ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ଚାଲିଗଲା ରୋଗୀଙ୍କ ଜୀବନ, ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା
ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ମଧ୍ୟାହ୍ନରେ ରୋଗୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା ନେଇ ନେଇ ପାଟଣା ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ସମ୍ପର୍କୀୟ ଓ ଡାକ୍ତରଙ୍କ…
ନିଜେ ନିଜେ କାହିଁକି କୋର୍ଟ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ? ୭ ବର୍ଷ ପୁରୁଣା ମାମଲା ସହିତ ରହିଛି ସମ୍ପର୍କ
ହାଇଦ୍ରାବାଦ,୧।୩: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ହାଇଦ୍ରାବାଦର ନାମପାଲିରେ ଥିବା ସ୍ବତନ୍ତ୍ର ଲୋକ ପ୍ରତିନିଧି କୋର୍ଟରେ ବ୍ୟକ୍ତିଗତ ଭାବରେ ହାଜର ହୋଇଥିଲେ। ଏହି ହାଜର ୨୦୧୯ ହୁଜୁରନଗର ଉପନିର୍ବାଚନ ସମୟରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଏବଂ ୨୦୨୧ରେ କୋଭିଡ…
ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…
ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ କରିଥିବା ଅତ୍ୟାଚାର ଓ ବେଆଇନ କାର୍ଯ୍ୟ…
ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ଇରାନ ଉପରେ ବଡ଼ ଆକ୍ରମଣ…
ଇସଲାମବାଦ,୧।୩: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଥିଲେ, ଯାହା ଫଳରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ବାତାବରଣ ଖେଳିଯାଇଛି। ଶନିବାର ସକାଳେ ଆମେରିକା ଏବଂ ଇସ୍ରାଏଲ ଏକ ବଡ଼ ଆକ୍ରମଣ ଆରମ୍ଭ କରିଥିଲେ, ଯାହାର ଜବାବରେ ଇରାନକୁ…
ଧାନଜମିରେ ଇଲେକ୍ଟ୍ରି କରେଣ୍ଟ ଦେଇ ଷଣ୍ଢକୁ ମାରିଦେଲେ ଚାଷୀ, ତାତିଲା ବଜରଙ୍ଗ ଦଳ, ପ୍ରତିବାଦରେ…
ବାଲିଆପାଳ,୧ା୩(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଲୋକେ ଷଣ୍ଢଗୁଡ଼ିକୁ ଇଲେକ୍ଟ୍ରି କରେଣ୍ଟ ଦେଇ ମାରି ଦେଉଛନ୍ତି। ଏନେଇ ବାଲିଆପାଳ ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ଅଭିଯୋଗ…
ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ପେଟ୍ରୋଲ ଦରରେ ନିଆଁ! ଭାରତରେ ମହଙ୍ଗା ହେବ…
ନୂଆଦିଲ୍ଲୀ,୧।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି, ଏବଂ ଏହା ଭାରତର ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପକାଇବ ବୋଲି ଆଶଙ୍କା କରାଯାଉଛି। ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ ଯଦି ଏହି ସଂଘର୍ଷ ଦୀର୍ଘ ସମୟ…
ବଡ଼ଭାଇଙ୍କୁ ପଥରରେ ଛେଚି ହତ୍ୟା କଲେ ସାନ
ଝାରସୁଗୁଡ଼ା,୧ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବଡ଼ମାଳ ଥାନା ଅନ୍ତର୍ଗତ ବୃନ୍ଦାମାଲ ରେଲଓ୍ବେ ଷ୍ଟେଶନ ନିକଟରେ ଥିବା ଏକ ବସ୍ତିରେ ରହୁଥିବା ବଡ଼ଭାଇ ବିବେକନାଥ ନାଗ(୨୮)ଙ୍କୁ ସାନଭାଇ କ୍ଷୀରୋଦନାଥ ନାଗ(୨୪) ଶନିବାର ବିଳମ୍ବିତ ରାତିରେ ପଥରରେ ଛେଚି ହତ୍ୟା କରିଛନ୍ତି। ସୂଚନାନୁସାରେ, ବୃନ୍ଦାମାଲ…
ଇସ୍ରାଏଲ-ଆମେରିକା ଆକ୍ରମଣରେ କେବଳ ଖାଇନେଇ ନୁହେଁ, ପରିବାରର ଅନେକ ସଦସ୍ୟ ନିହତ
ଜେରୁଜେଲମ,୧।୩: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ପରେ, ଏବେ ଖବର ଆସିଛି ଯେ ତାଙ୍କ ପରିବାରର ଅନେକ ସଦସ୍ୟ ମଧ୍ୟ ନିହତ ହୋଇଛନ୍ତି। ଇରାନର ସରକାରୀ ଗଣମାଧ୍ୟମ ରିପୋର୍ଟ କରିଛି ଯେ ଇସ୍ରାଏଲୀ ଏବଂ ଆମେରିକୀୟ ମିଳିତ…
ଆଜିଠାରୁ ଆକାଶରେ ଦେଖାଯିବ ବିରଳ ଦୃଶ୍ୟ: ନିକଟତର ହେବେ ୬ ଗ୍ରହ
ଭୁବନେଶ୍ୱର,୧ା୩(ସୁଚିସ୍ମିତା ସାହୁ): ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ ପରେ ପ୍ରାୟ ୩୦ ମିନିଟରୁ ୬୦ ମିନିଟ ମଧ୍ୟରେ ଆକାଶରେ ଆକର୍ଷଣ ସାଜିବେ…
କେତେ ସମ୍ପତ୍ତି ଛାଡି ଦେଇଗଲେ ଖାମେନେଇ, ଜାଣିଲେ ହୋଇଯିବେ ତାଜୁବ
ତେହେରାନ୍,୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ପରେ, ଇରାନୀ ଗଣମାଧ୍ୟମ ଇରାନର ସର୍ୱୋଚ୍ଚ ନେତା ଆୟତୁଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁର ନିଶ୍ଚିତ କରିଛି। ଏହି ସମୟରେ, ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଇରାନ ଉପରେ…
ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ
ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି ଏବଂ ଖଣ୍ଡାରେ ହାଣି ଲୁଟି ନେଲେ ଲକ୍ଷ ଲକ୍ଷ ଟଙ୍କାର ସୁନା ଅଳଙ୍କାର…
ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ
ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି ଜନସଂଖ୍ୟାଗତ ପରିବର୍ତ୍ତନ। ଲଭ୍ ଜିହାଦ ଏବଂ ଅନ୍ୟ କିଛି ବିଷୟ ବି ରହିଛି।…
Archives


