Home Left

ଦୁର୍ଗମ କହମପଡ଼ି ଗାଁରେ ବିଧାୟକ ସାଲୁଗା

ଦାରିଙ୍ଗବାଡ଼ି,୧୪।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗାଁ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ ରାସ୍ତା ନାହିଁ କି ବର୍ଷାଦିନରେ ପିଇବା ପାଣି ମଧ୍ୟ ମିଳୁନାହିଁ। ମାତ୍ର ଗୋଟିଏ ଚୁଆ…

ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ବନ ବିଭାଗ ଅଧୀନ ସମ୍ବଲପୁର ରେଞ୍ଜର ଡେପୁଟି…

ବିଦ୍ୟାଳୟ ଯିବା ରାସ୍ତା କଦୁଅ ଭରପୂର: ପ୍ରତିବାଦରେ ରାସ୍ତାରେ ଧାନଗଛ ଲଗାଇଲେ ଛାତ୍ରୀଛାତ୍ର

ମାଲକାନଗିରି,୧୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ରାସ୍ତାରେ କାଦୁଅ ଯୋଗୁ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଯିବା କଷ୍ଟକର ହୋଇପଡୁଛି। ଏହାର ପ୍ରତିବାଦରେ ବିଦ୍ୟାଳୟକୁ ଯାଉଥିବା ରାସ୍ତାରେ ଛାତ୍ରୀଛାତ୍ରମାନେ ଧାନଗଛ ଲଗାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଖଇରପୁଟ ବ୍ଲକ ମାଡ଼କାପଦର ବିଦ୍ୟାଳୟକୁ ଯାଉଥିବା ବନ୍ଧଗୁଡ଼ା, ଧଉଡାଗଡ଼ା,…

ଇଣ୍ଡୋନେସିଆରେ ୭.୩ ତୀବ୍ରତାର ଭୂକମ୍ପ

ଜାକର୍ତ୍ତା,୧୪।୭: ପୂର୍ବ ଇଣ୍ଡୋନେସିଆର ମାଲୁକୁ ଦ୍ୱୀପରେ ରବିବାର ୭.୩ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ପ୍ରାୟ ୯ଟା ୧୦ରେ ଏହା ଅନୁଭୂତ ହୋଇଥିବା ବେଳେ ଏହାର କେନ୍ଦ୍ରସ୍ଥଳ ଉପକୂଳ ସହର ଲାଓ୍ବିଠାରୁ ୧୨୦ କିଲୋମିଟର ଦୂରରେ ରହିଥିଲା। ଏଥିରେ…

ରାସ୍ତା ସଫା କରୁଥିଲାବେଳେ ବେହୋସ ହୋଇପଡିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ

ଜଳନ୍ଧର, ୧୪।୭: ଆଜିକାଲି ପଞ୍ଜାବରେ ସ୍ବଚ୍ଛ ଭାରତ ଅଭିଯାନ ଚାଲିଛି। ରାଜନେତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ଏହି ଅଭିଯାନରେ ସାମିଲ ହେଉଥିବା ନଜିର ରହିଛି। ରବିବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସ୍ତ୍ରୀ ପରିଣୀତି କୌର ରାସ୍ତା ସଫା କରୁଥିଲାବେଳେ…

କରତାରପୁର କରିଡର: ଭାରତର ପ୍ରସ୍ତାବକୁ ମାନିଲା ପାକିସ୍ତାନ

ନୂଆଦିଲ୍ଲୀ,୧୪।୭: କରତାରପୁର କରିଡରକୁ ନେଇ ରବିବାର ପାକିସ୍ତାନର ଓ୍ବାଘା ସୀମାରେ ଚାଲିଥିବା ବୈଠକ ଶେଷ ହୋଇଛି। ଏହି ବୈଠକରେ ଭାରତ ଯେଉଁ ପ୍ରସ୍ତାବ ରଖିଥିଲା ତାହାକୁ ପାକିସ୍ତାନ ମାନି ଯାଇଥିବା ସୂଚନା ମିଳିଛି। ଏହି ଦ୍ୱିପାକ୍ଷିକ ବୈଠକ ସରିବା ପରେ ସ୍ବରାଷ୍ଟ୍ର…

