Home Left

ମାଟି ତଳୁ ବାହାରିଲା ମୃତଦେହ; ସ୍ତ୍ରୀ, ପ୍ରେମିକ ମିଶି ହତ୍ୟା କରିଥିବା ସନ୍ଦେହ

ଜଳେଶ୍ୱର, ୧୫ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କଳମା ପଞ୍ଚାୟତ ଅଧୀନ ପ୍ରସାଦଶୋଳ ଜଙ୍ଗଲରୁ ରବିବାର ମାଟିରେ ପୋତା ହୋଇଥିବା ଏକ ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ମୃତଦେହ ରାସଗୋବିନ୍ଦପୁର ଥାନା ଝାଟିଅଡ଼ା ପଞ୍ଚାୟତ କିଅଁାଖାଳି ଗ୍ରାମର ଶଙ୍କର୍ଷଣ ବାରିକ(୩୨)ଙ୍କ…

ନୟାଗଡ଼ ବ୍ଲକରେ ଉଦ୍ୟାନ ବିଭାଗର କେଳେଙ୍କାରୀ : ନଡ଼ିଆ ଚାଷରେ ହେରଫେର ଅଭିଯୋଗ

ନୟାଗଡ଼ ଅଫିସ,୧୫।୭: ନୟାଗଡ଼ ଉଦ୍ୟାନ ବିଭାଗର ନଡ଼ିଆ ଚାରା ପ୍ରଦାନରେ କେଳେଙ୍କାରୀ ସାମ୍ନାକୁ ଆସିଛି। ଅଧିକାରୀ ଓ କର୍ମଚାରୀମାନେ ଚାଷୀଙ୍କୁ ଭକୁଆ ବନାଇ ଶହ ଶହ ନଡ଼ିଆ ଚାରା ହେରଫେର କରିଥିବା ଅଭିଯୋଗ ହେଉଛି। ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟର ସ୍ଥିତି…

ରଣପୁର ବାହୁଡା ଯାତ୍ରାରେ ବିଶୃଙ୍ଖଳା : ନନ୍ଦିଘୋଷ ରଥର ଅଖ ଭାଙ୍ଗିଲା, ହୋଇପାରିଲା ନାହିଁ ଲକ୍ଷ୍ମୀନାରାୟଣ ଭେଟ

ରଣପୁର,୧୫ା୭ (ସ୍ବ.ପ୍ର.): ରଣପୁରଠାରେ ବାହୁଡା ଯାତ୍ରାର ୨ଦିନ ପରେ ରବିବାର ଶ୍ରଦ୍ଧାଳୁମାନେ ଉତ୍ସାହର ସହ ନନ୍ଦିଘୋଷ ରଥ ଟାଣୁଥିଲା ବେଳେ ହଠାତ୍‌ ରଥଅଖ ଭାଙ୍ଗିଯାଇଥିଲା। ଫଳରେ ରଥଟଣା କାର୍ଯ୍ୟ ବନ୍ଦ ରହିଥିଲା ଓ ସିଂହଦ୍ୱାରଠାରେ ହେବାକୁ ଥିବା ଲକ୍ଷ୍ମୀ ନାରାୟଣ ଭେଟ…

ଶ୍ରୀ ରାଧାକୃଷ୍ଣ, ମହାପ୍ରଭୁଙ୍କୁ ବ୍ରହ୍ମକମଳ ଅର୍ପଣ

ବୋଲଗଡ଼,୧୫ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ନୂତନ ସତ୍‌ସଂଘ ମନ୍ଦିର ପରିସରରେ ଶନିବାର ରାତିରେ ୫ଟି ବ୍ରହ୍ମକମଳ ଫୁଲ ଫୁଟିଥିଲା। ଏହା ଦେଖି ସତ୍‌ସଂଘ କେନ୍ଦ୍ରର ଶ୍ରଦ୍ଧାଳୁମାନେ ଆନନ୍ଦରେ ଏହି ବିରଳ ଫୁଲଗୁଡ଼ିକୁ ମହାପ୍ରଭୁଙ୍କୁ ଅର୍ପଣ କରିଛନ୍ତି। କେନ୍ଦ୍ରର ସହପ୍ରତି ଋତ୍ୱିକ କେଶବ ଚନ୍ଦ୍ର…

ଏଟିଏମ୍‌ରୁ ବାହାରୁଛି ଚିରାଫଟା ନୋଟ୍‌

ରଣପୁର/ଟାଙ୍ଗୀ(ଖୋର୍ଦ୍ଧା)୧୫ା୭(ସ୍ବ.ପ୍ର./ଡି.ଏନ୍‌.ଏ.)-ରିଜର୍ଭ ବ୍ୟାଙ୍କ ଏଣିକି ଚିରାଫଟା, କଲମରେ ଲେଖା ଯାଇଥିବା, ଜରିପଡିଥିବା ନୋଟ୍‌କୁ ବ୍ୟବହାର ଅନୁପଯୋଗୀ ବୋଲି ଘୋଷଣା କରୁଥିବାବେଳେ ଏଟିଏମ୍‌ରୁ ଏଭଳି ଟଙ୍କା ବାହାରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ନୟାଗଡ଼ ଜିଲା ଚାନ୍ଦପୁର ଅଞ୍ଚଳରେ ରବିବାର ଏପରି ଏକ ଘଟଣା ଦେଖିବାକୁ…

ବଜ୍ରପାତ ନେଲା ଦୁଇ ଯୁବକଙ୍କ ଜୀବନ, ୩ ଗୁରୁତର

ଟାଙ୍ଗୀ(ଖୋର୍ଦ୍ଧା),୧୫ା୭(ଡି.ଏନ୍‌.ଏ.): ଟାଙ୍ଗୀ ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଦୁଇ ଯୁବକଙ୍କ ଜୀବନ ନେବା ସହ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଝରିଆ ଗ୍ରାମର ତୁଷାର ପଲେଇ(୧୯) ଓ ଟାଙ୍ଗୀ ଗ୍ରାମର ଚିତ୍ତରଞ୍ଜନ ରାଉତ(୩୮)। ଏଥିରେ ସୁଜିତ ସ୍ବାଇଁ,…

ଗାଁ ଦାଣ୍ଡରେ ଜମି ରହିଛି ବର୍ଜ୍ୟଜଳ : ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଅସନ୍ତୋଷ, ଡ୍ରେନେଜ୍‌ ଦାବି

ବୋଲଗଡ଼,୧୫ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଅସରଳା ଗ୍ରାମଦାଣ୍ଡରେ ବର୍ଜ୍ୟଜଳ ନିଷ୍କାସିତ ନ ହୋଇ ଗାଁ ଦାଣ୍ଡରେ ଜମି ରହିଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଉପଯୁକ୍ତ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ଗ୍ରାମର ୨ଟି ସ୍ଥାନରେ ବର୍ଷସାରା ଏଭଳି ଅବସ୍ଥା ଲାଗି ରହୁଥିବା…

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ପ୍ରତିଦିନ ଏଥିରୁ ଚାମୁଚେ…

ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଚାମୁଚେ ଗୁଆଘିଅ ସାମିଲ କଲେ ବେଶ୍‌ ସୁଫଳ ମିଳିଥାଏ। ଏହା ହାର୍ଟ ଆଟାକ୍‌ ଓ ମେଦବହୁଳତା ଆଶଙ୍କା ଦୂର କରେ। ଗୁଆଘିଅ ଖାଇଲେ ରକ୍ତରେ ଏଚ୍‌ଡିଏଲ ସ୍ତର ବୃଦ୍ଧି ପାଏ। ଯାହାକି ହାର୍ଟ…

ସ୍ତନ୍ୟପାନ କରାଉଥିଲେ ଧୂମପାନ ହାନିକାରକ

ଧୂମପାନ କରିବା ଏବଂ ଏହା ସଂସ୍ପର୍ଶରେ ରହିବା ଉଭୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏହା ସବୁଠୁ ଅଧିକ ମହିଳାଙ୍କ ପାଇଁ କ୍ଷତିକାରକ ହୋଇଥାଏ, ଯେଉଁମାନେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥାନ୍ତି। ଶିଶୁଙ୍କୁ ସ୍ତନ୍ୟପାନ କରାଉଥିବା ମା’ମାନେ ଯଦି ଘରେ ଧୂମପାନ ସଂସ୍ପର୍ଶରେ ଆସନ୍ତି,…

ପରିବେଶ ସୁରକ୍ଷାରେ ଛାତ୍ରୀଛାତ୍ରଙ୍କ ଭୂମିକା ଆଲୋଚନା ଚକ୍ର:କଲାମଙ୍କ ଭଳି ସ୍ବପ୍ନ ଦେଖି ସାକାର କର

ପୁରୀଅଫିସ, ୧୪ା୭ : ଦିନକୁ ଦିନ ପରିବେଶ ନଷ୍ଟ ହେବାରେ ଲାଗିଛି। ରାସ୍ତା ସମ୍ପ୍ରସାରଣ ଲାଗି ରାସ୍ତାକଡରେ ରହିଥିବା ବହୁ ବଡ ବଡ ଗଛ କଟାଯାଉଛି। ତାହା ତୁଳନାରେ ଚାରା ରୋପଣ କରାଯାଉନାହିଁ। ଜଙ୍ଗଲ କ୍ଷୟ ହେଉଛି। ଏହାର ପ୍ରଭାବ ପରିବେଶ…

ନୀଳାଦ୍ରିବିଜେ:ଦିନକ ପାଇଁ ଶ୍ରୀମନ୍ଦିରରେ ହୁଏ ରସଗୋଲା ଭୋଗ

ପୁରୀ ଅଫିସ, ୧୪ା୭: ପରମ୍ପରା ଅନୁଯାୟୀ ଠାକୁରମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ବାହୁଡାରେ ଫେରିଆସନ୍ତି। ଏହା ପରଦିନ ସିଂହଦ୍ୱାରଠାରେ ରଥ ଉପରେ ସୁନାବେଶରେ ଦର୍ଶନ ଦିଅନ୍ତି। ସୁନାବେଶ ପରଦିନ ଅଧରପଣା ନୀତି ସାରି ତା ପରଦିନ ନୀଳାଦ୍ରିବିଜେ କରିଥାନ୍ତି। ତେବେ…

ଭିନେଶଙ୍କୁ ଲଗାତର ୨ୟ ସ୍ବର୍ଣ୍ଣ

ଇସ୍ତାନବୁଲ, ୧୪।୭ (ପି.ଟି.)- ତାରକା ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ପୋଗତ୍‌ ଏଠାରେ ଚାଲିଥିବା ୟାସର ଡୋଗୁ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ରବିବାର ଅନୁଷ୍ଠିତ ମହିଳା ୫୩ କିଗ୍ରା ବିଭାଗରେ ଭିନେଶ ୯-୫ରେ ରୁଷିଆର ଏକତ୍ରିନା ପୋଲେଶ୍ଚୁକଙ୍କୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?