Home Left

ଦୁବଇରେ ଏବେ ମଦ୍ୟପାନ କଲେ ମିଳିବନି ଦଣ୍ଡ

ଦୁବଇ,୧୩।୭: ଏବେ ଦୁବଇରେ ପର୍ଯ୍ୟଟକଙ୍କୁ ୩୦ ଦିନ ଲାଗି ମାଗଣା ଆଲକୋହଲ ଲାଇସେନ୍ସ ପ୍ରଦାନ କରାଯିବାକୁ ବ୍ୟବସ୍ଥା କରାଯାଇଛି। ତେବେ ମଦ୍ୟପାନ କରି ନିୟମ ଉଲ୍ଲଂଘନ କଲେ ସୁଦ୍ଧା ସେମାନଙ୍କୁ ଦଣ୍ଡିତ କରାଯିବ ନାହିଁ। ଖଲିଜ ଟାଇମ୍ସର ରିପୋର୍ଟ ଅନୁଯାୟୀ, ମୁକ୍ତ…

ଶଟର ଭାଙ୍ଗି ଗହଣା ଦୋକାନରେ ଚୋରି

ନୀଳଗିରି,୧୩।୭(ଡି.ଏନ.ଏ.): ନୀଳଗିରି ଥାନା ଅଧୀନ ସନ୍ତରାଗଡିଆ ବଜାରରେ ନ୍ୟୁ ନାରାୟଣ ଜୁଏଲାରି ଦୋକାନରୁ ଲୁଟ୍‌ ହୋଇଛି। ଶୁକ୍ରବାର ବିଳମ୍ବତି ରାତିରେ କେହି ଦୁର୍ବୃତ୍ତ ଶଟର ଭାଙ୍ଗି ରୁପା ଅଳଙ୍କାର ସବୁ ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୧୫ହଜାର…

ହଓ୍ବା ହଓ୍ବାଇ ଗର୍ଲଙ୍କ ବିଷୟରେ କିଛି ଅଜଣା କଥା

ବଲିଉଡ୍‌ର ହଓ୍ବା ହଓ୍ବାଇ ଗର୍ଲ ଶ୍ରୀଦେବୀ। ଅନେକ ସଫଳ ଚରିତ୍ର ତଥା ସୁପରହିଟ୍‌ ଫିଲ୍ମରେ କାମ କରିଥିବା ଏହି ଅଭିନେତ୍ରୀଙ୍କ ଜୀବନ କୌଣସି ଚଳଚ୍ଚିତ୍ରର କାହାଣୀଠାରୁ କମ୍‌ ନୁହେଁ। ଆଜକୁ ପ୍ରାୟ ଦେଢ଼ ବର୍ଷ ପୂର୍ବେ ଅର୍ଥାତ୍‌ ୨୪ ଫେବୃଆରୀ ୨୦୧୮ରେ…

ଟ୍ରାଫିକ୍‌ ସଂଯୋଜକ ସମ୍ମାନିତ

ଅତାବିରା,୧୩।୭(ଡି.ଏନ୍‌.ଏ): ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳର ଜନସାଧାରଣଙ୍କୁ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ୨୦୧୪ରୁ ଟ୍ରାଫିକ୍‌ ଜନ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିଥିବା ପଶ୍ଚିମ ଓଡିଶା ଟ୍ରାଫିକ୍‌ ସଚେତନତା ସଂଯୋଜକଙ୍କୁ ସମ୍ମାନିତ କରାଯାଇଛି। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଓ ବାହୁଡାରେ ପୁରୀର ଜନସାଧାରଣଙ୍କୁ…

ଥରିଲା ଜାପାନ ଓ ଦକ୍ଷିଣ ଫିଲିପାଇନ୍ସ୍‌

ଟୋକିଓ,୧୩।୭: ଜାପାନ ଏବଂ ଦକ୍ଷିଣ ଫିଲିପାଇନ୍ସ୍‌ରେ ଶନିବାର ଭୂକମ୍ପ ଅନୁଭୁତ ହୋଇଛି। ଜାପାନରେ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ଥିବାବେଳେ ଦକ୍ଷିଣ ଫିଲିପାଇନ୍ସ୍‌ରେ ହୋଇଥିବା ଭୂକମ୍ପର ତୀବ୍ରତା ୫.୮ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।…

ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହେଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୩।୭: ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ଭାଜପାର କେତେଜଣ ଏମ୍‌ପି। ଏମାନେ ସଂସଦ ଭବନ ପରିସରରେ ଶନିବାର ଝାଡ଼ୁ ମାରୁଥିବା ଦେଖାଯାଇଛି। ଏଥିରେ ସାମିଲ ହୋଇଥିବା ବଡ ବଡ ନେତାଙ୍କ ମଧ୍ୟରେ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,…

ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ କ୍ଷୀର ଢ଼ାଳି ପ୍ରତିବାଦ କଲେ ଚାଷୀ

ବାସୁଦେବପୁର,୧୩।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ସ୍ଥିତ ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ ଶନିବାର ଶତାଧିକ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ରାତିରେ ମଧ୍ୟ ଚାଷୀମାନେ କ୍ଷୀର ଢ଼ାଳି ପ୍ରତିବାଦ ପଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ଦୁଗ୍ଧ ଶୀତଳିକରଣ ଭଣ୍ଡାର ପକ୍ଷରୁ ବିଭିନ୍ନ…

ପୃଥିବୀର ସବୁଠାରୁ ଉଚ୍ଚା ଗଛ: କୁତବ୍‌ ମିନାରଠାରୁ ବି ଅଧିକ

ସ୍କାରାମେଣ୍ଟୋ,୧୩।୭: ପୃଥିବୀର ସବୁଠାରୁ ଉଚ୍ଚା ଗଛ କାର୍ଲିଫର୍ନିଆ ରେଡ୍‌ ଉଡ୍‌ ଜାତୀୟ ଉଦ୍ୟାନରେ ରହିଛି। ଏହାର ଉଚ୍ଚତା ୧୧୫.୮୫ ମିଟର। ଏହି ଗଛ ସମ୍ପର୍କରେ ୨୦୦୬ରେ ଜଣାପଡ଼ିଥିଲା। ଏହାର ଉଚ୍ଚତା ଦିଲ୍ଲୀର କୁତବ୍‌ ମିନାରଠାରୁ ମଧ୍ୟ ଅଧିକ। ସେହିପରି ଏହା ଆମେରିକା…

ବିବାହର କିଛି ବର୍ଷ ପର୍ଯ୍ୟନ୍ତ ସନ୍ତାନ ନ ହେବାରୁ ରେଲଓ୍ବେ ଷ୍ଟେଶନରୁ ପିଲା ଚୋରି କଲେ ଦମ୍ପତି

ନୂଆଦିଲ୍ଲୀ,୧୩।୭: ରାଜଧାନୀ ଦିଲ୍ଲୀରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ନିଜାମୁଦ୍ଦିନ ରେଲଓ୍ବେ ଷ୍ଟେଶନରୁ ଏକ ୨ ବର୍ଷର ଶିଶୁ ଅପହରଣ ମାମାଲା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। କାରଣ ଶିଶୁଟିକୁ ଜଣେ ଦମ୍ପତି ଜାଣିଶୁଣି ଚୋରି କରିଥିବା ପୋଲିସ…

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ: କ୍ଷତି ପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାଜପଥ ଅବରୋଧ

ପାଟଣା,୧୩।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ରେଙ୍ଗାଳବେଡା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ମୁରୁସୁଆଁ ଗାଁର…

ଏସିଆର ଶ୍ରେଷ୍ଠ ୧୦ ସୁନ୍ଦର ସହର ମଧ୍ୟରେ ରାଜସ୍ଥାନର ଉଦୟପୁର ଓ ଜୟପୁର

ନୂଆଦିଲ୍ଲୀ,୧୩।୭: ଏସିଆର ଶ୍ରେଷ୍ଠ ୧୦ ସୁନ୍ଦର ସହର ମଧ୍ୟରେ ରାଜସ୍ଥାନର ୨ ସହର ରହିଛନ୍ତି। ଏନେଇ ପର୍ଯ୍ୟଟନ ପ୍ରତିକା ଟ୍ରାଭେଲ ପ୍ଲସ୍‌ ରେଜର ମାଗାଜିନ୍‌ରେ ରିପୋର୍ଟ ପ୍ରକାଶ ପାଇଛି। ରାଜସ୍ଥାନର ଉଦୟପୁର ତାଲିକାରେ ୬ଷ୍ଠ ସ୍ଥାନରେ ଥିବାବେଳେ ଜୟପୁର ୧୦ମ ସ୍ଥାନରେ…

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଲା ୩ ଜୀବନ

ତାଳଚେର ନି.ପ୍ର./ପବିତ୍ରନଗର,୧୩।୭ (ଡିଏନଏ): ଅନୁଗୋଳ ଜିଲା ସମଲ ଥାନା ବୁରୁକୁନା ପଞ୍ଚାୟତ ନାଇକାନାଳିଠାରେ ଜାତୀୟ ରାଜପଥ ୧୪୯ରେ ଶନିବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?