Home Left

ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୧୪।୭: ନିଶକୁ ନେଇ ଭାରତରେ ନାନା ପ୍ରକାର ବିଶ୍ୱାସ ପ୍ରଚଳିତ। କେତେକ ନିଶ ରଖିବାକୁ ସମ୍ମାନ ବୋଲି ମନେ କରନ୍ତି। ମାତ୍ର ରାଜସ୍ଥାନ ଜୟପୁରର ଏକ ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ଜଣେ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ସମ୍ପୃକ୍ତ…

୨୦୨୧ ସୁଦ୍ଧା ଶେଷ ହେବ ଲ୍ୟୁଲ୍‌ ନଦୀ ଉପରେ ଭାସମାନ ହୋଟେଲ: ଦିନକର ରହିବା ଭଡ଼ା ୭୫ ହଜାର

ଷ୍ଟକ୍‌ହୋମ୍‌,୧୪।୭: ସୁଇଡେନ୍‌ର ଲେପଲେଣ୍ଡ୍‌ ଅଞ୍ଚଳରେ ଥିବା ଲ୍ୟୁଲ୍‌ ନଦୀ ଉପରେ ଏକ ଭାସମାନ ହୋଟେଲ ନିର୍ମାଣ କରାଯାଉଛି। ହୋଟେଲ ନିର୍ମାଣ କାର୍ଯ୍ୟ ୨୦୨୦-୨୧ ସୁଦ୍ଧା ଶେଷ ହେବ। ଏଠାରେ ଗୋଟିଏ ଦିନ ରହିବା ପାଇଁ ଭଡ଼ା ଭାରତୀୟ ମୁଦ୍ରାରେ ୭୫ ହଜାର…

ଆସନ୍ତା ବର୍ଷ ପରଦାକୁ ଆସିବ ‘ସତ୍ୟମେବ ଜୟତେ ୨’

ମୁମ୍ବାଇ: ଗତବର୍ଷ ଜନ୍‌ ଆବ୍ରାହମଙ୍କ ଅଭିନୀତ ଫିଲ୍ମ ‘ସତ୍ୟମେବ ଜୟତେ’ ଅଗଷ୍ଟ ୧୫ରେ ରିଲିଜ୍‌ ହୋଇଥିବା ବେଳେ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିଲା। ଏବେ ଏହାର ସିକ୍ୟୁଏଲ ତିଆରି ହେବାକୁ ଯାଉଛି। ଆସନ୍ତା ଅଗଷ୍ଟରେ ଜନ୍‌ଙ୍କ ଅଭିନୀତ ଫିଲ୍ମ ‘ବାଟଲା…

ପୁଣି ବଢ଼ିବ ଆଇପିଏଲ ଦଳ ସଂଖ୍ୟା

ମୁମ୍ବାଇ,୧୪।୭- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଫ୍ରାଞ୍ଚାଇଜ ସଂଖ୍ୟା ପୁଣି ଥରେ ବୃଦ୍ଧିପାଇବାର ସମ୍ଭାବନା ସୃଷ୍ଟି ହାଇଛି। ଅହମ୍ମଦାବାଦ୍‌ର ଆଦାନୀ ଗ୍ରୁପ, ପୁଣେର ଆରପିଜି ସଞ୍ଜୀବ ଗୋୟଙ୍କା ଗ୍ରୁପ, ରାଞ୍ଚତ୍-ଜାମସେଦପୁରର ଟାଟାଙ୍କ ସହ ଅନ୍ୟ କିଛି କର୍ପୋରେଟ ହାଉସ ଆଇପିଏଲ ଫ୍ରାଞ୍ଚାଇଜ…

ମଣ୍ଡିରେ ଲାଗିଲା ନିଆଁ: ପୋଡ଼ି ପାଉଁଶ ହେଲା ୧୭୦ ଟନ୍‌ ଗହମ

ଅମ୍ବାଲା,୧୪।୭: ହରିୟାଣାର ଅମ୍ବାଲାସ୍ଥିତ ଖାଦ୍ୟଶସ୍ୟ ମଣ୍ଡିରେ ରବିବାର ଭୋର୍‌ ୪ଟା ୩୦ରେ ନିଆଁ ଲାଗି ପ୍ରାୟ ୧୭୦ ଟନ୍‌ ଗହମ ଜଳି ପାଉଁଶ ହୋଇ ଯାଇଛି। ଶର୍ଟ ସର୍କିଟ୍‌ ଯୋଗୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବର୍ଷାରେ ଓଦା ନ…

‘ଭୁଲ ଭୁଲେୟା ୨’ରେ ଏକାଠି ନଜର ଆସିବେ ଅକ୍ଷୟ-କାର୍ତ୍ତିକ!

