Home Left

ସୋସିଆଲ ମିଡିଆରେ ନାବାଳିକାଙ୍କୁ ପ୍ରେମ ନିବେଦନ:ଯୁବକଙ୍କୁ ପୋଲିସ ଜିମାଦେଲେ ଗ୍ରାମବାସୀ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଯାଜପୁର ଅଞ୍ଚଳର ଜଣେ ଯୁବକ ସୋସିଆଲ ମିଡିଆରେ ପ୍ରେମ ନିବେଦନ କରି ହଟହଟା ହୋଇଛନ୍ତି। ଖବର ମୁତାବକ ଯୁବକ ଜଣକ ନାବାଳିକାଙ୍କୁ ଦେଖା କରିବାକୁ ଶନିବାର ତାଙ୍କ ଘରେ ମଧ୍ୟ ପହଞ୍ଚିଯାଇଥିଲେ। ଘରେ…

‘ଥାପ୍ପଡ୍‌’ରେ ନଜର ଆସିବେ ତାପସୀ

ବଲିଉଡ଼ରେ ଖୁବ୍‌ କମ ଦିନରେ ନାଁ କମାଇଥିବା ଅଭିନେତ୍ରୀମାନଙ୍କ ମଧ୍ୟରେ ତାପସୀ ପନ୍ନୁଙ୍କ ନାମ ସର୍ବାଗ୍ରେ ଆସେ। ସେ କଷ୍ଟକର ଅଭିନୟ କରିବାକୁ ପସନ୍ଦ କରିଥାନ୍ତି। ସବୁ ଫିଲ୍ମରେ ତାଙ୍କ ଚରିତ୍ରକୁ ନେଇ ବେଶ୍‌ ଚର୍ଚ୍ଚା ମଧ୍ୟ ହୋଇଥାଏ। ଗତ ବର୍ଷ…

ରାତିରେ କାହିଁକି ଘର ପୋଛିବାକୁ ମନା କରାଯାଏ

ହିନ୍ଦୁ ଧର୍ମରେ ଥିବା କିଛି ପରମ୍ପରା ଆଜିବି ଅନେକ ଲୋକ ପାଳନ କରି ଆସୁଛନ୍ତି। ହେଲେ କେହି କେହି ଏହାକୁ ଅନ୍ଧ ବିଶ୍ୱାସ କହି ଏଡାଇ ଯାଉଛନ୍ତି। ଏମିତି କିଛି ପରମ୍ପରା ଅଛି ଯାହା ପଛରେ ବୈଜ୍ଞାନିକ କାରଣ ମଧ୍ୟ ନିହିତ…

ଏମିତି ଏକ ମନ୍ଦିର, ଯେଉଁଠି ହ୍ବେଲ୍‌ ମାଛର କଣ୍ଟାକୁ କରାଯାଏ ପୂଜା

ଭାରତରେ ଦେବୀଦେବତାଙ୍କର ଅନେକ ମନ୍ଦିର ରହିଛି। କିନ୍ତୁ କିଛି ମନ୍ଦିର ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଏଭଳି ଏକ ମନ୍ଦିର ରହିଛି ଗୁଜରାଟର ମଗୋଦ ଡୁଙ୍ଗରି ଗଁାରେ। ଏଠାରେ ରହିଛି ‘ମତ୍ସ୍ୟ ମାତାଜୀ’ଙ୍କ ମନ୍ଦିର; ଯେଉଁଠାରେ ହ୍ବେଲ୍‌ ମାଛର କଣ୍ଟାକୁ ପୂଜା…

ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିବାର ଅଧିକାର ବାଚସ୍ପତିଙ୍କ ନାହିଁ:ୟେଦୁରପ୍ପା

ବେଙ୍ଗାଲୁରୁ, ୧୪।୭: କର୍ନାଟକରେ ରାଜନୈତିକ ପାଣିପାଗ ବେଶ୍‌ ସରଗରମ ହୋଇପଡିଛି। ଗୋଟିଏ ପଟେ ମେଣ୍ଟରୁ ଇସ୍ତଫା ଦେଖିବା ବିଧାୟକ ମନାଇବାକୁ କଂଗ୍ରେସ-ଜେଡିଏସ ଲାଗିପଡିଥିଲାବେଳେ ଅନ୍ୟପଟେ ଭାଜପା ନେତା ବି.ଏସ.ୟେଦୁରପ୍ପା ସରକାରଙ୍କ ପାଖରେ ବହୁମତ ନାହିଁ ଏବଂ ତୁରନ୍ତ କୁମାରସ୍ବାମୀ ଇସ୍ତଫା ଦିଅନ୍ତୁ…

୯୫ ଶହ ବର୍ଷ ହେଲା ସମୁଦ୍ରରେ ବୁଡ଼ି ରହିଛି ଏହି ସହର…

ଭାରତର ଗୁଜରାଟ ଆନନ୍ଦ ଜିଲାର ଖମ୍ବାଟ ଉପକୂଳରେ ମାହି ନଦୀ ଉପତ୍ୟକା ଏବଂ ସମୁଦ୍ରର ସଙ୍ଗମ ସ୍ଥଳରେ ୯୫ ଶହ ବର୍ଷ ଧରି ଏକ ପୁରାତନ ସହର ପାଣିରେ ବୁଡ଼ି ରହିଛି। ଏଭଳି ସମୃଦ୍ଧ ସହର କାହିଁକି ସମୁଦ୍ରରେ ବୁଡ଼ିଗଲା ସେ…