ଝିଙ୍କ ଶିକାରକୁ ଯାଇ ଜଣଙ୍କ ମୃତ୍ୟୁ

ମାଲକାନଗିରି,୧୪।୭(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ସଦର ବ୍ଲକ ଅନ୍ତର୍ଗତ ଝରାପାଲ୍ଲୀ ଗ୍ରାମର କେତେକ ବ୍ୟକ୍ତି ଶନିବାର ଝିଙ୍କ ଶିକାର କରିବା ପାଇଁ ନିକଟସ୍ଥ ଏକ ପାହାଡ଼କୁ ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ…

ଅନୁଭବଙ୍କ ବିରୋଧରେ ଏତଲା ଦେବା ପରେ ବି ନିଆଯାଉନାହିଁ କାର୍ଯ୍ୟାନୁଷ୍ଠାନ: ମହିଳାଙ୍କ ଥାନା ସମ୍ମୁଖରେ ଧାରଣା

କଟକ ଅଫିସ,୧୪।୭: ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ବିରୋଧରେ ଏତଲା ଦେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗରେ ରବିବାର ଅଭିଯୋକାରିଣୀ ମହିଳା ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କଟକ ପୁରୀଘାଟ ଥାନା…

ରାସ୍ତା ସଂପ୍ରସାରଣ ପାଇଁ ଗଛକଟା, ବିରୋଧ ପରେ ବନ୍ଦ

ବ୍ରହ୍ମପୁର ଅଫିସ,୧୪।୭ : ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲାରେ ସବୁଜିମା ପାଇଁ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍କୁଲ ପିଲାଙ୍କୁ ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ସହ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବୃକ୍ଷରୋପଣ ମଧ୍ୟ କରାଯାଉଛି। ମାତ୍ର ଜିଲା…

ବିଜୟ ମାଲ୍ୟାଙ୍କୁ ‘ବିଗ୍‌ବସ୍‌’ କହି ଟ୍ରୋଲ ହେଲେ ଗେଲ୍‌

ଲଣ୍ଡନ, ୧୪।୭: ପଳାତକ ଭାରତୀୟ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଭେଟିଛନ୍ତି ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଶ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌। ଫର୍ମୁଲା-୧ ବ୍ରିଟିଶ ଗ୍ରାଁ ଫ୍ରି ମୈଦାନରେ ମାଲ୍ୟାଙ୍କ ସହ ଏକ ଫଟୋ ଉଠାଇ ନିଜ ଟୁଇଟରରେ ସେ ପୋଷ୍ଟ କରିଛନ୍ତ। ଏହାସହ ସେ…

ରୋହିଙ୍ଗ୍ୟାଙ୍କ ପାଇଁ ଘର ତିଆରି କଲା ଭାରତ

ମ୍ୟାନମାର,୧୪।୭: ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶାକୁ ଦେଖି ଏବେ ଭାରତ ମ୍ୟାନମାରରେ ୨୫୦ ଘର ତିଆରି କରି ସେଠାକାର ସରକାରଙ୍କୁ ହସ୍ତାନ୍ତର କରିଛି। ଏହାପରେ ମ୍ୟାନମାରର ବୈଦେଶିକ ସଚିବ ବାଂଲାଦେଶ ଗସ୍ତ କରି ସେଠାରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଫେରାଇ ନେବାର ପ୍ରକ୍ରିୟା…

ବିଶ୍ୱକପ୍‌ ଫାଇନାଲ: ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ଲଡର୍‌ସ,୧୪।୭- ଚଳିତ ବଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ବର୍ଷା ଯୋଗୁ ଟସ୍‌ ବିଳମ୍ବରେ ହୋଇଛି। ଟସ୍‌ ଜିତି ଗତଥରର ଫାଇନାଲିଷ୍ଟ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏଠାରେ ଖେଳାଯାଇଥିବା ୪ ବିଶ୍ୱକପ୍‌ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଦଳ ହିଁ ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?