Home Left

ସଲମାନଙ୍କ ସହ ଥିବା ଏହି ଯୁବକ ଜଣଙ୍କ ବିଷୟରେ ଜାଣି ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ ଭାଇଜାନ ସଲମାନ ଖାନ୍‌ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ପ୍ରତିଦିନ କିଛି ନା କିଛି ଫଟୋ କିମ୍ବା ଭିଡିଓ ସେ ପୋଷ୍ଟ କରୁଥିବାର ନଜିର ରହିଛି। ନିକଟରେ ସେ ଏକ ଭିଡିଓ ପୋଷ୍ଟ କରି ବେଶ୍‌ ଚର୍ଚ୍ଚାରେ…

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଅନନ୍ୟାଙ୍କ ଫଟୋ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦି ଇୟର ୨’ରୁ କ୍ୟାରିୟର ଆରମ୍ଭ କରିଥିବା ଅନନ୍ୟା ପାଣ୍ଡେ ଏବେ ଖୁବ୍‌ ଚର୍ଚ୍ଚାରେ। ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେଙ୍କ ଏହି ଲାଡ୍‌ଲି ଏବେ ଆଉ ଏକ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ରେ…

ସରକାରୀ ଯୋଜନା ଦିଗହରା: ଭଙ୍ଗା କୁଡ଼ିଆରେ ବିତୁଛି ଦୃଷ୍ଟିହୀନ ଦମ୍ପତି ଚୈତନ୍ୟ-ଅଞ୍ଜନାଙ୍କ ଜୀବନ, ଆଦରିଛନ୍ତି ଭିକ୍ଷାବୃତ୍ତି

ଭବାନୀପାଟଣା, ୧୨।୭(ଡି.ଏନ୍‌.ଏ.): ପ୍ରତି ଗରିବ ପରିବାରକୁ ପକ୍କା ଘର ଯୋଗାଇ ଦେବା ଲାଗି ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାମ କରୁଛି। ହେଲେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। କଳାହାଣ୍ଡି ଜିଲା କଲମପୁର ବ୍ଲକ ମଣ୍ଡଳ ପଞ୍ଚାୟତ ଅନ୍ତର୍ଗତ ଭାଟିଗାଁରେ…

କ୍ଷୀର କିଣିବାକୁ ଟଙ୍କା ନ ଥିଲା: ୮ମାସ ଶିଶୁର ତଣ୍ଟି ଚିପି ମାରିଦେଲେ ମା’

କନୌଜ, ୧୨।୭: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଭୋକିଲା ଶିଶକୁ କ୍ଷୀର କିଣି ଆଣି ଦେଇ ନ ପାରିବାରୁ ଶେଷରେ ନିଜ ଛୁଆର ତଣ୍ଟି ଚିପି ହତ୍ୟା କରିଛନ୍ତି ମା’। ପୋଲିସ ଘଟଣାରେ ସମ୍ପୃକ୍ତ ମହିଳାଙ୍କୁ ଗିରଫ…

କେରଳରେ ଅନ୍‌ଲାଇନ୍‌ରେ ମିଳିବ କଏଦୀଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ, ଦାମ୍‌ କେତେ ଜାଣନ୍ତି…

କେରଳର ଜେଲ୍‌ରେ ସଜା କାଟୁଥିବା କଏଦୀମାନଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଏବେ ଅନ୍‌ଲାଇନ୍‌ରେ ମିଳିବ। ତ୍ରିଶୂରସ୍ଥିତ ବୈୟୁର ସେଣ୍ଟ୍ରାଲ ଜେଲ୍‌ର କଏଦୀମାନଙ୍କୁ ସ୍ବରୋଜଗାର ପାଇଁ ଖାଦ୍ୟ ପ୍ରସ୍ତୁତ ଏବଂ ପ୍ୟାକିଂ କରିବା ଦାୟିତ୍ୱ ଦିଆଯାଇଛି। ଖାଲି ଏତିକି ନୁହେଁ, ଏହି ଖାଦ୍ୟକୁ…

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୧୨।୭: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲରେ ଥିବା ଆର୍‌ଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି। ଝାଡଖଣ୍ଡ ହାଇ କୋର୍ଟ ଶୁକ୍ରବାର ଲାଲୁଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ଦେଓଘର ଟ୍ରେଜେରି ମାମଲାରେ ତାଙ୍କୁ…

