Home Left

ଜେଲ୍‌ କଲୋନୀ ମାର୍କେଟ କମ୍ପ୍ଲେକ୍ସ: ଖତ ଖାଉଛି, ନଜର ନାହିଁ

ବରଗଡ଼ ଅଫିସ,୧୫।୭: ଆଶ୍ରୟ ନେବା ପାଇଁ ଜାଗାଟିଏ ମିଳୁନାହିଁ । ଫଳରେ ଲୋକେ ଖୋଲା ଆକାଶତଳେ ଜୀବନ ବିତାଉଛନ୍ତି । ଛୋଟ ବ୍ୟବସାୟ କରିବା ପାଇଁ ଦୋକାନଟିଏ ମଧ୍ୟ ମିଳୁ ନାହିଁ । ଏଥିପାଇଁ କାହାକୁ ହାତଗୁଞ୍ଜା ଦେବାକୁ ପଡ଼ୁଥିବାବେଳେ ଦୋକାନ…

ଆଧୁନିକତା ଭିତରେ ହଜି ଯାଉଛେ ଶଗଡ଼ ଗାଡ଼ି

ଭବାନୀପାଟଣା,୧୫ା୭ (ଡି.ଏନ୍‌.ଏ.): ଆଧୁନିକତାର ଛାପ୍‌ରେ ଆମର ସଂସ୍କୃତି, ପରମ୍ପରାରେ ଅନେକ ପରିବରତନ ଦେଖ୍‌ବାକେ ମିଲୁଛେ। ଆଘ ଲୋକ୍‌ କୃଷି କାଯ୍‌ରେ ନଂଗଲ, ଶଗଡ଼ ଗାଡ଼ିର ବଡ଼ଭାରି ବେଭାର କରୁଥିଲେ। ହେଲେ ଆଧୁନିକ୍‌ ଯନ୍ତ୍ରପାତି ଆଏଲାଦିନୁ କୃଷି କାଯ୍‌ରେ ଖେତ୍‌ ଜୁତା, କାଦୋକରା,…

ନାଗରାଜଙ୍କୁ ମନାଇବାରେ ମେଣ୍ଟ ବିଫଳ

ବେଙ୍ଗାଲୁରୁ/ମୁମ୍ବାଇ,୧୫ା୭(ପି.ଟି.): ବିଦ୍ରୋହୀ କଂଗ୍ରେସ ବିଧାୟକ ଏମ୍‌.ଟି.ବି. ନାଗରାଜଙ୍କୁ ମନାଇବାରେ କର୍ନାଟକର ଶାସକ ମେଣ୍ଟ ନେତାମାନେ ବିଫଳ ହୋଇଛନ୍ତି। ରବିବାର ନାଗରାଜ ମୁମ୍ବାଇ ପଳାଇଯିବା ସହ ଇସ୍ତଫା ପ୍ରତ୍ୟାହାର କରିବା ପ୍ରଶ୍ନ ଉଠୁନାହିଁ ବୋଲି କହିଛନ୍ତି। ଅନ୍ୟ ପକ୍ଷରେ ମୁଖ୍ୟମନ୍ତ୍ରୀ ପଦରୁ ଏଚ୍‌.ଡି.…

ପାର୍କରେ ଦୁର୍ଘଟଣା: ୩ ମୃତ, ୩୧ ଆହତ

ଅହମଦାବାଦ,୧୫ା୭(ଆଇଏଏନ୍‌ଏସ୍‌): ଅହମଦାବାଦର ଏକ ମନୋରଞ୍ଜନ ପାର୍କରେ ରବିବାର ଦୋଳି ଭୁଶୁଡ଼ି ପଡିବାରୁ ୩ ଜଣଙ୍କ ମୃତ୍ୟୁ ହେବା ସହ ୩୧ ଜଣ ଆହତ ହୋଇଛନ୍ତି। କଙ୍କରିଆ ଆଡ୍‌ଭେଞ୍ଚର ପାର୍କରେ ‘ଡିସ୍‌କଭରି’ ରାଇଡରେ ପାଖାପାଖି ୪୦ ଜଣ ଭାଗ ନେଇଥିଲାବେଳେ ତାହା ଭୁଶୁଡ଼ି…

ଦୁଇମାସ ବିତିଲା, ସରିଲାନି ଡ୍ରେନ୍‌ କାମ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ପ୍ରତ୍ୟେକ ବର୍ଷ ମୌସୁମୀ ଆସିବା ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଡ୍ରେନେଜ୍‌ ବିଭାଗର ଅଧିକାରୀମାନେ ସକ୍ରିୟ ହୋଇପଡ଼ନ୍ତି। ଡ୍ରେନ ପୁନରୁଦ୍ଧାର, ନୂଆ ଡ୍ରେନ ନିର୍ମାଣ ନେଇ ଟେଣ୍ଡର ଆଦି କଥା ସେମାନଙ୍କର ମନେପଡ଼େ। କାମ ଆରମ୍ଭ ହେଲେ…