ମୁମ୍ବାଇ: ଏବେ ରିମେକ୍‌ ଓ ସିକ୍ୟୁଏଲର ସମୟ ଚାଲିଥିବା ବେଳେ ବଲିଉଡ୍‌ ଦୁନିଆରେ ବଡ଼ ବଡ଼ ଫିଲ୍ମର ରିମେକ୍‌ ସହ ଏହାର ସିକ୍ୟୁଏଲ ମଧ୍ୟ ନିର୍ମାଣ କରାଯାଉଛି। ତେବେ ୨୦୦୭ରେ ପରଦାକୁ ଆସିଥିବା ହରର କମେଡି ଫିଲ୍ମ ‘ଭୁଲ ଭୁଲେୟା ୨’…

ବିଜେନ୍ଦରଙ୍କ କ୍ରମାଗତ ୧୧ତମ ବିଜୟ

ନୂଆଦିଲ୍ଲୀ,୧୪।୭- ଭାରତୀୟ ପେସାଦାର ବକ୍ସର ବିଜେନ୍ଦର ସିଂଙ୍କ ଅପରାଜେୟ ଧାରା ଜାରି ରହିଛି। ସେ ୟୁଏସ୍‌ ପ୍ରଫେଶନାଲ ସର୍କିଟରେ ଆମେରିକାନ ବକ୍ସର ମାଇକ ସ୍ନିଡରଙ୍କୁ ନକ୍‌ଆଉଟ୍‌ କରି ଦେଇଛନ୍ତି। ଏହା ବିଜେନ୍ଦରଙ୍କ କ୍ୟାରିୟରର କ୍ରମାଗତ ୧୧ତମ ବିଜୟ। ୩୩ ବର୍ଷୀୟ ହରିୟାଣା…

ହନିପ୍ରୀତଙ୍କୁ ନେଇ ୨ କଏଦୀଙ୍କ ମଧ୍ୟରେ ଝଗଡା ବଢିଲା ଆଉ ଏକ ବର୍ଷ ଜେଲ୍‌ଦଣ୍ଡ

ସାଗର,୧୪।୭: ମଧ୍ୟ ପ୍ରଦେଶ ସାଗର ଜିଲାରେ ଥିବା ଏକ ଜେଲ୍‌ରେ ୨ କଏଦୀଙ୍କ ମଧ୍ୟରେ ହନିପ୍ରୀତଙ୍କୁ ନେଇ ଝଗଡା ହେବାରୁ ଜଣେ କଏଦୀଙ୍କର ଜେଲ୍‌ଦଣ୍ଡକୁ ଆଉ ଏକ ବର୍ଷ ବଢାଇ ଦିଆଯାଇଛି। ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମଙ୍କ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ମାଓବାଦୀ ନିହତ

ରାୟପୁର,୧୪।୭: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ମାଓବାଦୀଙ୍କ ମୃତ୍ୟୁ ଘଟିଛି । ଦନ୍ତେ ଓ୍ବାଡ଼ା ଜିଲାର ଗୁମିୟାପାଲ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ରବିବାର ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ମୃତ ମାଓବାଦୀଙ୍କ…

ଅତ୍ୟଧିକ ଆମ୍ବ ସେବନ ସ୍ବାସ୍ଥ୍ୟପକ୍ଷେ ହାନିକାରକ

ଆମ୍ବ ଦେଖିବାକୁ ଯେତିକି ସୁନ୍ଦର ଖାଇବାକୁ ତା’ଠୁ ଅଧିକ ସ୍ବାଦିଷ୍ଟ। ବର୍ଷାଦିନରେ ଆମ୍ବର ମଜା ନେବାକୁ ପ୍ରାୟ ସମସ୍ତଙ୍କୁ ବେଶି ପସନ୍ଦ ହୋଇଥାଏ। ଏହା ପୋଷକ ତତ୍ତ୍ୱ ସହ ଭିଟାମିନ ଇ, କପର, ପୋଟାସିୟମ, ଆଇରନ ଆଦିରେ ଭରପୂର ହୋଇଥାଏ। ଏହା…

୭୬ ବର୍ଷୀୟ ବୃଦ୍ଧଙ୍କ ଅଟୋ ଆମ୍ବୁଲାନ୍ସ ସେବା : ୯୦ ଦିନରେ ବଞ୍ଚାଇଛନ୍ତି ୧୦୦ ଜଣଙ୍କ ଜୀବନ

ହରଜିନ୍ଦର ସିଂହ ନାମକ ଜଣେ ୭୬ ବର୍ଷୀୟ ବୃଦ୍ଧ ଦିଲ୍ଲୀ ରାସ୍ତାରେ ଅଟୋ ଆମ୍ବୁଲାନ୍ସ ସେବା ଯୋଗାଉଛନ୍ତି। ସେ କୁହନ୍ତି, ଗତ ୩ ମାସ ଭିତରେ ୧୦୦ ଜଣଙ୍କ ଜୀବନ ବଞ୍ଚାଇଛନ୍ତି। ପ୍ରତିଦିନ ରାସ୍ତାରେ ଘଟୁଥିବା ଦୁର୍ଘଟଣାରେ ଆହତମାନଙ୍କୁ ସେବା ଯୋଗାଇଥାନ୍ତି।…

ଭୟଙ୍କର ହେଉଛି ନେପାଳ ବନ୍ୟା ପରିସ୍ଥିତି: ବଢୁଛି ମୃତ୍ୟୁ ସଂଖ୍ୟା

କାଠମାଣ୍ଡୁ,୧୪।୭: ନେପାଳରେ ଲାଗି ରହିଥିବା ବର୍ଷାରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଭୟଙ୍କର ରୂପ ଧାରଣ କରୁଛି। ବନ୍ୟା ଓ ଭୂସ୍ଖଳନ ଫଳରେ ଏବେସୁଦ୍ଧା ଏଠାରେ ୪୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ନିଖୋଜ ଅଛନ୍ତି ଓ ୨୦ରୁ ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?