Home Left

ପୁରୁଣା ବସ୍‌ରେ ସୁଇମିଂ ପୁଲ୍‌, ମଜା ଉଠାଉଛନ୍ତି ଲୋକେ

ଫ୍ରାନ୍ସର ବେଟୁନ୍‌ ସହରର ବିଭିନ୍ନ ସ୍ଥାନରେ ପୁରୁଣା ବସଗୁଡ଼ିକରେ ସୁଇମିଂ ପୁଲ୍‌ କରାଯାଇଛି। ଏଥିରେ ଲୋକେ ସ୍ନାନ କରିବା ସହ ବେଶ୍‌ ମଜା ଉଠାଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଫ୍ରାନ୍ସରେ କିଛିଦିନ ତଳେ ପ୍ରବଳ ଗରମ ପଡ଼ିଥିଲା। ଏପରିକି ତାପମାତ୍ରା ରେକର୍ଡ…

ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଗତ ୪ ଦିନ ଧରି ଡାକ୍ତରଖାନାରେ ରହିଛନ୍ତି। ତେବେ…

ବିଶ୍ୱାସ ମତ ପାଇଁ ପ୍ରସ୍ତୁତ କୁମାରସ୍ବାମୀ

ବଙ୍ଗାଲୁରୁ,୧୨।୭: କର୍ନାଟକ ମେଣ୍ଟ ସରକାରକୁ ବଞ୍ଚାଇବାକୁ ଯାଇ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଏବେ ବିଶ୍ୱାସ ମତ ପାଇଁ ପ୍ରସ୍ତୁତ ଓ ତାଙ୍କୁ ଏଥିପାଇଁ ସମୟ ଦିଆଯାଉ ବୋଲି ସେ କହିଛନ୍ତି। ଶୁକ୍ରବାର କର୍ନାଟକ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭରେ କୁମାରସ୍ବାମୀ ବାଚସ୍ପତିଙ୍କୁ…

‘କବିର ସିଂହ’ର ‘ଶିବା’ ଚରିତ୍ର ଆଣିଦେଇଛି ସଫଳତା, ଚର୍ଚ୍ଚାରେ ସୋହମ୍‌

ମୁମ୍ବାଇ: ଚଳଚ୍ଚିତ୍ରର କାହାଣୀ ସାଙ୍ଗକୁ ନାୟିକା-ନାୟକଙ୍କ ଅଭିନୟ ଦର୍ଶକଙ୍କ ମନରେ ଗଭୀର ଛାପ ଛାଡ଼ିଥାଏ। ଏଥିରୁ ଫିଲ୍ମଟି କେତେ ସଫଳ ତାହା ବାରି ହୋଇପଡେ। ଏମାନଙ୍କୁ ଛାଡ଼ି ଦେଲେ ଚଳଚ୍ଚିତ୍ରରେ ଏଭଳି କିଛି ଚରିତ୍ର ଥାଏ ତାହା ସବୁଦିନ ପାଇଁ ମନେ…

ଆଗରେ ବିରାଟ ପଛରେ ଅନୁଷ୍କା, ଏମିତି ହୋଟେଲ ଛାଡିଲେ ଭାରତୀୟ ଖେଳାଳି

ଲଣ୍ଡନ, ୧୨।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉନ୍ନୀତ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ ରହିଛି…

ମରିୟମଙ୍କ ସାକ୍ଷାତ୍‌କାରକୁ ଜବରଦସ୍ତ ବନ୍ଦ କରି ଦିଆଗଲା

ଇସଲାମାବାଦ,୧୨।୭: ପାକିସ୍ତାନ ମିଡିଆ ସେନସରଶିପ୍‌କୁ ନେଇ ଏକ ନୂଆ ଘଟଣା ସାମ୍ନାକୁ ଆସିଛି। ପାକିସ୍ତାନ ମୁସଲିମ ଲିଗ-ନଓ୍ବାଜ(ପିଏମ୍‌ଏଲ୍‌-ଏନ୍‌)ନେତା ମିରିୟମ ନଓ୍ବାଜଙ୍କ ସାକ୍ଷାତ୍‌କାରକୁ ପାକିସ୍ତାନ ନ୍ୟୁଜ ଚ୍ୟାନେଲ ବ୍ରଡକାଷ୍ଟ ସମୟରେ ଜୋର ଜବରଦସ୍ତ ବନ୍ଦ କରି ଦେଇଥିବା ସୂଚନା ମିଳିଛି। ହମ୍‌ ନ୍ୟୁଜରେ…