ଇମୋଶନାଲ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ବେଶ୍‌ କିଛି ଦିନ ଆକ୍ସନ୍‌ ହିରୋ ଭାବେ ବଲିଉଡ୍‌ ଦର୍ଶକଙ୍କ ମନୋରଞ୍ଜନ କରୁଥିବା ଧର୍ମେନ୍ଦ୍ର ଅସଲ ଜୀବନରେ ଖୁବ୍‌ ଇମୋଶନାଲ ବୋଲି ହୁଏତ କମ୍‌ ଲୋକେ ଜାଣିଥିବେ। ନିକଟରେ ତାଙ୍କର ଏକ ଟୁଇଟ୍‌ ପୁଣି ଥରେ ତାଙ୍କୁ ଇମୋଶନାଲ କରି…

ଶ୍ରୀମନ୍ଦିର ବାହୁଡୁଛନ୍ତି ଶ୍ରୀ ଶ୍ରୀ ଦଧିବାମନ: ପ୍ରବଳ ଗୁଳୁଗୁଳି ସତ୍ତ୍ୱେ ଛୁଟିଛି ଭକ୍ତଙ୍କ ସୁଅ

ଭଟଲି,୧୨ା୭(ଡି.ଏନ.ଏ.): ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ଧାମଠାରେ ପ୍ରସିଦ୍ଧ ବାହୁଡ଼ାଯାତ୍ରା ଲକ୍ଷାଧିକ ଭକ୍ତଙ୍କ ଗହଣରେ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି। ଜଗତର ନାଥ ମହାପ୍ରଭୁ ଦଧିବାମନ ଗୁଣ୍ଡିଚା ମନ୍ଦିରସ୍ଥ ଜନ୍ମବେଦି(ଆଡ଼ପମଣ୍ଡପ) ଛାଡ଼ି ରଥାରୁଢ଼ ହୋଇ…

ଇଣ୍ଡିଜ ଗସ୍ତରୁ ବାଦ୍‌ ପଡ଼ିପାରନ୍ତି କୋହଲି, ବୁମରା

ନୂଆଦିଲ୍ଲୀ,୧୨।୭- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପେସର ଯଶପ୍ରୀତ ବୁମରାଙ୍କୁ ସମ୍ଭବତଃ ସମ୍ପୂର୍ଣ୍ଣ ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ବିଶ୍ରାମ ଦିଆଯାଇପାରେ। ଅଗଷ୍ଟ ୩ ତାରିଖଠାରୁ ଆରମ୍ଭ ହେବାକୁ ଥିବା ଗସ୍ତରେ ଭାରତୀୟ ଦଳ ୩ ଲେଖାଏ ଟି୨୦ ଓ ଦିନିକିଆ ପରେ…

୧୪ରେ ମୁମ୍ବାଇ ଫେରିବ ଟିମ୍‌ ଇଣ୍ଡିଆ

ଲଣ୍ଡନ,୧୨।୭(ପିଟି)- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ପରାସ୍ତ ହୋଇଥିବା ଭାରତୀୟ ଦଳ ଆସନ୍ତା ରବିବାର ସ୍ବଦେଶ ଫେରିବେ। ଦୁଇ ଦିନ ଧରି ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ସେମିଫାଇନାଲରେ ଭାରତୀୟ ଦଳ ୧୮ ରନ୍‌ରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରିଥିଲା। ଭାରତୀୟ ଦଳର ଖେଳାଳିମାନେ ଅଲଗା…

ବିବାହର ୧୬ ବର୍ଷ ପରେ ପ୍ରମାଣପତ୍ର ମାଗିବାରୁ କର୍ମଚାରୀ କହିଲେ ପୁଣିଥରେ ବିବାହ କର

କୋଚି,୧୨।୭: କେରଳର ଜଣେ ଦମ୍ପତି ବିବାହର ୧୬ ବର୍ଷ ପରେ ଏହାର ପ୍ରମାଣପତ୍ର ପାଇଁ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ୪ ଜଣ କର୍ମଚାରୀ ବେଶ୍‌ କିଛି ଦିନ ତାଙ୍କୁ ଦୌଡାଇବା ପରେ ଶେଷରେ କହିଥିଲେ ପୁଣି ଥରେ…

କୋହଲିଙ୍କ ମଜାକ୍‌ ଉଡାଇଲେ ଇଂଲଣ୍ଡ କ୍ରିକେଟର୍‌

ଲଣ୍ଡନ, ୧୨।୭: ଇଂଲଣ୍ଡରେ ବିଶ୍ୱକପ ଚାଲିଥିବାବେଳେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ତା’ର ଟୁଇଟର ପେଜରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସମ୍ରାଟ ଭାବରେ ସଜାଇ ଏକ ଫଟୋ ପୋଷ୍ଟ କରିଥିଲା। ସେତେବେଳେ ଏହାକୁ ନେଇ ଚର୍ଚ୍ଚା ହେବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?