Home Left

ଅଧିକ ହଇରାଣ କଲେ ପତ୍ନୀଙ୍କ ସହ ଆତ୍ମହତ୍ୟା କରିବି: ଭାଜପା ବିଧାୟକ

ବରେଲି,୧୩।୭: ଭାରତୀୟ ଜନତା ପାର୍ଟି ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ ମିଶ୍ରା ଜଣେ ଦଳିତ ଯୁବକଙ୍କୁ ବିବାହ କରିବା ପରେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସାକ୍ଷୀ ସୋସିଆଲ ମିଡିଆରେ ତାଙ୍କ ସୁରକ୍ଷାକୁ ନେଇ ଅନୁରୋଧ କରିଥିବା ବେଳେ…

ଜାତିସଂଘ ମୁଖ୍ୟାଳୟରେ ପ୍ରଦର୍ଶିତ ହେଲା ‘ଦି ଲାଷ୍ଟ କଲର’

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ ଓଡ଼ିଶାକୁ ବିଶ୍ୱସ୍ତରରେ ଗୌରବାନ୍ବିତ କରିଛନ୍ତି। ନିକଟରେ ତାଙ୍କ ଦ୍ୱାରା ପ୍ରଯୋଜିତ ଫିଚର ଫିଲ୍ମ ‘ଦି ଲାଷ୍ଟ କଲର’ ଶୁକ୍ରବାର ଜାତିସଂଘ ମୁଖ୍ୟାଳୟଠାରେ…

ମାଉସୀ ମା’ ପୋଡ଼ପିଠା ଖାଇଲେ ମହାପ୍ରଭୁ

ପୁରୀ ଅଫିସ, ୧୩।୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭୋଜନ ପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ପିଠା ଖାଇବା ପାଇଁ ତାଙ୍କର ଥାଏ ବିଶେଷ ରୁଚି। ପ୍ରତିଦିନ ତାଙ୍କ…

ଉତ୍ସାହ ଆଗରେ ହାର୍‌ ମାନିଛି ବୟସ: ୯୩ ବର୍ଷ ବୟସ୍କ ବୃଦ୍ଧ ଶିଖାଉଛନ୍ତି କୁସ୍ତି ଲଢ଼ିବା

ମଦୁରାଇ,୧୩।୭: ତାମିଲନାଡୁର ମଦୁରାଇରେ ବାସ କରୁଥିବା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ ଉତ୍ସାହ ଆଗରେ ବୟସ ହାର୍‌ ମାନିଛି। ସେ ସ୍ଥାନୀୟ ଯୁବକଙ୍କୁ କୁସ୍ତି ଲଢ଼ିବା ଶିଖାଉଛନ୍ତି। ଏଠାରେ ବାସ କରୁଥିବା ପାଲାନି ନାମକ ଏହି ବୃଦ୍ଧ ଜଣଙ୍କ ୧୯୯୪ରେ…

ବାହୁଡ଼ାରେ ୧୦୦ରୁ ଊର୍ଦ୍ଧ୍ୱ ଅସୁସ୍ଥ

ପୁରୀ ଅଫିସ, ୧୩।୭: ବାହୁଡ଼ା ଯାତ୍ରାରେ ଜନ୍ମବେଦିରୁ ରତ୍ନବେଦିକୁ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଫେରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ମହାପ୍ରଭୁଙ୍କ ଏହି ଅପୂର୍ବ ଲୀଳାର ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହୋଇଥିଲା। ଅପରାହ୍ନରେ ରଥ ଟାଣିବା ବେଳେ ଭିଡ଼ ମଧ୍ୟରେ…

ଅଂଶୁଲା କାନ୍ତ ହେବେ ବିଶ୍ୱବ୍ୟାଙ୍କ ଏମ୍‌ଡି

ନୂଆଦିଲ୍ଲୀ,୧୩।୭: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ) ଏମ୍‌ଡି ଅଂଶୁଲା କାନ୍ତଙ୍କୁ ବିଶ୍ୱ ବ୍ୟାଙ୍କର ଏମ୍‌ଡି ତଥା ଚିଫ୍‌ ଫାଇନାନସିଆଲ ଅଫିସର(ସିଏଫ୍‌ଓ) ଭାବେ ନିଯୁକ୍ତ କରାଯାଇଛି। ବିଶ୍ୱ ବ୍ୟାଙ୍କ ପ୍ରେସିଡେଣ୍ଟ ଡେଭିଡ ମାଲ୍‌ପାସ୍‌ ଶୁକ୍ରବାର ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଅନ୍ତଃରାଷ୍ଟ୍ରୀୟ ବ୍ୟାଙ୍କର ଫାଇନାନ୍‌ସିଆଲ…

