିବାହ ପରେ ସୁରକ୍ଷା ପାଇଁ ହାଇକୋର୍ଟ ଯାଇଥିବା ନବମ୍ପତିଙ୍କୁ ବନ୍ଧୁକ ଦେଖାଇ ଅପହରଣ

ଲକ୍ଷ୍ନୌ,୧୫।୭: ପ୍ରେମବିବାହ ପରେ ସୁରକ୍ଷା ପାଇଁ ଆହ୍ଲାବାଦ୍‌ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ନବଦମ୍ପତିଙ୍କୁ କିଛି ଲୋକ ବନ୍ଧୁକ ଦେଖାଇ ଅପହରଣ କରି ନେଇଛନ୍ତି। ସେମାନଙ୍କୁ ସୋମବାର ହାଇକୋର୍ଟ ଗେଟ୍‌ ପାଖରୁ ଅପହରଣ କରାଯାଇଛି। ନବଦମ୍ପତିଙ୍କୁ ଅପେକ୍ଷା କରି କିଛି ଲୋକ ଗେଟ୍‌…

ପ୍ରଥମ କନ୍ୟାପିତାଙ୍କୁ ଅଟକ ରଖି ଦ୍ୱିତୀୟ ବିବାହ ଉଦ୍ୟମ : ଶିଶୁପାଳ ହୋଇ ଫେରିଲେ ବର

ବ୍ରହ୍ମଗିରି,୧୫।୭(ଡି.ଏନ.ଏ): ବ୍ରହ୍ମଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟେ ବରକୁ ଦୁଇଟି କନ୍ୟା ବିବାହ କରିବାକୁ ନେଇ ହୀନସ୍ତା ହୋଇଛନ୍ତି ବରପକ୍ଷ। ଶେଷରେ ଦୁଇଟିଯାକ କନ୍ୟା ଛାଡି ଚାଲିଯିବାରୁ ବର ଶିଶୁପାଳ ହୋଇ ଫେରିବାକୁ ପଡିଛି। ମିଳିଥିବା ସୂଚନା…

ରୋଗୀଙ୍କ ମୃତ୍ୟୁ ପରେ ଡାକ୍ତରଙ୍କୁ ଆକ୍ରମଣ କଲେ ସମ୍ପର୍କୀୟ

ମୁମ୍ବାଇ,୧୫।୭: ମୁମ୍ବାଇରେ ନଗର ନିଗମ ଦ୍ୱାରା ପରିଚାଳିତ ହେଉଥିବା ନାୟର ହସ୍ପିଟାଲରେ ୩ ରେସିଡେନ୍ସ ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ରାଜକିଶୋର ଦିକ୍ଷୀତ୍‌(୫୦) ନାମକ ଜଣେ ରୋଗୀଙ୍କ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଚିକିତ୍ସାରେ…

ସିଦ୍ଧୁଙ୍କ ଇସ୍ତଫାକୁ ନେଇ ଆଶ୍ଚର୍ଯ୍ୟ ହେଲେ ଶତ୍ରୁଘ୍ନ

ଚଣ୍ଡିଗଡ,୧୫।୭: ପଞ୍ଜାବ କ୍ୟାବିନେଟରୁ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ଇସ୍ତଫା ଦେବା ପରେ ଏହାକୁ ନେଇ ରାଜନେତାମାନେ ସେମାନଙ୍କ ପ୍ରତିକ୍ରିୟା ରଖିଛନ୍ତି। ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ଶତ୍ରୁଘ୍ନ ସିହ୍ନା କହିଛନ୍ତି, ସିଦ୍ଧୁଙ୍କ ଇସ୍ତଫାକୁ ମୁଁ…

ଭାଜପା ନେତାଙ୍କ ଘରୁ ମିଳିଲା ସ୍ବର୍ଣ୍ଣ ପଦକ ବିଜେତା ରେସଲରଙ୍କ ମୃତଦେହ

ଲକ୍ଷ୍ନୌ, ୧୫।୭: ଉତ୍ତର ପ୍ରଦେଶର ଅବଧ ଅଞ୍ଚଳର ମିଡିଆ ପ୍ରଭାରୀ ରୁଖସାନା ନକବୀଙ୍କ ଘରୁ ଜଣେ ସ୍ବର୍ଣ୍ଣ ପଦକ ବିଜେତା ରେସଲର ରେଶମ ସିଂ(୨୬)ଙ୍କ ମୃତଦେହ ମିଳିଛି। ମୃତକଙ୍କ ପରିବାର ଲୋକେ ରୁଖସାନାଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଛନ୍ତି। ପୋଲିସ ଘଟଣାସ୍ଥଳରେ…

ଚତୁର୍ଥୀ ରାତିରେ ଶାଶୁଘର ଛାଡ଼ିଲେ ନବବଧୂ, ସ୍ବାମୀଙ୍କୁ ଦର୍ଶାଇଲେ ମାନସିକ ବିକାରଗ୍ରସ୍ତ

ଗୋପ,୧୫।୭(ଡ଼ି.ଏନ୍‌.ଏ.) : ଅଗ୍ନିକୁ ସାକ୍ଷୀ ରଖି ସାରାଜୀବନ ସଂସାର କରିବାକୁ ଆସିଥିବା ନବବଧୂ ରବିବାର ସନ୍ଧ୍ୟାରେ ଚତୁର୍ଥୀ ରାତିରେ ଶାଶୁଘର ଛାଡି ବାପା ଘରକୁ ଚାଲି ଯାଇଛନ୍ତି। ଏହାକୁ ନେଇ ପୁରୀ ଜିଲା ଗୋପ ଥାନା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।…

ଧରିତ୍ରୀ ଛୁଟିଦିନରେ ପ୍ରକାଶିତ ଫଟୋ ଓ ଖବରକୁ ନେଇ ପରିବେଶ ସୁରକ୍ଷା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

ଖୋର୍ଦ୍ଧା ଅଫିସ,୧୫ା୭: ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ସୋରଣ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରବିବାର ଆୟୋଜିତ ହୋଇଥିଲା ପରିବେଶ ସୁରକ୍ଷା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ। ଏଥିରେ ଗଛର କାହାଣୀ ସ୍ଥାନ ପାଇଥିଲା। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଭାଗ ନେଇଥିବା ଛାତ୍ରୀଛାତ୍ରମାନେ ଧରିତ୍ରୀ ଛୁଟିଦିନରେ…

ସରକାରୀ କ୍ୱାର୍ଟର୍ସ କଞ୍ଜରଭେନ୍ସିରେ ବେଆଇନ ନିର୍ମାଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସହର ସଫେଇ ଉପରେ ବେଶି ଗୁରୁତ୍ୱ ଦେଉଥିବା ନେଇ ସାମାଜିକ ଗଣମାଧ୍ୟମ ‘ଟୁଇଟର’ରେ ଦୈନିକ ଫଟୋ ଛାଡୁଛି। ସରକାରୀ କ୍ୱାର୍ଟର୍ସ ମଝିରେ ଥିବା କଞ୍ଜରଭେନ୍ସିକୁ ସଫା କରାଯାଉଛି ବୋଲି ବିଏମ୍‌ସି ଶନିବାର ଫଟୋ…

ଦୃଷ୍ଟିବାଧିତଙ୍କ ପାଇଁ ଆର୍‌ବିଆଇର ନୂଆ ଆପ୍‌;ନୋଟ ଚିହ୍ନିବା ହେବ ସହଜ

ନୂଆଦିଲ୍ଲୀ,୧୫-୭: ନୋଟ ଚିହ୍ନିବା ଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ନୂଆ ଆପ୍ଲିକେଶନ ଶୀଘ୍ର ଆଣିବ। ଏହା ଦ୍ୱାରା ଦୃଷ୍ଟିବାଧିତ ଲୋକମାନେ ବିଶେଷ ଭାବେ ଲାଭବାନ ହୋଇପାରିବେ। ବର୍ତ୍ତମାନ ନେଣଦେଣ କ୍ଷେତ୍ରରେ କ୍ୟାଶ ସିଂହଭାଗ ହାସଲ କରିଛି। ୧୦,୨୦,୫୦,୧୦୦, ୨୦୦,୨୦୦, ୫୦୦…

‘ବିଜୟ ଜ୍ୟୋତି’ ଜଳାଇଲେ ରାଜନାଥ

ନୂଆଦିଲ୍ଲୀ,୧୫ା୭(ପି.ଟି.): ଅପରେଶନ୍‌ ବିଜୟର ୨୦ତମ ବାର୍ଷିକୀ ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଜାତୀୟ ଯୁଦ୍ଧ ସ୍ମାରକୀଠାରେ ‘ବିଜୟ ଜ୍ୟୋତି’ ଜଳାଇଛନ୍ତି। ଏହି ବିଜୟ ଜ୍ୟୋତିକୁ ସେନାର ଏକ ମୋଟରସାଇକ୍ଲିଷ୍ଟ ଟିମ୍‌ ୧୧ଟି ସହର ଓ ମହାନଗର ପରିକ୍ରମା କରାଇ…

ଜେଲ୍‌ କଲୋନୀ ମାର୍କେଟ କମ୍ପ୍ଲେକ୍ସ: ଖତ ଖାଉଛି, ନଜର ନାହିଁ

ବରଗଡ଼ ଅଫିସ,୧୫।୭: ଆଶ୍ରୟ ନେବା ପାଇଁ ଜାଗାଟିଏ ମିଳୁନାହିଁ । ଫଳରେ ଲୋକେ ଖୋଲା ଆକାଶତଳେ ଜୀବନ ବିତାଉଛନ୍ତି । ଛୋଟ ବ୍ୟବସାୟ କରିବା ପାଇଁ ଦୋକାନଟିଏ ମଧ୍ୟ ମିଳୁ ନାହିଁ । ଏଥିପାଇଁ କାହାକୁ ହାତଗୁଞ୍ଜା ଦେବାକୁ ପଡ଼ୁଥିବାବେଳେ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?