Home Left

ବିବାହ ପ୍ରତିଶ୍ରୁତି ଦେଇ ରଖିଥିଲେ ସମ୍ପର୍କ, ଗର୍ଭବତୀ ଜାଣିବା ପରେ…

ଖଡ଼ିଆଳ,୨୮।୭(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ବ୍ଲକ ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା କରାଯାଇଥିବା ନେଇ ଗତ ଜୁନ ୧୭ ତାରିଖ ଦିନ ଖଡ଼ିଆଳ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କୁ ସୁଦୂର ମୁମ୍ବାଇରୁ ଗିରଫ…

ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସକୁ ନେଇ ସଚେତନତା

ରାଇକିଆ,୨୮।୭(ପ୍ରଦୀପ ବେହେରା): ଆସନ୍ତା ଜୁଲାଇ ୩୦ ତାରିଖ ହେଉଛି ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସ ମାନବ ଚାଲାଣର ଶିକାର ହୋଇଥିବା ଲୋକଙ୍କ ପରିସ୍ଥିତି ବିଷୟରେ ସଚେତନତା ବୃଦ୍ଧି କରିବା ଏବଂ ସେମାନଙ୍କ ଅଧିକାରକୁ ପ୍ରୋତ୍ସାହିତ ଏବଂ ସୁରକ୍ଷା କରିବା ପାଇଁ…

ସାକ୍ଷୀଗୋପାଳ ନିକଟରେ ଦ୍ରୁତଗତିରେ ଆସୁଥିଲା ଟ୍ରେନ, ପାର୍‌ ହେବା ବେଳେ ଟ୍ରାକ୍‌ରେ ଅଟକିଗଲା ଟ୍ରାକ୍ଟର,ତା’ପରେ…

ସାକ୍ଷୀଗୋପାଳ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସୋମବାର ଅପରାହ୍ନରେ ସାକ୍ଷୀଗୋପାଳ ରେଳଷ୍ଟେସନ ଠାରୁ କିଛି ଦୂରରେ ଏକବଡ଼ ଧରଣର ରେଳ ଦୁର୍ଘଟଣାରୁ ପୁରୀ -ପାଟନା ଏକ୍ସପ୍ରେସ ଅଳ୍ପକେ ବର୍ତ୍ତିଯାଇଛି । ସାକ୍ଷୀଗୋପାଳ ରେଳ ଷ୍ଟେଶନ ଠାରୁ ପ୍ରାୟ ଦୁଇ କିଲୋମିଟର ଦୂର ବୀରରମଚନ୍ଦ୍ରପୁରୁ…

ମାନସିକ ଚାପ ହ୍ରାସ କରେ ଯୋଗ

ଶରୀରକୁ ସୁସ୍ଥ ରଖିବା ପାଇଁ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ଆମ ଶରୀରର ଯତ୍ନ ନେବାକୁ ଭୁଲିଯାଉଛେ। ଏହା ଦ୍ୱାରା ଆମେ ଅନେକ ରୋଗର ଶିକାର ହେଉଛେ। ତେଣୁ ଶରୀରକୁ ଫିଟ୍‌…

ଜମିଜମା ବିବାଦକୁ ନେଇ ଖଣ୍ଡାରେ ମରଣାତ୍ମକ ଆକ୍ରମଣ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋଟିଏ ପରିବାର ଉପରେ ସମ୍ପର୍କିୟ ଦାଦାଙ୍କ ପରିବାର ଜମିଜମା ବିବାଦକୁ ନେଇ ଖଣ୍ଡାରେ ହାଣିଥିବା ଅଭିଯୋଗ ହୋଇଛି। ଆହାତ ହୋଇଥିବା ବ୍ୟକ୍ତିମାନେ…

FIDE ମହିଳା ଚେସ୍‌ ବିଶ୍ବକପ ୨୦୨୫ ଟାଇଟଲ ଜିତିଲେ ଦିବ୍ୟା

ନୂଆଦିଲ୍ଲୀ,୨୮।୭: ଦିବ୍ୟା ଦେଶମୁଖ ହେଲେ ବିଶ୍ୱ ଚେସ୍‌ ଚାମ୍ପିୟନ । ୧୯ ବର୍ଷୀୟ ଯୁବ ଖେଳାଳି ଭାରତର କୋନେରୁ ହମ୍ପିକୁ ପରାସ୍ତ କରି FIDE ଚେସ୍‌ ବିଶ୍ୱକପ ଟାଇଟଲ ଜିତିଛନ୍ତି। ବିଶ୍ୱକପ ଜିତିବା ପରେ ଦିବ୍ୟା ଦେଶମୁଖ ଭାବପ୍ରବଣ ହୋଇଯାଇଛନ୍ତି। ଚେସ୍‌…

ବ୍ୟାଡମିଣ୍ଟନ ଖେଳିବା ବେଳେ ୨୫ ବର୍ଷୀୟ ଯୁବକଙ୍କର ହୃଦ୍‌ଘାତରେ ମୃତ୍ୟୁ

ନୂଆଦିଲ୍ଲୀ,୨୮।୭: ହାଇଦ୍ରାବାଦର ନାଗୋଲେ ଷ୍ଟାଡିୟମରେ ଶଟଲ୍‌ ବ୍ୟାଡମିଣ୍ଟନ ଖେଳୁଥିବା ବେଳେ ୨୫ ବର୍ଷୀୟ ଯୁବକ ଗୁଣ୍ଡଲା ରାକେଶଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ରାକେଶ ହାଇଦ୍ରାବାଦରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ ଏବଂ ସେ ଖମ୍ମାମ ଜିଲାର ତାଲ୍ଲାଡ଼ାର ପୂର୍ବତନ ଉପ-ସରପଞ୍ଚ…