ଆଜି ଉଦ୍‌ଘାଟନ ହେବ ମେଡିକାଲର ୨ ୱାର୍ଡ

ଅନୁଗୋଳ ଅଫିସ, ୧୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଜେରିଆଟିକ୍‌ ଓ ଚକ୍ଷୁ ବିଭାଗର ଦୁଇଟି ୱାର୍ଡ ଉଦ୍‌ଘାଟନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ ଏହାର ଉଦ୍‌ଘାଟନ କରିବେ। ତେବେ ନାମ…

ଭୂକମ୍ପରେ ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୫ା୭(ଏଏଫ୍‌ପି): ଇଣ୍ଡୋନେସିଆର ପୂର୍ବଭାଗ ମାଲୁକୁ ଦ୍ୱୀପରେ ରବିବାର ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୩ ଥିଲା। ଭୟରେ ଲୋକମାନେ ଘରୁ ବାହାରି ରାସ୍ତାକୁ ପଳାଇଆସିଥିଲେ। ତେବେ ସୁନାମୀ ସତର୍କ ସୂଚନା ଜାରି କରାଯାଇନାହିଁ। ଉତ୍ତର…

ବିନା ଅଟକଳରେ ଚାଲିଛି ପୌରପାଳିକା

ଅନୁଗୋଳ ଅଫିସ, ୧୫।୭: ୨୦୧୯-୨୦ ଆର୍ଥିକ ବର୍ଷ ଆରମ୍ଭ ହେବାକୁ ପ୍ରାୟ ୪ ମାସ ହେଲାଣି। ହେଲେ ଏ ଯାଏ ଅନୁଗୋଳ ପୌରପାଳିକା ତାର ବଜେଟ ପ୍ରସ୍ତୁତ କରିପାରିନି। ବିନା ଅଟକଳରେ ପୌର ପ୍ରଶାସନ ଏତେ ଦିନ ହେଲା ଅର୍ଥ ଖର୍ଚ୍ଚ…

ଜୀବନ ନେଉଛି ଜଳପ୍ରଳୟ

ନୂଆଦିଲ୍ଲୀ/କାଠମାଣ୍ଡୁ/ଢାକା,୧୫ା୭: ଜଳ ବିହୁନେ ସୃଷ୍ଟି ନାଶ, ଜଳ ବହୁଳେ ସୃଷ୍ଟି ନାଶ। କିଛିଦିନ ତଳେ ମୌସୁମୀର ଆଗମନ ପୂର୍ବରୁ ପାଣି ପାଇଁ ହାହାକାର ହେଉଥିବା ଲୋକେ ଏବେ ଲଗାତର ବର୍ଷାରେ ଉବୁଟୁବୁ ହେଉଛନ୍ତି। ମହାରାଷ୍ଟ୍ରରେ ବର୍ଷାବିତ୍ପାତ ଅନେକ ଲୋକଙ୍କ ଘର ଉଜାଡ଼ି…

ବିଜେଡି ଏମ୍‌ପିଙ୍କୁ ନବୀନଙ୍କ ଚିଠି : ରାଜ୍ୟବାସୀଙ୍କ ଶ୍ରଦ୍ଧାଭାଜନ ହେବାକୁ ପରାମର୍ଶ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ବିଧାୟକ ଓ ମନ୍ତ୍ରୀମାନଙ୍କୁ ଶୃଙ୍ଖଳା ଓ ଉତ୍ତରଦାୟିତ୍ୱର ପାଠ ପଢ଼ାଇବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ଲୋକ ସଭା ଏବଂ ରାଜ୍ୟ ସଭା ସଦସ୍ୟମାନଙ୍କୁ ରବିବାର ପତ୍ର ଲେଖି ଅନେକ ପରାମର୍ଶ ଦେଇଛନ୍ତି।…

ଦେଢ଼ମାସରେ ୨୦.୩% କମିଛି ବର୍ଷା ପରିମାଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ରାଜ୍ୟରେ ଏପର୍ଯ୍ୟନ୍ତ ସ୍ବାଭାବିକ ବର୍ଷା ହୋଇନାହିଁ। ଚଳିତବର୍ଷ ମୌସୁମୀ ବିଳମ୍ବରେ ଆସିଥିଲେ ମଧ୍ୟ ସ୍ବାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଥିଲା। ଜୁଲାଇ ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ପ୍ରବଳ ବର୍ଷା ହେବ ବୋଲି ଆଶା…

୫ ଗାଁକୁ ଖୋଲିଲା ରାସ୍ତା ଅପହଞ୍ଚ ଇଲାକାକୁ ଗଲା ଦୁଇଚକିଆ ଯାନ

ରାଇକିଆ,୧୫ା୭(ଡ଼ି.ଏନ.ଏ)-ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ବାନ୍ଦାଙ୍ଗି, ଇନ୍ଦ୍ରଗଡ଼ ପଞ୍ଚାୟତର ସାର୍ବାପାଙ୍ଗା, ସାର୍ସାପାଟା, ବାସୁବାଡ଼ି, ଦୁବା ଗାଁକୁ ରାସ୍ତା ଖୋଲିଛି। ପ୍ରଥମ ଥର ପାଇଁ ଏହି ସ୍ଥାନକୁ ଦୁଇ ଓ ଚାରି ଚକିଆ ଯାନ ପହଞ୍ଚତ୍ଛି। ବର୍ଷ ବର୍ଷ ଧରି ଏହି ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?