ଭୋଜିଖାଇ ଫେରୁଥିବା ବେଳେ ହାତୀ ଆକ୍ରମଣରେ ଜଣେ ମୃତ

କେନ୍ଦୁଝର, ୧୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୁଧିଆନାଳି ଗାଁରେ ହାତୀ ଆକ୍ରମଣରେ ଗୁରୁବାର ରାତିରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଭରତ ନାଏକ(୪୫)। ପ୍ରକାଶ ଯେ, ରାତିରେ ଭରତ ଭୋଜି ଖାଇ ଘରକୁ ଫେରୁଥିବା ବେଳେ…

ମା ବସ୍‌ ଧକ୍କାରେ ବୃଦ୍ଧ ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୪ ରେଡ୍‌କ୍ରସ ଭବନ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ‘ମୋ ବସ୍‌’ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଏଜିର ପୂର୍ବତନ କର୍ମଚାରୀ ବାବାଜୀ ସେଠୀ(୭୦)। ପ୍ରକାଶ ଯେ, ବାବାଜୀ ସ୍କୁଟି ଯୋଗେ ୪ ନଂ.…

ଆଶାରାମ ବାପୁଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୨।୭: ନାବାଳିକା ବଳାତ୍କାର ଅଭିଯୋଗରେ ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ପୁଣି ଝଟକା। ତାଙ୍କ ଜାମିନ ଆବେଦନ ଶୁକ୍ରବାର ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆଶାରାମ ଜାମିନ ପାଇଁ କୋର୍ଟରେ…

ମୋବାଇଲ ନିଶାରେ ପଡିଥିବା ବ୍ୟକ୍ତିଙ୍କର ଏଠାରେ ହେବ ଚିକିତ୍ସା

ଅମୃତସର,୧୨।୭: ପଞ୍ଜାବ ଅମୃତସରରେ ଏକ ହସ୍ପିଟାଲରେ ମୋବାଇଲ ଡି-ଆଡିକଶନ ସେଣ୍ଟର ଖୋଲିଛି। ମୋବାଇଲ ନିଶାରୁ ମୁକ୍ତ କରିବା ପାଇଁ ଏହି କେନ୍ଦ୍ର ଖୋଲା ଯାଇଛି। ଏହା ରାଜ୍ୟର ପ୍ରଥମ ମହିଳା ନିଶାମୁକ୍ତି କେନ୍ଦ୍ର ବୋଲି ମଧ୍ୟ କୁହାଯାଉଛି। ଏହି ସେଣ୍ଟରେ ୭…

ଏହି ଫଳ ଖାଇଲେ ଦୂର ହୁଏ ନାନା ସମସ୍ୟା

ନାସ୍ପାତି ଏମିତି ଏକ ଫଳ ଯାହା ସବୁ ଋତୁରେ ମିିଳୁ ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ ଭିଟାମିନ୍‌, ମିନେରାଲ ଏବଂ ଫାଇବର ଭରପୂର ମାତ୍ରାରେ ରହିଛି। ଏହାକୁ ଖାଇଲେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ।…

ଭାଜପା ନେତାଙ୍କ ବୟାନ୍‌, ଖୁବଶୀଘ୍ର ଭାଜପାରେ ଯୋଗଦେବେ ଧୋନୀ

ନୂଆଦିଲ୍ଲୀ, ୧୨।୭: ଆଇସିସ ବିଶ୍ୱକପରେ ଭାରତ ବିଶ୍ୱକପରୁ ବିଦାୟ ନେବାପରେ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହି ସମୟରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଞ୍ଜୟ ପାଶଓ୍ବାନ୍‌ କହିଛନ୍ତି, ଖୁବଶୀଘ୍ର ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?