ଓ୍ବିଲିୟମସନଙ୍କ ବିଶ୍ୱକପ୍‌ ରେକର୍ଡ

ଲଡର୍‌ସ,୧୪।୭(ପିଟି)- ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ରବିବାର ସ୍ବତନ୍ତ୍ର ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଫାଇନାଲ ମ୍ୟାଚ୍‌ରେ ୩୦ ରନ୍‌ର ଇନିଂସ ଖେଳିବା ଅବସରରେ ବିଶ୍ୱକପ୍‌ର ଗୋଟିଏ ସଂସ୍କରଣରେ ଅଧିନାୟକ ଭାବେ ସର୍ବାଧିକ ରନ୍‌ କରିବାର…

ଭୁଶୁଡିଲା ଗେଷ୍ଟହାଉସ୍‌ କୋଠା, ୩୫ ଯବାନ ଫଶିଥିବା ଆଶଙ୍କା

ସିମଲା, ୧୪।୭: ହିମାଚଳପ୍ରଦେଶର ସୋଲନରେ ଏକ ଗେଷ୍ଟହାଉସ୍‌ କୋଠା ଭୁଶୁଡି ପଡିଛି। ଏହି କୋଠା ତଳେ ଅନେକ ଲୋକ ଚାପି ହୋଇଯାଇଥିବା ସୂଚନା ମିଳିଛି। ଭାରତୀୟ ସେନାର ୩୦ରୁ ୩୫ ଜଣ ଜବାନ କୋଠା ତଳେ ଚାପି ହୋଇଯାଇଥିବା କୁହାଯାଉଛି। ଯବାନମାନେ…

ଲଣ୍ଡନରେ ଛୁଟି କାଟୁଛନ୍ତି ବିରାଟ-ଅନୁଷ୍କା, ରାଗିଲେ ଫ୍ୟାନ୍‌

ଲଣ୍ଡନ, ୧୪।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ଭାରତର ପରାଜୟକୁ ନେଇ ଦେଶରେ ନିରାଶାର ମାହୋଲ ଖେଳିଯାଇଥିବାବେଳେ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କାଙ୍କୁ ଧରି ଲଣ୍ଡନରେ ଛୁଟି ମନାଉଛନ୍ତି। ବିଶ୍ୱକପ ଦଳରେ…

ବିଜୟଙ୍କ ରୋଡ୍‌ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ

ପାଟକୁରା,୧୪।୭(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ରୋଡ୍‌ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି। ବିଜୟ ମହାପାତ୍ର ରାଜ୍ୟର ଜଣେ ଟାଣୁଆ ନେତା। ସେ ନିର୍ବାଚିତ ହେଲେ ପାଟକୁରା ଅଞ୍ଚଳ ଅଧିକ ବିକଶିତ…

ବର୍ଷାଦିନେ ଆଗ୍ରା ବୁଲିବାକୁ ଯାଉଛନ୍ତି କି…ତାଜମହଲ ଦୃଶ୍ୟ ସହ ଏସବୁ ଜିନିଷର ମଜା ନିଅନ୍ତୁ..

ଭ୍ରମଣ କାହାକୁ ବା ପସନ୍ଦ ନୁହେଁ। କର୍ମବହୁଳ ଜୀବନରୁ ସମୟ ଟିକିଏ ମିଳିବା ମାତ୍ରେ ଅନେକେ ଦର୍ଶନୀୟ ସ୍ଥାନ ଭ୍ରମଣରେ ବାହାରିଥାନ୍ତି। ଏହିକ୍ରମରେ ରାଜଧାନୀ ଦିଲ୍ଲୀର ତାଜମହଲ ଭ୍ରମଣର ଅନୁଭୂତି ନିଆରା। ପ୍ରେମର ପ୍ରତୀକ ଭାବେ ପରିଚିତ ଏହି ସ୍ମୃତିସ୍ଥଳକୁ ବୁଲି…

କାଲିସଙ୍କ ସହ ସମ୍ପର୍କ ଛିନ୍ନ କଲା କେକେଆର

କୋଲକାତା,୧୪।୭- ଦୁଇ ଥର ଆଇପିଏଲ ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ (କେକେଆର) ମୁଖ୍ୟ କୋଚ୍‌ ଜ୍ୟାକ୍ସ କାଲିସ ଓ ଆସିଷ୍ଟାଣ୍ଟ କୋଚ୍‌ ସାଇମନ କ୍ୟାଟିଚଙ୍କ ସହ ସମ୍ପର୍କ ଛିନ୍ନ କରିଛି। ଏ ନେଇ ଫ୍ରାଞ୍ଚାଇଜ ପକ୍ଷରୁ ରବିବାର ଘୋଷଣା କରାଯାଇଛି। କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?