ଘାଟିରେ ସରିଗଲା ପେଟ୍ରୋଲ, ଅଟୋ ଭଡ଼ା କରି ଟାଙ୍କିକୁ ଆସିଲେ ଆଦିବାସୀ ଚାଷୀ, କହିଲେ ୨୦୦ ଟଙ୍କାର ତେଲ ପାଇଁ…

ଦାରିଙ୍ଗବାଡ଼ି,୨୮ା୭(ଅରୁଣ ସାହୁ): ରାଜ୍ୟ ସରକାର ପ୍ଲାଷ୍ଟିକ୍‌ ବୋତଲ, ଜାର୍‌ରେ ପେଟ୍ରୋଲ ଦେବାକୁ ସମସ୍ତ ପେଟ୍ରୋଲ ଟାଙ୍କିକୁ ବାରଣ କରିଛନ୍ତି। ତେବେ ଏହାକୁ ନେଇ ଦୁର୍ଗମ ଅଞ୍ଚଳର ଚାଷୀ ମୂଲିଆଙ୍କ ସମେତ ସରକାରୀ ଓ ବେସରକାରୀ କର୍ମଚାରୀମାନେ ହଇରାଣ ହରକତ ହେଉଥିବା ଦେଖିବାକୁ…

ଲେମ୍ବୁପାଣିରେ ରହିଛି ଅନେକ ଉପକାରୀ ତତ୍ତ୍ୱ, ରକ୍ତଚାପ କମାଇବା ସହ…

ଲେମ୍ବୁପାଣିକୁ ଏକ ପ୍ରାକୃତିକ ଏବଂ ସତେଜ ପାନୀୟ ଭାବରେ ବିବେଚନା କରାଯାଏ, ଯାହା ଶରୀରକୁ ଅନେକ ଲାଭ ଦେଇଥାଏ। ଏଥିରେ ଭିଟାମିନ ସି’ ଭରପୂର, ଯାହା ରୋଗ ପ୍ରତିରୋଧକ ଶକ୍ତିକୁ ସୁଦୃଢ଼ କରିବାରେ ସାହାଯ୍ୟ କରେ। ଏହା ଶରୀରରୁ ବିଷାକ୍ତ ପଦାର୍ଥ…

PhonePe, GPay, Paytm ୟୁଜର୍ସଙ୍କ ପାଇଁ ବଡ଼ ଖବର, ଜାଣିନିଅନ୍ତୁ ଗୁରୁତ୍ୱପୂର୍ଣ୍ଣ କଥା…

ନୂଆଦିଲ୍ଲୀ,୨୮।୭: ନୂଆ UPI ନିୟମ ୧ ଅଗଷ୍ଟ, ୨୦୨୫ ରୁ କାର୍ଯ୍ୟକାରୀ ହେବ। ଯଦି ଆପଣ ନିୟମିତ ଭାବରେ Paytm, PhonePe, GPay କିମ୍ବା ଅନ୍ୟ କୌଣସି UPI ପ୍ଲାଟଫର୍ମ ବ୍ୟବହାର କରନ୍ତି, ତେବେ ଆପଣଙ୍କ ପାଇଁ ଏହା ଜାଣିବା ବହୁତ…

ଅଫିସରେ ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ: ହସ୍ପିଟାଲରେ ଭର୍ତ୍ତି

ରାଉରକେଲା,୨୮।୭: ରାଉରକେଲା ମହାନଗର ନିଗମ ଅଫିସରେ ସୋମବାର ଏକ ଅଘଟଣ ଘଟିଛି। ମହାନଗର ନିଗମ ଅଫିସରେ କାର୍ଯ୍ୟରତ ଜଣେ ଠିକା କର୍ମଚାରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। କର୍ମଚାରୀ ଜଣକ ଇସ୍ୟୁ ଡିପାର୍ଟମେଣ୍ଟରେ କାର୍ଯ୍ୟ କରୁଥିବା ଜଣାପଡିଛି। ବିଭିନ୍ନ ସମସ୍ୟା ନେଇ ମହିଳା…

ଗୋପାଳପୁର ଗଣବଳାତ୍କାର ମାମଲା: ଦାଖଲ ହେଲା ଚାର୍ଜଶିଟ୍‌

ଗୋପାଳପୁର,୨୮ା୭: ଗୋପାଳପୁର ଗଣବଳାତ୍କାର ମାମଲାରେ ସୋମବାର ଚାର୍ଜଶିଟ୍‌ ଦାଖଲ ହୋଇଛି। ଏସ୍‌ଡିଜେଏମ୍‌ଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୫୭୪ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଗୋପାଳପୁର ଗଣବଳାତ୍କାର ମାମଲାରେ ଏନ୍‌ଏଚ୍‌ଆର୍‌ସିରେ ମାମଲା ରୁଜୁ କରାଯାଇଥିଲା। ଗୋପାଳପୁର ବେଳାଭୂମିରେ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri