Home Left

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାରୁ ବୁଧବାର ଭୋର ସମୟରେ ସୁମନ୍ତ ବେହେରାଙ୍କ ସ୍ତ୍ରୀ ଝିଲି ବେହେରା (୩୫) ଘର…

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା ଥାନା ପୋଲିସ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ…

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ…

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଅନୁରୂପ ଭାବେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ…

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ…

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌ କାଗଜପତ୍ର ମାଧ୍ୟମରେ ଅବୈଧ ଅସ୍ତ୍ର ଲାଇସେନ୍ସ ସଂଗ୍ରହ ଏବଂ ଅସ୍ତ୍ର ଚାଲାଣ କରୁଥିବା ଏହି…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ କାରଖାନାରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିଲେ। ବାଂଲାଦେଶରେ ୨ ସପ୍ତାହ ମଧ୍ୟରେ ତୃତୀୟ…

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର ହୋଇଛି। ଏଥର, ପୂର୍ବତନ ଭାରତୀୟ ଓପନର ଏବଂ ଟି-୨୦ ବିଶ୍ୱକପ ବିଜୟୀ ଖେଳାଳି ରବିନ…

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି ବାଢ଼ିବା ପାଇଁ ନିର୍ଦ୍ଦିଷ୍ଟ ସମୟସୀମା ରହିବ। ଅଦାଲତ ପରିଚାଳନାରେ ଉନ୍ନତି ଏବଂ ବେଞ୍ଚ୍‌ଗୁଡ଼ିକ ମଧ୍ୟରେ…

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର ଲୋକେ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଉପଭୋଗ କରିବା ପାଇଁ ଏଠାକୁ ଧାଇଁଆସନ୍ତି। ବରଗଡ଼ ଧନୁଯାତ୍ରା…

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ ପୁଣି ଚମକିଛନ୍ତି। ସେହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍‌ ଜୋଏଲ୍‌(୯)।…

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ ବିଚିତ୍ର ନୀତି ଦେଖିବାକୁ ମିଳିଛି। ଏହି ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ମାଣ୍ଡିଆପଦର ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?