ରଥ ଉପରେ ସୁନାବେଶ ବଡ଼ତଢାଉ ସେବକଙ୍କ ଅନୁରୋଧରେ ହେଉଛି

ପୁରୀ ଅଫିସ, ୧୩।୭: ଶ୍ରୀପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କର ମାନବୀୟ ଲୀଳା ଭଳି ରାଜକୀୟ ଲୀଳା ମଧ୍ୟ ଅନୁଷ୍ଠିତ ହେଉଛି। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ହେଉଛନ୍ତି ରାଜାଧିରାଜ। ତାଙ୍କର କେତେକ ରୀତିନୀତି, ବେଶ ଓ ଭୋଗ ଇତ୍ୟାଦିରେ ରାଜକୀୟ ଠାଣି ପରିଲକ୍ଷିତ ହୋଇଥାଏ। ରାଜାଧିରାଜ…

ଏସ୍‌ପ୍ଲାନେଡ ଓ୍ବାନ ପାଳିଲା ପ୍ରଥମବର୍ଷ ପୂର୍ତ୍ତି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ ପକ୍ଷରୁ ପ୍ରଥମ ବର୍ଷ ପୂର୍ତ୍ତି ଏବଂ ବାହୁଡା ଯାତ୍ରା ମଲ୍‌ ପରିସରରେ ପାଳିତ ହୋଇଯାଇଛି। ଏହା ସହ କେକ୍‌ କାଟି ପୂର୍ତ୍ତି ସେଲିବ୍ରେଶନ ଏବଂ ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ମଲ୍‌ରେ ଆୟୋଜନ କରାଯାଇଥିଲା। ୧୮ ଷ୍ଟୋର…

ଶ୍ରୀନଅର ସମ୍ମୁଖରେ ଲକ୍ଷ୍ମୀ ନାରାୟଣଙ୍କୁ ଭେଟ କରାଇଲେ ଗଜପତି ମହାରାଜା

ପୁରୀ ଅଫିସ,୧୩।୭: ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେପଟେ ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ରହି ସ୍ବାମୀଙ୍କ ଫେରିବା ବାଟକୁ ଚାହିଁ ରହିଥିଲେ ମା’ ଲକ୍ଷ୍ମୀ ଠାକୁରାଣୀ। ଏହି ସମୟରେ…

୨୦୨୫ରେ ଜାପାନକୁ ଟପିବ ଭାରତ

ନୂଆଦିଲ୍ଲୀ,୧୩।୭: ଚଳିତ ବର୍ଷ ବ୍ରିଟେନକୁ ଟପି ଭାରତ ବିଶ୍ୱର ପଞ୍ଚମ ବୃହତ ଅର୍ଥନୀତି ହେବ। ସେହିଭଳି ୨୦୨୫ରେ ଏହା ଜାପାନକୁ ଟପି ତୃତୀୟ ବୃହତ ଅର୍ଥବ୍ୟବସ୍ଥା ହେବାକୁ ଯାଉଛି ବୋଲି ଶୁକ୍ରବାର ଆଇଏସ୍‌ଏସ୍‌ ମାର୍କିଟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି।…

ଯୁବକଙ୍କ ଗୋଡ଼ରେ ମାଡ଼ିଗଲା ରଥ ବ୍ରେକ୍‌

ବାରଙ୍ଗ,୧୩।୭(ଡି.ଏନ୍‌.ଏ.):ବାରଙ୍ଗ ଅଞ୍ଚଳରେ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା ଚାଲୁଥିବା ବେଳେ ରଘୁନାଥପୁର ଗ୍ରାମମୁଣ୍ଡରେ ଏକ ଅଘଟଣ ଦେଖିବାକୁ ମିଳିଛି। ନନ୍ଦନକାନନ ଛକସ୍ଥିତ ଜଗନ୍ନାଥ ମନ୍ଦିରରୁ ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତି ବିଜେମାନ ହୋଇ ରଘୁନାଥପୁର ଗ୍ରାମମୁଣ୍ଡ ମାଉସୀ ମା’ ମନ୍ଦିରକୁ ଆସିଥାନ୍ତି। ଶୁକ୍ରବାର ବାହୁଡ଼ା…

ଓଡ଼ିଶା ବଜାରରେ ରେନୋର ନୂଆ ଡଷ୍ଟର

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲ ଯାନ ଓଡ଼ିଶା ବଜାରରେ ପ୍ରବେଶ କରିଛି। ସ୍ଥାନୀୟ ପାହାଳସ୍ଥିତ ରେନୋ ଭୁବନେଶ୍ୱରର ନର୍ଥ ଶୋ’ରୁମଠାରେ ଏହାକୁ ସୁପରସେଲ୍‌ସ ଅଟୋମୋବାଇଲସ୍‌ ପ୍ରାଇଭେଟ ଲିମିଟେଡର ସ୍ବତ୍ତ୍ୱାଧିକାରୀ ବିଶାଲ ଧାଓ୍ବନ, ଏସ୍‌ବିଆଇ ଡିଜିଏମ୍‌ ରବିନ୍ଦ୍ର କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?